1 min read

‘ରାଜ୍ୟରେ ଲାଗୁ ହେବ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା’

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା ଲାଗୁ ହେବ ବୋଲି କହିଛନ୍ତି। ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି‌ ଯୋଜନା ଲାଗୁ ହେବ। ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା ଲାଗୁ ହେବ ବୋଲି କହିଛନ୍ତି। ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି‌ ଯୋଜନା ଲାଗୁ […]

1 min read

ପରୀକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ‘ଅଧିକ ଚାପଗ୍ରସ୍ତ ହୁଅନ୍ତୁ ନାହିଁ’

ପରୀକ୍ଷା ପୂର୍ବରୁ ଅଧିକ ଚାପଗ୍ରସ୍ତ ହୁଅନ୍ତୁ ନାହିଁ। ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପରାମର୍ଶ ମାନି ସମୟର ଠିକ୍‌ ଉପଯୋଗ କରନ୍ତୁ। ଆଗକୁ ବଢ଼ିବାର ଇଚ୍ଛା ନେଇ ଆତ୍ମବିଶ୍ୱାସର ସହ କଠୋର ପରିଶ୍ରମ ଜାରି ରଖନ୍ତୁ। ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ ) : ପରୀକ୍ଷା ପୂର୍ବରୁ ଅଧିକ ଚାପଗ୍ରସ୍ତ ହୁଅନ୍ତୁ ନାହିଁ। ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପରାମର୍ଶ ମାନି ସମୟର ଠିକ୍‌ ଉପଯୋଗ କରନ୍ତୁ। ଆଗକୁ ବଢ଼ିବାର ଇଚ୍ଛା ନେଇ ଆତ୍ମବିଶ୍ୱାସର ସହ କଠୋର ପରିଶ୍ରମ ଜାରି ରଖନ୍ତୁ। ତେବେ ଯାଇ ସଫଳତା […]

1 min read

ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ଫ୍ଲାଏ ଓଭର

ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ ) : ରାଜଧାନୀରେ ଏକ ଫ୍ଲାଏ ଓଭର କାମ ଆମ୍ଭ ହେବ। ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ଫ୍ଲାଏ ଓଭର କାର୍ଯ୍ୟ ଖୁବଶୀଘ୍ର ଆରମ୍ଭ ହେବ। ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ସରକାର ଏହି ପ୍ରକଳ୍ପକୁ ଅନୁମତି ଦେଇ ସାରିଛନ୍ତି। ଖୁବଶୀଘ୍ର ଟେକ୍ନିକାଲ କାର୍ଯ୍ୟ ଆରମ୍ଭ ହେବ। ଜୟଦେବ ବିହାରରେ ଜାତୀୟ ରାଜପଥର ଯେଉଁ ଫ୍ଲାଏ ଓଭର ରହିଛି ତାକୁ ସଂଯୋଗ କରି ସେ ଫ୍ଲାଏ ଓଭର […]

1 min read

ବିବାହ ବିଚ୍ଛେଦ ରୋକିବାକୁ ପଦକ୍ଷେପ ନେବେ ରାଜ୍ୟ ସରକାର: ଉପମୁଖ୍ୟମନ୍ତ୍ରୀ

ଦିନକୁ ଦିନ ରାଜ୍ୟରେ ବଢ଼ୁଛି ବିବାହ ବିଚ୍ଛେଦ ଘଟଣା। ଏହାକୁ ହ୍ରାସ କରିବା ଲାଗି ରାଜ୍ୟ ସରକାର ଯୋଜନା କରୁଛନ୍ତି। ବିଚ୍ଛେଦ ରୋକିବାକୁ ରାଜ୍ୟ ସରକାର ପଦକ୍ଷେପ ନେବେ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ ) : ଦିନକୁ ଦିନ ରାଜ୍ୟରେ ବଢ଼ୁଛି ବିବାହ ବିଚ୍ଛେଦ ଘଟଣା। ଏହାକୁ ହ୍ରାସ କରିବା ଲାଗି ରାଜ୍ୟ ସରକାର ଯୋଜନା କରୁଛନ୍ତି। ବିଚ୍ଛେଦ ରୋକିବାକୁ ରାଜ୍ୟ ସରକାର ପଦକ୍ଷେପ ନେବେ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ […]

1 min read

 ପିସିସିର ନୂଆ ସଭାପତି

ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ ) : ଓଡ଼ିଶା ରାଜନୀତିର ଅନ୍ୟତମ ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି)ର ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି। ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି)ର ସଭାପତିଙ୍କ ଅନୁମୋଦନ ପରେ ସାଧାରଣ ସଂପାଦକ କେସି ବେଣୁଗୋପାଳ ମଙ୍ଗଳବାର ଏକ ପ୍ରେସ୍ ବିଜ୍ଞପ୍ତି ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ପିସିସି ସଭାପତି ଭାବେ ନିଯୁକ୍ତି ହେଲା ପରେ ଭକ୍ତ ଦାସ ଗଣମାଧ୍ୟମକୁ ପ୍ରତିକ୍ରିୟାରେ କହିଛନ୍ତି, ଯୁବ […]

1 min read

‘ବନ୍ଦ କର…’: ଛି… ଛି… ଛିରେ ନନୀ

ରାଗିଯାଇ ଡିଜେ ବନ୍ଦ ପାଇଁ ଇସାରା ଦେଇଥିଲେ ରୋହିତ ! ଅନ୍ୟ ଏକ କାରଣ ପାଇଁ ବି ରୋହିତ ପଡିଆରେ ଟିକେ ଚିଡି ଯାଇଥିବା ନଜର ଆସିଥିଲେ । ଆଉ ସେ କାରଣଟି ହେଲା ଡିଜେ ଗୀତ ଶୁଣି ବିରକ୍ତ ହୋଇଥିଲେ କ୍ୟାପଟେନ ରୋହିତ ଶର୍ମା । କଟକ ୧୦-୦୨-୨୦୨୫(ପିପିଏସ ) : ୨ୟ ଇନିଙ୍ଗସ୍, ସାମ୍ନାରେ ୩୦୪ ରନର ଟାର୍ଗେଟ୍ । ଇଂଲଣ୍ଡ ବିପକ୍ଷରେ ଲଢେଇ କରିବାକୁ ମୈଦାନରେ ଥିଲେ ରୋହିତ୍ ଏବଂ ଗିଲ୍ । […]

1 min read

ଓସିଏକୁ କାରଣ ଦର୍ଶାଅ ନୋଟିସ୍ ଜାରି କଲା କ୍ରୀଡ଼ା ବିଭାଗ

ବାରବାଟୀ ଦିନିକିଆରେ ଫ୍ଲଡ୍ ଲାଇଟ୍ ବନ୍ଦ ବିଭ୍ରାଟ ଘଟଣା ବାରବାଟୀ ଦିନିକିଆରେ ଫ୍ଲଡ୍ ଲାଇଟ୍ ବନ୍ଦ ବିଭ୍ରାଟ ଘଟଣାକୁ ନେଇ ଓସିଏକୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛି କ୍ରୀଡ଼ା ବିଭାଗ। କାହିଁକି ମ୍ୟାଚ୍ ବେଳେ ଲାଇଟ୍ ବନ୍ଦ ହେଲା ୧୦ଦିନ ଭିତରେ ଉତ୍ତର ରଖିବାକୁ ଏଥିରେ ନିର୍ଦ୍ଦେଶ ଦିଆଯାଇଛି। କଟକ ୧୦-୦୨-୨୦୨୫(ପିପିଏସ ) : ବାରବାଟୀ ଦିନିକିଆରେ ଫ୍ଲଡ୍ ଲାଇଟ୍ ବନ୍ଦ ବିଭ୍ରାଟ ଘଟଣାକୁ ନେଇ କଡ଼ା ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। […]

1 min read

ଭୁବନେଶ୍ୱରରେ ଜାତୀୟ ମହିଳା କମିସନଙ୍କ ଜନଶୁଣାଣି

ଜାତୀୟ ମହିଳା କମିସନ (ଏନସିଡବ୍ଲୁ) ମଙ୍ଗଳବାର ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (ବିଏମସି) କାର୍ଯ୍ୟାଳୟରେ “ମହିଳା ଜନ ସୁନୱାଇ” ନାମକ ଏକ ଜନଶୁଣାଣି କରିବାକୁ ଯାଉଛନ୍ତି. ଭୁବନେଶ୍ୱର ୧୦-୦୨-୨୦୨୫(ପିପିଏସ ) : ଜାତୀୟ ମହିଳା କମିସନ(ଏନସିଡବ୍ଲୁ) ମଙ୍ଗଳବାର ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (ବିଏମସି) କାର୍ଯ୍ୟାଳୟରେ “ମହିଳା ଜନ ସୁନୱାଇ” ନାମକ ଏକ ଜନଶୁଣାଣି କରିବାକୁ ଯାଉଛନ୍ତି।ଏନସିଡିବ୍ଲୁ ଅଧ୍ୟକ୍ଷା ବିଜୟା କିଶୋର ରାହତକରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ ହେଉଛି ପଡ଼ି ରହିଥିବା ଅଭିଯୋଗଗୁଡ଼ିକର ସମାଧାନ କରିବା ଏବଂ […]

1 min read

ଧଉଳି-କଳିଙ୍ଗ ମହୋତ୍ସବ ଉଦ୍‌ଯାପିତ

ରୋମାଞ୍ଚ ଭରିଲା ଶୁମ୍ଭ-ନିଶୁମ୍ଭ ବଧ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ଡ୍ୟାନ୍ସ ଏକାଡେମୀ ଏବଂ ଆର୍ଟ ଭିଜନ ମିଳିତ ଆନୁକୂଲ୍ୟରେ ଶାନ୍ତିସ୍ତୂପ ପାଦଦେଶରେ ୩ଦିନ ଧରି ଚାଲିଥିବା ୨୧ତମ ଧଉଳି-କଳିଙ୍ଗ ମହୋତ୍ସବ ଆଜି ଉଦ୍‌ଯାପିତ ହୋଇଛି। ଭୁବନେଶ୍ୱର ୧୦-୦୨-୨୦୨୫(ପିପିଏସ ) : ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ଡ୍ୟାନ୍ସ ଏକାଡେମୀ ଏବଂ ଆର୍ଟ ଭିଜନ ମିଳିତ ଆନୁକୂଲ୍ୟରେ ଶାନ୍ତିସ୍ତୂପ ପାଦଦେଶରେ ୩ଦିନ ଧରି ଚାଲିଥିବା ୨୧ତମ ଧଉଳି-କଳିଙ୍ଗ ମହୋତ୍ସବ […]

1 min read

କନ୍ଧମାଳ ଜିଲ୍ଲାରେ ରୋଜଗାର ଶୂନ: ଯୁବପିଢ଼ି ଦାଦନ ମୁଁହା

କନ୍ଧମାଳରେ ବିକାଶର ନଗ୍ନ ଚିତ୍ର ଏବେ ଗାଁ ଗାଁରେ ଦେଖିବାକୁ ମିଳୁଛି। ଜିଲ୍ଲାରେ ସରକାରଙ୍କ ମନରେଗା ଯୋଜନା ଫେଲ୍ ହୋଇଛି। ଦାଦନ ପାଇଁ ପୋଷ୍ଟର ଗାଁ ଗାଁରେ ଲାଗିଛି। ଦାଦନ ଶ୍ରମିକଙ୍କୁ ନେଇ ପ୍ରତ୍ୟକ ସପ୍ତାହରେ ବସ୍ କେରଳ ଯାଉଛି ଘୁ.ଉଦୟଗିରି/ଭୁବନେଶ୍ୱର ୧୦-୦୨-୨୦୨୫(ପିପିଏସ ) : କନ୍ଧମାଳରେ ବିକାଶର ନଗ୍ନ ଚିତ୍ର ଏବେ ଗାଁ ଗାଁରେ ଦେଖିବାକୁ ମିଳୁଛି। ଜିଲ୍ଲାରେ ସରକାରଙ୍କ ମନରେଗା ଯୋଜନା ଫେଲ୍ ହୋଇଛି। ଦାଦନ ପାଇଁ ପୋଷ୍ଟର ଗାଁ ଗାଁରେ ଲାଗିଛି। ଦାଦନ […]