ଓଡିଶା
ରାଜ୍ୟ ସରକାର ଆଣିଲେ ଏସଓପି : ମିଳିବ ସୁଭଦ୍ରା ଟଙ୍କା
ଭୁବନେଶ୍ୱର,୨୩-୦୮-୨୪ (ପିପିଏସ) : ସରକାରଙ୍କ ବହୁ ପ୍ରତିକ୍ଷିତ ଯୋଜନା ସୁଭଦ୍ରା ଏସଓପି ଜାରି ହୋଇଛି। ବିଧାନସଭାରେ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଗୃହରେ ‘ସୁଭଦ୍ରା’ ଯୋଜନା SOP ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଗତକାଲି କ୍ୟାବିନେଟ୍ରେ SOP ପାରିତ ହୋଇଥିବା ସେ ସୂଚନା ଦେଇଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ। ଡିବିଟି ମାଧ୍ୟମରେ ୨୧ରୁ ୬୦ ବର୍ଷ ମହିଳାଙ୍କ ଆକାଉଣ୍ଟକୁ ସିଧାସଳଖ ୫ ହଜାର ଟଙ୍କା […]
ପୁଣି ଖୋଲିଲା ରତ୍ନ ଭଣ୍ଡାର
ଖାଲି ଆଲମିରା ଓ ସିନ୍ଦୁକ ସ୍ଥାନାନ୍ତର , ସ୍ଥାନାନ୍ତରଣ ସମୟରେ ଦର୍ଶନ ବନ୍ଦ ଭୁବନେଶ୍ୱର/ ପୁରୀ/ ୨୩-୦୮-୨୪ (ପିପିଏସ ): ପୁଣି ଥରେ ଖୋଲିଛି ଶ୍ରୀମନ୍ଦିର ରତ୍ନ ଭଣ୍ଡାର। ଶୁକ୍ରବାର ଦିନ ପ୍ରାୟ ୨ଟା ସମୟରେ ରତ୍ନ ଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ଵନାଥ ରଥ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଉପସ୍ଥିତିରେ ରତ୍ନ ଭଣ୍ଡାର ଖୋଲାଯାଇ ଖାଲି ଆଲମିରା ଓ ସିନ୍ଦୁକ ସ୍ଥାନାନ୍ତର କରାଯାଉଛି। ନୀଳାଦ୍ରି ମ୍ୟୁଜିୟମ୍ ନିକଟ ଏକ କୋଠରୀକୁ ସ୍ଥାନାନ୍ତର […]
କ୍ଷତିପୂରଣ ଦାବିରେ ରାସ୍ତାରୋକ
ଭୁବନେଶ୍ୱର /୨୩-୦୮-୨୪ (ପିପିଏସ ): ମଥୁରା ନିକଟରେ ଶୁକ୍ରବାର ସକାଳେ ଘଟିଥିବା ଦୁର୍ଘଟଣାରେ ମୃତ ଚାଳକଙ୍କ ପରିବାରର ସମ୍ପର୍କୀୟମାନେ କ୍ଷତିପୂରଣ ଦାବିରେ ରାସ୍ତାରୋକ କରିଛନ୍ତି। ଫଳରେ ଭବାନୀପାଟଣାରୁ ଜୟପୁର ମଧ୍ୟରେ ୨୬ ନମ୍ୱର ଜାତୀୟ ରାଜପଥରେ ଯାତାୟାତ ବାଧାପ୍ରାପ୍ତ ହେଇଛି। ଉଲ୍ଲେଖଯୋଗ୍ୟ ସକାଳେ ଏକ ଟ୍ରକକୁ ଧକ୍କା ଦେଇ ବୋଲେରୋ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବୋଲେରୋ ଚାଳକ ଦୀଲିପ ନାଏକ ଘଟଣାସ୍ଥଳରେ ମୃତ୍ୟୁ ବରଣ କରିଥିବା ବେଳେ ତିନି ଜଣ ଗୁରୁତର ଆହତ ହୋଇଥିଲେ। ଏ ସଂକ୍ରାନ୍ତରେ ସୂଚନା ପାଇଁ […]
ଓଡ଼ିଆ ଅସ୍ମିତାର ବାର୍ତ୍ତାବହ ‘ନବୀନ’ : କବି ଡ଼. ପ୍ରସନ୍ନ ପାଟ୍ଟଶାଣୀ
*‘ନବୀନ’ର ପ୍ରତିଷ୍ଠାତା ମହୁରୀ ରାଜା କୃପାସିନ୍ଧୁ ନରେନ୍ଦ୍ର ଦେବ ସ୍ମୃତି ସମ୍ମାନ ପ୍ରଦାନ ଉତ୍ସବ*ସାହିତ୍ୟ, ସଂସ୍କୃତି, ନୃତ୍ୟ କଳା କ୍ଷେତ୍ରରେ ଗଞ୍ଜାମ ଜିଲ୍ଲା ଶୀର୍ଷ ସ୍ଥାନରେବ୍ରହ୍ମପୁର/ଭୁବନେଶ୍ୱର,୨୩-୮-୨୪ (ପିପିଏସ) : ଓଡ଼ିଶାର ସର୍ବପୁରାତନ ସମ୍ୱାଦପତ୍ର ‘ନବୀନ’ ଓଡ଼ିଆ ଅସ୍ମିତାର ବାର୍ତ୍ତାବହ ବୋଲି ପୂର୍ବତନ ସାଂସଦ ତଥା ଓଡ଼ିଶାର ବିଶିଷ୍ଟ କବି ଡ଼. ପ୍ରସନ୍ନ ପାଟ୍ଟଶାଣୀ ନବୀନ ପକ୍ଷରୁ ଆୟୋଜିତ କୃପାସିନ୍ଧୁ ନରେନ୍ଦ୍ର ଦେବ ସ୍ମୃତି ସମ୍ମାନ ପ୍ରଦାନ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଉପରୋକ୍ତ ମନ୍ତବ୍ୟ ଦେଇଛନ୍ତି। ଡ଼. […]
ୟୁକ୍ରେନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଜେଲେନ୍ସ୍କିଙ୍କ ସହିତ କରିବେ ଦ୍ଵିପାକ୍ଷିକ ଆଲୋଚନା ନୂଆଦିଲ୍ଲୀ/ଭୁବନେଶ୍ୱର ୨୩-୦୮-୨୪ (ପିପିଏସ ): ପୋଲାଣ୍ଡ ଗସ୍ତ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୟୁକ୍ରେନ ଗସ୍ତରେ ଯାଇ ଶୁକ୍ରବାର କିଭ୍ରେ ପହଞ୍ଚିଛନ୍ତି। ସେଠାରେ ତାଙ୍କୁ ଭବ୍ୟ ସ୍ଵାଗତ କରାଯାଇଥିଲା। ପ୍ରଧାନମନ୍ତ୍ରୀ କିଭ୍ କେନ୍ଦ୍ରୀୟ ରେଳ ଷ୍ଟେସନରେ ପହଞ୍ଚିବା ପରେ ୟୁକ୍ରେନର ପଦାଧିକାରୀମାନେ ତାଙ୍କୁ ସ୍ଵାଗତ କରିଥିଲେ। ଏହା ସହିତ ୟୁକ୍ରେନରେ ରହୁଥିବା ଭାରତୀୟ ସମ୍ପ୍ରଦାୟଙ୍କ ପକ୍ଷରୁ ମଧ୍ୟ ମୋଦୀଙ୍କୁ ସ୍ଵାଗତ କରାଯାଇଥିଲା।ପରେ ପ୍ରଧାନମନ୍ତ୍ରୀ ସେଠାରୁ କିଭ୍ସ୍ଥିତ ଏଭି ଫୋମିନ ବଟାନିକାଲ […]
ଓଡ଼ିଶାରେ ସମ୍ପୂର୍ଣ୍ଣ ବନ୍ଦ ହେବ ଡ୍ୟାନ୍ସ ବାର୍ : ବିଧାନ ସଭାରେ ଘୋଷଣା କଲେ ଅବକାରୀ ମନ୍ତ୍ରୀ
ଭୁବନେଶ୍ୱର,୨୩-୮-୨୪ (ପିପିଏସ) : ବିଧାନସଭାରେ ଶୁକ୍ରବାର ଅଧିବେଶନରେ ବଡ଼ ଘୋଷଣା କରିଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଆଗକୁ ରାଜ୍ୟରେ ସମ୍ପୂର୍ଣ୍ଣ ଭାବେ ଡ୍ୟାନ୍ସ ବାର୍ ଗୁଡିକ ବନ୍ଦ କରାଯିବ । ସେ କହିଛନ୍ତି, ଓଡ଼ିଆ ଅସ୍ମିତାକୁ ନେଇ ନୂଆ ଅବକାରୀ ନୀତି ଅଣାଯିବ। ସ୍କୁଲ, କଲେଜ, ମନ୍ଦିର ପାଖରେ ଆଉ ମଦ ଦୋକାନ ରହିବନି । ଶିକ୍ଷାନୁଷ୍ଠାନ ଓ ମନ୍ଦିର ଠାରୁ ମଦ ଦୋକାନ ଯଥେଷ୍ଟ ଦୂରରେ ରହିବ । ଏହାସହ ଚୋରା ମଦ […]
ଅନୀଲ ଅମ୍ବାନୀଙ୍କୁ ସିକ୍ୟୁରିଟିଜ୍ ମାର୍କେଟରୁ ବାସନ୍ଦ କଲା ସେବି
ନୂଆଦିଲ୍ଲୀ/ଭୁବନେଶ୍ୱର ୨୩-୦୮-୨୪ (ପିପିଏସ ): ବିଶିଷ୍ଟ ଶିଳ୍ପପତି ଅନୀଲ ଅମ୍ବାନୀଙ୍କୁ ସିକ୍ୟୁରିଟିଜ୍ ମାର୍କେଟ(ପ୍ରତିଭୂତି ବଜାର)ରୁ ବାସନ୍ଦ କରିଛି ଭାରତୀୟ ପ୍ରତିଭୂତି ଏବଂ ବିନିମୟ ବୋର୍ଡ(ସେବି)। ଅନୀଲଙ୍କ ସମେତ ଅନ୍ୟ ୨୪ଟି ସଂସ୍ଥାକୁ ବି ସେବି ପକ୍ଷରୁ ବାସନ୍ଦ କରାଯାଇଛି। ୫ ବର୍ଷ ପାଇଁ ନିଷେଧାଦେଶ ବଳବତ୍ତର ରହିବ ବୋଲି ସେବି ପକ୍ଷରୁ ନିର୍ଦେଶାନାମା ଜାରି କରାଯାଇଛି। ରିଲାଏନ୍ସ ହୋମ ଫାଇନାନ୍ସ ଲିମିଟେଡ୍(ଆରଏଚଏଫଏଲ)ର ବରିଷ୍ଠ ଅଧିକାରୀମାନଙ୍କ ସହାୟତାରେ ଅନୀଲ ଜାଲ୍ ସ୍କିମ୍ ଜରିଆରେ ପାଣ୍ଠି ହେରଫେର କରିଥିବା ସେବି […]
ମହିଳାଙ୍କ ପାଇଁ କାହିଁକି ଏସବୁ ଭିଟାମିନ୍ ଜରୁରୀ ?
ବୟସ ହିସାବରେ ମହିଳାଙ୍କ ଲାଗି ଭିନ୍ନ ଭିନ୍ନ ଭିଟାମିନର ଆବଶ୍ୟକତା ରହିଥାଏ । ଏହାସହିତ ପୁରୁଷଙ୍କ ତୁଳନାରେ ମହିଳାମାନଙ୍କୁ ଅଧିକ ପୋଷଣର ଆବଶ୍ୟକତା ଥାଏ । ଏକ ସୁସ୍ଥ ଡାଏଟରେ ସମସ୍ତ ପ୍ରକାର ପୋଷଣ ମହିଳାମାନଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ମହିଳାଙ୍କ ଶରୀରରେ ଅନେକ ପ୍ରକାର ପରିବର୍ତ୍ତନ ହେଉଥିବାରୁ ସେମାନେ ସୁସ୍ଥ ରହିବା ପାଇଁ ଏକ ସ୍ୱତନ୍ତ୍ର ଭିଟାମିନର ଆବଶ୍ୟକତା ରହିଛି । ଏହି ଭିଟାମିନକୁ ସଠିକ୍ ମାତ୍ରାରେ ଖାଇଲେ ମହିଳାଙ୍କ ସ୍ୱାସ୍ଥ୍ୟ ଭଲ ରହିବା […]
ବୋଲେରୋକୁ ଧକ୍କା ଦେଲା ଟ୍ରକ୍, ୬ ଆହତ,ଟ୍ରକ୍ ଚାଳକ ଫେରାର
ଭୁବନେଶ୍ୱର /୨୩-୦୮-୨୪ (ପିପିଏସ): ଯାଜପୁର ଜିଲ୍ଲା କୋରେଇ ଥାନା ଅନ୍ତର୍ଗତ ୨୦ ନମ୍ବର ଜାତୀୟ ରାଜପଥର ନୂଆଗଡ଼ ଖେଳ ପଡ଼ିଆ ନିକଟରେ ଗତକାଲି ରାତି ପ୍ରାୟ ସାଢ଼େ ୭ଟା ବେଳେ ଏକ ବୋଲେରୋକୁ ଗୋଟିଏ ଟ୍ରକ୍ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ୬ଜଣ ଆହତ ହୋଇଛନ୍ତି।ସୂଚନା ଅନୁଯାୟୀ ରାତିରେ କଳିଙ୍ଗନଗରରୁ ଆସୁଥିବା ବୋଲେରୋ ନମ୍ବର ଓଡି-୨୯ସି-୭୯୩୩କୁ ଟ୍ରକ୍ ନମ୍ବର ଓଡି-୨୯ଏନ-୦୩୨୬ ନୂଆଗଡ଼ ଖେଳ ପଡ଼ିଆ ନିକଟରେ ପଛପଟୁ ଧକ୍କା ଦେଇଥିଲା। ଫଳରେ ବୋଲେରୋ ଗାଡ଼ିଟି ଓଲଟି ପଡ଼ିଥିଲା। […]
୨୭ ରେ ତେଲକୋଇ ବନ୍ଦ ପାଇଁ ପ୍ରସ୍ତୁତି
ସମାକୋଇ-ଚକଦର ପ୍ରକଳ୍ପକୁ ଗାଁ ଗାଁରେ ବିରୋଧ ଭୁବନେଶ୍ୱର /୨୩-୦୮-୨୪ (ପିପିଏସ): କେନ୍ଦୁଝର ଜିଲ୍ଲାରେ ତେଲକୋଇରେ ସମାକୋଇ-ଚକଦର ପ୍ରକଳ୍ପକୁ ନେଇ ଗାଁ ଗାଁରେ ବିରୋଧର ସ୍ବର ଉଠିଛି। ଆସନ୍ତା ୨୭ ତାରିଖ ସମାକୋଇ-ଚକଦର ପ୍ରକଳ୍ପ ନିର୍ମାଣକୁ ବିରୋଧ କରି ତେଲକୋଇ ବନ୍ଦ ଡାକରା ଦିଆଯାଇଛି। ଲୋକଙ୍କ ସହ ସ୍ଥାନୀୟ ବିଧାୟକ ଡାକ୍ତର ଫକୀର ମୋହନ ନାଏକ ମଧ୍ୟ ସ୍ବର ମିଳାଇଛନ୍ତି। ଏନେଇ ବିଧାୟକଙ୍କ ନେତୃତ୍ବରେ ଏକ ପ୍ରତିନିଧି ଦଳ କିଛିଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ମଧ୍ୟ ଭେଟିସାରିଛନ୍ତି। […]