1 min read

କଳିଙ୍ଗ ଷ୍ଟାଡିୟମରେ ହକି ଟିମଙ୍କୁ ଭବ୍ୟ ସ୍ବାଗତ

ଭୁବନେଶ୍ୱର/୨୧-୦୮-୨୪ (ପିପିଏସ ): ଭୁବନେଶ୍ୱର ବିମାନ ବନ୍ଦରରେ ହକି ଟିମକୁ ଭବ୍ୟ ସ୍ୱାଗତ। ପ୍ୟାରିସ ଅଲିମ୍ପିକ୍ସରେ କାଂସ୍ୟ ପଦକ ବିଜେତାଙ୍କୁ ଓଡ଼ିଶା ମାଟିରେ ଜୋରଦାର ସ୍ୱାଗତ କରାଯାଇଛି। ରୋଡ଼ ସୋ’ କରି ବିମାନ ବନ୍ଦର ଠାରୁ କଳିଙ୍ଗ ଷ୍ଟାଡିୟମକୁ ଯାଇଛନ୍ତି ଖେଳାଳି। ରୋଡ଼ ସୋ’ରେ ଶହ ଶହ ଲୋକ ସାମିଲ ହୋଇଛନ୍ତି। ଏହି ସମୟରେ ଓଡ଼ିଶାର କଳା ସଂସ୍କୃତିର ଝଲକ ଦେଖିବାକୁ ମିଳିଛି। ପୁରୀ ସାହିଯାତ ନୃତ୍ୟ, ଛଉ ନୃତ୍ୟ, ଘୁମୁରା ନୃତ୍ୟ, ଆଦିବାସୀ ନୃତ୍ୟ, ସଂକୀର୍ତ୍ତନ […]

1 min read

ମଧ୍ୟାହ୍ନ ଭୋଜନ ସହାୟତା ରାଶି ଟଙ୍କାଏ ବଢିବ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର/୨୧-୦୮-୨୪ (ପିପିଏସ ): ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ ସହାୟତା ରାଶି ବୃଦ୍ଧି କରାଯିବ। ମିଲ୍‌ ପିଛା ସହାୟତା ୧ ଟଙ୍କା ବୃଦ୍ଧି ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦରଦାମ ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ସୂଚନାଯୋଗ୍ୟ ଯେ, ଦୀର୍ଘ ଦିନ ଧରି ମିଡ୍ ମେ ମିଲ୍ ସହାୟତା ରାଶି ବୃଦ୍ଧି କରିବାକୁ ଦାବି ହେଇ ଆସୁଥିଲା । ମିଡ୍ ଡେ […]

1 min read

ତାଳଚେର, ଅନୁଗୁଳକୁ ପ୍ରଦୂଷଣ ଚିନ୍ତା

ଅନୁଗୁଳ/୨୧-୦୮-୨୪ (ପିପିଏସ ): ବାୟୁ ପ୍ରଦୂଷଣ ପାଇଁ ରେଡ୍‌ ଜୋନ୍‌ରେ ରହିଛି ତାଳଚେର ସହର। କୋଇଲା ଖଣି ଓ କଳକାରଖାନା ପାଇଁ ଏଠାକାର ପାଣିପବନ‌ରେ ବିଷ ଭରି ଯାଇଥିଲା ବେଳେ ଲୋକଙ୍କ ଜୀବନ ଦୁର୍ବିଷହ ‌ହୋଇପଡ଼ିଛି। ଆଉ ଗୁରୁତ୍ବପୂର୍ଣ୍ଣ କଥା ହେଲା ରାଷ୍ଟ୍ରାୟତ୍ତ କଂପାନି ଜଳ ଓ ବାୟୁ ପ୍ରଦୂଷଣର ସର୍ତ୍ତ ଖିଲାପ କରୁଛନ୍ତି। ଏଥିପାଇଁ ନିୟନ୍ତ୍ରଣ ବାହାରକୁ ଚାଲି ଯାଉଛି ପ୍ରଦୂଷଣ। ଖୋଦ୍‌ ସରକାର ଏହା ସ୍ବୀକାର କରିବା ପରେ ଅନୁଗୁଳ ଜିଲ୍ଲାର ପ୍ରଦୂଷଣକୁ ନେଇ […]

1 min read

ଆଉ ନାହାନ୍ତି ରଶ୍ମିତା ଦାସ

କଟକ/ମାହାଙ୍ଗା/-୨୧-୦୮-୨୪ (ପିପିଏସ ): ଆଉ ନାହାନ୍ତି ରଶ୍ମିତା ଦାସ, ବହୁ ଚର୍ଚିତ ମାହାଙ୍ଗା ଥାନା ସମୁଖରେ ଦେହରେ ନିଆଁ ଲଗାଇ ଆତ୍ମାହୁତୀ ଦେଇଥିବା ଖର୍ତାଙ୍ଗ ଗ୍ରାମର ରଶ୍ମିତା ଦାସ କଟକ ବଡ ମେଡିକାଲରେ ଚିକିଶ୍ଚିତ ହଉଥିବା ବେଳେ ଏବେ ତାଙ୍କର ପରଲୋକ ଘଟିଥିବା ଜଣାଯାଇଛି

1 min read

ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପିର ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ

ଭୁବନେଶ୍ବର/୨୧-୦୮-୨୪ (ପିପିଏସ ): ବିଜେପିର ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ ଆଜି ବିଧିବଦ୍ଧ ଭାବେ ଭରିଲେ ନାମାଙ୍କନ। ବିଧାନସଭା ଆସି ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ମମତା ମହାନ୍ତ । ମମତାଙ୍କ ନାମାଙ୍କନରେ ପ୍ରଥମ ପ୍ରସ୍ତାବକ ରହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନାମାଙ୍କନ ଦାଖଲ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟ ସିଂ ତୋମର ପ୍ରମୁଖ ଉପସ୍ଥିତ ଥିଲେ। ତେବେ ସଂଖ୍ୟା ଦୃଷ୍ଟିରୁ ଶାସକ ଦଳ […]

1 min read

ଆରଜି କର ମେଡିକାଲ୍‌ର ପୂର୍ବତନ ପ୍ରିନ୍ସିପାଲ୍‌ଙ୍କର ହେବ ଲାଏ ଡିଟେକ୍ଟର ଟେଷ୍ଟ୍‌!

ନୂଆଦିଲ୍ଲୀ/ଭୁବନେଶ୍ୱର -୨୧-୦୮-୨୪ (ପିପିଏସ ): ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶର ଗୋଟାଏ ଦିନ ପରେ ସିଏସ୍ଏଫ୍ କର୍ମକର୍ତ୍ତାଙ୍କ ଏକ ଟିମ୍ ବୁଧବାର ଦିନ କୋଲକାତାର ଆରଜି କାର୍ ମେଡିକାଲ୍ କଲେଜ ଏବଂ ହସ୍ପିଟାଲରେ ପହଞ୍ଚିଛନ୍ତି। ୩୧ ବର୍ଷୀୟା  ଟ୍ରେନି ଡାକ୍ତରଙ୍କ ଦୁଷ୍କର୍ମ ଓ ହତ୍ୟା ପରେ ଡାକ୍ତରମାନେ ଧର୍ମଘଟ କରିବା ନେଇ ସୁପ୍ରିମକୋର୍ଟ ଦୁଷ୍କର୍ମ ଓ ହତ୍ୟା ଘଟିଥିବା ସ୍ଥାନରେ ସୁରକ୍ଷା ବଳ ନିୟୋଜିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟରେ, ସିବିଆଇ ଅଧିକାରୀମାନେ ଆରଜି କର ଡାକ୍ତରଖାନାର […]

1 min read

ବିଧାନସଭାରେ କଂଗ୍ରେସ ଓ ବିଜେଡିର ସଦସ୍ୟଙ୍କ ହୋହଲ୍ଲା: ଅପରାହ୍ଣ ୪ଟା ଯାଏ ମୁଲତବୀ

ଭୁବନେଶ୍ୱର -୨୧-୦୮-୨୪ (ପିପିଏସ ): ସାଢେ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରାଯାଇଥିଲା। ହେଲେ ପରେ ପୁଣି ବିଧାନସଭାରେ ବିରୋଧୀଙ୍କ ହଙ୍ଗାମା ଦେଖିବାକୁ ମିଳିଲା। ବାଚସ୍ପତିଙ୍କ ପୋଡିୟମ୍ ନିକଟରେ କଂଗ୍ରେସ ଓ ବିଜେଡିର ସଦସ୍ୟମାନେ ହୋହଲ୍ଲା କରିଥିଲେ। ଚିକିଟି ମଦମୃତ୍ୟୁର ଆରଡିସି ସ୍ତରୀୟ ତଦନ୍ତ ଦାବି କରିଥିଲା ବିଜେଡି। ଏଣେ ଜନଜାତିଙ୍କ ସୁରକ୍ଷା ଦାବି କରି କଂଗ୍ରେସ ବିଧାୟକମାନେ ପୁଣି ହଟ୍ଟଗୋଳ କରିଥିଲେ।ଏହାଫଳରେ ବାଚସ୍ପତି ସୁରମା ପାଢୀ ବାଧ୍ୟ ହୋଇ ଗୃହକୁ ଅପରାହ୍ଣ ୪ଟା ଯାଏ […]

1 min read

ପଚାଶ ଉପରେ ପିଆଜ ଦର : ଶହେ ଛୁଇଁବ ବାଇଗଣ, କଲରା, ଭେଣ୍ଡି, ଜହ୍ନି, କାକୁଡ଼ି

ଭୁବନେଶ୍ବର/କଟକ,୨୧-୮-୨୪ (ପିପିଏସ ) : ଆଳୁର ମୂଲ୍ୟ ଶୀର୍ଷରେ ରହିଥିବା ବେଳେ, ଖୁଚୁରା ବଜାରରେ ଆକାଶଛୁଆଁ ହୋଇଛି ପିଆଜ ଦର। ଗତ ମାସରେ କିଲୋ ପିଛା ୨୦ରୁ ୩୦ ଟଙ୍କାରେ ବିକ୍ରି ହେଉଥିବା ପିଆଜ ଦର ଗତ ୧୫ଦିନ ମଧ୍ୟରେ ୫୦ ଟଙ୍କା ଅତିକ୍ରମ କରିଛି। ମହାରାଷ୍ଟ୍ରରେ ବର୍ଷା ଯୋଗୁଁ ପିଆଜ ଫସଲ ନଷ୍ଟ ଓ ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲ୍‌ ଅଞ୍ଚଳରେ ଅମଳ ହୋଇନଥିବାର ପ୍ରଭାବ ମଧ୍ୟ ଓଡ଼ିଶାରେ ଅନୁଭୂତ ହୋଇଛି । ପିଆଜ ମୂଲ୍ୟ ବଢ଼ିବଢ଼ି ଚାଲିଛି […]

1 min read

ଆସନ୍ତା ୨୩ରେ ସ୍ଥାନାନ୍ତରଣ ହେବ ଭିତର ଓ ବାହାର ରତ୍ନଭଣ୍ଡାରର ଖାଲି ଆଲମିରା ଓ ସିନ୍ଧୁକ

ପୁରୀ,୨୧-୮-୨୪ (ପିପିଏସ ) : ରତ୍ନଭଣ୍ଡାରର ଖାଲି ଆଲମିରା ଓ ସିନ୍ଧୁକ ସ୍ଥାନାନ୍ତରଣ ପାଇଁ, ସରକାରଙ୍କ ତରଫରୁ ଆସିଲା ନୂଆ ଏସଓପି l ଆସନ୍ତା ୨୩ ତାରିଖରେ ବାହାର ଏବଂ ଭିତର ରତ୍ନଭଣ୍ଡାର ରେ ଥିବା ଖାଲି ଆଲମିରା ଏବଂ ସିନ୍ଦୁକଗୁଡ଼ିକ ସ୍ଥାନାନ୍ତରଣ କରାଯିବ । ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁସାରେ ଏହି ସ୍ଥାନାନ୍ତରଣ ପ୍ରକ୍ରିୟା ଅନୁଷ୍ଠିତ ହେବ। ଖାଲି ଆଲମିରା ଏବଂ ସିନ୍ଦୁକ ଗୁଡିକୁ ଭିତର ଓ ବାହାର ରତ୍ନଭଣ୍ଡାରରୁ ସ୍ଥାନାନ୍ତରଣ କରାଯାଇ ଶ୍ରୀମନ୍ଦିର […]

1 min read

ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ୧୨ ଘଣ୍ଟିଆ ଭାରତ ବନ୍ଦ

ଭୁବନେଶ୍ୱର,୨୧-୮-୨୪ (ପିପିଏସ ) : ତଫସିଲଭୁକ୍ତ ଜାତି(ଏସ୍‌ସି) ଏବଂ ଜନଜାତି(ଏସ୍‌ଟି)ଙ୍କ ମଧ୍ୟରେ ଉପବର୍ଗୀକରଣ ତଥା ସଂରକ୍ଷଣ ନେଇ ଅଗଷ୍ଟ ୧ରେ ସୁପ୍ରିମକୋର୍ଟ ଦେଇଥିବା ରାୟକୁ ବିରୋଧ କରି ଅନୁସୂଚିତ ଜାତି, ଜନଜାତି, ପଛୁଆବର୍ଗ, ସଂଖ୍ୟାଲଘୁ ମିଳିତ କ୍ରିୟାନୁଷ୍ଠାନ କମିଟି ଓ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ବୁଧବାର (ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ) ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ଓଡ଼ିଶାରେ ମିଳିତ କ୍ରିୟାନୁଷ୍ଠାନ କମିଟି ସହ ବିଭିନ୍ନ ରାଜନୈତିକ ଦଳ ଭାରତ ବନ୍ଦକୁ ସମର୍ଥନ […]