1 min read

ରାଜ୍ୟରେ ହ୍ୱାଟ୍ସଆପ୍-ଭିତ୍ତିକ ନାଗରିକ ସେବା ଆରମ୍ଭ ହେବ: ଓଡ଼ିଶା ସରକାର ଏବଂ ମେଟା ମଧ୍ୟରେ ଚୁକ୍ତି

ଓଡ଼ିଶା ସରକାର ଏବଂ ମେଟା ଏକ ଏକୀକୃତ ହ୍ୱାଟ୍ସଆପ୍ ଚାଟବଟ୍ ଆରମ୍ଭ କରିବାକୁ ଚୁକ୍ତି କରିଛନ୍ତି ଯାହା ରାଜ୍ୟର ୪୫ ନିୟୁତରୁ ଅଧିକ ଲୋକଙ୍କୁ ସମସ୍ତ ସାର୍ବଜନୀନ ସେବା ପ୍ରଦାନ କରିବାକୁ ସକ୍ଷମ ହେବ ଭୁବନେଶ୍ୱର ୦୭-୦୩-୨୦୨୫ (ପିପିଏସ ) : ଓଡ଼ିଶା ସରକାର ଏବଂ ମେଟା ଏକ ଏକୀକୃତ ହ୍ୱାଟ୍ସଆପ୍ ଚାଟବଟ୍ ଆରମ୍ଭ କରିବାକୁ ଚୁକ୍ତି କରିଛନ୍ତି ଯାହା ରାଜ୍ୟର ୪୫ ନିୟୁତରୁ ଅଧିକ ଲୋକଙ୍କୁ ସମସ୍ତ ସାର୍ବଜନୀନ ସେବା ପ୍ରଦାନ କରିବାକୁ ସକ୍ଷମ ହେବ। […]

1 min read

ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ଭାରତ

ଆଇସିସି ଚାମ୍ପିୟନ୍ସ ଟ୍ରଫିର ଫାଇନାଲରେ ପ୍ରବେଶ କରିଛି ଟିମ ଇଣ୍ଡିଆ । ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଖେଳାଯାଇଥିବା ପ୍ରଥମ ସେମିଫାଇନାଲ ମ୍ୟାଚରେ ଅଷ୍ଟ୍ରେଲିଆକୁ ୪ ଓ୍ବିକେଟରେ ପରାସ୍ତ କରି ଭାରତ ଫାଇନାଲରେ ପ୍ରବେଶ କରିଛି । ଦୁବାଇ /ଭୁବନେଶ୍ୱର ୦୪-୦୩-୨୦୨୫(ପିପିଏସ) : ଆଇସିସି ଚାମ୍ପିୟନ୍ସ ଟ୍ରଫିର ଫାଇନାଲରେ ପ୍ରବେଶ କରିଛି ଟିମ ଇଣ୍ଡିଆ । ମଙ୍ଗଳବାର ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଖେଳାଯାଇଥିବା ପ୍ରଥମ ସେମିଫାଇନାଲ ମ୍ୟାଚରେ ଅଷ୍ଟ୍ରେଲିଆକୁ ୪ ଓ୍ବିକେଟରେ ପରାସ୍ତ କରି ଭାରତ ଫାଇନାଲରେ ପ୍ରବେଶ […]

1 min read

ଚାମ୍ପିୟନ୍ସ ଟ୍ରଫି : ଭାରତ ଆଗରେ ୨୬୫ ରନର ଲକ୍ଷ୍ୟ ରଖିଲା ଅଷ୍ଟ୍ରେଲିଆ

ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଖେଳାଯାଉଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚରେ ଭାରତ ଆଗରେ  ୨୬୫ ରନର ଲକ୍ଷ୍ୟ ରଖିଛି ଅଷ୍ଟ୍ରେଲିଆ । ଭାରତ ପକ୍ଷରୁ ସମ୍ମି ୩ଟି ଓ୍ବିକେଟ ନେଇଥିବାବେଳେ ରବୀନ୍ଦ୍ର ଜାଦେଜା ଓ ବରୁଣ ଚକ୍ରବର୍ତ୍ତୀ ୨ଟି ଲେଖାଏଁ ଓ୍ବିକେଟ ନେଇଥିଲେ । ଦୁବାଇ /ଭୁବନେଶ୍ୱର ୦୪-୦୩-୨୦୨୫(ପିପିଏସ) : ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଖେଳାଯାଉଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚରେ ଭାରତ ଆଗରେ  ୨୬୫ ରନର ଲକ୍ଷ୍ୟ ରଖିଛି ଅଷ୍ଟ୍ରେଲିଆ […]

1 min read

କିଟ୍ କାଣ୍ଡ

ଜାତୀୟ ମାନବାଧିକାର କମିସନଙ୍କ ତଦନ୍ତ ନିର୍ଦ୍ଦେଶ କିଟ୍ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲାମସାଙ୍କ ମୃତ୍ୟୁ ଘଟଣାକୁ ଜାତୀୟ ମାନବାଧିକାର କମିସନ୍ ଗୁରୁତ୍ବର ସହ ନେଇଛନ୍ତି। ଏହି ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଟିମ୍ ଗଠନ କରି କିଟ୍ ବିଶ୍ବବିଦ୍ୟାଳୟ ପରିସରକୁ ଯାଇ ତଦନ୍ତ ପାଇଁ ଡିଜି ଇନଭେଷ୍ଟିଗେସନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଭୁବନେଶ୍ୱର ୦୪-୦୩-୨୦୨୫(ପିପିଏସ) : କିଟ୍ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲାମସାଙ୍କ ମୃତ୍ୟୁ ଘଟଣାକୁ ଜାତୀୟ ମାନବାଧିକାର କମିସନ୍ ଗୁରୁତ୍ବର ସହ ନେଇଛନ୍ତି। […]

1 min read

ଭାରତ -ପାକିସ୍ତାନ ହାଇଭୋଲଟେଜ୍ ମ୍ୟାଚ୍‌

କୋହଲିଙ୍କ ବିରାଟ ଶତକ ସହ ଭାରତର ମହାବିଜୟ ୨୦୧୭ ର ବଦଲା ନେଲା ରୋହିତ ବାହିନୀ ଦୁବାଇର ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ପଞ୍ଚମ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆର ମହାବିଜୟ ହୋଇଛି। ଧାର୍ଯ୍ୟ ୨୪୨ ରନ୍ ଲକ୍ଷ୍ୟର ପିଛା କରି ଭାରତ ବିରାଟ କୋହଲିଙ୍କ ବିରାଟ ଶତକ ଶହିତ ୪୨.୩ ଓଭରରେ ୪ ୱିକେଟ ହରାଇ ୨୪୪ ରନ୍ କରିଛି ଦୁବାଇ/ଭୁବନେଶ୍ୱର ୨୩-୦୨-୨୦୨୫(ପିପିଏସ ) : ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର […]

1 min read

ଆଫ୍ରିକାରେ ଚମକିଲେ ଓଡ଼ିଆ ପୁଅ

 ହାଫ୍‌ ମାରାଥନ୍‌ ଦେଲା ସଫଳତା, ଉଡ଼ାଇଲେ ତ୍ରିରଙ୍ଗା ଓଡ଼ିଆ ପୁଅ ସୌଭାଗ୍ୟ କୁମାର ରଥ ପୁଣି ଏକ ସ୍ମୁତି ସାଉଟିବା ସହିତ ଓଡ଼ିଶାର ଗୌରବ ବଢ଼ାଇଛନ୍ତି। ଆଇରନ୍‌ ମ୍ୟାନ୍‌ ଭାବେ ଜଣାଶୁଣା ଶ୍ରୀ ରଥ ଆଫ୍ରିକାର କିଲିମାନଜାରୋ ଆନ୍ତର୍ଜାତୀୟ ମାରାଥନରେ ହାଫ୍‌ ମାରାଥନ୍‌ରେ ସଫଳତା ହାସଲ କରିଛନ୍ତି। ଭୁବନେଶ୍ୱର ୨୩-୦୨-୨୦୨୫(ପିପିଏସ ) : ଓଡ଼ିଆ ପୁଅ ସୌଭାଗ୍ୟ କୁମାର ରଥ ପୁଣି ଏକ ସ୍ମୁତି ସାଉଟିବା ସହିତ ଓଡ଼ିଶାର ଗୌରବ ବଢ଼ାଇଛନ୍ତି। ଆଇରନ୍‌ ମ୍ୟାନ୍‌ ଭାବେ ଜଣାଶୁଣା […]

1 min read

ଆରମ୍ଭ ହେଲା ‘ସୁଭଦ୍ରା ଶକ୍ତି ମେଳା’: ‘ସୁଭଦ୍ରା’ମାନେ ହେବେ ଓଡ଼ିଶା ଅର୍ଥନୀତିର ମେରୁଦଣ୍ଡ

ସୁଭଦ୍ରା ମା’ମାନଙ୍କ ଅନ୍ତର୍ନିହିତ ଶକ୍ତିର ଜାଗରଣ ପାଇଁ ‘ସୁଭଦ୍ରା ଶକ୍ତି ମେଳା’ ଆୟୋଜିତ ହୋଇଛି। ଓଡ଼ିଶାର ମା’, ଭଉଣୀ ଏବଂ ଝିଅମାନଙ୍କର ପ୍ରତିଭା, ଦକ୍ଷତା ଓ ଉଦ୍ୟମର ନିଦର୍ଶନ। ପ୍ରତ୍ୟେକ ମହିଳା କିଭଳି ଦକ୍ଷ ଉଦ୍ୟୋଗୀ ହୋଇ ଆର୍ଥିକ ସ୍ୱତନ୍ତ୍ରତା ଭୁବନେଶ୍ୱର ୨୩-୦୨-୨୦୨୫(ପିପିଏସ ) : ସୁଭଦ୍ରା ମା’ମାନଙ୍କ ଅନ୍ତର୍ନିହିତ ଶକ୍ତିର ଜାଗରଣ ପାଇଁ ‘ସୁଭଦ୍ରା ଶକ୍ତି ମେଳା’ ଆୟୋଜିତ ହୋଇଛି। ଓଡ଼ିଶାର ମା’, ଭଉଣୀ ଏବଂ ଝିଅମାନଙ୍କର ପ୍ରତିଭା, ଦକ୍ଷତା ଓ ଉଦ୍ୟମର ନିଦର୍ଶନ। ପ୍ରତ୍ୟେକ […]

1 min read

ଭାରତ ପାଇଁ ବିଜୟ ଲକ୍ଷ୍ୟ ୨୪୨ ରନ୍

ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପଞ୍ଚମ ମ୍ୟାଚ୍ ରବିବାର ଦୁବାଇର ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ପାକିସ୍ତାନ ୪୯.୪ ଓଭରରେ ଅଲ୍‌ଆଉଟ୍ ହୋଇ ୨୪୧ ରନ୍ କରିଛି। ଫଳରେ ଟିମ୍ ଇଣ୍ଡିଆ ପାଇଁ ବିଜୟ ଲକ୍ଷ୍ୟ ୨୪୨ ରନ୍ ରହିଛି ଦୁବାଇ/ଭୁବନେଶ୍ୱର ୨୩-୦୨-୨୦୨୫(ପିପିଏସ ) : ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପଞ୍ଚମ ମ୍ୟାଚ୍ ରବିବାର ଦୁବାଇର ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ଚାମ୍ପିଅନ୍ସ ଟ୍ରଫିର […]

1 min read

ଆଉ ଏକ ମହାମାରୀ ଆସିବା ଆଶଙ୍କା: ଚୀନ୍‌ରେ ନୂଆ କରୋନା ଭାଇରସ ଚିହ୍ନଟ

ନୂଆ ବାଦୁଡ଼ି କରୋନା ଭାଇରସ୍ ନେଇ ଏକ ଅପଡେଟ୍ ଆସିଛି। ଏହା ଚୀନ୍‌ରେ ଆବିଷ୍କୃତ ହୋଇଛି। ଚୀନ୍ ଗବେଷକଙ୍କ ଏକ ଦଳ ଏହି ଭାଇରସ୍‌ର ନାମ ଏଚକେୟୁ-୫-କୋଭ୍-୨ ରଖିଛନ୍ତି। ସାଉଥ୍ ଚାଇନା ମର୍ଣ୍ଣିଂ ପୋଷ୍ଟ ଅନୁଯାୟୀ, ଏହି ନୂତନ କରୋନା ଭାଇରସ ସାର୍ସ-କୋଭ୍-୨ ପରି ମଣିଷରୁ ମଣିଷକୁ ବ୍ୟାପିବାକୁ ସକ୍ଷମ ନୂଆଦିଲ୍ଲୀ/ଭୁବନେଶ୍ୱର ୨୨-୦୨-୨୦୨୫(ପିପିଏସ) : କୋଭିଡ୍-୧୯ ସାରା ବିଶ୍ୱରେ ଏପରି ତାଣ୍ଡବ ସୃଷ୍ଟି କରିଥିଲା ଯେ, ଅନେକ ଦେଶ ଆଜି ପର୍ଯ୍ୟନ୍ତ ଏଥିରୁ ମୁକୁଳି ପାରିନାହାନ୍ତି। ଦେଶର […]

1 min read

୨୪ରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ଓଡ଼ିଶା ଟ୍ରାଭେଲ ବଜାର

ରାଜଧାନୀରେ ଆୟୋଜିତ ହେବାକୁ ଯାଉଛି ଷଷ୍ଠ ଥର ପାଇଁ ଓଡ଼ିଶା ଟ୍ରାଭେଲ ବଜାର ୨୦୨୫। ଆସନ୍ତା ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି କାର୍ଯ୍ୟକ୍ରମ। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।  ଭୁବନେଶ୍ୱର ୨୨-୦୨-୨୦୨୫(ପିପିଏସ) : ରାଜଧାନୀରେ ଆୟୋଜିତ ହେବାକୁ ଯାଉଛି ଷଷ୍ଠ ଥର ପାଇଁ ଓଡ଼ିଶା ଟ୍ରାଭେଲ ବଜାର ୨୦୨୫। ଆସନ୍ତା ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି କାର୍ଯ୍ୟକ୍ରମ। ଭୁବନେଶ୍ୱରର ମେ’ ଫେୟାର […]