ଘଟଣା-ଦୁର୍ଘଟଣା
ତାତିରେ ସିଝିଲା ଓଡ଼ିଶା: ବୌଦ୍ଧରେ ସର୍ବାଧିକ ୪୩.୬
ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି। ରବିବାର ରାଜ୍ୟର ସାତଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରି ସେଲସିୟସ ଉପରେ ରେକର୍ଡ କରାଯାଇଛି। ବୌଦ୍ଧ ସହର ୪୩.୬ ଡିଗ୍ରୀ ସେଲସିୟସ ତାପମାତ୍ରା ସହିତ ସବୁଠାରୁ ଉତ୍ତପ୍ତ ସ୍ଥାନ ଭାବରେ ଉଭା ହୋଇଛି ଭୁବନେଶ୍ୱର ୧୬-୦୩-୨୦୨୫(ପିପିଏସ ) : ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି। ରବିବାର ରାଜ୍ୟର ସାତଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରି ସେଲସିୟସ ଉପରେ ରେକର୍ଡ କରାଯାଇଛି। ବୌଦ୍ଧ ସହର ୪୩.୬ ଡିଗ୍ରୀ ସେଲସିୟସ […]
ଗିରଫ ହେଲେ ବିଜେଡି ନେତା ରାଜା ଚକ୍ର
୧୬୦ କୋଟି ଟଙ୍କା ଦୁର୍ନୀତି ଅଭିଯୋଗ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ଆର୍ଥିକ ଅନିୟମିତତା ଘଟଣାରେ ଆଜି କ୍ରାଇମବ୍ରାଞ୍ଚ ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କରିଛି। ଏନେଇ କ୍ରାଇମବ୍ରାଞ୍ଚ ଏଡିଜି ସୂଚନା ଦେଇଛନ୍ତି। ତାଙ୍କ ବିରୋଧରେ ୧୬୦ କୋଟି ଟଙ୍କା ଦୁର୍ନୀତି କରିଥିବାର ଅଭିଯୋଗ ଜଣାଯିବା ପରେ ତାଙ୍କୁ ଗିରଫ କରାଯାଇଛି। ଭୁବନେଶ୍ବର/କେନ୍ଦୁଝର/ଗୁଆଲି/ଭୁବନେଶ୍ୱର ୧୩-୦୩-୨୦୨୫ (ପିପିଏସ ) : ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ଆର୍ଥିକ ଅନିୟମିତତା ଘଟଣାରେ ଆଜି କ୍ରାଇମବ୍ରାଞ୍ଚ ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ […]
ବନ୍ଧା ହେଲେ ବାପା ଓ ଜେଜେମା
ଦ୍ୱିତୀୟ ବିବାହକୁ ବାରଣ କରିବାରୁ ଦୁଇ ନାବାଳକ ପୁଅଙ୍କୁ ତଣ୍ଟି ଚିପି ହତ୍ୟା କଲା ପିଶାଚ ବାପା ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଧାନଚାଙ୍ଗଡ଼ା ଗ୍ରାମରେ ବାପାର ଦ୍ୱିତୀୟ ବିବାହକୁ ବାରଣ କରିବାରୁ ନିଜର ଦୁଇ ନାବାଳକ ପୁଅଙ୍କୁ ତଣ୍ଟି ଚିପି ହତ୍ୟା କରିଛି ପିଶାଚ ବାପା। ଆଉ ଏଥିରେ ଅଭିଯୁକ୍ତ ପ୍ରକାଶ ମହାନ୍ତିକୁ ସାହାଯ୍ୟ କରିଥିଲେ ନାବାଳକ ପୁଅଙ୍କ ଜେଜେମା ସୌରୀ ମହାନ୍ତି। ନୟାଗଡ଼/ଭାପୁର/ଭୁବନେଶ୍ୱର ୧୩-୦୩-୨୦୨୫ (ପିପିଏସ ) : ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଧାନଚାଙ୍ଗଡ଼ା ଗ୍ରାମରେ […]
ଗଠନ ହେବ ଅପେରା ସେନ୍ସର ବୋର୍ଡ
ଅପେରା ଶୋ’ରେ ଅଶ୍ଳୀଳତା ରୋକିବା ପାଇଁ ବିଧାନସଭା ସ୍ଥାୟୀ କମିଟି ଓଡ଼ିଶାରେ ଏକ ଅପେରା ସେନ୍ସର ବୋର୍ଡ ଗଠନ କରିବାକୁ ସୁପାରିଶ କରିଛି। ବୋର୍ଡ ନିଶ୍ଚିତ କରିବ ଯେ, ଅପେରା ପ୍ରଦର୍ଶନଗୁଡ଼ିକ ନିର୍ଦ୍ଦେଶାବଳୀ ଏବଂ ନିୟମାବଳୀ ପାଳନ କରିବ ଭୁବନେଶ୍ୱର ୧୩-୦୩-୨୦୨୫ (ପିପିଏସ ) : ଅପେରା ସୋ’ରେ ଅଶ୍ଳୀଳତା ରୋକିବା ପାଇଁ ବିଧାନସଭା ସ୍ଥାୟୀ କମିଟି ଓଡ଼ିଶାରେ ଏକ ଅପେରା ସେନ୍ସର ବୋର୍ଡ ଗଠନ କରିବାକୁ ସୁପାରିଶ କରିଛି। ବୋର୍ଡ ନିଶ୍ଚିତ କରିବ ଯେ, ଅପେରା […]
ଦଶ ଦିନର ଶିଶୁକୁ ୬୦ ଚେଙ୍କ ମାମଲା
ଜେଜେମା କୋର୍ଟ ଚାଲାଣ ପରେ ଜେଲ ଗଲେ ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ଗମ୍ଭାରୀଗୁଡା ପଂଚାୟତ ଅଧିନସ୍ଥ ଫୁଣ୍ଡେଲପଡା ଗ୍ରାମର ଜଣେ ଦଶ ଦିନର ଶିଶୁ ଅସୁସ୍ଥ ହେବାରୁ ତାକୁ ଚିକିତ୍ସା ପରିବର୍ତ୍ତେ ଅନ୍ଧ ବିଶ୍ୱାସର ବଶବର୍ତ୍ତୀ ହୋଇ ଶିଶୁ ଦେହରେ ୬୦ରୁ ଅଧିକ ଚେଙ୍କ ଦିଆ ଯାଇଥିଲା ଚନ୍ଦାହାଣ୍ଡି/ଭୁବନେଶ୍ୱର ୧୩-୦୩-୨୦୨୫ (ପିପିଏସ ) : ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ଗମ୍ଭାରୀଗୁଡା ପଂଚାୟତ ଅଧିନସ୍ଥ ଫୁଣ୍ଡେଲପଡା ଗ୍ରାମର ଜଣେ ଦଶ ଦିନର ଶିଶୁ ଅସୁସ୍ଥ ହେବାରୁ […]
ଭଦ୍ରକ ଆଇନ ଶୃଙ୍ଖଳା ଚିନ୍ତା
ହୋଲିରେ ଡ୍ୟୁଟିରେ ରହିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଭଦ୍ରକ/ଭୁବନେଶ୍ୱର ୧୩-୦୩-୨୦୨୫ (ପିପିଏସ ) : ସମ୍ଭାବ୍ୟ ଆଇନ ଶୃଙ୍ଖଳା ସମସ୍ୟା ଆଶଙ୍କା କରି, ଭଦ୍ରକ ଜିଲ୍ଲା ପ୍ରଶାସନ ଦୋଳ ଏବଂ ହୋଲି ପର୍ବ ସମୟରେ ଜିଲ୍ଲା ଏବଂ ପ୍ରଶାସନିକ ସ୍ତରୀୟ ଅଧିକାରୀଙ୍କ ଛୁଟି ବାତିଲ କରିଛି।ଜିଲ୍ଲାପାଳ ଏଥିପାଇଁ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଯେଉଁଥିରେ ଅଧିକାରୀମାନଙ୍କୁ ହୋଲି ସମୟରେ ମୁଖ୍ୟାଳୟରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳ, ତହସିଲଦାର ଏବଂ ବିଡିଓଙ୍କ ସମେତ ଅଧିକାରୀମାନଙ୍କୁ ମୁଖ୍ୟାଳୟରେ ଉପସ୍ଥିତ ରହିବାକୁ […]
କଟକ ବୟାଳିଶି ମୌଜାରେ ବେଆଇନ ବନ୍ଧୁକ କାରଖାନା ଠାବ: ବନ୍ଧା ହେଲେ ୪ ଅଭିଯୁକ୍ତ
କଟକ ବୟାଳିଶି ମୌଜାରୁ ଏକ ବେଆଇନ ବନ୍ଧୁକ କାରଖାନା ଠାବ କରିଛି କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍। ଏଠାରୁ ଶହ ଶହ ବନ୍ଧୁକ ଓ ମାଗାଜିନ୍ ବି ଜବତ କରାଯାଇଛି। ବନ୍ଧୁକ କାରଖାନା ଠାବ କରିବା ସହ ୪ଜଣଙ୍କୁ ଗିରଫ କରିଛି କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍ । କଟକ ୧୩-୦୩-୨୦୨୫ (ପିପିଏସ ) : କଟକ ବୟାଳିଶି ମୌଜାରୁ ଏକ ବେଆଇନ ବନ୍ଧୁକ କାରଖାନା ଠାବ କରିଛି କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍। ଏଠାରୁ ଶହ ଶହ ବନ୍ଧୁକ ଓ ମାଗାଜିନ୍ ବି ଜବତ […]
ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରି ଅତିକ୍ରମ କଲା: ଚଳିତ ବର୍ଷ ପାଇଁ ପ୍ରଥମ ଥର
ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଦେଇଛି ଯେ, ୨୦୨୫ ମସିହାରେ ପ୍ରଥମ ଥର ପାଇଁ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରି ସେଲସିୟସ୍ ଅତିକ୍ରମ କରିଛି। ବୌଦ୍ଧରେ ତାପମାତ୍ରା ୪୦.୫ ଡିଗ୍ରି ସେଲସିୟସ୍ ଛଇଁଛି ଭୁବନେଶ୍ୱର ୧୨-୦୩-୨୦୨୫ (ପିପିଏସ ) : ଚଳିତ ବର୍ଷ ୨୦୨୫ ମସିହାରେ ପ୍ରଥମ ଥର ପାଇଁ ଓଡ଼ିଶାର ତାପମାତ୍ରା ୪୦ ଡିଗ୍ରି ସେଲସିୟସ୍ ଅତିକ୍ରମ କରିଛି। ବୌଦ୍ଧର ତାପମାତ୍ରା ୪୦.୫ ଡିଗ୍ରି ସେଲସିୟସ୍ ଛୁଇଁଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା […]
ବଢ଼ିଲା ଖୋର୍ଦ୍ଧା ସବ୍ରେଜିଷ୍ଟ୍ରାରଙ୍କ ଅଡ଼ୁଆ
୩ ଦିନ ଭିତରେ ପକ୍ଷ ରଖିବାକୁ ନିର୍ଦ୍ଦେଶ, ଖିଲାପ ହେଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାର୍ଟପ୍ଲଟ୍ ବା ଆଂଶିକ ଜମି ପଞ୍ଜୀକରଣକୁ ନେଇ ଖୋର୍ଦ୍ଧା ସବ୍ରେଜିଷ୍ଟ୍ରାରଙ୍କ ଅଡ଼ୁଆ ବଢ଼ିଛି। କଟକଣା ବେଳେ ବେଆଇନ ଭାବରେ କିଣାବିକା ଅନୁମତି ଦେଇଥିବାରୁ ପୂର୍ବରୁ ଏଡିଏମ୍ ରିପୋର୍ଟ ତଲବ କରିବା ସହ ଉପଯୁକ୍ତ କାରଣ ଦର୍ଶାଇବାକୁ କହିଥିଲେ। ଭୁବନେଶ୍ୱର ୧୨-୦୩-୨୦୨୫ (ପିପିଏସ ) : ପାର୍ଟପ୍ଲଟ୍ ବା ଆଂଶିକ ଜମି ପଞ୍ଜୀକରଣକୁ ନେଇ ଖୋର୍ଦ୍ଧା ସବ୍ରେଜିଷ୍ଟ୍ରାରଙ୍କ ଅଡ଼ୁଆ ବଢ଼ିଛି। କଟକଣା ବେଳେ ବେଆଇନ […]
ରାସନ କାର୍ଡରେ ଖୁବ୍ ଶୀଘ୍ର ମିଳିବ ଗହମ: ମନ୍ତ୍ରୀ
ଆଗାମୀ ଦିନରେ ରାଜ୍ୟର ଲୋକଙ୍କୁ ରାସନ କାର୍ଡ ମାଧ୍ୟମରେ ପୂର୍ବ ଭଳି ଗହମ ଯୋଗାଇ ଦିଆଯିବ। ଏନେଇ ଏକ ପ୍ରଶ୍ନ ନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବିଧାନସଭାରେ ଲିଖିତ ଉତ୍ତର ପ୍ରଦାନ କରିଛନ୍ତି ଭୁବନେଶ୍ୱର ୧୨-୦୩-୨୦୨୫ (ପିପିଏସ ) : ଆଗାମୀ ଦିନରେ ରାଜ୍ୟର ଲୋକଙ୍କୁ ରାସନ କାର୍ଡ ମାଧ୍ୟମରେ ପୂର୍ବ ଭଳି ଗହମ ଯୋଗାଇ ଦିଆଯିବ। ଏନେଇ ଏକ ପ୍ରଶ୍ନ ନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ […]