sports
୩ବର୍ଷ ପାଇଁ ଜାତୀୟ ଖୋ ଖୋ ଟିମ୍ର ପ୍ରାୟୋଜକ ହେବେ ଓଡ଼ିଶା ସରକାର
ଦେଶର ‘ଖୋ ଖୋ’ ଖେଳ ପାଇଁ ଆସିଛି ଏକ ସୁବର୍ଣ୍ଣ ସମୟ। ଓଡ଼ିଶା ସରକାର ଏହି ଖେଳକୁ ଯୋଗାଇ ଦେବେ ପ୍ରୋତ୍ସାହନ। ପୂର୍ବରୁ ଜାତୀୟ ହକି ଖେଳକୁ ଓଡିଶା ସ୍ପନସର୍ କରିଥିବା ବେଳେ, ଏବେ ଖୋ ଖୋ ଖେଳକୁ ପ୍ରୋତ୍ସାହନ ଦେବାକୁ ଆଗେଇ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ୱର ୦୩-୦୧-୨୦୨୫(ପିପିଏସ) : ଦେଶର ‘ଖୋ ଖୋ’ ଖେଳ ପାଇଁ ଆସିଛି ଏକ ସୁବର୍ଣ୍ଣ ସମୟ। ଓଡ଼ିଶା ସରକାର ଏହି ଖେଳକୁ ଯୋଗାଇ ଦେବେ ପ୍ରୋତ୍ସାହନ। […]
ଓସିଏ ପଦ ଛାଡିଲେ ବବି ଦାସ
୪୫ ଦିନ ଭିତରେ ଓସିଏକୁ ମିଳିବ ନୂଆ ସଭାପତି: ସଂଜୟ ବେହେରା କଟକ/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ (ଓସିଏ)ର ସଭାପତି ପଦ ଛାଡ଼ିଛନ୍ତି ପ୍ରଣବ ପ୍ରକାଶ ଦାସ (ବବି)। ଏନେଇ ଓସିଏ ସଂପାଦକ ସଂଜୟ ବେହେରା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଶ୍ରୀ ବେହେରା କହିଛନ୍ତି ଯେ, ବ୍ୟକ୍ତିଗତ କାରଣ ଦର୍ଶାଇ ବବି ଦାସ ସଭାପତି ପବରୁ ଇସ୍ତଫା ଦେଇଛନ୍ତି। ଆଗାମୀ ୪୫ ଦନି ଭିତରେ ନୂଆ ସଭାପତି ପାଇଁ ନିର୍ବାଚନ ହେବ। ସୂଚନାଯୋଗ୍ୟ, […]
ଓସିଏ ଆପେକ୍ସ କାଉନ୍ସିଲ ବୈଠକ
ବାରବାଟୀ ଏକଦିବସୀୟ ପାଇଁ ପ୍ରସ୍ତୁତି କଟକ,୨୪-୧୨-୨୦୨୪ (ପିପିଏସ) : ଆସନ୍ତା ବର୍ଷ ଫେବ୍ରୁଆରି ୯ତାରିଖରେ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଆନ୍ତର୍ଜାତିକ ମ୍ୟାଚ୍କୁ ଦୃଷ୍ଟିରେ ରଖି ରବିବାର ଓଡ଼ିଶା କ୍ରିକେଟ୍ ସଂଘ (ଓସିଏ)ର ଆପେକ୍ସ କାଉନ୍ସିଲ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଆସନ୍ତା ଅନ୍ତର୍ଜାତୀୟ ଏକଦିବସୀୟ କ୍ରିକେଟ୍ ମ୍ୟାଚ୍ ବିଷୟରେ ସ୍ବତନ୍ତ୍ର ଭାବେ ଆଲୋଚନା କରାଯାଇଥିଲା। ମ୍ୟାଚ୍ ପୂର୍ବରୁ ବାରବାଟୀ ଷ୍ଟାଡିୟମ୍ର ଆବଶ୍ୟକ ମରାମତି କରାଯିବା ସହ ଷ୍ଟାଡିୟମର ରୂପରେଖ ପରିବର୍ତ୍ତନ କରାଯିବା ବିଷୟରେ ଆଲୋଚନା […]
ଓଡିଶା ମାଷ୍ଟର୍ସ ସେମିଫାଇନାଲ ରେ ପହଁଚିଲେ ତାନଭି ଶର୍ମା ଶ୍ରୀୟାନସି ଭାଲିସେଟ୍ଟୀ
ପୁରୁଷ ସେମି ରେ ସତୀଶ କୁମାର, ଥରୁନ ମାନନେପାଲି.. କଟକ ,୧୩-୧୨-୨୦୨୪(ପିପିଏସ ) : ଜବାହରଲାଲ ଇଣ୍ଡୋର ଷ୍ଟେଡ଼ିଅମ ଚାଲିଥିବା ବି.ଡବଲୁ. ଏଫ ଟୁର ସୁପର 100 ‘ଓଡିଶା ମାଷ୍ଟର୍ସ ‘ ତୃତୀୟ ସଂସ୍କରଣ ର କ୍ୱାର୍ଟର ଫାଇନାଲ ରାଉଣ୍ଡ ସମାପ୍ତ ହୋଇ ସେମି ଫାଇନାଲ ରାଉଣ୍ଡ ଚୂଡାନ୍ତ ହୋଇଯାଇଅଛି l ଆଜି କ୍ୱାର୍ଟର ଫାଇନାଲ ରାଉଣ୍ଡ ର ସମସ୍ତ ବିଭାଗ ର ୨0 ଟି ମ୍ୟାଚ ଅନୁଷ୍ଠିତ ହୋଇଥିଲା l ତିନୋଟି କୋର୍ଟ ରେ ଆରମ୍ଭ […]
ହାଇବ୍ରିଡ ମୋଡରେ ହେବ ଚାମ୍ପିୟନ୍ସ ଟ୍ରଫି
ଚାମ୍ପିୟନ୍ସ ଟ୍ରଫିକୁ ନେଇ ଗତ କିଛି ମାସ ହେଲା ଚାଲିଥିବା ଅଚଳାବସ୍ଥା ଦୂର ହୋଇଛି । ଆଇସିସି ଏହି ଟୁର୍ଣ୍ଣାମେଣ୍ଟ ପାଇଁ ‘ହାଇବ୍ରିଡ୍ ମଡେଲ୍’କୁ ମଞ୍ଜୁରି ଦେଇଛି । ପାକିସ୍ତାନ ଓ ଦୁବାଇରେ ହାଇବ୍ରିଡ୍ ମଡେଲରେ ଚାମ୍ପିୟନ୍ସ ଟ୍ରଫି ଖେଳାଯିବ । ଲାହୋର /ଭୁବନେଶ୍ୱର ୧୩-୧୨-୨୦୨୪(ପିପିଏସ ) : ଚାମ୍ପିୟନ୍ସ ଟ୍ରଫିକୁ ନେଇ ଗତ କିଛି ମାସ ହେଲା ଚାଲିଥିବା ଅଚଳାବସ୍ଥା ଦୂର ହୋଇଛି । ଆଇସିସି ଏହି ଟୁର୍ଣ୍ଣାମେଣ୍ଟ ପାଇଁ ‘ହାଇବ୍ରିଡ୍ ମଡେଲ୍’କୁ ମଞ୍ଜୁରି ଦେଇଛି […]
ଓଡ଼ିଶା ମାଷ୍ଟର୍ସ ୨୦୨୪ ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତା, ମାନବ ଚୌଧୁରୀ ବିଜୟୀ
କଟକ ଜବାହାରଲାଲ ନେହେରୁ ଇଣ୍ଡୋର ଷ୍ଟାଡିଅମରେ ଆଜିଠାରୁ ଆରମ୍ଭ ହୋଇଛି ଓଡ଼ିଶା ମାଷ୍ଟର୍ସ ୨୦୨୪ ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତା। କୋର୍ଟ ୧ରେ ଆଜି ଅନୁଷ୍ଠିତ ମ୍ୟାଚରେ ଭାରତୀୟ ବ୍ୟାଡମିଣ୍ଟନ ଖେଳାଳି ମାନବ ଚୌଧୁରୀ ପୁରୁଷ ଏକକ ଯୋଗ୍ୟତା ପର୍ଯ୍ୟାୟରେ ସଂଯୁକ୍ତ ଆରବ ଏମିରେଟ୍ସର ମହମ୍ମଦ ମୁନାୱରଙ୍କୁ ୨୧-୧୬, ୨୧-୧୨ରେ ପରାସ୍ତ କରିଛନ୍ତି। ପୁରୁଷ ସିଙ୍ଗଲ୍ସର ଅନ୍ୟ ଏକ ମ୍ୟାଚରେ ଭାରତର ରାଜେଶ ଶ୍ରୀକର ୧୧-୨୧, ୨୧-୨୩ରେ ଚୀନର ଲିଉ ୟୁ ଜୁଆନଙ୍କଠାରୁ ପରାସ୍ତ ହୋଇଥିବା ବେଳେ ଗଗନ ବାଲିୟାନ […]
ପୁରୀ ବିଚ୍ ମାରାଥନ୍: ଭାଗନେଲେ ୫ଶହ କ୍ରୀଡ଼ାବିତ୍
ଭୁବନେଶ୍ବର ସାଇକ୍ଲିଂ ଆଣ୍ଡ୍ ଆଡ୍ଭେଞ୍ଚର୍ କ୍ଲବ୍ (ବିସିଏସି) ପକ୍ଷରୁ ଆୟୋଜିତ ‘ପୁରୀ ବିଚ୍ ମାରାଥନ୍’ ଚତୁର୍ଥ ସଂସ୍କରଣରେ କ୍ରୀଡ଼ାବିତ୍ଙ୍କ ମଧ୍ୟରେ ଦେଖିବାକୁ ମିଳିଛି ପ୍ରବଳ ଉତ୍ସାହ। ରାଜ୍ୟ, ଦେଶ ଓ ଦେଶ ବାହାରୁ ୫ଶହ କ୍ରୀଡ଼ାବିତ୍ ଅଂଶଗ୍ରହଣ କରିଥିବା ପୁରୀ,୦୯-୧୨-୨୦୨୪(ପିପିଏସ) : ଭୁବନେଶ୍ବର ସାଇକ୍ଲିଂ ଆଣ୍ଡ୍ ଆଡ୍ଭେଞ୍ଚର୍ କ୍ଲବ୍ (ବିସିଏସି) ପକ୍ଷରୁ ଆୟୋଜିତ ‘ପୁରୀ ବିଚ୍ ମାରାଥନ୍’ ଚତୁର୍ଥ ସଂସ୍କରଣରେ କ୍ରୀଡ଼ାବିତ୍ଙ୍କ ମଧ୍ୟରେ ଦେଖିବାକୁ ମିଳିଛି ପ୍ରବଳ ଉତ୍ସାହ। ରାଜ୍ୟ, ଦେଶ ଓ ଦେଶ ବାହାରୁ ୫ଶହ […]
ଅନ୍ଲାଇନ୍ ଗେମ୍ର ଭୟଙ୍କର ପରିଣତି: ଜୀବନ ହାରିଦେଲେ ଯୁବକ
ସମ୍ପ୍ରତି ଅନ୍ଲାଇନ୍ ଗେମ୍ ସମଗ୍ର ଦେଶର ଯୁବପିଢ଼ିଙ୍କ ଏକ ବଡ଼ ବିପଦ ସାଜିଛି। ଅନ୍ଲାଇନ୍ ଗେମ୍ରେ ଫସି ବହୁ ଯୁବକ ପ୍ରାଣ ହାରିଦେଉଛନ୍ତି। ଆଜି ପୁରୁଣା ଭୁବନେଶ୍ବର ଅଞ୍ଚଳରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି। ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) : ସମ୍ପ୍ରତି ଅନ୍ଲାଇନ୍ ଗେମ୍ ସମଗ୍ର ଦେଶର ଯୁବପିଢ଼ିଙ୍କ ଏକ ବଡ଼ ବିପଦ ସାଜିଛି। ଅନ୍ଲାଇନ୍ ଗେମ୍ରେ ଫସି ବହୁ ଯୁବକ ପ୍ରାଣ ହାରିଦେଉଛନ୍ତି। ଆଜି ପୁରୁଣା ଭୁବନେଶ୍ବର ଅଞ୍ଚଳରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି। […]
୧୭ ବର୍ଷ ପରେ ଗୋଟିଏ ଦଳରେ ଖେଳିବେ ଭାରତ-ପାକିସ୍ତାନର ଖେଳାଳି, ପୁଣି ଆରମ୍ଭ ହେବ ଏହି ଟୁର୍ନାମେଣ୍ଟ !
ଆଫ୍ରୋ-ଏସିଆ କପରେ ଏସିଆ ଏକାଦଶ ଏବଂ ଆଫ୍ରିକା ଏକାଦଶ ଦଳ ମୁହାଁମୁହିଁ ହୋଇଥାନ୍ତି। ଏହି ଟୁର୍ନାମେଣ୍ଟରେ ଭାରତୀୟ ଏବଂ ପାକିସ୍ତାନୀ ଖେଳାଳିମାନେ ଏକାଠି ଖେଳୁଥିବା ଦେଖିବାକୁ ମିଳିବ, ଯେଉଁମାନଙ୍କ ମଧ୍ୟରେ ଗତ ଦେଢ଼ ଦଶନ୍ଧି ମଧ୍ୟରେ କୌଣସି ଦ୍ୱିପାକ୍ଷିକ ସିରିଜ୍ ଖେଳାଯାଇ ନାହିଁ କୋଲକାତା/ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ) : କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ଅଛି। ଆଫ୍ରୋ-ଏସିଆ କପ୍ ପୁଣି ଆରମ୍ଭ ହୋଇପାରେ। ଆଫ୍ରିକୀୟ କ୍ରିକେଟ୍ ଆସୋସିଏସନ୍ (ଏସିଏ) ଗତ ଶନିବାର ଏହାର […]
ଫେବୃୟାରୀ ୯ରେ ବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ, ଟିକେଟ ମୂଲ୍ୟ ୮୦୦ରୁ ଆରମ୍ଭ
କଟକ,୦୩-୧୧-୨୦୨୪(ପିପିଏସ ) : ଆଗାମୀ ଫେବୃୟାରୀ ୯ ତାରିଖରେ କଟକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ। ଏଥିପାଇଁ ଟିକେଟ ମୂଲ୍ୟ ନିର୍ଦ୍ଧାରଣ କରିଛି ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ)। ଟିକେଟ ମୂଲ୍ୟ ସର୍ବନିମ୍ନ ୮୦୦ ଟଙ୍କାରୁ ଆରମ୍ଭ ହୋଇ ୨୦ ହଜାର ପର୍ଯ୍ୟନ୍ତ ଧାର୍ଯ୍ୟ ହୋଇଛି।ଷ୍ଟାଡିୟମର ୧ ନମ୍ବର ୩ ନମ୍ବର ଓ ୬ ନମ୍ବର ଗ୍ୟାଲେରୀରେ ବସି ଖେଳ ଦେଖିବା ଲାଗି ଦର୍ଶକଙ୍କ ପାଇଁ ଟିକେଟ ମୂଲ୍ୟ ୧୨୦୦ ଟଙ୍କା ଧାର୍ଯ୍ୟ କରାଯାଇଛି। ସେହିପରି […]