1 min read

ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଝାରସୁଗୁଡ଼ା – ଗୌନ୍ଦିଆ ପାସେଞ୍ଜର

 ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଝାରସୁଗୁଡ଼ା – ଗୌନ୍ଦିଆ ପାସେଞ୍ଜର। ଝାରସୁଗୁଡ଼ା ରେଳ ଷ୍ଟେସନର ୨ ନମ୍ବର ପ୍ଲାଟଫର୍ମରେ ପଶିବା ବେଳକୁ ହେଲା ସର୍ଟ ସର୍କିଟ । ଆଜି ସକାଳ ୬ଟା୨୦ରେ ଘଟିଛି ଏହି ଘଟଣା। ସକାଳ ସାଢେ ୮ଟା ପରେ ଟ୍ରେନ ଚଳାଚଳ ସ୍ଵାଭାବିକ ହୋଇଛି। ଝାରସୁଗୁଡା/ଭୁବନେଶ୍ୱର ୩୧-୧୨-୨୦୨୪(ପିପିଏସ) : ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଝାରସୁଗୁଡ଼ା – ଗୌନ୍ଦିଆ ପାସେଞ୍ଜର। ଝାରସୁଗୁଡ଼ା ରେଳ ଷ୍ଟେସନର ୨ ନମ୍ବର ପ୍ଲାଟଫର୍ମରେ ପଶିବା ବେଳକୁ ହେଲା ସର୍ଟ […]

1 min read

ଲୁଟିଆଙ୍କ ଟେର ପାଉନି କାକଟପୁର ଅସ୍ତରଙ୍ଗ ପୁଲିସ 

ବାଇକିରେ ଆସିଲେ ମହିଳାଙ୍କ ଠାରୁ ସୁନା ଚେନ ଲୁଟିଲେ  ଅସ୍ତରଙ୍ଗ/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ଦିନକୁ ଦିନ ପୁରୀ ଜିଲ୍ଲା ଅସ୍ତରଙ୍ଗ ଓ କାକଟପୁର ଅଞ୍ଚଳ ରେ ଲୁଟପାଟ ଏବଂ ରାହାଜାନି ବଢ଼ିବାରେ ଲାଗିଛି। ଲୁଟ ଘଟାଇ ଆଖି ପିଛୁଳାରେ ଚମ୍ପଟ ମାରୁଛନ୍ତି ଅପରାଧୀ।ଦିନ ଦ୍ବିପ୍ରହରରେ ଘର ନିକଟରୁ ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନା ଚେନ। ବାଇକିରେ ଆସି ହେଲମେଟ ପିନ୍ଧି ଅଜଣା ଯୁବକ ଅନ୍ୟ ଲୋକଙ୍କ ପରିଚୟ ପଚାରି କେହି ନଥିବାର ସୁଯୋଗ ଦେଖି […]

1 min read

ନିଗମାନନ୍ଦ ଭକ୍ତ ସମ୍ମିଳନୀ: ଆଖି ବୁଜିଲେ ୨ ଭକ୍ତ

ପୁରୀ-କୋଣାର୍କ ରୋଡ୍‌ ବାଲିଘାଇ ଛକସ୍ଥିତ ନିଗମାନନ୍ଦ ସାର୍ବଭୌମ ଭକ୍ତ ସମ୍ମିଳନୀରେ ଅଘଟଣ ଘଟିଛି। ସମ୍ମିଳନୀ ଚାଲିଥିବା ବେଳେ ଦୁଇଜଣ ଭକ୍ତଙ୍କର ମୃତ୍ୟୁ ହୋଇଛି। ସେମାନେ ହେଲେ ପଶ୍ଚିମବଙ୍ଗ ପଶ୍ଚିମ ମେଦିନୀପୁରର ରବୀନ୍ଦ୍ରନାଥ ପାଲ(୫୫) ଓ କଟକ ଜିଲ୍ଲା ସାଆନ୍ତସାହିର ଜଗନ୍ନାଥ ସାମଲ (୫୭)। ପୁରୀ/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ପୁରୀ-କୋଣାର୍କ ରୋଡ୍‌ ବାଲିଘାଇ ଛକସ୍ଥିତ ନିଗମାନନ୍ଦ ସାର୍ବଭୌମ ଭକ୍ତ ସମ୍ମିଳନୀରେ ଅଘଟଣ ଘଟିଛି। ସମ୍ମିଳନୀ ଚାଲିଥିବା ବେଳେ ଦୁଇଜଣ ଭକ୍ତଙ୍କର ମୃତ୍ୟୁ ହୋଇଛି। ସେମାନେ ହେଲେ […]

1 min read

ଏମକେସିଜିରୁ ୪ ଡାକ୍ତର ବହିଷ୍କୃତ

ପିଜି ଛାତ୍ରଙ୍କୁ ହଷ୍ଟେଲରେ ଆକ୍ରମଣ ଘଟଣା ବ୍ରହ୍ମପୁର/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ବ୍ରହ୍ମପୁର ଏମକେସିଜିରୁ ୪ଜଣ ଡାକ୍ତର ବହିଷ୍କୃତ ହୋଇଥିବା ଜଣାଯାଇଛି। ଏନେଇ ଡିଏମଇଟିଙ୍କ ନିର୍ଦ୍ଦେଶରେ ବିଧିବଦ୍ଧ ଭାବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଶିଶୁରୋଗ ବିଭାଗର ପିଜି ଛାତ୍ରଙ୍କୁ ହଷ୍ଟେଲରେ ଆକ୍ରମଣ ଘଟଣାରେ ଉପରୋକ୍ତ ଚାରିଜଣ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କରାଯାଇଥିବା ବେଳେ ଜଣେ ପିଜି (୨ୟ ବର୍ଷ)ଅର୍ଥପେଡିକ ଡାକ୍ତର ପ୍ରିୟଜିତ ସାହୁଙ୍କୁ ୬ମାସ ଯାଏ ହଷ୍ଟେଲ […]

1 min read

କେନ୍ଦୁଝର କାରାଗାରରୁ କଏଦୀ ଚମ୍ପଟ

କେନ୍ଦୁଝର/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ଦୀର୍ଘଦିନରୁ ସୁଯୋଗ ଖୋଜୁଥିଲା କଏଦୀ। ଗତକାଲି ଏହି ଅବସର ମିଳିବା ପରେ ଜେଲର ବିରାଟ କାନ୍ଥ ଡ଼େଇଁ ଖସିଯାଇଛି। କେନ୍ଦୁଝର ଜିଲ୍ଲା ମୁଖ୍ୟ କାରାଗାରରୁ କଅଦୀ ଚମ୍ପଟ ହେବା ନେଇ ଥାନାରେ ଅଭିଯୋଗ ହୋଇଛିl କଏଦୀର ନାମ ହେଲା ପରେଶ ମୁଣ୍ଡା। ଜେଲ କର୍ତ୍ତୁପକ୍ଷଙ୍କ ଏତଲା ଆଧାରରେ କେନ୍ଦୁଝର ଟାଉନ ଥାନା ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।ସୂଚନା ଅନୁସାରେ ପରେଶ ମୁଣ୍ଡା ଏକ ହତ୍ୟା ମାମଲାରେ […]

1 min read

ଗଜପତିରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟି ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଆଜି ଦିନିକିଆ  ଗଜପତି ଜିଲ୍ଲା ଗସ୍ତ କରି କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟିଛନ୍ତି। ଗଜପତି ଜିଲ୍ଲାର ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ଉପଲଡ଼ା ଓ ଗୁରାଣ୍ଡି ଗ୍ରାମ ଚାଷୀଙ୍କୁ ଭେଟି ଅଦିନିଆ ବର୍ଷାରେ ନଷ୍ଟ ହୋଇଥିବା ଫସଲ ସଂପର୍କରେ ଆଲୋଚନା କରିବା ସହ କ୍ଷୟକ୍ଷତି ଆକଳନ କରିଛନ୍ତି। ଫସଲ ବୀମା ଯୋଜନାରେ ଲୋକମାନଙ୍କୁ ପଞ୍ଜୀକରଣ କରିବା ପାଇଁ ଅନୁରୋଧ […]

1 min read

ଓଡ଼ିଶାର ପ୍ରତିଭାବାନ ଲୋକଙ୍କୁ ନେଇ ଜ୍ଞାନ ତିଆରି କରିବା: ଧର୍ମେନ୍ଦ୍ର

ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ଆଇଆଇଟି, ଭୁବନେଶ୍ୱରକୁ ଟିଚିଂ, ରିସର୍ଚ୍ଚ ଓ ଇନୋଭେସନର ପେଣ୍ଠସ୍ଥଳି କରିବାକୁ ହେବ। ତେବେ ଯାଇ ଭାରତର ଅର୍ଥନୀତି ୫ ରୁ ୭ ଟ୍ରିଲିୟନ ଆମେରିକୀୟ ଡଲାର ହେବାର ଲକ୍ଷ୍ୟ ପୂରଣ ହୋଇପାରିବ। ଏହା ଦ୍ୱାରା ଆଇଆଇଟି ଛାତ୍ରଛାତ୍ରୀମାନେ ବିକଶିତ ଓଡ଼ିଶା ଏବଂ ବିକଶିତ ଭାରତ ଗଠନରେ ନିଜର ଦାୟିତ୍ୱ ନିର୍ବାହ କରିପାରିବେ ବୋଲି ଶନିବାର ଆଇଆଇଟି, ଭୁବନେଶ୍ୱରର ଦ୍ୱାଦଶ ଓ ତ୍ରୟୋଦଶ ମିଳିତ ସମାବର୍ତ୍ତନ ସମାରୋହରେ ଯୋଗଦେଇ କହିଛନ୍ତି କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର […]

1 min read

ଟେଣ୍ଡରରେ ସୀମିତ ମଶାଣି

ରାସ୍ତା କଡ଼ରେ କୁଢ଼କୁଢ଼ କୁକୁରଙ୍କ ଶବ ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ଗୋଟିଏ କି ଦୁଇଟି ନୁହେଁ, ବରଂ କୁଢ଼କୁଢ଼ କୁକୁରଙ୍କ ଶବ। କିଛି ପଚି ଗଲାଣି, ଆଉ କିଛି ସଦ୍ୟ। ସାରା ଅଞ୍ଚଳ ଦୁର୍ଗନ୍ଧରେ ଭର୍ତ୍ତି। କେଉଁ ଜନଗହଳିରୁ ଦୂରରେ ନୁହେଁ, ବରଂ ଅତ୍ୟାଧୁନିକ ବରମୁଣ୍ଡା ବସ୍‌ଷ୍ଟାଣ୍ଡ ‘ବିଏସ୍‌ଏବିଟି’ ଠାରୁ ଶହେ ମିଟର ଦୂର ରାଜରାସ୍ତା କଡ଼ରେ ଏଭଳି ସ୍ଥିତି। ବରମୁଣ୍ଡା ବସ୍‌ଷ୍ଟାଣ୍ଡରୁ ଖଣ୍ଡଗିରି ଲମ୍ବିଥିବା ରାଜପଥର ସର୍ଭିସ୍‌ ରୋଡ୍‌ରେ ଟିସୁ କଲ୍‌ଚର ପରୀକ୍ଷାଗାର ପାଖ ପ୍ରାକୃତିକ […]

1 min read

ଭୁବନେଶ୍ବରରେ ସିରିଜ ଦୁର୍ଘଟଣା

ଏକାଧିକ ବ୍ୟକ୍ତି ଆହତ, ଚାପା ଉତ୍ତେଜନା ଜାରି ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ରାଜଧାନୀ ଭୁବନେଶ୍ବରରେ ସିରିଜ୍ ଦୁର୍ଘଟଣା ଘଟିଛି। ଜାଭିଅର ଛକ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସାଲିଆସାହି ରାସ୍ତାରେ ତଥା ଏକ କଲେଜ ସାମ୍ନାରେ ୪ଟି କାର୍, ଏକ ଭ୍ୟାନ୍ ଓ ଗୋଟିଏ ଯାତ୍ରୀବାହୀ ଅଟୋ ଦୁର୍ଘଟଣାର ସାମ୍ନା କରିଛି। ପ୍ରାୟ ୧୦ ଜଣ ଲୋକ ଏହି ଦୁର୍ଘଟଣାର ଶିକାର ହୋଇଛନ୍ତି। ଏଥିରୁ ୨ ଜଣଙ୍କର ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଡାକ୍ତରଖାନାରେ […]

1 min read

ଟଙ୍କା ଠକେଇ

ଗାଜିଆବାଦ୍‌ରୁ ମା’-ପୁଅଙ୍କୁ ବାନ୍ଧିଲା ଓଡ଼ିଶା ସାଇବର ପୁଲିସ ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗରେ ଓଡ଼ିଶା ସାଇବର ଥାନା ପୁଲିସ ମା’-ପୁଅଙ୍କୁ ଉତ୍ତରପ୍ରଦେଶର ଗାଜିଆବାଦ୍‌ରୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ନୀଲମ ଅଗ୍ରୱାଲ ଓ ତାଙ୍କର ପୁଅ ବଂଶ ଅଗ୍ରୱାଲ। ଉଭୟ ମା’-ପୁଅ ଗେମିଂ ପ୍ଲାଟଫର୍ମ ମାଧ୍ୟମରେ ଏକ କଂପାନି ଖୋଲି ଲୋକଙ୍କୁ ଡିଜିଟାଲ ମାଧ୍ୟମରେ ଗିରଫ କରି ଠକେଇ କରୁଥିଲେ।ଠକେଇ ନେଇ ଭୁବନେଶ୍ବରର ଜଣେ ବରିଷ୍ଠ ନାଗରିକ ସାଇବର ଥାନାରେ ଗତ ୨୨ […]