1 min read

କନ୍ଧମାଳରେ ଲଜ୍ଜା: ସପ୍ତମ ଶ୍ରେଣୀର ଛାତ୍ରୀ ଗର୍ଭବତୀ

ଶିକ୍ଷା ଦୀକ୍ଷାର ଅଭାବ ନା ଅମାନୁଷିକତା କନ୍ଧମାଳ ଜିଲ୍ଲାରେ ନାବାଳିକା ଗର୍ଭବତୀ ହେବା ଘଟଣା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଶିକ୍ଷା କ୍ଷେତ୍ରରେ ଏହି ଅଞ୍ଚଳ ପଛୁଆ ଥିବାରୁ ଖରାପ ବ୍ୟକ୍ତିଙ୍କର ଜାଲରେ ଫସିଯାଇ କମ୍‌ ବୟସର ଝିଅମାନେ ଏହି ଅଭାବନୀୟ ପରିସ୍ଥିତିର ସାମ୍ନା କରୁଛନ୍ତି। ଘୁ.ଉଦୟଗିରି/ଭୁବନେଶ୍ୱର ୧୩-୦୨-୨୦୨୫(ପିପିଏସ) : କନ୍ଧମାଳ ଜିଲ୍ଲାରେ ନାବାଳିକା ଗର୍ଭବତୀ ହେବା ଘଟଣା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଶିକ୍ଷା କ୍ଷେତ୍ରରେ ଏହି ଅଞ୍ଚଳ ପଛୁଆ ଥିବାରୁ ଖରାପ […]

1 min read

ଏଣିକି ଜୈବିକ ଚାଉଳରେ ଶ୍ରୀମନ୍ଦିର କୋଠଭୋଗ

ମହାପ୍ରସାଦକୁ ରସାୟନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ଶ୍ରୀମନ୍ଦିର କୋଠଭୋଗରେ ଜୈବିକ ଚାଉଳ ବ୍ୟବହାର କରାଯିବ। ଭୁବନେଶ୍ୱର/ପୁରୀ ୧୩-୦୨-୨୦୨୫(ପିପିଏସ) : ମହାପ୍ରସାଦକୁ ରସାୟନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ଶ୍ରୀମନ୍ଦିର କୋଠଭୋଗରେ ଜୈବିକ ଚାଉଳ ବ୍ୟବହାର କରାଯିବ। ଏହାସହ ଶ୍ରୀଗୁଣ୍ଡିଚା ସମୟରେ ସମ୍ପୂର୍ଣ୍ଣ ଲାଗି ହେଉଥିବା ଭୋଗରେ ଜୈବିକ ଚାଉଳ ଓ ପନିପରିବା ବ୍ୟବହାର ହେବ। ‘ଅମୃତ ଅନ୍ନ’ ନାମରେ […]

1 min read

ଭିମସାର କର୍କଟ ୱାର୍ଡରେ ବିଦ୍ୟୁତ ବିଭ୍ରାଟ

ମୋବାଇଲ ଆଲୁଅରେ କେମୋ ଥେରାପି ବୁର୍ଲା ଭିମସାରର କର୍କଟ ବିଭାଗରେ ବିଦ୍ୟୁତ ବିଭ୍ରାଟ ଯୋଗୁଁ ମୋବାଇଲ ଆଲୁଅରେ କେମୋ ଥେରାପି କରାଯାଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ ବିଭାଗ ପକ୍ଷରୁ ପ୍ରାକ୍ ସୂଚନା ନଦେଇ ବିଦ୍ୟତୁ କାଟ କରାଯାଇଥିଲା। ଏହାକୁ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡାକ୍ତରଖାନା ଅଧୀକ୍ଷକ କହିଛନ୍ତି। ବୁର୍ଲା/ଭୁବନେଶ୍ୱର ୧୩-୦୨-୨୦୨୫(ପିପିଏସ) : ବୁର୍ଲା ଭିମସାରର କର୍କଟ ବିଭାଗରେ ବିଦ୍ୟୁତ ବିଭ୍ରାଟ ଯୋଗୁଁ ମୋବାଇଲ ଆଲୁଅରେ କେମୋ ଥେରାପି କରାଯାଇଥିବା ଅଭିଯୋଗ ହୋଇଛି। ବିଭାଗର ସ୍ବତନ୍ତ୍ର […]

1 min read

ଆସନ୍ତାକାଲି ପୂର୍ବାହ୍ନ ସାଢ଼େ ୧୦ଟା ଯାଏ ଗୃହ ମୁଲତବୀ

ଆସନ୍ତାକାଲି ପୂର୍ବାହ୍ନ ସାଢ଼େ ୧୦ଟା ଯାଏ ବିଧାନସଭାକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ। ଶୋକ ପ୍ରସ୍ତାବ ଆଗତ ହେବା ପରେ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ଭୁବନେଶ୍ବର/ଭୁବନେଶ୍ୱର ୧୩-୦୨-୨୦୨୫(ପିପିଏସ) : ଆସନ୍ତାକାଲି ପୂର୍ବାହ୍ନ ସାଢ଼େ ୧୦ଟା ଯାଏ ବିଧାନସଭାକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ। ଶୋକ ପ୍ରସ୍ତାବ ଆଗତ ହେବା ପରେ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ଆଜି ଥିଲା ବଜେଟ ଅଧିବେଶନର ପ୍ରଥମ ଦିନ। ଆଜି ବଜେଟ୍ […]

1 min read

ଏଡିଇଓଙ୍କ ଘରେ ଭିଜିଲାନ୍ସ

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ ଅନ୍ତର୍ଗତ ଚମ୍ପିଆ ପଂଚାୟତର ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର (ଏଡିଇଓ) ଏସ୍. ପାର୍ଥସାରଥୀ ବିଶୋୟୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ବୋରିଗୁମ୍ମା/ଭୁବନେଶ୍ୱର ୧୩-୦୨-୨୦୨୫(ପିପିଏସ) : ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ ଅନ୍ତର୍ଗତ ଚମ୍ପିଆ ପଂଚାୟତର ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର (ଏଡିଇଓ) ଏସ୍. ପାର୍ଥସାରଥୀ ବିଶୋୟୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। […]

1 min read

ବନ୍ଧାହେଲେ ବିଦ୍ୟାଧର

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ଭିଜିଲାନ୍ସ ଗିରଫ କରିଛି। ବିଦ୍ୟାଧର ପତିଙ୍କ ଘର, କାର୍ଯ୍ୟାଳୟ ସମେତ ଏକକାଳୀନ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ କରିଛି। ତାଙ୍କ ନାଁରେ କୋଟିକୋଟି ଟଙ୍କାର ପ୍ଲଟ୍ ଓ ଫ୍ଲାଟ୍ ଥିବା ଜଣାଯାଇଛି। ବାଲେଶ୍ବର/ଭୁବନେଶ୍ୱର ୧୩-୦୨-୨୦୨୫(ପିପିଏସ) : ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ଭିଜିଲାନ୍ସ ଗିରଫ କରିଛି। ବିଦ୍ୟାଧର ପତିଙ୍କ ଘର, କାର୍ଯ୍ୟାଳୟ ସମେତ ଏକକାଳୀନ […]

1 min read

୩ୟ ଦିନିକିଆରେ ଭାରତର ଦମ୍‌ଦାର ପ୍ରଦର୍ଶନ: ୧୪୨ରନ୍‌ରେ ହାରିଲା ଇଂଲଣ୍ଡ

ଭାରତ ଓ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ଅନ୍ତିମ ମୁକାବିଲାରେ ଭାରତ ଦମଦାର ପ୍ରଦର୍ଶନ କରିଛି। ଅହମଦାବାଦ୍‌ସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳା ଯାଇଥିବା ଏହି ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଓ ବୋଲରମାନେ ପ୍ରଶଂସନୀୟ ପ୍ରଦର୍ଶନ କରିଛନ୍ତି। ଅହମଦାବାଦ/ଭୁବନେଶ୍ୱର ୧୨-୦୨-୨୦୨୫ (ପିପିଏସ) : ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ଭାରତ ଓ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ଅନ୍ତିମ ମୁକାବିଲାରେ ଭାରତ ଦମଦାର ପ୍ରଦର୍ଶନ କରିଛି। ଅହମଦାବାଦ୍‌ସ୍ଥିତ ନରେନ୍ଦ୍ର ମୋଦୀ […]

1 min read

‘ଆମେ ଏପରି ଜ୍ଞାନ ସୃଷ୍ଟି କରିବା ଯାହା ବିଶ୍ୱକୁ ସକାରାତ୍ମକ ଭାବେ ରୂପାନ୍ତରିତ କରିବ’

ଛାତ୍ରଛାତ୍ରୀମାନଙ୍କୁ ଦୃଢ଼ ବିଶ୍ୱାସ, ସାହସ ଏବଂ କରୁଣା ସହିତ ନେତୃତ୍ୱ ନେବାକୁ ଆହ୍ୱାନ କରି, ମାନ୍ୟବର ରାଜ୍ୟପାଳ ସେମାନଙ୍କୁ ମହତ୍ୱାକାଂକ୍ଷୀ ପ୍ରକଳ୍ପଗୁଡ଼ିକୁ ଅନୁସରଣ କରିବାକୁ ଏବଂ ‘ବିକ୍ଷିତ ଭାରତ’ ଏବଂ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଦୃଷ୍ଟିକୋଣରେ ଯୋଗଦାନ ଦେବାକୁ ଉତ୍ସାହିତ କରିଥିଲେ। ଭୁବନେଶ୍ୱର ୧୨-୦୨-୨୦୨୫ (ପିପିଏସ) : ଭାରତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱର ଏହାର ସପ୍ତଦଶ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳନ କରିଛି। ଏହି ଅବସରରେ ବୁଧବାର ଅରଗୁଳରେ ଅନୁଷ୍ଠାନର କ୍ୟାମ୍ପସର ଭିତ୍ତିପ୍ରସ୍ତର ସ୍ଥାପନର […]

1 min read

ବିଧାନସଭା ପେପରଲେସ୍: ଲାଗିଲା ଟ୍ୟାବ୍

ଓଡ଼ିଶା ବିଧାନସଭା ପେପରଲେସ୍ ହୋଇଛି। ବିଧାୟକମାନେ ଏଣିକି ସ୍ମାର୍ଟ ହେବେ। ବିଧାନସଭାରେ ଆଉ ପେପର ନୁହେଁ ବିଧାୟକମାନେ ଟ୍ୟାବ୍‌ରେ ପଢିବେ। ବିଧାନସଭାର ୧୪୭ ବିଧାୟକଙ୍କ ଆସନ ସାମ୍ନାରେ ଟ୍ୟାବ୍ ଲାଗିଛି ଭୁବନେଶ୍ୱର ୧୨-୦୨-୨୦୨୫ (ପିପିଏସ) : ଓଡ଼ିଶା ବିଧାନସଭା ପେପରଲେସ୍ ହୋଇଛି। ବିଧାୟକମାନେ ଏଣିକି ସ୍ମାର୍ଟ ହେବେ। ବିଧାନସଭାରେ ଆଉ ପେପର ନୁହେଁ ବିଧାୟକମାନେ ଟ୍ୟାବ୍‌ରେ ପଢିବେ। ବିଧାନସଭାର ୧୪୭ ବିଧାୟକଙ୍କ ଆସନ ସାମ୍ନାରେ ଟ୍ୟାବ୍ ଲାଗିଛି। ନେଭା ପକ୍ଷରୁ ଏହି ବ୍ୟବସ୍ଥା ବିଧାୟକଙ୍କ ପାଇଁ କରାଯାଇଛି। […]

1 min read

ଆପାର୍ଟମେଣ୍ଟ ପଞ୍ଜିକରଣ ବିଜ୍ଞପ୍ତି: ହାଇକୋର୍ଟଙ୍କ ରହିତାଦେଶ

ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ବିଜ୍ଞପ୍ତି ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି । ଗୃହ ଓ ନଗର ନିର୍ମାଣ ବିଭାଗ ଦ୍ବାରା ଅଣାଯାଇଥିବା ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ପକ୍ଷରୁ ରହିତାଦେଶ ଜାରି ହୋଇଛି କଟକ: ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ବିଜ୍ଞପ୍ତି ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି । ଗୃହ ଓ ନଗର ନିର୍ମାଣ ବିଭାଗ ଦ୍ବାରା ଅଣାଯାଇଥିବା ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ପକ୍ଷରୁ ରହିତାଦେଶ ଜାରି ହୋଇଛି । ଗତ ଫେବ୍ରୁଆରି ପହିଲାରେ ବିଭାଗ ପକ୍ଷରୁ […]