ଜୀବନଚର୍ଯ୍ୟା
୧୫ ଫେବ୍ରୁଆରି ପର୍ଯ୍ୟନ୍ତ ବଢ଼ିଲା ରାସନ କାର୍ଡ ଇ-କେୱାଇସି ସମୟ ସୀମା: ଯୋଗାଣ ମନ୍ତ୍ରୀ
ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ୧୫ ଫେବ୍ରୁଆରି ପର୍ଯ୍ୟନ୍ତ ବଢ଼ିଛି ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି। ପୂର୍ବରୁ ଜାନୁଆରି ୩୧ ସୁଦ୍ଧା ଇ-କେୱାଇସି ଅପଡେଟ୍ ଲାଗି ଶେଷ ତାରିଖ ଭାବେ ସରକାର ଦିନ ଧାର୍ଯ୍ୟ କରିଥିଲେ ଭୁବନେଶ୍ୱର ୩୦-୦୧-୨୦୨୫(ପିପିଏସ ) : ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ୧୫ ଫେବ୍ରୁଆରି ପର୍ଯ୍ୟନ୍ତ ବଢ଼ିଛି ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି।ପୂର୍ବରୁ ଜାନୁଆରି […]
ମହାକୁମ୍ଭକୁ ଓଏସ୍ଆରଟିସି ବସ୍ ବାତିଲ,
ଉତ୍ତରପ୍ରଦେଶର ପ୍ରୟାଗରାଜରେ ଗତ ୧୩ ତାରିଖ ଠାରୁ ଆରମ୍ଭ ହୋଇଥିବା ମହାକୁମ୍ଭ ପାଇଁ ଓଡ଼ିଶା ସରକାରଙ୍କ ଦ୍ବାରା ପରିଚାଳିତ ସରକାରୀ ବସ୍ ସେବା ବାତିଲ କରାଯାଇଛି। ଓଡ଼ିଶା ରାଜ୍ୟ ସଡ଼କ ଓ ପରିବନ ନିଗମ ପକ୍ଷରୁ ସ୍ବତନ୍ତ୍ର ବସ୍ ବାତିଲ୍ ହୋଇଛି। ଭୁବନେଶ୍ୱର ୩୦-୦୧-୨୦୨୫(ପିପିଏସ ) : ଉତ୍ତରପ୍ରଦେଶର ପ୍ରୟାଗରାଜରେ ଗତ ୧୩ ତାରିଖ ଠାରୁ ଆରମ୍ଭ ହୋଇଥିବା ମହାକୁମ୍ଭ ପାଇଁ ଓଡ଼ିଶା ସରକାରଙ୍କ ଦ୍ବାରା ପରିଚାଳିତ ସରକାରୀ ବସ୍ ସେବା ବାତିଲ କରାଯାଇଛି। ଓଡ଼ିଶା ରାଜ୍ୟ […]
ରାସନକାର୍ଡ ଇ-କେୱାଇସି: ପିଓଏସ୍ ମେସିନ୍ରେ ସଫଳ, ୱେବ୍ସାଇଟ୍ରେ ବିଫଳ!
ଜଣେ ହିତାଧିକାରୀ ଯେକୌଣସି ସରକାରୀ ଖୁଚୁରା ବିକ୍ରୟ କେନ୍ଦ୍ରକୁ ଯାଇ ଇ-କେୱାଇସି କରିପାରିବେ। କିନ୍ତୁ ସରକାର କହୁଥିବା କଥା ଓ ତୃଣମୂଳସ୍ତରରେ ହେଉଥିବା କାମ ମଧ୍ୟରେ ଆକାଶ-ପାତାଳ ପାର୍ଥକ୍ୟ। ଭୁବନେଶ୍ୱର ୨୯-୦୧-୨୦୨୫(ପିପିଏସ ) : ବହୁ ଅଯୋଗ୍ୟ ରାସନ୍କାର୍ଡ ହାତେଇଥିବା, ଜାଲ୍ ରାସନ୍କାର୍ଡ ହିତାଧିକାରୀ ଓ ମୃତକଙ୍କ ନାଁରେ ଏବେବି ରାସନ୍ ଉଠାଯାଉଥିବା ସନ୍ଦେହରେ ନୂଆ ସରକାର ଗତବର୍ଷ ଅଗଷ୍ଟ ୨୨ ତାରିଖ ଠାରୁ ଇ-କେୱାଇସି ଯାଞ୍ଚ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି ପ୍ରକ୍ରିୟା ଆଉ ଦିନକ […]
‘ଓଡ଼ିଆ ଚଳଚ୍ଚିତ୍ର ଜଗତର ଇତିହାସ କାଳଜୟୀ ଏବଂ ଏହାର ଭବିଷ୍ୟତ ଉଜ୍ଜଳ ଓ ସ୍ୱର୍ଣ୍ଣିମ’
୧୯୩୬ ମସିହାରେ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର “ସୀତା ବିବାହ” ଓଡ଼ିଆ ଚଳଚ୍ଚିତ୍ର ଜଗତର ମୂଳଦୁଆ ସ୍ଥାପନ କରିଥିଲା। ୧୯୭୪ ମସିହାରେ ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ଓଡ଼ିଶାରେ ଚଳଚ୍ଚିତ୍ର ଶିଳ୍ପର ମାନ୍ୟତା ମିଳିଲା। ବିଗତ କିଛି ବର୍ଷରେ ବହୁ ଓଡ଼ିଆ ଚଳଚ୍ଚିତ୍ର ଜାତୀୟସ୍ତରରେ ମଧ୍ୟ ଖ୍ୟାତି ଓ ପ୍ରସିଦ୍ଧି ଲାଭ କରିଛି। ଭୁବନେଶ୍ୱର ୨୯-୦୧-୨୦୨୫(ପିପିଏସ ) : ୧୯୩୬ ମସିହାରେ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର “ସୀତା ବିବାହ” ଓଡ଼ିଆ ଚଳଚ୍ଚିତ୍ର ଜଗତର ମୂଳଦୁଆ ସ୍ଥାପନ କରିଥିଲା। ୧୯୭୪ ମସିହାରେ […]
ଫେବ୍ରୁଆରି ୧୪ରେ ବିଧାନସଭା ଘେରିବ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ !
ବିଭିନ୍ନ ଦାବି ନେଇ ଆସନ୍ତା ଫେବ୍ରୁଆରି ୧୪ ତାରିଖରେ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ବିଧାନସଭା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବ। ସୋମବାର ଗୋଦାବରୀଶ ଭବନରେ ଅନୁଷ୍ଠିତ ବୈଠକରେ ମହାସଂଘ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଭୁବନେଶ୍ୱର ୨୯-୦୧-୨୦୨୫(ପିପିଏସ ) : ବିଭିନ୍ନ ଦାବି ନେଇ ଆସନ୍ତା ଫେବ୍ରୁଆରି ୧୪ ତାରିଖରେ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ବିଧାନସଭା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବ। ସୋମବାର ଗୋଦାବରୀଶ ଭବନରେ ଅନୁଷ୍ଠିତ ବୈଠକରେ ମହାସଂଘ ପକ୍ଷରୁ […]
ଖଦୀ ମହୋତ୍ସବ ଉଦଘାଟିତ
କଟକ ୨୯-୦୧-୨୦୨୫(ପିପିଏସ ) : ଗ୍ରାମୀଣ ଭାରତର ଅଭିବୃଦ୍ଧି ଦ୍ୱାରା ହିଁ ଦେଶର ଅଭିବୃଦ୍ଧି ସମ୍ଭବ । ଦେଶର କୋଟି କୋଟି ଗ୍ରାମୀଣ ଜନସାଧାରଣଙ୍କ ଜୀବନକୁ ଉନ୍ନତ କରିବା ତଥା ରୋଜଗାର ବୃଦ୍ଧି କରିବା ଦ୍ୱାରା ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଲକ୍ଷ୍ୟ ପୂରଣ କରାଯାଇପାରିବ । କେନ୍ଦ୍ର ସରକାରଙ୍କ କ୍ଷୁଦ୍ର, ଲଘୁ ଓ ମଧ୍ୟମ ମନ୍ତ୍ରଣାଳୟ ଅଧିନସ୍ଥ ଖଦୀ ଓ ଗ୍ରାମଦ୍ୟୋଗ ଆୟୋଗ ଆନୁକୂଲ୍ୟରେ ଆଜି କଟକ ଖ୍ରୀଷ୍ଟିଆନ ପଡିଆଠାରେ ଉଦଘାଟିତ ରାଜ୍ୟସ୍ତରୀୟ ଖଦୀ […]
ମହିଳା ଉଦ୍ୟୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ସେଲ ପ୍ରତିଷ୍ଠା ହେବ: ମୁଖ୍ୟମନ୍ତ୍ରୀ
ଶିକ୍ଷା ହେଉଛି ମହିଳା ସଶକ୍ତୀକରଣର ଚାବିକାଠି। ଆଗାମୀ ବର୍ଷଗୁଡ଼ିକରେ, ମହିଳାମାନଙ୍କୁ ଉଦ୍ୟୋଗୀ ସଫଳତା ପାଇଁ ଆବଶ୍ୟକ ଦକ୍ଷତା ଏବଂ ଜ୍ଞାନ ପ୍ରଦାନ ପାଇଁ ବିଶେଷ କାର୍ଯ୍ୟକ୍ରମ ଗ୍ରହଣ କରାଯିବ। ଭୁବନେଶ୍ୱର ୨୯-୦୧-୨୦୨୫(ପିପିଏସ ) : ଜୀବନର ଯେକୌଣସି କ୍ଷେତ୍ରରେ ସଫଳ ମହିଳାମାନଙ୍କୁ ସେମାନଙ୍କ ପୁରୁଷ ପ୍ରତିପକ୍ଷଙ୍କ ସହିତ ସମକକ୍ଷ ହେବା ଆନନ୍ଦର ବିଷୟ ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ କୃଷି କ୍ଷେତ୍ରରେ କାମ କରିବା ଠାରୁ ଆରମ୍ଭ କରି କେବଳ […]
ରାଜଧାନୀରେ କୁହୁଡିର କର୍ଫ୍ୟୁ !
ଭୁବନେଶ୍ୱର ୨୮-୦୧-୨୦୨୫(ପିପିଏସ) : କଲବଲ କଲା କୁହୁଡି । ରାଜଧାନୀରେ ସକାଳୁ ସକାଳୁ କୁହୁଡିର କର୍ଫ୍ୟୁ ଦେଖିବାକୁ ମିଳିଛି । ସାଙ୍ଘାତିକ କୁହୁଡି ପାଇଁ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ । ତେବେ ଘନ କୁହୁଡିର ମାତ୍ରା ଏତେ ଅଧିକ ଥିଲା ଯେ ଦଶ ପାଦ ଆଗକୁ ବି କିଛି ଦେଖା ଯାଉନଥିଲା । ରାସ୍ତାରେ ଗାଡି ମଟର ଚଳାଚଳ କରିବା ଏକପ୍ରକାର କଷ୍ଟସାଧ୍ୟ ହୋଇଥିଲା । ପ୍ରବଳ କୁହୁଡି ପାଇଁ ଦୁର୍ଘଟଣାର ଆଶଙ୍କା ଥିବାରୁ ଗାଡିର କଣ୍ଟା […]
ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫
‘ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫’ରେ ସମ୍ବୋଧିକ କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫କୁ ଉଦ୍ଘାଟନ କରୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ପୂର୍ବ ତୁଳନାରେ ୬ ଗୁଣା ଅଧିକ ଶିଳ୍ପପତି ସାମିଲ ହୋଇଛନ୍ତି। ଇତିହାସ ସାକ୍ଷୀ ଅଛି ଗ୍ଲୋବାଲ ଗ୍ରୋଥରେ ଯେତେବେଳେ ଭାରତର ଅଂଶ ରହିଥିଲା ସେତେବେଳେ ପୂର୍ବ ଭାରତର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଥିଲା। ପୂର୍ବ ଭାରତରେ ଦେଶର ବଡ଼ବଡ଼ ଇଣ୍ଡଷ୍ଟ୍ରିଆଲ ହବ୍ ଥିଲା। ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ବାଗତ କରୁଛନ୍ତି […]
ଗାନ୍ଧୀମାର୍ଗରେ ଉଡିଲା ତ୍ରିରଙ୍ଗା : ପତାକା ଉତ୍ତୋଳନ କଲେ ରାଜ୍ୟପାଳ,
ଭୁବନେଶ୍ୱର ୨୭-୦୧-୨୦୨୫-(ପିପିଏସ) : ଭୁବନେଶ୍ଵରରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ଏହି ଅବସରରେ ରାଜଧାନୀର ଗାନ୍ଧୀ ମାର୍ଗରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏଥିସହିତ ରାଜ୍ୟସ୍ତରୀୟ ପରେଡରେ ଅଭିବାଦନ କରିଛନ୍ତି। ଆଜି ସକାଳୁ ଜୟ ହିନ୍ଦ୍ ଧ୍ବନୀରେ ପ୍ରକମ୍ପିତ ହୋଇଥିଲା ଗାନ୍ଧୀ ମାର୍ଗ। ଆଜି ମୁଖ୍ୟ ଆକର୍ଷଣ ସାଜିଥିଲା ଶିବ ତାଣ୍ଡବ ଓ ଅଘୋରୀ ନୃତ୍ୟ। ଘୋଡା ନାଚ ସହ ଢେମ୍ସା, ସମ୍ବଲପୁରୀ , ସାନ୍ତାଳୀ […]