ଘଟଣା-ଦୁର୍ଘଟଣା
ରାଜଧାନୀରେ ବାବାଙ୍କ ମଠକୁ ବୋମାମାଡ
ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) : ଶ୍ରୀଲିଙ୍ଗରାଜ ଥାନା ଅଧୀନ ଖରାଖିଆ ବୈଦ୍ୟନାଥସାହିସ୍ଥିତ ତ୍ରିଦଣ୍ଡୀ ଗୌଡ଼ୀୟ ମଠ ଉପରକୁ ସୋମବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ବୋମାମାଡ଼ରେ ମଠର ରୋଷେୟା ବାବା ସୁବଳ ସଖା ତ୍ରିଦଣ୍ଡୀ ମହାରାଜ(୬୨) ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ମଠର ପାଚେରି ଭୁଶୁଡ଼ି ପଡ଼ିଛି ଏବଂ ନୃସିଂହ ପାଠାଗାର କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ଦିନକ ପରେ ଘଟଣା ପଦାକୁ ଆସିବା ପରେ ପୁଲିସ ସାଇଣ୍ଟିଫିକ୍ ଟିମ୍, ବମ୍ ସ୍କ୍ବାଡ୍ ଓ ଅଗ୍ନିଶମ ବାହିନୀ […]
୧୧କେଭି ତାର ଛିଡି ଯିବାରୁ ସଂପୂର୍ଣ୍ଣ ଜଳିଗଲେ ଚାଷୀ
କ୍ଷତିପୂରଣ ଦାବୀରେ ରାସ୍ତାରୋକ ଭଦ୍ରକ,୨୭-୧୨-୨୦୨୪ (ପିପିଏସ) : ଭଦ୍ରକ ଜିଲ୍ଲା ଚାନ୍ଦବାଲି ଠାରେ ଚାଷୀଙ୍କ ଧାନ କ୍ଷେତ ଉପରେ ଯାଇଥିବା ୧୧ କେଭି ତାର ଛିଡି ପଡିବାରୁ ନିଜ ବିଲକୁ ଧାନ ଆଣିବା ପାଇଁ ଯାଇଥିବା ଚାନ୍ଦବାଲି ଏନଏସି ଅଧୀନସ୍ଥ ବାଲିଗାଁ ନରିସଂପୁରର ଚାଷୀ ପ୍ରମୋଦ ଦାସଙ୍କ ମୃତ୍ୟ ଘଟିଛି । ସମ୍ପୃକ୍ତ ଚାଷୀ ଧାନ ସଂଗ୍ରହ କରୁଥିବା ସମୟରେ ଅଚାନକ ୧୧କେଭି ତାର ଟି ଚାଷୀ ଉପରେ ଖସି ପଡିଥିଲା । ଫଳରେ ଚାଷୀଟି ବିଦ୍ୟୁତ […]
ଭିଜିଲାନସ୍ ଜାଲରେ ରାଜସ୍ବ ନିରୀକ୍ଷକ; ସ୍ତ୍ରୀଙ୍କୁ ଘେରିଲେ ଗ୍ରାମବାସୀ
ଆରଆଇ ସୁରେନ୍ଦ୍ର ତନ୍ତୀଙ୍କ ପତ୍ନୀ ନବରଙ୍ଗପୁର ଠାରେ ଏଗ୍ରୀଗୋଲଡ୍ ନାମକ ଘରୋଇ ଅର୍ଥଲଗାଣକାରୀ ସଂସ୍ଥାର ଏଜେଣ୍ଟ ସାଜିଥିଲେ। ଅଂଚଳରେ ଗ୍ରାମର କିଛି ମହିଳା ଓପୁରୁଷଙ୍କ ଠାରୁ ଦିନିକିଆ ୨୦ଟଙ୍କା ଓ ଏକକାଳୀନ ୫୦୦ରୁ ୬୦୦ଟଙ୍କା ଲେଖାଏଁ ଜମା ରାଶି ଆଦାୟ କରିଥିଲେ। କୋରାପୁଟ/ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) : ଆୟବର୍ହିଭୁତ ସଂପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୁମୁଲି ଆରଆଇ ସୁରେନ୍ଦ୍ର ତନ୍ତୀ ଭିଜିଲାନସ୍ ଜାଲରେ ପଡ଼ିଛନ୍ତି। ଗୋଟିଏ ପଟେ ଭିଜିଲାନ୍ସ ଚଢ଼ାଉ କରି ଯାଂଚ ଜାରି ରଖିଥିବା ବେଳେ […]
ପରଲୋକରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ
ନୂଆଦିଲ୍ଲୀ/ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କ ପରଲୋକ।ବରିଷ୍ଠ କଂଗ୍ରେସ ନେତା ସଲମାନ ଖୁର୍ସିଦଙ୍କ ସୂଚନା ନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ଆଜି ଗୁରୁବାର ( ୨୬ ଅକ୍ଟୋବର)ରେ ଏହି ବରିଷ୍ଠ କଂଗ୍ରେସ ନେତାଙ୍କର ସ୍ୱାସ୍ଥ୍ୟ ଖରାପ ଯୋଗୁଁ ତାଙ୍କୁ ଦିଲ୍ଲୀର ଏମ୍ସରେ ଭର୍ତ୍ତି କରାଯାଇ ଥିଲା । ୯୨ ବର୍ଷିୟ ମନମୋହନ ସିଂହଙ୍କୁ ହସ୍ପିଟାଲରେ ଜରୁରିକାଳୀନ ବିଭାଗକୁ ନିଆଯାଇ ଥିଲା। ସୂଚନା ଅନୁସାରେ ,ସେ ଦୀର୍ଘ ଦିନରୁ ସ୍ୱାସ୍ଥ୍ୟ […]
ଭୁଶୁଡ଼ିବା ସ୍ଥିତିରେ ସେନ୍ସସ୍ କଲୋନି କ୍ବାର୍ଟର୍ସ
ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ୨୪ନମ୍ବର ୱାର୍ଡ ଅନ୍ତର୍ଗତ ସେନ୍ସସ୍ କଲୋନିରେ ଥିବା କ୍ବାର୍ଟର୍ସଗୁଡ଼ିକ ରକ୍ଷାଣାବେକ୍ଷଣ ଅଭାବରୁ ଭୁଶୁଡ଼ିପଡ଼ିବା ସ୍ଥିତିରେ ରହିଛି। ଅଧିକାଂଶ ବାହାର କାନ୍ଥରେ ଗଛ ଉଠି ବଡ଼ବଡ଼ ଫାଟ ସୃଷ୍ଟି କରିଛି। ଫଳରେ ଏହା ଭିତରେ ରହୁଥିବା ଲୋକେ ଅତଙ୍କିତ ହୋଇପଡ଼ିଛନ୍ତି। କ୍ବାର୍ଟର୍ସ ଭିତରେ ପ୍ଲାଷ୍ଟର୍ ଖସିବା ସହିତ କାନ୍ଥରେ ପାଣି ଜମୁଛି। କ୍ବାର୍ଟର୍ସଗୁଡ଼ିକର ଆଗପଟକୁ ଚୂନ ବୋଳି ଚକାଚକ୍ କରାଯାଉଛି, ମାତ୍ର କାନ୍ଥ ଫାଟକୁ ମରାମତି କରାଯାଉ ନଥିବା ଅଭିଯୋଗ ହୋଇଛି। କେନ୍ଦ୍ରୀୟ […]
ନିଶାସକ୍ତ ବାପାର କଟୁରି ଚୋଟରେ ପୁଅ ଗୁରୁତର: ଭୁବନେଶ୍ବର ଏମସରେ ଭର୍ତ୍ତି
ନିଶାସକ୍ତ ବାପାର କଟୁରି ଚୋଟରେ ପୁଅ ଗୁରୁତର ହୋଇ ଭୁବନେଶ୍ବର ଏମସରେ ଭର୍ତ୍ତି ହୋଇଛନ୍ତି। ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକର ଜାଗିରିକୁଦା ଗାଁରେ ଘଟିଛି ଏଭଳି ଅଘଟଣ। କୃଷ୍ଣପ୍ରସାଦ/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : କଟକ ଜିଲ୍ଲା ବାରଙ୍ଗ ଅଞ୍ଚଳରେ ଜଣେ ବାପାର ଉନ୍ମତ୍ତ କାଣ୍ଡ ଘଟଣା ଲୋକେ ଭୁଲି ନଥିବା ବେଳେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଅଞ୍ଚଳରୁ ସାମ୍ନାକୁ ଆସିଛି ସେଭଳି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ନିଶାସକ୍ତ ବାପାର କଟୁରି ଚୋଟରେ ପୁଅ ଗୁରୁତର ହୋଇ […]
ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ପଶିଲା ଇଡି
ବରିଷ୍ଠ ବିଜେଡି ନେତା ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ପଶିଲା ଇଡି। ଆଜି ସକାଳୁ କ୍ଷୀରୋଦ ମଲ୍ଲିକଙ୍କ ବାସଭବନ ସମେତ ସମ୍ବଲପୁରର ତିନିଟି ସ୍ଥାନରେ ଇଡି ଚଢ଼ାଉ କରୁଛି। ୨୩୧ କୋଟି ଟଙ୍କା ଠକେଇ ଅଭିଯୋଗରେ ଏହି ଚଢ଼ାଉ କରାଯାଉଥିବାର ସୂଚନା ରହିଛି। ସମ୍ବଲପୁର/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ବରିଷ୍ଠ ବିଜେଡି ନେତା ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ […]
ଗେଟୱେ ଅଫ୍ ଇଣ୍ଡିଆ ନିକଟରେ ବଡ଼ ଦୁର୍ଘଟଣା: ଡଙ୍ଗା ଓଲଟି ଯାତ୍ରୀ ନିଖୋଜ
ମୁମ୍ବାଇର ଗେଟୱେ ଅଫ୍ ଇଣ୍ଡିଆ ନିକଟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ୮୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ଓଲଟି ପଡିଛି। ଇତି ମଧ୍ୟରେ ୮୦ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବାବେଳେ କେତେକ ଯାତ୍ରୀ ନିଖୋଜ ଥିବା କୁହାଯାଉଛି ମୁମ୍ବାଇ/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ମୁମ୍ବାଇର ଗେଟୱେ ଅଫ୍ ଇଣ୍ଡିଆ ନିକଟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ୮୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ […]
ଜୀବନ ନେଉଛି ଗଳାବାଟ: ପଳାସୁଣି ଛକରେ ବିପଜ୍ଜନକଭାବେ ରାସ୍ତା ପାର
ପଳାସୁଣି ଛକରେ ଯମ ଯେମିତି ଜଗି ବସିଛନ୍ତି! ନିୟମିତ ବ୍ୟବଧାନରେ ଏଠାରେ ଦୁର୍ଘଟଣା ଘଟୁଛି। ରାସ୍ତା ପାର୍ ହେବା ବେଳେ ଗାଡ଼ି ଚକା ତଳେ କାହା ମୁଣ୍ଡ ଗଡ଼ୁଛି ତ କିଏ ପଙ୍ଗୁ ହୋଇଯାଉଛି। ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ପଳାସୁଣି ଛକରେ ଯମ ଯେମିତି ଜଗି ବସିଛନ୍ତି! ନିୟମିତ ବ୍ୟବଧାନରେ ଏଠାରେ ଦୁର୍ଘଟଣା ଘଟୁଛି। ରାସ୍ତା ପାର୍ ହେବା ବେଳେ ଗାଡ଼ି ଚକା ତଳେ କାହା ମୁଣ୍ଡ ଗଡ଼ୁଛି ତ କିଏ ପଙ୍ଗୁ ହୋଇଯାଉଛି। […]
ଗାଡ଼କଣ ଟିଟିଏସ୍ ସ୍ଥାନାନ୍ତର ପ୍ରସଙ୍ଗ: ବିଏମ୍ସି ଘେରିଲା ଛାତ୍ର କଂଗ୍ରେସ
ଗାଡ଼କଣ ଟିଟିଏସ୍ ସ୍ଥାନାନ୍ତର ପ୍ରସଙ୍ଗ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଟିଟିଏସ୍ ଗସ୍ତ କରି ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ତାହାର କୌଣସି ପ୍ରଭାବ ପଡ଼ି ନାହିଁ। ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ଗାଡ଼କଣ ଟିଟିଏସ୍ ସ୍ଥାନାନ୍ତର ପ୍ରସଙ୍ଗ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଟିଟିଏସ୍ ଗସ୍ତ କରି ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ତାହାର […]