1 min read

ଆଜି “ପ୍ରଜାତନ୍ତ୍ର” ର ବାର୍ଷିକ ଉତ୍ସବ

ଭୁବନେଶ୍ୱର, 9/8: ଶୁକ୍ରବାର ପ୍ରଜାତନ୍ତ୍ର ପାଳନ କରୁଛି ଏହାର 77ତମ ଜନମବାର୍ଷିକୀ l ପୂର୍ବାହ୍ନରେ ଅନୁଷ୍ଠିତ ହେବାକୁ ଯାଉଥିବା ବାର୍ଷିକୋତ୍ସବରେ ମୁଖ୍ୟ ଅତିଥି ଭାବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦାନ କରିବେ l ମୁଖ୍ୟବକ୍ତା ଭାବରେ ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ, ସମ୍ମାନିତ ଅତିଥି ଭାବେ ରେଭେନ୍ସା ବିଶ୍ୱ ବିଦ୍ୟାଳୟର କୁଳପତି ଡକ୍ଟର ସଞ୍ଜୟ ନାୟକ ଯୋଗଦାନ କରୁଛନ୍ତି l ଏଥିରେ ସଭାପତିତ୍ୱ କରିବେ ମଣିପୁର ହାଇକୋର୍ଟ ର ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ ଲକ୍ଷ୍ମୀକାନ୍ତ […]

1 min read

ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା

ଢେଙ୍କାନାଳ:8/8:- ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ସହର ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ଠାରେ ପ୍ରଧାନ ଶିକ୍ଷକ ପ୍ରବୋଧ କୁମାର ମହାପାତ୍ର ଙ୍କ ସଭାପତିତ୍ୱରେ ଏକ ବିଦାୟ କାଳୀନ ସଭା ଅନୁଷ୍ଠିତ ହୋଇ ଯାଇଛି l ଏହି ସଭାରେ ବିଦ୍ୟାଳୟ ର ଶିକ୍ଷୟିତ୍ରୀ ଲିଲି ନାୟକ, କଳ୍ପନା ସାହୁ, ପୂଜା ସାମନ୍ତରାୟ ଓ ଶିକ୍ଷକ ପୁରୁଷୋତ୍ତମ ସାହୁ ଙ୍କୁ ବିଦାୟୀ ସମ୍ବର୍ଦ୍ଧନା ଜ୍ଞାପନ କରଯାଇଥିଲ l ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ବିଦାୟୀ ଶିକ୍ଷକ ଓ […]