ପ୍ରଜାତନ୍ତ୍ର ନ୍ୟୁଜ୍

ପ୍ରଜାତନ୍ତ୍ର ପ୍ରଚାର ସମିତି ପକ୍ଷରୁ ଏକ ନିରପେକ୍ଷ ନ୍ୟୁଜ୍ ପୋର୍ଟାଲ୍

ଆରଏସଏସ ଓ ଉପମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ହେଲା ଗୁରୁତ୍ୱପୂର୍ଣ୍ଣ ବୈଠକ

ମୁମ୍ବାଇ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଆରଏସଏସ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି | ଫଡନାଭିସଙ୍କ ବ୍ୟତୀତ ସ୍ଥାନୀୟ…

Read More

ନିଟ୍‌-ପିଜି ପରୀକ୍ଷା ଘୁଞ୍ଚାଇବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ଆସନ୍ତା ୧୧ରେ ଅନୁଷ୍ଠିତ ହେବାକୁ ଥିବା ନିଟ୍‌-ପିଜି ପରୀକ୍ଷା ଘୁଞ୍ଚାଇବାକୁ ଯେଉଁ ଆବେଦନ କରାଯାଇଥିଲା, ତାହାକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି । ପ୍ରଧାନ ବିଚାରପତି…

Read More

ଜେଲରୁ ବାହାରିବା ପରେ ପ୍ରଥମ ସକାଳ ଦେଖିଲେ ସିଶୋଦିଆ

ନୂଆଦିଲ୍ଲୀ: ଆମ୍‌ ଆଦମୀ ପାର୍ଟି (ଆପ୍‌) ନେତା ତଥା ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିଶୋଦିଆ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଥିବା ନିଜ ଆକାଉଣ୍ଟରେ ଶନିବାର ସକାଳେ…

Read More

ଜଳାଶୟ ଭିତରେ ଛିଡ଼ା ହୋଇ ଆକୁଳ ନିବେଦନ କରୁଛନ୍ତି ବାଂଲାଦେଶୀ ହିନ୍ଦୁ : ଆମକୁ ଭାରତ ଆସିବାକୁ ଦିଅ

ନୂଆଦିଲ୍ଲୀ: ବାଂଲାଦେଶରେ ଅନ୍ତରୀଣ ସରକାର ଗଠନ ହୋଇଛି ସତ, କିନ୍ତୁ ହିଂସା ଥମୁନାହିଁ। ବିକ୍ଷୋଭକାରୀମାନେ ସଂଖ୍ୟାଲଘୁ ହିନ୍ଦୁ ଏବଂ ଖ୍ରୀଷ୍ଟିଆନଙ୍କ ଉପରେ ଅତ୍ୟାଚାର ଜାରି ରଖିଛନ୍ତି। ଦେଶରେ…

Read More

ହତ୍ୟା ପୂର୍ବରୁ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ : ଜଣେ ଗିରଫ

କୋଲକାତା ମେଡିକାଲ କଲେଜରେ ଘଟିଥିଲା ଲୋମଟାଙ୍କୁରା ଘଟଣା କୋଲକାତା: ପଶ୍ଚିମବଙ୍ଗର ଆର.ଜେ କର ମେଡିକାଲ କଲେଜ ଓ ହସ୍ପିଟାଲରେ ଶିକ୍ଷାନବିସ ଡାକ୍ତର (ଟ୍ରେନି ଡାକ୍ତର)ଙ୍କ ସହ ଘଟିଥିବା…

Read More

ଆକାଶ ମାର୍ଗରୁ ୱାୟନାଡର ସ୍ଥିତି ପରଖିଲେ ପ୍ରଧାନମନ୍ତ୍ରୀ ମୋଦି

ୱାୟନାଡ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କେରଳରେ ପହଞ୍ଚି ଆକାଶମାର୍ଗରୁୱାୟନାଡରେ ଘଟିଥିବା ପ୍ରାକୃତିକ ବିପର୍ଯ୍ୟୟର ଚିତ୍ର ଦେଖିଛନ୍ତି। ଏପରିକିପ୍ରଧାନମନ୍ତ୍ରୀ ମୋଦି ଭୂସ୍ଖଳନର ଉତ୍ପତିସ୍ଥଳ ଦେଖିବା ସହ…

Read More

ଇସ୍ରାଏଲ୍‌ର ଏକ ସ୍କୁଲ୍‌ ଉପରେ ଆକ୍ରମଣ : ୧୦୦ ଅଧିକ ମୃତ

ନୂଆଦିଲ୍ଲୀ: ଇସ୍ରାଏଲରେ ଏକ ଆକ୍ରମଣରେ ପ୍ରାୟ ୧୦୦ରୁ ଅଧିକ ଲୋକଙ୍କର ମୃତ୍ୟୁଘଟିଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି। ହମାସ୍ ପରିଚାଳିତ ଗାଜା ସରକାରୀଗଣମାଧ୍ୟମ କାର୍ଯ୍ୟାଳୟ ଅନୁଯାୟୀ…

Read More

ବ୍ରାଜିଲରେ ବଡ଼ ବିମାନ ଦୁର୍ଘଟଣା: ୬୨ ଜଣ ଯାତ୍ରୀ ମୃତ

ନୂଆଦିଲ୍ଲୀ: ବ୍ରାଜିଲରେ ବଡ଼ ବିମାନ ଦୁର୍ଘଟଣା, ଜନବସତି ଉପରେ ଖସିବା ପରେ ଜଳିଗଲାଯାତ୍ରୀବାହୀ ବିମାନ। ଦୁର୍ଘଟଣାରେ ମୋଟ ୬୨ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା।ବ୍ରାଜିଲ୍‌ର ସାଓ…

Read More

ୱାୟନାଡ ସ୍ଥିତି ପରିଖିଲେ ପ୍ରଧାନମନ୍ତ୍ରୀ : ୨ହଜାର କୋଟି ଟଙ୍କାର ସହାୟତା ମାଗିଲେ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ

କେରଳର ୱାୟନାଡ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ପରିଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଶନିବାର ଆକାଶମାର୍ଗରୁ ନୀରିକ୍ଷଣ କରିବା ସହ ଭୂସ୍ଖଳନ ଦ୍ୱାରା ହୋଇଥିବା…

Read More

ଭୟ ବଢ଼ାଉଛି ବାଂଲାଦେଶ ସୀମା ସେପଟ ଭିଡ଼

ଭାରତ-ବାଂଲାଦେଶ ସୀମାରେ ବଢୁଛି ଉତ୍ତେଜନା । ପଶ୍ଚିମବଙ୍ଗ କୁଚବେହାରରେ ଭାରତ-ବାଂଲାଦେଶ ସୀମାରେ, ସୀମା ସେପଟେ ଭିଡ଼ ଜମାଇଛନ୍ତି ହଜାର ହଜାର ବାଂଲାଦେଶୀ। ସତେ ଯେମିତି ମେଳା ଲାଗିଛି…

Read More