1 min read

ପୂଜା ଖେଡକରଙ୍କୁ ଆଶ୍ଵସ୍ତି; ଗିରଫଦାରୀ ଉପରେ ଲାଗିଲା ରୋକ୍

ନୂଆଦିଲ୍ଲୀ/ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ଜାଲିଆତି ଓ ବେଆଇନ ଭାବେ ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି) ତଥା ଦିବ୍ୟାଙ୍ଗ କୋଟାର ଲାଭ ଉଠାଇଥିବା ଅଭିଯୁକ୍ତ ପୂର୍ବତନ ଟ୍ରେନି ଆଇଏଏସ୍ ଅଧିକାରୀ ପୂଜା ଖେଡକରଙ୍କୁ ବଡ଼ ଆଶ୍ଵସ୍ତି ମିଳିଛି । ଅଗଷ୍ଟ ୨୧ ପର୍ଯ୍ୟନ୍ତ ତାଙ୍କ ଗିରଫଦାରୀ ଉପରେ ରୋକ୍ ଲଗାଇଛନ୍ତି ଦିଲ୍ଲୀ ହାଇକୋର୍ଟ। ଦିଲ୍ଲୀ ଉଚ୍ଚ ନ୍ୟାୟାଳୟ ଖେଡକରଙ୍କ ଅଗ୍ରୀମ ଜାମିନ ଆବେଦନ ଉପରେ ଦିଲ୍ଲୀ ପୁଲିସ ଏବଂ ୟୁପିଏସସିକୁ ନୋଟିସ ଜାରି କରି ଜବାବ ମାଗିଛନ୍ତି। ଖେଡକରଙ୍କ ଅଗ୍ରୀମ […]

1 min read

ମହିଳାଙ୍କୁ ଟାଣିନେଲା କୁମ୍ଭୀର

ପଟ୍ଟାମୁଣ୍ଡାଇ,୧୨/୮/୨୪ (ପିପିଏସ) : କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳରେ ମହିଳାଙ୍କୁ ଟାଣିନେଲା କୁମ୍ଭୀର l ଅଳପୁଅ ଗାଁରେ ଘଟିଛି ଏହି ଦୁଃଖଦ ଘଟଣା l ମହିଳା ଜଣଙ୍କ ହେଲେ ମଞ୍ଜୁଲତା ଭଞ୍ଜ l ବ୍ରାହ୍ମଣୀ ନଦୀ କୂଳରେ ବାସନ ମାଜିବା ସମୟରେ ନଦୀ ଭିତରକୁ ଟାଣିନେଲା କୁମ୍ଭୀର l ନଦୀ କୂଳରେ ବାଲଟି, ଚପଲ ଓ ବାସନ ପଡିଛି l ନଦୀ କୂଳରେ ପଡିଛି କୁମ୍ଭୀର ର ପଦଚିହ୍ନ l ଟର୍ଚ୍ଚ ଲାଇଟ ଓ ଠେଙ୍ଗା ଧରି […]

1 min read

ଭାସିଗଲା ଡ୍ୟାମ୍ ଗେଟ୍ : ଆଲର୍ଟ ଜାରି କଲେ ରାଜ୍ୟ ସରକାର

ନୂଆଦିଲ୍ଲୀ/ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ବର୍ଷାଜଳ ନିଷ୍କାସିନ ସମୟରେ କର୍ଣ୍ଣାଟକର ତୁଙ୍ଗଭଦ୍ରା ଡ୍ୟାମ୍ ର ଏକ ଗେଟ୍ ପାଣି ସୁଅରେ ଭାସି ଯାଇଛି। ଗତରାତିରେ ପାଣି ନିଷ୍କାସନ ସମୟରେ ପାଣିର ପ୍ରଖର ସ୍ରୋତରେ ଚେନ ଲିଙ୍କ ଭାଙ୍ଗି ଗେଟ୍ ଭାସିଯାଇଥିବା ଜଣା ପଡିଛି। ଏହାକୁ ଦୃଷ୍ଟିରେ ରଖି ଡ୍ୟାମ୍ ଡାଉନ ଷ୍ଟ୍ରିମ ଅଞ୍ଚଳକୁ ପ୍ରଶାସନ ପକ୍ଷରୁ ବନ୍ୟା ସତର୍କ ସୂଚନା ଜାରି କରାଯାଇଥିଲା ବେଳେ ଗୋଟିଏ ଗେଟ୍ ଉପରୁ ଚାପ ହ୍ରାସ କରିବାକୁ ସମସ୍ତ ୫ ଟି ଗେଟ୍ […]

1 min read

ବିଜେଡି ର ୨ ବିଧାୟକଙ୍କୁ ହାଇକୋର୍ଟ ନୋଟିସ

ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ପୁଣି ୨ ବିଧାୟକଙ୍କୁ ଲାଗିଲା ଝଟ୍‌କା। ୨ଟି ନିର୍ବାଚନୀ ଅନିୟମିତତା ମାମଲାରେ ହାଇକୋର୍ଟ ନୋଟିସ ଜାରିକରିଛନ୍ତି। ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କ ସହିତ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ ନୋଟିସ ହୋଇଛି। ନିର୍ବାଚନରେ ଅନିୟମିତତା ହୋଇଥିବା ନେଇ ରୁଜୁ ମାମଲାରେ ଓଡ଼ିଶା ହାଇକୋର୍ଟ ତାଙ୍କୁ ନୋଟିସ ଜାରି କରିଛନ୍ତି । ନାମାଙ୍କନ ବେଳେ ମିଥ୍ୟା ସତ୍ୟପାଠ ଦାଖଲ ଅଭିଯୋଗରେ ନୋଟିସ ହୋଇଛି। ସେପ୍ଟେମ୍ବର ମାସରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ପୂର୍ବରୁ […]

1 min read

ମଙ୍ଗଳବାର ପ୍ରବଳ ବର୍ଷିବ : ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସତର୍କ ସୂଚନା

ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ମଙ୍ଗଳବାର ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୫ଟି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି। ଅନ୍ୟପକ୍ଷରେ ରାଜ୍ୟରେ ନିଅଣ୍ଟିଆ ବର୍ଷା ପରିସ୍ଥିତି ଜାରି ରହିଛି। ଗତ ଜୁନ୍‍ ପହିଲାରୁ ଆଜି ପର୍ଯ୍ୟନ୍ତ ସ୍ୱାଭାବିକ ବର୍ଷାଠାରୁ ୯ ପ୍ରତିଶତ କମ୍‍ ବର୍ଷା ହୋଇଥିବାର ସୂଚନା […]

1 min read

ସମସ୍ତଙ୍କୁ ମିଳିବ “ଜମି” ଓ “ଘର”

ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଦେଇଛନ୍ତି ବଡ଼ ସୂଚନା l ସମସ୍ତ ଭୂମିହୀନ ଓ ବାସହୀନ ମାନଙ୍କୁ ମିଳିବ ଜମି ଓ ବାସଗୃହ l ଭୂମିହୀନ ଓ ବାସହୀନଙ୍କୁ ୩ଟି ବର୍ଗରେ ବିଭକ୍ତ କରାଯାଇଛି। ଗ୍ରାମାଞ୍ଚଳରେ ପଟ୍ଟା ନଥିବା ଗରିବଙ୍କୁ ୪ ଡେସିମିଲ ଜମି ଦିଆଯିବ। ସେହିପରି ସରକାରୀ ଜମିରେ ଦୀର୍ଘ ଦିନ ଧରି ରହିଥିବା ହିତାଧିକାରୀ ମାନଙ୍କୁ ମଧ୍ୟ ୪ ଡିସିମିଲ ଲେଖାଏ ଜମି ମିଳିବ। ସହରାଞ୍ଚଳରେ ବସ୍ତି ବାସିନ୍ଦା ଓ […]

1 min read

ସୋମବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ : ଜାଣନ୍ତୁ କେଉଁଥିରେ ରହିବ “ଫୋକସ”

ଭୁବନେଶ୍ୱର,୧୨/୮୧୨/୮/୨୪ (ପିପିଏସ) : ସୋମବାର ସନ୍ଧ୍ୟାରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଥିବା ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଦିଲ୍ଲୀ ଗସ୍ତ କରିବେ । ଏନ୍‌ଏ୍‌ଚଆଇ କର୍ତ୍ତୃପକ୍ଷଙ୍କ ସହ ଓଡ଼ିଶା ଜାତୀୟ ରାଜପଥ ନେଇ ଆଲୋଚନା କରିବେ। ଏହାସହ ଅନେକ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟିବାର କାର୍ୟ୍ୟକ୍ରମ ରହିଛି। ରେଳ ପ୍ରକଳ୍ପ ପରେ ଜାତୀୟ ରାଜପଥ ଏବଂ ସଡ଼କ ପଥ ପ୍ରକଳ୍ପ ଉପରେ ରାଜ୍ୟ ସରକାରଙ୍କ ଫୋକସ […]

1 min read

ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କଲେ କେଜ୍ରିୱାଲ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୨/୮/୨୪ (ପିପିଏସ): ସୁପ୍ରିମକୋର୍ଟରେ ସିବିଆଇ ଗିରଫକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଚ୍ୟାଲେଞ୍ଜ କରିଛନ୍ତି। କେଜ୍‌ରିଓ୍ବାଲଙ୍କ ପକ୍ଷରୁ ବରିଷ୍ଠ ଓକିଲ ଅଭିଷେକ ମନୁ ସିଂଭି ଶୀଘ୍ର ଶୁଣାଣି କରିବାକୁ ଦାବି କରିଛନ୍ତି। ପ୍ରଧାନ ବିଚାରପତି ତାଙ୍କୁ ଆନୁଷ୍ଠାନିକ ଭାବେ ଏକ ଇମେଲ ପଠାଇବାକୁ କହିଛନ୍ତି । ଇଡି ମାମଲାରେ କେଜ୍‌ରିଓ୍ବାଲଙ୍କୁ ସୁପ୍ରିମକୋର୍ଟ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିସାରିଛନ୍ତି। କିନ୍ତୁ ସେ ଏପର୍ଯ୍ୟନ୍ତ ସିବିଆଇ ମାମଲାରେ ଜାମିନ ପାଇନାହାନ୍ତି। ଗିରଫ ବିରୋଧରେ କେଜ୍‌ରିଓ୍ବାଲଙ୍କ ଆବେଦନକୁ ଦିଲ୍ଲୀ ହାଇକୋର୍ଟ ପ୍ରତ୍ୟାଖ୍ୟାନ […]

1 min read

ବହୁ ଚର୍ଚ୍ଚିତ ବିତ୍ତିହୋତ୍ର ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ବହୁ ଚର୍ଚ୍ଚିତ ବିତ୍ତିହୋତ୍ର ମହାନ୍ତିଙ୍କ ମୃତ୍ୟୁ । କର୍କଟ ରୋଗରେ ପୀଡିତ ହୋଇ ସେ ଭୁବନେଶ୍ଵର ଏମ୍ସରେ ଚିକିତ୍ସିତ ହେଉଥିଲେ। ରବିବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ପୂର୍ବତନ ଜେଲ ବିଭାଗ ଡିଜି ବିଦ୍ୟାଭୂଷଣ ମହାନ୍ତିଙ୍କ ପୁଅ ବିତ୍ତିହୋତ୍ର ୨୦୦୬ ମସିହାରେ ଚର୍ଚ୍ଚାକୁ ଆସିଥିଲେ । ସେତେବେଳେ ଜଣେ ଜର୍ମାନ୍ ସହପାଠୀ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଆସିଥିଲା ବିତ୍ତିହୋତ୍ରଙ୍କ ନାଁରେ । ରାଜସ୍ଥାନ ଅଲଓ୍ବାରକୁ ବୁଲିବାକୁ ଯାଇଥିବାବେଳେ […]

1 min read

ଆଉଜଣେ କୁବେର ଯନ୍ତ୍ରୀ : ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ

ଭୁବନେଶ୍ୱର,୧୨/୮/୨୪(ପିପିଏସ) : ଜିଲାନ୍ସ ଜାଲରେ ଆଉ ଜଣେ କୁବେର ଯନ୍ତ୍ରୀ । R&B ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ଭିଜିଲାନ୍ସ ରେଡ୍ ବେଳେ ମିଳିଛି ବିପୁଳ ସମ୍ପତ୍ତି। ତାଙ୍କ ଭୁବନେଶ୍ବର ଘରୁ ମିଳିଛି ପୁଳା ପୁଳା ସୁନା, ହୀରା ଓ ରୂପା ଗହଣା। ବିଭିନ୍ନ ଡିଜାଇନର ବହୁ ଗହଣା ସାଙ୍ଗକୁ ସୁନା ବିସ୍କୁଟ୍, ସୁନା କଏନ୍, ଭିନ୍ନ ଭିନ୍ନ ଡିଜାଇନ୍ ର ଦାମୀ ଘଣ୍ଟା ଏବଂ ବହୁ ବିଦେଶୀ ମୁଦ୍ରା ମିଳିଛି। ଯେମିତି […]