ବର୍ଷା ରେ ଭିଜି ଭିଜି ତ୍ରିରଙ୍ଗା ଯାତ୍ରା
*ଉତ୍ସାହ ଉଦ୍ଦୀପନା ସହିତ ସମ୍ବଲପୁର ବିଜେପି ପକ୍ଷରୁ ତ୍ରିରଙ୍ଗା ଯାତ୍ରା ସମ୍ପନ୍ନ*ସ୍ୱଚ୍ଛ ଭାରତ ଅଭିଯାନ ରେ ଗଣ ସଫେଇ କାର୍ଯ୍ୟକ୍ରମ
ସମ୍ବଲପୁର,୧୪/୮(ପିପିଏସ): ୨୦୨୨ ରୁ ୨୦୪୭ ଭାରତ ସ୍ୱାଧୀନତା ର ଅମୃତ କାଳ ରେ ରାଷ୍ଟ୍ରବାଦ ର ପରାକାଷ୍ଠାକୁ ଆହୁରି ସାଣିତ ଓ ରୁଦ୍ଧିବନ୍ତ କରିବା!-->!-->!-->!-->!-->…
Read More...
Read More...
ବ୍ରହ୍ମପୁର ସହରରେ ରୋଟାରୀ କ୍ଳବ ସମୂହର ମହାତ୍ରିରଙ୍ଗା ଯାତ୍ରା : ଅଂଶ ଗ୍ରହଣ କଲେ ଶହସ୍ରାଧିକ ଛାତ୍ର ଓ ଯୁବକ
ବ୍ରହ୍ମପୁର,,୧୪/୮(ପିପିଏସ) : ଭାରତ ସ୍ବାଧୀନତାର 78 ବର୍ଷ ଜୟନ୍ତୀର ପ୍ରାକ୍ କାଳରେ ବ୍ରହ୍ମପୁର ସହରର ରୋଟାରୀ କ୍ଳବ ସମୂହର ଏକ ମହା ତ୍ରିରଙ୍ଗା ଯାତ୍ରା ସହର ପରିକ୍ରମା କରି ଜନ ସାଧାରଣଙ୍କ ମଧ୍ଯରେ ସ୍ବାଧୀନତାର ଏକ ସୁଖଦ ବାର୍ତ୍ତା ପ୍ରଦାନ ପାଇଁ ଚେଷ୍ଟା କରା ଯାଇଛି । ରୋଟାରୀ କ୍ଳବ ଅଫ୍!-->…
Read More...
Read More...
ନନ୍ଦନକାନନରେ ଆଖି ବୁଜିଲା ସିଂହ କ୍ରିଶ
ଭୁବନେଶ୍ୱର: ୧୪-୦୮-୨୪(ପିପିଏସ ): ନନ୍ଦନକାନନରେ ଆଖି ବୁଜିଲା ସିଂହ କ୍ରିଶ। ଆଜି ସକାଳ ୯ଟାରେ ସିଂହ କ୍ରିଶର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୧୬ଜୁନ ୨୦୦୪ରେ ଜନ୍ମ ହୋଇଥିଲା କ୍ରିଶ। କ୍ରିଶର ଦୁଇଟି ସନ୍ତାନ ଅଛନ୍ତି। ସେମାନେ କଳ୍ପନା ଏବଂ ଜିତ୍। ତେବେ ସିଂହ କ୍ରିଶ ଦିର୍ଘ ଦିନ ହେବ!-->…
Read More...
Read More...
ଗାୟିକା ଜସ୍ମିନ୍ ୱାଲିଆଙ୍କୁ ଡେଟ୍ କରୁଛନ୍ତି ପାଣ୍ଡ୍ୟା!
ନୂଆଦିଲ୍ଳୀ/ଭୁବନେଶ୍ୱର ୧୪-୦୮-୨୪(ପିପିଏସ ): ନିକଟରେ ପତ୍ନୀ ନତାସା ଷ୍ଟାନକୋଭିକଙ୍କଠାରୁ ଅଲଗା ହେବା ଖବର ଘୋଷଣା କରିଥିବା ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଗ୍ରିସରେ ଏବେ ଛୁଟି କାଟୁଛନ୍ତି। ତେବେ ସେ ଛୁଟି କାଟିବାକୁ ଯାଇଥିବା ବେଳେ କିଛି ଫଟୋକୁ ନେଇ ସେ ବ୍ରିଟିଶ ଗାୟକ ତଥା!-->…
Read More...
Read More...
ଭାରତ ସହିତ ଯୁଦ୍ଧ ଚାହୁଁଛି କି ବାଂଲାଦେଶ ?
ଢାକା:/ଭୁବନେଶ୍ୱର ୧୪-୦୮-୨୪(ପିପିଏସ ): ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରରେ ଗୃହ ମନ୍ତ୍ରଣାଳୟର ଉପଦେଷ୍ଟା ଅବସରପ୍ରାପ୍ତ ବ୍ରିଗେଡିୟର୍ ଜେନେରାଲ୍ ଏମ୍ ସାଖାୱତ ହୁସେନ୍ କାହାର ନାମ ନ ନେଇ ଭାରତକୁ ଟାର୍ଗେଟ କରିଛନ୍ତି। ସେ ଏକ ମନ୍ତବ୍ୟରେ କହିଛନ୍ତି ବାଂଲାଦେଶର ସୀମା ସୁରକ୍ଷା!-->…
Read More...
Read More...
ଛାତ୍ରୀଙ୍କୁ ୧୯୦ ଥର ଉଠାବସା ଘଟଣା: ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି
ରାଇରଙ୍ଗପୁର/ଭୁବନେଶ୍ୱର:୧୪-୦୮-୨୪(ପିପିଏସ ): ରାଇରଙ୍ଗପୁର ବ୍ଲକ୍ ଗୋରୁମହିଷାଣୀ ନିକଟସ୍ଥ ସାନମଉଦା ଓଡିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ର ଜନୈକ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷୟିତ୍ରୀ ନିର୍ମଳା ଜେନାଙ୍କ ଅମାନବୀୟ ଭାବେ ୧୯୦ ଥର ଉଠା ବସା ଘଟଣା ସମଗ୍ର ଜିଲ୍ଲାରେ ଆଲୋଚ୍ୟ ବିଷୟବସ୍ତୁ ପାଲଟିଛି।!-->…
Read More...
Read More...
ପାକିସ୍ତାନ ଭାରତରେ ମିଶିବ, ନହେଲେ ଇତିହାସରୁ ସବୁଦିନ ପାଇଁ ଲିଭିଯିବ : ଯୋଗୀ
ଲକ୍ଷ୍ନୌ/ଭୁବନେଶ୍ୱର :୧୪-୦୮-୨୪(ପିପିଏସ ): ପାକିସ୍ତାନ ଭାରତରେ ମିଶିବ, ନହେଲେ ଇତିହାସରୁ ସବୁଦିନ ପାଇଁ ଲିଭିଯିବ । ଲକ୍ଷ୍ନୌର ବିଭାଜନ ବିଭୀଷକା ସ୍ମୃତି ଦିବସରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏଭଳି କହିଛନ୍ତି। ସେ ଆହୁରି କହିଛନ୍ତି!-->…
Read More...
Read More...
ପ୍ରକାଶ ପାଇଲା ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି : ପ୍ରାର୍ଥୀଙ୍କୁ ନେଇ କଳ୍ପନାଜଳ୍ପନା
ଭୁବନେଶ୍ୱର,୧୪/୮(ପିପିଏସ) : ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି । ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ଓଡ଼ିଶା ସମେତ ୯ ରାଜ୍ୟର ୧୨ ଆସନରେ ହେବ ଉପନିର୍ବାଚନ। ଆସନ୍ତା ୨୧ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରହିଛି । ୨୨!-->…
Read More...
Read More...
ଛାତ୍ରୀଙ୍କୁ ୧୯୦ ଥର ବସଉଠ ଘଟଣା : ଶିକ୍ଷୟିତ୍ରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି
ରାଇରଙ୍ଗପୁର/ଭୁବନେଶ୍ବର,୧୪/୮(ପିପିଏସ) : ରାଇରଙ୍ଗପୁର ବ୍ଲକ୍ ଗୋରୁମହିଷାଣୀ ନିକଟସ୍ଥ ସାନମଉଦା ଓଡିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ର ଜନୈକ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷୟିତ୍ରୀ ନିର୍ମଳା ଜେନାଙ୍କ ଅମାନବୀୟ ଭାବେ ୧୯୦ ଥର ଉଠା ବସା ଘଟଣା ସମଗ୍ର ଜିଲ୍ଲାରେ ଆଲୋଚ୍ୟ ବିଷୟବସ୍ତୁ ପାଲଟିଛି। ଏହା!-->…
Read More...
Read More...
ସୁପ୍ରିମ କୋର୍ଟଙ୍କ ନିଷ୍ପତ୍ତି ବିରୋଧର ଅଗଷ୍ଟ୨୧ରେ ଭାରତ ବନ୍ଦ : ସମ୍ପୂର୍ଣ୍ଣ ରୂପେ ବନ୍ଦ ରହିବ ଅଖ ଚକ
ନୂଆଦିଲ୍ଲୀ/ଭୁବନେଶ୍ବର,୧୪/୮(ପିପିଏସ) : ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ଆସନ୍ତା ଅଗଷ୍ଟ ୨୧ ତାରିଖରେ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ସଫଳ କରିବା ଲାଗି ଅନୁସୂଚିତ ଓ ଜନଜାତି ବର୍ଗ ପକ୍ଷରୁ ଆହ୍ବାନ କରାଯାଇଛି। ଉତ୍ତରପ୍ରଦେଶର ଦାଉଦନଗର ଜଳସେଚନ ବିଭାଗ!-->…
Read More...
Read More...