ରାଜଧାନୀରେ ‘ହର ଘର ତ୍ରିରଙ୍ଗା’ : ଯୋଗଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୧୪/୮(ପିପିଏସ) : ୭୮ ତମ ସ୍ୱାଧୀନତା ଦିବସ ପାଇଁ ଉତ୍ସବ ମୁଖର ସାରା ଭାରତ l ପାଳିତ ହେଉଛି "ହର ଘର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା" l ରାଜଧାନୀ ଭୁବନେଶ୍ୱର ରେ ଆୟୋଜିତ ‘ହର ଘର ତ୍ରିରଙ୍ଗା’ ରାଲିରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଉପ!-->…
Read More...
Read More...
ଦନ୍ତହାତୀ ଆତଙ୍କ : ଗର୍ଭବତୀ ମହିଳା ସହିତ ଶିଶୁପୁତ୍ରର ଜୀବନ ନେଲା, ଅନ୍ୟ ତିନି ଶିଶୁ ଗୁରୁତର
ସୁନ୍ଦରଗଡ଼,୧୪/୮(ପିପିଏସ): ସୁନ୍ଦରଗଡ଼ ଜିଲା ବରସୁଆଁ ଫରେଷ୍ଟ ରେଞ୍ଜ ଅଂଚଳରେ ଦେଖାଦେଇଛି ଦନ୍ତାହାତୀ ଆତଙ୍କ l କୋଇଡା ବ୍ଲକ କୋଇଡା ଗ୍ରାମ ପଞ୍ଚାୟତର ବାଲିଝୁଡ଼ି ଗ୍ରାମରେ ଘଟିଛି ମର୍ମନ୍ତୁଦ ଘଟଣା l କାନ୍ଥ ପଡି ଜଣେ ଗର୍ଭବତୀ ମହିଳାଙ୍କ ସମେତ କୁନିଶିଶୁ ପୁତ୍ରଙ୍କ ଜୀବନ ଯାଇଥିବାବେଳେ,!-->…
Read More...
Read More...
ବାରଣାସୀ ସର୍ବସେବା ସଂଘ ଜମି ଫେରି ପାଇବା ପାଇଁ ସତ୍ୟାଗ୍ରହ
ଜଗତସିଂହପୁର,୧୩/୮/୨୪(ପିପିଏସ) : ଜଗତସିଂପୁର ସହର ମଧ୍ୟରେ ଥିବା ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ, ଉତ୍କଳ ସର୍ବୋଦୟ ମଣ୍ଡଳ ଜଗତ ସିଂହପୁର ଶାଖା ପକ୍ଷରୁ ପ୍ରତୀକ ସତ୍ୟାଗ୍ରହ କରା ଯାଇଛି l ଏହି ସତ୍ୟାଗ୍ରହରେ କାର୍ଯ୍ୟକାରୀ ସଭାପତି ନିରଞ୍ଜନ ବାରିକ, ସମ୍ପାଦକ ରବି ମହାନ୍ତି,!-->…
Read More...
Read More...
ସସ୍ପେଣ୍ଡକୁ ନେଇ ପ୍ରମୋଦ ଭଗତଙ୍କ ପ୍ରତିକ୍ରିୟା : “ପୁନଃ ବିଚାର ଲାଗି ଆବେଦନ କରିବି”
ନୂଆଦିଲ୍ଲୀ/ଭୁବନେଶ୍ୱର,୧୩/୮/୨୪(ପିପିଏସ) : ସସ୍ପେଣ୍ଡକୁ ନେଇ ସାମ୍ନାକୁ ଆସିଲା ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତଙ୍କ ପ୍ରତିକ୍ରିୟା । ପ୍ରମୋଦ କହିଛନ୍ତି, ଏହା ଏକ ଟେକ୍ନିକାଲ ଇସ୍ୟୁ, ମୋର କିଛି ଭୁଲ ନାହିଁ । ଏହା ୱାଡ଼ାର ବହୁତ ବଡ଼ କଠିନ ନିଷ୍ପତ୍ତି, ମୁଁ ଗଭୀର ଭାବେ!-->…
Read More...
Read More...
କଟକ ସରକାରୀ ଅଭ୍ୟାସ ଉଚ୍ଚ ବାଳିକା ବିଦ୍ୟାଳୟର କୃତୀ ଛାତ୍ରୀ ସମ୍ବର୍ଦ୍ଧିତ
କଟକ,୧୩/୮/୨୪(ପିପିଏସ) : କଟକ ସରକାରୀ ଅଭ୍ୟାସ ଉଚ୍ଚ ବାଳିକା ବିଦ୍ୟାଳୟ ରେ ୨୦୨୩-୨୦୨୪ ମସିହା ଦଶମ ବୋର୍ଡ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରୀ ମାନଙ୍କ ନିମନ୍ତେ ଏକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ବିଶିଷ୍ଟ ସମାଜସେବୀ ତଥା କଟକ ବାଲୁବଜାର ପୂଜା କମିଟି ସଭାପତି ପୃଥ୍ୱୀରାଜ ସାହୁଙ୍କ!-->…
Read More...
Read More...
ଆସିଲା ରାଷ୍ଟ୍ରପତିଙ୍କ ନିମନ୍ତ୍ରଣ : ସ୍ୱାଧୀନତା ଦିବସ ଉତ୍ସବରେ ଯୋଗଦେବେ ଗୁପଚୁପ ବିକାଳି
ନୂଆଦିଲ୍ଲୀ/ଭୁବନେଶ୍ୱର,୧୩/୮/୨୪(ପିପିଏସ) : ୭୮ତମ ସ୍ୱାଧୀନତା ଦିବସ ପୂର୍ବରୁ ଜଣେ ୫୦ ବର୍ଷୀୟ ଗୁପଚୁପ ବିକ୍ରେତାଙ୍କୁ ଅଗଷ୍ଟ ୧୫ ତାରିଖରେ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତିଙ୍କ ଦ୍ୱାରା ଆୟୋଜିତ ହେବାକୁ ଥିବା ଆଟ୍ ହୋମ୍ ନିମନ୍ତ୍ରଣ ମିଳିଥିଲା। ସେ ହେଉଛନ୍ତି ମେଘବର୍ତ୍ତ ଚିରଞ୍ଜୀବୀ।!-->…
Read More...
Read More...
ଆଶାରାମଙ୍କୁ ମିଳିଲା ୭ ଦିନର ପାରୋଲ : ପୁଲିସ ହେପାଜତରେ ଚିକିତ୍ସା ପାଇଁ ଯିବେ ମହାରାଷ୍ଟ୍ର
ଯୋଧପୁର/ଭୁବନେଶ୍ୱର,୧୩/୮/୨୪(ପିପିଏସ) : ଯୌନ ନିର୍ଯାତନା ଅଭିଯୋଗରେ ଯୋଧପୁର ସେଣ୍ଟ୍ରାଲ ଜେଲରେ ଦଣ୍ଡ ଭୋଗୁଥିବା ବିବାଦୀୟ ଧର୍ମଗୁରୁ ଆଶାରାମଙ୍କୁ କୋର୍ଟ ୭ ଦିନିଆ ପାରୋଲ ପ୍ରଦାନ କରିଛନ୍ତି। ରାଜସ୍ଥାନ ହାଇକୋର୍ଟ ଆଶାରାମଙ୍କୁ ଚିକିତ୍ସା ପାଇଁ ପାରୋଲ ପ୍ରଦାନ କରିଛନ୍ତି। ଆଶାରାମଙ୍କ!-->…
Read More...
Read More...
ଅବକାରୀ ସ୍କାନରରେ ବେଆଇନ୍ ମଦ ଦୋକାନ
ଭୁବନେଶ୍ୱର,୧୩/୮/୨୪(ପିପିଏସ) : ରାଜଧାନୀରେ ଚାଲିଥିବା ବେଆଇନ୍ ମଦ ଦୋକାନ ଉପରେ ରହିବ କଡ଼ା ନଜର । ବିଳମ୍ବିତ ରାତି ପର୍ଯ୍ୟନ୍ତ ଖୋଲା ରହୁଥିବା ଠିପି ଖୋଲା ମଦ ଦୋକାନ ଏବେ ସ୍କାନରେ ଅଛନ୍ତି। ମଦ ଦୋକାନଗୁଡିକ ଉପରେ ନଜର ରଖିବାକୁ ଜିଲ୍ଲା ଅବକାରୀ ଅଧୀକ୍ଷକ ନିର୍ଦ୍ଦେଶ ଜାରି କରିଛନ୍ତି।!-->…
Read More...
Read More...
କଟକରେ ଘରେ ଘରେ ତ୍ରିରଙ୍ଗା ରାଲିକୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା
କଟକ: ୧୩-୦୮-୨୪(ପିପିଏସ ): ଜାତୀୟତାର ପ୍ରତୀକ ତ୍ରିରଙ୍ଗାକୁ ସମ୍ମାନ ଜଣାଇ ଦେଶବ୍ୟାପୀ ଚାଲିଥିବା ଘରେ ଘରେ ତ୍ରିରଙ୍ଗା କାର୍ଯ୍ୟକ୍ରମର ଅଂଶସ୍ୱରୂପ ଆଜି କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ତ୍ରିରଙ୍ଗା ରାଲିକୁ ଜିଲ୍ଲାପାଳ!-->…
Read More...
Read More...
ମହିଳା ରୋଗୀଙ୍କୁ ଦୁଷ୍କର୍ମ ଅଭିଯୋଗ : ସମ୍ପର୍କୀୟଙ୍କ ମାଡ଼ରେ ଗୁରୁତର ଡାକ୍ତର ଆଇସିୟୁରେ ଭର୍ତ୍ତି
କଟକ,୧୩/୮/୨୪(ପିପିଏସ) : କଟକସ୍ଥିତ ଏସସିବି ମେଡିକାଲରୁ ମଙ୍ଗଳବାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୨ ଜଣ ରୋଗୀଙ୍କୁ ଡାକ୍ତର ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । କାର୍ଡିଓଲୋଜୀ ବିଭାଗର ଜଣେ ଡାକ୍ତର ଦୁଷ୍କର୍ମ କରିଥିବା ନେଇ ମଙ୍ଗଳାବାଗ ଥାନାରେ ଲିଖିତ ଅଭିଯୋଗ ହୋଇଛି ।!-->…
Read More...
Read More...