ପରଲୋକରେ ଗୋପାଳ ସାହୁ : ୨୩ ବର୍ଷ ଧରି କଂସ ଭୂମିକାରେ ଅଭିନୟ କରିଥିଲେ
ବରଗଡ଼,୧୩/୮/୨୪(ପିପିଏସ) : ବିଶ୍ୱ ପ୍ରସିଦ୍ଧ ସର୍ବ ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜ ଗୋପାଳ ସାହୁଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା। ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଥିବା ଜଣାଯାଇଛି। ୨୩ ବର୍ଷ ଧରି ଧନୁଯାତ୍ରାରେ କଂସ!-->…
Read More...
Read More...
ଦୋବଲ ବଜାରକୁ ଜବରଦଖଲ ମୁକ୍ତ କରିବାକୁ ପ୍ରଶାସନର ନିଷ୍ପତି : ୧୪ ବଦଳରେ ୧୬ ତାରିଖରେ ହେବ ଉଚ୍ଛେଦ
ଭଦ୍ରକ,୧୩/୮/୨୪(ପିପିଏସ) : ଭଦ୍ରକ,୧୩/୮/୨୪(ପିପିଏସ) : ଭଦ୍ରକ ଜିଲ୍ଲା ଧାମନଗର ତହସିଲ ପକ୍ଷରୁ ନିକଟରେ ଧାମନଗର ହାଟଛକକୁ ଜବରଦଖଲ ମୁକ୍ତ କରିଥିବାବେଳେ ଏବେ ଦୋବଲ ବଜାରକୁ ଜବରଦଖଲ ମୁକ୍ତ କରିବା ପାଇଁ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ଚଳିତମାସ ୧୪ ତାରିଖରେ ମୁସ୍ତାଫାପୁର!-->…
Read More...
Read More...
ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କଲେ ନୂତନ ଜିଲାପାଳ
ଭଦ୍ରକ,୧୩/୮/୨୪(ପିପିଏସ) : ଭଦ୍ରକ ନୂତନ ଜିଲାପାଳ ଭାବେ ଯୋଗ ଦେଇଥିବା ଦିଲ୍ଲୀପ ରାଉତରାୟ କାର୍ଯ୍ୟଭାର ଗ୍ରହଣ କରିବା ପୂର୍ବରୁ ଆଜି ଆରଡିପୀଠକୁ ଆସି ବାବା ଆଖଣ୍ଡଳମଣିଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିôଥଲେ । ପରେ ଜିଲାପାଳ ଶ୍ରୀ ରାଉତରାୟ ମନ୍ଦିର ବେଢା ପରିକ୍ରମା କରିବା ସହ!-->…
Read More...
Read More...
କ୍ୟାମେରା ଦେଲା ସୂଚନା : ୩ ଶିକାରୀ ଗିରଫ
ମୟୁରଭଞ୍ଜ,୧୩/୮/୨୪(ପିପିଏସ) : ମୟୁରଭଞ୍ଜ ଜିଲ୍ଲା ଶିମିଳିପାଳ ଅଭୟାରଣ୍ୟରେ ବେଆଇନ ଭାବରେ ଶିକାର କରିବା ଅଭିଯୋଗରେ ୩ ଶିକାରୀଙ୍କୁ ଗିରଫ କରିଛି ବନ ବିଭାଗ l ଶିମିଳିପାଳର ଅଭୟାରଣ୍ୟର ପିଠାବଟା ରେଞ୍ଜରେ ଲାଗିଥିବା କ୍ୟାମେରାରେ କଏଦ ହୋଇଛି ଶିକାରୀଙ୍କ ଫଟୋ l ଏହି ଫଟୋ କୁ ଆଧାର କରି,!-->…
Read More...
Read More...
ବାହା ହେବେ ଦୁଇ ଅଲମ୍ପିକ ବିଜେତା
ନୂଆଦିଲ୍ଲୀ/ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ଶେଷ ହୋଇଛି ୨୦୨୪ ପ୍ୟାରିସ୍ ଅଲିମ୍ପିକ୍ସ। ଏହି ଅଲିମ୍ପିକ୍ସରେ ଭାରତ ମୋଟ୍ ୬ଟି ପଦକ ଜିତିଥିଲା। ଏହି ଅଲିମ୍ପିକ୍ସର ଭାରତର ପ୍ରଥମ ପଦକ ମହିଳା ଶୁଟର ମନୁ ଭାକର ଜିତିଥିଲେ। ଭାରତ ମୋଟ୍ ପାଞ୍ଚଟି ବ୍ରୋଞ୍ଜ ପଦକ ଜିତିଥିବା ବେଳେ ଗୋଟିଏ!-->…
Read More...
Read More...
ପୂଜା ଖେଡକରଙ୍କୁ ଆଶ୍ଵସ୍ତି; ଗିରଫଦାରୀ ଉପରେ ଲାଗିଲା ରୋକ୍
ନୂଆଦିଲ୍ଲୀ/ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ଜାଲିଆତି ଓ ବେଆଇନ ଭାବେ ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି) ତଥା ଦିବ୍ୟାଙ୍ଗ କୋଟାର ଲାଭ ଉଠାଇଥିବା ଅଭିଯୁକ୍ତ ପୂର୍ବତନ ଟ୍ରେନି ଆଇଏଏସ୍ ଅଧିକାରୀ ପୂଜା ଖେଡକରଙ୍କୁ ବଡ଼ ଆଶ୍ଵସ୍ତି ମିଳିଛି । ଅଗଷ୍ଟ ୨୧ ପର୍ଯ୍ୟନ୍ତ ତାଙ୍କ ଗିରଫଦାରୀ ଉପରେ ରୋକ୍!-->…
Read More...
Read More...
୧୯୭୧ର ପ୍ରତିଶୋଧ ନେବାକୁ ପାକିସ୍ତାନର ଯୋଜନା : ଆଇଏସଆଇ ଓ ରୋହିଙ୍ଗ୍ୟା ମୁସଲମାନ ହାତ ବାରିସୀ
ନୂଆଦିଲ୍ଲୀ/ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ବାଂଲାଦେଶ ଉପକୂଳ ସମୁଦ୍ରରେ ଏକ ଛୋଟ ଜାଗା ରହିଛି, ଯାହାର ନାଁ ହେଉଛି ସେଣ୍ଟ ମାର୍ଟିନ। ଏହା ଏକ ଛୋଟିଆ ଦ୍ଵୀପ। ବାଂଲାଦେଶ ଉପକୂଳରୁ ମାତ୍ର ୯ କିଲୋମିଟର ଦୂର ସମୁଦ୍ର ଭିତରେ ରହିଛି ଏହି ଟାପୁ। ଦେଖିବାକୁ ଏହା ଖୁବ୍ ସୁନ୍ଦର। କିନ୍ତୁ ଏଥର!-->…
Read More...
Read More...
କେଜ୍ରିଓ୍ବାଲଙ୍କ ସ୍ଥାନରେ ଅଗଷ୍ଟ ୧୫ରେ ପତାକା ଉତ୍ତୋଳନ କରିବେ ମନ୍ତ୍ରୀ ଆତିଶୀ
ନୂଆଦିଲ୍ଲୀ/ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ଦିଲ୍ଲୀ ସରକାର ନିଷ୍ପତ୍ତି ନେଇଛନ୍ତି ଯେ, ସ୍ବାଧୀନତା ଦିବସରେ ମନ୍ତ୍ରୀ ଆତିଶୀ ମୁଖ୍ୟମନ୍ତ୍ରୀ କେଜ୍ରିଓ୍ବାଲଙ୍କ ବଦଳରେ ପତାକା ଉତ୍ତୋଳନ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ଏହି ନିଷ୍ପତ୍ତି ନିଆଯାଇଛି । ଦିଲ୍ଲୀ ସରକାରଙ୍କ!-->…
Read More...
Read More...
ବିଧାୟକଙ୍କୁ ଟ୍ରେନିଂ ଦେବେ ଜେପି ନଡ୍ଡା ଏବଂ କିରଣ ରିଜିଜୁ
ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ବିଧାୟକଙ୍କୁ ତାଲିମ ଦେବେ କେନ୍ଦ୍ରୀୟ ନେତା। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଓଡ଼ିଶା ଆସି ବିଜେପି ବିଧାୟକଙ୍କୁ ତାଲିମ ଦେବେ। ପ୍ରଥମେ ଆସନ୍ତା ୧୭ ତାରିଖରେ ଦିନିକିଆ ଗସ୍ତରେ ଆସି ବିଧାୟକଙ୍କୁ!-->…
Read More...
Read More...
ନ୍ୟୁଜ୍ ଚ୍ୟାନେଲ ମାନଙ୍କ ପାଇଁ ସରକାରଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ/ଭୁବନେଶ୍ୱର,୧୨/୮/୨୪ (ପିପିଏସ) : କେନ୍ଦ୍ର ସରକାର ସୋମବାର ବେସରକାରୀ ନ୍ୟୁଜ ଚ୍ୟାନେଲମାନଙ୍କୁ ଏକ ପରାମର୍ଶ ଦେଇଛନ୍ତି। ସରକାର କହିଛନ୍ତି ଯେ ପ୍ରାକୃତିକ ବିପର୍ଯ୍ୟୟ ଏବଂ ବଡ଼ ଦୁର୍ଘଟଣା ରିପୋର୍ଟ କରୁଥିବାବେଳେ ଘଟଣାସ୍ଥଳରେ ତାରିଖ, ସ୍ଥାନ ଏବଂ ସମୟ ବିଷୟରେ ସୂଚନା ଦିଆଯିବା!-->…
Read More...
Read More...