ଭାରତର ପ୍ରଶଂସା କଲା ମାଳଦ୍ୱୀପର “ମାଳଦ୍ୱୀଭିଆନ ଡେମୋକ୍ରାଟିକ ପାର୍ଟି”
ନୂଆଦିଲ୍ଲୀ/ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ମାଳଦ୍ୱୀପର ବିରୋଧୀ ଦଳ "ମାଳଦ୍ୱୀଭିଆନ ଡେମୋକ୍ରାଟିକ ପାର୍ଟି" ଭାରତର ପ୍ରଶଂସା କରିଛନ୍ତି। ମାଳଦ୍ୱୀଭିଆନ ଡେମୋକ୍ରାଟିକପାର୍ଟି କହିଛି ଯେ, ରାଷ୍ଟ୍ରପତି ମହମ୍ମଦ ମୁଇଜୁଙ୍କ ନେତୃତ୍ୱାଧୀନ ସରକାରଙ୍କ ଭାରତର ନୀତିରେ ଆସିଥିବା ଅଚାନକ!-->…
Read More...
Read More...
ମହିଳାଙ୍କୁ ଟାଣିନେଲା କୁମ୍ଭୀର
ପଟ୍ଟାମୁଣ୍ଡାଇ,୧୨/୮/୨୪ (ପିପିଏସ) : କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳରେ ମହିଳାଙ୍କୁ ଟାଣିନେଲା କୁମ୍ଭୀର l ଅଳପୁଅ ଗାଁରେ ଘଟିଛି ଏହି ଦୁଃଖଦ ଘଟଣା l ମହିଳା ଜଣଙ୍କ ହେଲେ ମଞ୍ଜୁଲତା ଭଞ୍ଜ l ବ୍ରାହ୍ମଣୀ ନଦୀ କୂଳରେ ବାସନ ମାଜିବା ସମୟରେ ନଦୀ ଭିତରକୁ ଟାଣିନେଲା କୁମ୍ଭୀର l ନଦୀ!-->…
Read More...
Read More...
ସଂଖ୍ୟାଲଘୁ ସମ୍ପ୍ରଦାୟ ଉପରେ ଆକ୍ରମଣକୁ, ବାଂଲାଦେଶର ନୂଆ ନେତା ମହମ୍ମଦ ୟୁନୁସଙ୍କ କଡ଼ା ନିନ୍ଦା
ନୂଆଦିଲ୍ଲୀ/ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ବାଂଲାଦେଶର ମଧ୍ୟବର୍ତ୍ତିକାଳୀନ ସରକାରର ମୁଖ୍ୟ ମହମ୍ମଦ ୟୁନୁସ ହିଂସା ପ୍ରଭାବିତ ଦେଶରେ ସଂଖ୍ୟାଲଘୁ ସମ୍ପ୍ରଦାୟ ଉପରେ ହୋଇଥିବା ଆକ୍ରମଣକୁ ନିନ୍ଦା କରିବା ସହ ସେମାନଙ୍କୁ ଜଘନ୍ୟ ବୋଲି କହିଛନ୍ତି । ସମସ୍ତ ହିନ୍ଦୁ, ଖ୍ରୀଷ୍ଟିଆନ ଓ ବୌଦ୍ଧ!-->…
Read More...
Read More...
ଭାସିଗଲା ଡ୍ୟାମ୍ ଗେଟ୍ : ଆଲର୍ଟ ଜାରି କଲେ ରାଜ୍ୟ ସରକାର
ନୂଆଦିଲ୍ଲୀ/ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ବର୍ଷାଜଳ ନିଷ୍କାସିନ ସମୟରେ କର୍ଣ୍ଣାଟକର ତୁଙ୍ଗଭଦ୍ରା ଡ୍ୟାମ୍ ର ଏକ ଗେଟ୍ ପାଣି ସୁଅରେ ଭାସି ଯାଇଛି। ଗତରାତିରେ ପାଣି ନିଷ୍କାସନ ସମୟରେ ପାଣିର ପ୍ରଖର ସ୍ରୋତରେ ଚେନ ଲିଙ୍କ ଭାଙ୍ଗି ଗେଟ୍ ଭାସିଯାଇଥିବା ଜଣା ପଡିଛି। ଏହାକୁ ଦୃଷ୍ଟିରେ ରଖି!-->…
Read More...
Read More...
ବିଲରେ ଧାନ ରୋଇଲେ କେନ୍ଦ୍ରମନ୍ତ୍ରୀ
ବେଙ୍ଗାଲୁରୁ/ଭୁବନେଶ୍ୱର,୧୨/୮/୨୪ (ପିପିଏସ) : କେନ୍ଦ୍ର ମନ୍ତ୍ରୀ ଏଚଡି କୁମାରସ୍ବାମୀ କର୍ନାଟକର ମାଣ୍ଡିଆର ଆରାଲାକୁପେ ଗାଁରେ ଧାନ ଚାଷରେ ଗ୍ରାମବାସୀଙ୍କୁ ସହଯୋଗ ଦେଇଛନ୍ତି। ସେ କ୍ଷେତକୁ ଯାଇ ନିଜ ହାତରେ ଧାନ ରୋଇଛନ୍ତି । କୁମାରସ୍ବାମୀ କହିଛନ୍ତି, ଏହା ମୋ ପରିବାର ସଦସ୍ୟଙ୍କ ଏକ!-->…
Read More...
Read More...
ବିଜେଡି ର ୨ ବିଧାୟକଙ୍କୁ ହାଇକୋର୍ଟ ନୋଟିସ
ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ପୁଣି ୨ ବିଧାୟକଙ୍କୁ ଲାଗିଲା ଝଟ୍କା। ୨ଟି ନିର୍ବାଚନୀ ଅନିୟମିତତା ମାମଲାରେ ହାଇକୋର୍ଟ ନୋଟିସ ଜାରିକରିଛନ୍ତି। ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କ ସହିତ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ ନୋଟିସ ହୋଇଛି।
ନିର୍ବାଚନରେ!-->!-->!-->!-->!-->!-->!-->…
Read More...
Read More...
ମଙ୍ଗଳବାର ପ୍ରବଳ ବର୍ଷିବ : ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସତର୍କ ସୂଚନା
ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ମଙ୍ଗଳବାର ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୫ଟି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସତର୍କ ସୂଚନା ଜାରି!-->…
Read More...
Read More...
ସମସ୍ତଙ୍କୁ ମିଳିବ “ଜମି” ଓ “ଘର”
ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଦେଇଛନ୍ତି ବଡ଼ ସୂଚନା l ସମସ୍ତ ଭୂମିହୀନ ଓ ବାସହୀନ ମାନଙ୍କୁ ମିଳିବ ଜମି ଓ ବାସଗୃହ l ଭୂମିହୀନ ଓ ବାସହୀନଙ୍କୁ ୩ଟି ବର୍ଗରେ ବିଭକ୍ତ କରାଯାଇଛି। ଗ୍ରାମାଞ୍ଚଳରେ ପଟ୍ଟା ନଥିବା ଗରିବଙ୍କୁ ୪ ଡେସିମିଲ ଜମି ଦିଆଯିବ।!-->…
Read More...
Read More...
ସୋମବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ : ଜାଣନ୍ତୁ କେଉଁଥିରେ ରହିବ “ଫୋକସ”
ଭୁବନେଶ୍ୱର,୧୨/୮୧୨/୮/୨୪ (ପିପିଏସ) : ସୋମବାର ସନ୍ଧ୍ୟାରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଥିବା ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଦିଲ୍ଲୀ ଗସ୍ତ କରିବେ । ଏନ୍ଏ୍ଚଆଇ କର୍ତ୍ତୃପକ୍ଷଙ୍କ ସହ ଓଡ଼ିଶା ଜାତୀୟ ରାଜପଥ ନେଇ ଆଲୋଚନା!-->…
Read More...
Read More...
ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କଲେ କେଜ୍ରିୱାଲ
ନୂଆଦିଲ୍ଲୀ/ଭୁବନେଶ୍ୱର,୧୨/୮/୨୪ (ପିପିଏସ): ସୁପ୍ରିମକୋର୍ଟରେ ସିବିଆଇ ଗିରଫକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଚ୍ୟାଲେଞ୍ଜ କରିଛନ୍ତି। କେଜ୍ରିଓ୍ବାଲଙ୍କ ପକ୍ଷରୁ ବରିଷ୍ଠ ଓକିଲ ଅଭିଷେକ ମନୁ ସିଂଭି ଶୀଘ୍ର ଶୁଣାଣି କରିବାକୁ ଦାବି କରିଛନ୍ତି। ପ୍ରଧାନ ବିଚାରପତି ତାଙ୍କୁ!-->…
Read More...
Read More...