କଲ୍ୟାଣୀ ପ୍ଲାଜା ଆପାର୍ଟମେଣ୍ଟ ଡବଲ ମର୍ଡର ଘଟଣା : କ୍ରାଇମ୍ସିନ୍ ରିକ୍ରିଏଟ କଲା ପୋଲିସ
ଭୁବନେଶ୍ୱର,୧୧/୮/୨୪(ପିପିଏସ) : ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅଞ୍ଚଳରେ ଡବଲ ମର୍ଡର ଘଟଣାରେ ସିନ ରିକ୍ରିଏଟ କରିଛି ପୋଲିସ । ୨ ଅଭିଯୁକ୍ତ ପ୍ରଦୀପ ମଲ୍ଲିକ ଏବଂ ଗଣେଶ ମଲ୍ଲିକଙ୍କୁ ନେଇ କ୍ରାଇମ୍ ସିନ୍ ରିକ୍ରିଏଟ କରିଛି କମିଶନରେଟ୍ ପୋଲିସ୍ । ହତ୍ୟାରେ ବ୍ୟବହୃତ ଛୁରୀକୁ ପାଞ୍ଚଗାଁ!-->…
Read More...
Read More...
ଆଳୁ ସମସ୍ୟା ଦୂର କରିବାକୁ, ଫୋନରେ ମମତା-ମୋହନ ଆଲୋଚନା
ସମସ୍ୟା ଦୂର କରିବାକୁ ଅନୁରୋଧ
ଉପଯୁକ୍ତ ପଦକ୍ଷେପ ନେବାକୁ ପ୍ରତିଶୃତିଭୁବନେଶ୍ୱର,୧୧/୮/୨୪(ପିପିଏସ) : ଓଡ଼ିଶାକୁ ଆଳୁ ଯୋଗାଣ ସ୍ବାଭାବିକ କରିବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ଟେଲିଫୋନ ଯୋଗେ ମମତା ବାନାର୍ଜୀଙ୍କ!-->!-->!-->!-->…
Read More...
Read More...
ସ୍ୱାଧୀନତା ଦିବସରେ କି’ଏ କେଉଁଠି ପତାକା ଉତ୍ତୋଳନ କରିବେ
ଭୁବନେଶ୍ୱର,୧୧/୮/୨୪(ପିପିଏସ) : ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କି’ଏ କେଉଁଠି ପତାକା ଉତ୍ତୋଳନ କରିବେ ସେନେଇ ସରକାରଙ୍କ ପକ୍ଷରୁ ରବିବାର ଏକ ବିଜ୍ଞପ୍ତି ଜାରି କରାଯାଇଛି।ଭୁବନେଶ୍ୱର ସ୍ଥିତ ଗାନ୍ଧୀମାର୍ଗରେ ଅନୁଷ୍ଠିତ!-->…
Read More...
Read More...
“ଆମ ଓଡିଶା ନବୀନ ଓଡିଶା” କାର୍ଯ୍ୟକ୍ରମକୁ ନେଇ ସାଙ୍ଘାତିକ ଅଭିଯୋଗ
ବିଜେଡି କର୍ମୀଙ୍କୁ ଖୁସି କରିବାକୁ ଚୟନ ହୋଇଛି ଅନେକ ପ୍ରକଳ୍ପ* ଅଧା କାମ କରି ପୁରା ବିଲ ନେଇଗଲେ ଠିକାଦାର* ଏସ୍ଟିମେଟ ଠାରୁ କମ କାମରେ ହୋଇଛି ସମ୍ପୂର୍ଣ୍ଣ ବିଲ
କେନ୍ଦୁଝର,୧୧/୮/୨୪(ପିପିଏସ) : କେନ୍ଦୁଝର ଜିଲ୍ଲାରେ "ଆମ ଓଡିଶା ନବୀନ ଓଡିଶା"ର ଅନେକ ପ୍ରକଳ୍ପ ଅଧପନ୍ତରିଆ ହୋଇ!-->!-->!-->!-->…
Read More...
Read More...
ଦେଶର ପ୍ରଥମ ବୃହତ୍ ସୋଲାର ପ୍ଲାଣ୍ଟ ସ୍ଥାପନ କରିବ ରିଲାଏନ୍ସ
ମୁମ୍ବାଇ/ଭୁବନେଶ୍ୱର: ୧୧-୦୮-୨୪( ପିପିଏସ ) : ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଚଳିତ ଆର୍ଥିକ ବର୍ଷ ୨୦୨୪-୨୫ରେ ଏହାର ପ୍ରଥମ ସୌର ଗିଗା-କାରଖାନା ଆରମ୍ଭ କରିବାକୁ ଯୋଜନା କରୁଛି। ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ କମ୍ପାନୀ ୨୦୩୫ ସୁଦ୍ଧା କାର୍ଯ୍ୟରୁ ନିଟ୍-ଶୂନ୍ୟ କାର୍ବନ!-->…
Read More...
Read More...
ପରୀକ୍ଷାବେଳେ ବିମାନ ଦୁର୍ଘଟଣା: ୨ ପାଇଲଟ ଆହତ
ଭୋପାଳ/ଭୁବନେଶ୍ୱର: ୧୧-୦୮-୨୪( ପିପିଏସ ): ମଧ୍ୟପ୍ରଦେଶର ଗୁନାରେ ଏକ ବିମାନ ଦୁର୍ଘଟଣା ସମ୍ପର୍କରେ ସୂଚନା ସାମ୍ନାକୁ ଆସୁଛି। କୁହାଯାଉଛି ଯେ ଇଞ୍ଜିନ ଫେଲ ହେତୁ ଏହି ଦୁର୍ଘଟଣା ଘଟିଛି । ବିମାନରେ ଦୁଇଜଣ ପାଇଲଟ ଥିଲେ। ବିମାନ ଉଡ଼ାଣର ମାତ୍ର ୪୦ ମିନିଟ ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।!-->…
Read More...
Read More...
ଅଗ୍ନିକାଣ୍ଡ ଗୁଜବ:ଚଳନ୍ତା ଟ୍ରେନ୍ରେ ଦଳାଚକଟା
ଲକ୍ଷ୍ନୌ/ଭୁବନେଶ୍ୱର: ୧୧-୦୮-୨୪(ପିପିଏସ ) ଉତ୍ତରପ୍ରଦେଶର ଶାହାଜାହାନପୁରରେ ଏକ ବଡ଼ ଟ୍ରେନ୍ ଦୁର୍ଘଟଣାକୁ ଏଡାଇ ଦିଆଯାଇଛି। ହଠାତ୍ ୫୦ ବେଗରେ ଚାଲୁଥିବା ପଞ୍ଜାବ ମେଲ୍ ଏକ୍ସପ୍ରେସରେ ଯାତ୍ରୀଙ୍କ ଚିତ୍କାର ଶୁଣାଯାଇଥିଲା। ବଞ୍ଚାଅ ବଞ୍ଚାଅ ଚିତ୍କାର ସହିତ ଲୋକେ ନିଜ ନିଜ ଜୀବନ!-->…
Read More...
Read More...
ସାଂସଦ ସୁପ୍ରିୟା ସୁଲେଙ୍କ ଫୋନ୍ ହ୍ବାଟସ୍ ଆପ୍ ହ୍ୟାକ୍
ମୁମ୍ବାଇ/ଭୁବନେଶ୍ୱର : ୧୧-୦୮-୨୪(ପିପିଏସ ) ଲୋକସଭା ସାଂସଦ ସୁପ୍ରିୟା ସୁଲେଙ୍କ ଫୋନ୍ ଏବଂ ହ୍ବାଟସ୍ ଆପ୍ ହ୍ୟାକ୍ ହୋଇଛି। ସେ ତାଙ୍କର ଏକ୍ସ ହ୍ୟାଣ୍ଡେଲରେ ସାଙ୍ଗ ଏବଂ ଦଳୀୟ ନେତାଙ୍କ ଉଦ୍ଦେଶ୍ୟରେ ଲେଖିଛନ୍ତି ମୋତେ କଲ୍ କିମ୍ବା ମେସେଜ୍ କରନ୍ତୁ ନାହିଁ ।ସାଇବର ସେଲକୁ ଏହି ବିଷୟରେ ସୂଚନା!-->…
Read More...
Read More...
ପ୍ରବେଶ ପଥ ବିପର୍ଯ୍ୟସ୍ତ:ସିଲ୍ଭର ସିଟି ବୋଟ୍ କ୍ଲବ୍ରୁ ମୁହଁ ଫେରାଉଛନ୍ତି ପର୍ଯ୍ୟଟକ
କଟକ: ୧୧-୦୮-୨୪(ପିପିଏସ ) କଟକ ସହରକୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ମହାନଦୀ କୂଳରେ ସିଲ୍ଭର ସିଟି ବୋଟ୍ କ୍ଲବ୍କୁ ନୂଆ ରୂପ ଦିଆଯାଇଥିଲା। ୨୦୨୩ ସେପ୍ଟେମ୍ବର ୧୬ରେ ଏହାକୁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରିଥିଲେ। ଉଦ୍ଘାଟନର ବର୍ଷେ ନପୂରୁଣୁ ଏହାର!-->…
Read More...
Read More...
ବିଦେଶ ଗସ୍ତ ଶେଷ କରି ନୂଆଦିଲ୍ଲୀ ଅଭିମୁଖେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ନୂଆଦିଲ୍ଲୀ/ଭୁବନେଶ୍ୱର : ୧୧-୦୮-୨୪(ପିପିଏସ ) ଫିଜି, ନ୍ୟୁଜିଲାଣ୍ଡ ଓ ତିମୋର ଲେଷ୍ଟେ ଗସ୍ତ ଶେଷ ହେବା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି। ତାଙ୍କ ଗସ୍ତର ଶେଷ ପର୍ଯ୍ୟାୟରେ ରାଷ୍ଟ୍ରପତି ତିମୋର-ଲେସ୍ତେ ଗସ୍ତ କରିଥିଲେ, ଯେଉଁଠାରେ ତାଙ୍କୁ ଦେଶର!-->…
Read More...
Read More...