ମରୁଭୂମିରେ ବର୍ଷାର ତାଣ୍ଡବ
ଜୟପୁର : ରାଜସ୍ଥାନରେ ଲାଗି ରହିଥିବା ପ୍ରବଳ ବର୍ଷା ଏକ ଅଡୁଆ ପରିସ୍ଥିତି ସୃଷ୍ଟି କରିଛି। ମରୁଭୂମି ଅଞ୍ଚଳରେ ପ୍ରବାହିତ ଲୁଣି ନଦୀରେ ତିନିଜଣ ସାଙ୍ଗଙ୍କର ମୃତ୍ୟୁ ଘଟିଛି l ଭରତପୁରରେ ପ୍ରବଳ ବର୍ଷା ହେତୁ ଏକ ଘର ଭୁଶୁଡି ପଡିଛି। ଏହି କାରଣରୁ, ଆବର୍ଜନା ତଳେ ପୋତି ହୋଇଥିବାରୁ ମା ଓ!-->…
Read More...
Read More...
ଆଇଏସ୍ଏସ୍ରେ ଆଉ ୬ ମାସ ରହିବେ ସୁନୀତା
ଆଇଏସ୍ଏସ୍ରେ ଆଉ ୬ ମାସ ରହିବେ ସୁନୀତା
ଓ୍ବାଶିଂଟନ : ବୋଇଂର ଷ୍ଟାର୍ଲାଇନ ମହାକାଶ ଯାନରେ ଗୋଟିଏ ସପ୍ତାହ ପାଇଁ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍ଏସ୍)କୁ ଯାଇଥିବା ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଏବଂ ବୁଚ୍ ଓ୍ବିଲ୍ମୋର ଫେବୃଆରୀ ପୂର୍ବରୁ!-->!-->!-->…
Read More...
Read More...
ବିଏମଡବ୍ଲୁ ହିଟ୍-ରନ୍ ମାମଲା : ଆସିଲା ଫରେନସିକ୍ ରିପୋର୍ଟ; ମଦ୍ୟପାନ କରିନଥିଲେ ଅଭିଯୁକ୍ତ
ମୁମ୍ବାଇ: ବିଳାସପୂର୍ଣ୍ଣ ବିଏମଡବ୍ଲୁ ସେଡାନ ଚଳାଇବା ବେଳେ ମୁମ୍ବାଇର ୱର୍ଲିରେ ହୋଇଥିବା ହିଟ୍-ରନ୍ ମାମଲାରେ ୨୩ ବର୍ଷୀୟ ଅଭିଯୁକ୍ତଙ୍କ ଫରେନସିକ୍ ରିପୋର୍ଟ ହସ୍ତଗତ ହୋଇଛି। ରିପୋର୍ଟରେ ଦର୍ଶାଯାଇଛି ଯେ ଭୟଙ୍କର ଦୁର୍ଘଟଣା ସମୟରେ ସେ ଆଦୌ ମଦ୍ୟପାନ କରିନଥିଲେ। ଯଦିଓ ପୂର୍ବରୁ ପୁଲିସ୍!-->…
Read More...
Read More...
୫୬ ବର୍ଷ ବୟସରେ ଆଖି ବୁଜିଲେ କର୍କଟ ପୀଡ଼ିତା ପୂର୍ବତନ ୟୁଟ୍ୟୁବ ସିଇଓ
ନୂଆଦିଲ୍ଲୀ: ଫୁସଫୁସ କର୍କଟ ସହିତ ଦୁଇ ବର୍ଷର ଯୁଦ୍ଧ ପରେ ଆଖି ବୁଜିଛନ୍ତି ୟୁଟ୍ୟୁବର ପୂର୍ବତନ ସିଇଓ ସୁଜାନ ୱାଜସିସ୍କି। ତାଙ୍କ ମୃତ୍ୟୁ ପରେ ଗୁଗୁଲର ସିଇଓ ସୁନ୍ଦର ପିଚାଇ ତାଙ୍କୁ ଜଣେ ଅବିଶ୍ୱସନୀୟ ବ୍ୟକ୍ତିତ୍ବ ବୋଲି ବର୍ଣ୍ଣନା କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୫୬ ବର୍ଷ ବୟସ!-->…
Read More...
Read More...
ସୁପ୍ରିମ୍କୋର୍ଟରେ ହିଜାବ ଶୁଣାଣି : ଶ୍ରେଣୀଗୃହରେ ବୁର୍ଖା, କ୍ୟାମ୍ପସରେ ଧାର୍ମିକ କାର୍ଯ୍ୟକଳାପ ମନା
ନୂଆଦିଲ୍ଲୀ: ମୁମ୍ବାଇର ଏକ ଘରୋଇ କଲେଜ କର୍ତ୍ତୃପକ୍ଷଙ୍କ ହିଜାବ ନିଷେଧାଦେଶ ଉପରେ ସୁପ୍ରିମ୍କୋର୍ଟ ନଭେମ୍ବର ୧୮ ପର୍ଯ୍ୟନ୍ତ ଆଂଶିକ ରୋକ୍ ଲଗାଇଛନ୍ତି। କ୍ୟାମ୍ପସରେ ହିଜାବ ପିନ୍ଧିବା, ଟୋପି କିମ୍ବା ବ୍ୟାଜ୍ ପିନ୍ଧିବା ନେଇ କଟକଣା ଉପରେ ରୋକ୍ ଲଗାଇବା ସହ ଖଣ୍ଡପୀଠ ପ୍ରଶ୍ନ କରିଛନ୍ତି,!-->…
Read More...
Read More...
ଆରଏସଏସ ଓ ଉପମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ହେଲା ଗୁରୁତ୍ୱପୂର୍ଣ୍ଣ ବୈଠକ
ମୁମ୍ବାଇ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଆରଏସଏସ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି | ଫଡନାଭିସଙ୍କ ବ୍ୟତୀତ ସ୍ଥାନୀୟ ବିଜେପି ନେତାମାନେ ମଧ୍ୟ ଏହି ସଭାରେ ଉପସ୍ଥିତ ଥିଲେ। ଶୁକ୍ରବାର ସନ୍ଧ୍ୟାରେ!-->…
Read More...
Read More...
ନିଟ୍-ପିଜି ପରୀକ୍ଷା ଘୁଞ୍ଚାଇବାକୁ ମନା କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ : ଆସନ୍ତା ୧୧ରେ ଅନୁଷ୍ଠିତ ହେବାକୁ ଥିବା ନିଟ୍-ପିଜି ପରୀକ୍ଷା ଘୁଞ୍ଚାଇବାକୁ ଯେଉଁ ଆବେଦନ କରାଯାଇଥିଲା, ତାହାକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି । ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ.ଚନ୍ଦ୍ରଚୂଡ, ଜଷ୍ଟିସ ମନୋଜ ମିଶ୍ର ଏବଂ ଜଷ୍ଟିସ ଜେ.ବି.ପାର୍ଦିୱାଲାଙ୍କୁ ନେଇ ଗଠିତ!-->…
Read More...
Read More...
ଜେଲରୁ ବାହାରିବା ପରେ ପ୍ରଥମ ସକାଳ ଦେଖିଲେ ସିଶୋଦିଆ
ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟି (ଆପ୍) ନେତା ତଥା ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିଶୋଦିଆ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଥିବା ନିଜ ଆକାଉଣ୍ଟରେ ଶନିବାର ସକାଳେ ଏକ ପୋଷ୍ଟ କରିଛନ୍ତି। ପୋଷ୍ଟରେ ନିଜ ସ୍ତ୍ରୀଙ୍କ ସହିତ ଏକ ସେଲ୍ଫି ବି ଶେୟାର କରିଛନ୍ତି । ହାତରେ ରହିଛି ଏକ!-->…
Read More...
Read More...
ଜଳାଶୟ ଭିତରେ ଛିଡ଼ା ହୋଇ ଆକୁଳ ନିବେଦନ କରୁଛନ୍ତି ବାଂଲାଦେଶୀ ହିନ୍ଦୁ : ଆମକୁ ଭାରତ ଆସିବାକୁ ଦିଅ
ନୂଆଦିଲ୍ଲୀ: ବାଂଲାଦେଶରେ ଅନ୍ତରୀଣ ସରକାର ଗଠନ ହୋଇଛି ସତ, କିନ୍ତୁ ହିଂସା ଥମୁନାହିଁ। ବିକ୍ଷୋଭକାରୀମାନେ ସଂଖ୍ୟାଲଘୁ ହିନ୍ଦୁ ଏବଂ ଖ୍ରୀଷ୍ଟିଆନଙ୍କ ଉପରେ ଅତ୍ୟାଚାର ଜାରି ରଖିଛନ୍ତି। ଦେଶରେ ରହୁଥିବା ଅନେକ ହିନ୍ଦୁ ପରିବାର ଘରଦ୍ଵାର ଛାଡ଼ି ଭାରତ-ବାଂଲାଦେଶ ସୀମାରେ ପହଞ୍ଚିଛନ୍ତି।!-->…
Read More...
Read More...
ହତ୍ୟା ପୂର୍ବରୁ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ : ଜଣେ ଗିରଫ
କୋଲକାତା ମେଡିକାଲ କଲେଜରେ ଘଟିଥିଲା ଲୋମଟାଙ୍କୁରା ଘଟଣା
କୋଲକାତା: ପଶ୍ଚିମବଙ୍ଗର ଆର.ଜେ କର ମେଡିକାଲ କଲେଜ ଓ ହସ୍ପିଟାଲରେ ଶିକ୍ଷାନବିସ ଡାକ୍ତର (ଟ୍ରେନି ଡାକ୍ତର)ଙ୍କ ସହ ଘଟିଥିବା ଲୋମଟାଙ୍କୁରା ଘଟଣା ସମସ୍ତଙ୍କୁ ଦୋହଲାଇ ଦେଇଛି। ମହିଳା ଡାକ୍ତରଙ୍କୁ ପ୍ରଥମେ ଦୁଷ୍କର୍ମ କରି ଅତି!-->!-->!-->…
Read More...
Read More...