ଆକାଶ ମାର୍ଗରୁ ୱାୟନାଡର ସ୍ଥିତି ପରଖିଲେ ପ୍ରଧାନମନ୍ତ୍ରୀ ମୋଦି
ୱାୟନାଡ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କେରଳରେ ପହଞ୍ଚି ଆକାଶମାର୍ଗରୁୱାୟନାଡରେ ଘଟିଥିବା ପ୍ରାକୃତିକ ବିପର୍ଯ୍ୟୟର ଚିତ୍ର ଦେଖିଛନ୍ତି। ଏପରିକିପ୍ରଧାନମନ୍ତ୍ରୀ ମୋଦି ଭୂସ୍ଖଳନର ଉତ୍ପତିସ୍ଥଳ ଦେଖିବା ସହ ୱାୟନାଡର ସ୍ଥିତିପରଖିଛନ୍ତି। ଯେଉଁ ଇରୁଭାଝିଞ୍ଜି ପୂଝା ନଦୀରେ ଅଧିକ!-->…
Read More...
Read More...
ଇସ୍ରାଏଲ୍ର ଏକ ସ୍କୁଲ୍ ଉପରେ ଆକ୍ରମଣ : ୧୦୦ ଅଧିକ ମୃତ
ନୂଆଦିଲ୍ଲୀ: ଇସ୍ରାଏଲରେ ଏକ ଆକ୍ରମଣରେ ପ୍ରାୟ ୧୦୦ରୁ ଅଧିକ ଲୋକଙ୍କର ମୃତ୍ୟୁଘଟିଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି। ହମାସ୍ ପରିଚାଳିତ ଗାଜା ସରକାରୀଗଣମାଧ୍ୟମ କାର୍ଯ୍ୟାଳୟ ଅନୁଯାୟୀ ଲୋକମାନେ ପ୍ରାର୍ଥନା କରୁଥିବା ବେଳେ ଏହି ଆକ୍ରମଣଘଟିଛି।କାର୍ଯ୍ୟାଳୟ ପକ୍ଷରୁ ଏକ ବିବୃତ୍ତିରେ!-->…
Read More...
Read More...
ବ୍ରାଜିଲରେ ବଡ଼ ବିମାନ ଦୁର୍ଘଟଣା: ୬୨ ଜଣ ଯାତ୍ରୀ ମୃତ
ନୂଆଦିଲ୍ଲୀ: ବ୍ରାଜିଲରେ ବଡ଼ ବିମାନ ଦୁର୍ଘଟଣା, ଜନବସତି ଉପରେ ଖସିବା ପରେ ଜଳିଗଲାଯାତ୍ରୀବାହୀ ବିମାନ। ଦୁର୍ଘଟଣାରେ ମୋଟ ୬୨ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା।ବ୍ରାଜିଲ୍ର ସାଓ ପଲୋରେ ଶୁକ୍ରବାର ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତହୋଇଥିବା ଦେଖିବାକୁ ମିଳିଛି। ଜନବସତି!-->…
Read More...
Read More...
ୱାୟନାଡ ସ୍ଥିତି ପରିଖିଲେ ପ୍ରଧାନମନ୍ତ୍ରୀ : ୨ହଜାର କୋଟି ଟଙ୍କାର ସହାୟତା ମାଗିଲେ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ
କେରଳର ୱାୟନାଡ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ପରିଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଶନିବାର ଆକାଶମାର୍ଗରୁ ନୀରିକ୍ଷଣ କରିବା ସହ ଭୂସ୍ଖଳନ ଦ୍ୱାରା ହୋଇଥିବା କ୍ଷୟକ୍ଷତି ଅଞ୍ଚଳରେ ପହଞ୍ଚି ସମୀକ୍ଷା କରିଛନ୍ତି। ଏହି ସମୟରେ କେରଳର ମୁଖ୍ୟମନ୍ତ୍ରୀ ପିନାରାୟୀ!-->…
Read More...
Read More...
ଭୟ ବଢ଼ାଉଛି ବାଂଲାଦେଶ ସୀମା ସେପଟ ଭିଡ଼
ଭାରତ-ବାଂଲାଦେଶ ସୀମାରେ ବଢୁଛି ଉତ୍ତେଜନା । ପଶ୍ଚିମବଙ୍ଗ କୁଚବେହାରରେ ଭାରତ-ବାଂଲାଦେଶ ସୀମାରେ, ସୀମା ସେପଟେ ଭିଡ଼ ଜମାଇଛନ୍ତି ହଜାର ହଜାର ବାଂଲାଦେଶୀ। ସତେ ଯେମିତି ମେଳା ଲାଗିଛି । ନିଜ ଦେଶରେ ସ୍ଥିତି ଭୟଙ୍କର ଥିବା ବେଳେ, ଭାରତକୁ ଅନୁପ୍ରବେଶ ପାଇଁ କରିଛନ୍ତି ଅପେକ୍ଷା। କେବଳ ଆଜି!-->…
Read More...
Read More...
ବର୍ଷାରେ ଭାଙ୍ଗିଗଲା ଝାଟିମାଟି ଘର
ନୟାହାଟ,୯/୮: ପୁରୀ ଜିଲ୍ଲା ଗୋପ ବ୍ଲକ ଅର୍ନ୍ତଗତ ଧୂମାଳ ପଞ୍ଚାୟତର ଧୂମାଳ ବ୍ରାହ୍ମଣ ଶାସନ ଗ୍ରାମର ତାପସ କୁମାର ମିଶ୍ରଙ୍କ ଝାଟିମାଟି ଘର ଗୁରୁବାର ଦିନ ରାତିରେ ପ୍ରବଳ ବର୍ଷାରେ ଭାଙ୍ଗିଯାଇଛି।ସେ ଜଣେ ଗରିବ ଦିନ ମଜୁରିଆ ହୋଇଥିବାରୁ ଛାତ ଘର କରିବା ପାଇଁ ତାଙ୍କର ସମ୍ପଳ ନାହିଁ । ରାଜ୍ୟ!-->…
Read More...
Read More...
ଚବିଶ ଘଣ୍ଟା ମଧ୍ୟରେ ହତ୍ୟାକାରୀକୁ ଧରିଲା ପୋଲିସ : ସିସିଟିଭି ରୁ ମିଳିଲା ସୁରାଗ
ନୟାଗଡ଼,୯/୮: ନୟାଗଡ ଜିଲ୍ଲା ଶରଣକୁଳ ଥାନା ହରିପୁର ଗାଁର ରାଜକିଶୋର ବରାଡ଼ଙ୍କୁ ପଥରରେ ଛେଚି ହତ୍ୟା ମାମଲାର ପର୍ଦାଫାଶ କରିଛି ପୁଲିସ l ଘଟଣା ଘଟିବାର ଚବିଶ ଘଣ୍ଟା ମଧ୍ୟରେ ଅଭିଯୁକ୍ତ ଗିରଫ ହୋଇଛି l ଗିରଫ ଅଭିଯୁକ୍ତ ଜଣକ ହେଲା ଶରଣକୁଳ ଅଞ୍ଚଳର ଜିତେନ୍ଦ୍ର କୁମାର ମହାପାତ୍ର। ଗତ ବୁଧବାର!-->…
Read More...
Read More...
କାର୍ଯ୍ୟ ରେ ଯୋଗଦେଲେ ଜଗତସିଂହପୁର ଜିଲ୍ଲାର ନୂଆ ଜିଲ୍ଲାପାଳ ଜେ. ସୋନାଲ
ଜଗତସିଂହପୁର, ୯/୮: ଶୁକ୍ରବାର ଅପରାହ୍ନ ରେ ଜଗତସିଂହପୁର ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ କାର୍ଯ୍ୟରେ ଯୋଗଦେଇଛନ୍ତି ଶ୍ରୀ ଜେ ସୋନାଲ l ଭାରତୀୟ ପ୍ରସାଶନିକ ସେଵା 2018 ବ୍ଯାଚ ର ଆଇ.ଏ.ଏସ୍. ଶ୍ରୀ ସୋନାଲ ପୂର୍ବରୁ ବୌଦ୍ଧ ଜିଲ୍ଲା ର ଜିଲ୍ଲାପାଳ ଭାବେ କାର୍ଯ୍ୟରତ ଥିଲେ। ଜିଲ୍ଲାପାଳ!-->…
Read More...
Read More...
ଏସ.ସି.ବି. ମେଡିକାଲ୍ କ୍ରେନ୍ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ
କଟକ,୯/୮: କଟକ ସ୍ଥିତ ଏସସିବି ମେଡିକାଲର ନୂଆ କୋଠା ନିର୍ମାଣବେଳେ କ୍ରେନ୍ ଖସିଯାଇ ୩ଜଣ ଆହତ ହେବା ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ରାଜ୍ୟ ସରକାର ନିଦେ୍ର୍ଦଶ ଦେଇଛନ୍ତି । ଦୁର୍ଘଟଣାର ଶିକାର ହୋଇଥିବା ୩ଜଣ ଆହତଙ୍କୁ ଆଜି ସନ୍ଧ୍ୟାରେ ରାଜ୍ୟ ପୂର୍ତ୍ତମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ!-->…
Read More...
Read More...
ବ୍ରିଜ୍ ଉପରେ ଆଧାରକାର୍ଡ ରଖି କାଠଯୋଡ଼ିକୁ ଡେଇଁପଡ଼ିଲେ ଦମ୍ପତି
କଟକ,୯/୮: ବ୍ରିଜ୍ ଉପରେ ଆଧାରକାର୍ଡ ରଖି କାଠଯୋଡ଼ିକୁ ଡେଇଁପଡ଼ିଲେ ଦମ୍ପତି । ଶୁକ୍ରବାର ସନ୍ଧ୍ୟା ସମୟରେ ଏପରି ହୃଦୟବିଦାରକ ଘଟଣା କଟକ ତ୍ରିଶୁଳିଆ ବ୍ରିଜ୍ରେ ଘଟିଛି । ଉଭୟଙ୍କ ଘର ବାଙ୍କୀ ବାଆଁରା ରାମଚନ୍ଦ୍ର ଅଞ୍ଚଳରେ । ପାରିବାରିକ କଳହରୁ ଉଭୟ ଭରା ନଦୀକୁ ଡେଇଁ ପଡ଼ିଥିବା ଜଣାପଡ଼ିଛି ।!-->…
Read More...
Read More...