1 min read

ବରମୁଣ୍ଡା ବସଷ୍ଟାଣ୍ଡରୁ ବିବାହିତା ମହିଳାଙ୍କ ମୃତଦେହ ଉଦ୍ଧାର : ହତ୍ୟା ନା ଆତ୍ମହତ୍ୟା ?

ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ରାଜଧାନୀର ପ୍ରମୁଖ ଜନଗହଳି ପୂର୍ଣ୍ଣ ସ୍ଥାନ, ବରମୁଣ୍ଡା ବସଷ୍ଟାଣ୍ଡରେ ଜଣେ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି । ମୃତ ମହିଳା ବିବାହିତ ବୋଲି ଜଣାପଡ଼ିଛି । ରାତି ପ୍ରାୟ ସାଢ଼େ ୧୦ଟା ବେଳେ ପୁରୁଣା ବସଷ୍ଟାଣ୍ଡ ଟର୍ମିନାଲ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଖବର ପାଇ ଭରତପୁର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମହିଳାଙ୍କ ହାତରୁ ଏକ ବସ ଟିକଟ ଜବତ ହୋଇଛି । ସେଥିରୁ […]

1 min read

ମଦ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି : ବିଷାକ୍ତ ମଦ ପିଇ ଆଉଜଣଙ୍କ ଜୀବନ ଗଲା, ୪ ଚିକିତ୍ସାଧୀନ

ବ୍ରହ୍ମପୁର/ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ବିଷାକ୍ତ ମଦ ପିଇ ଆଉ ଜଣଙ୍କ ମୃତ୍ୟୁ । ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କ ମୃତ୍ୟୁ ଘଟିଛି l ମୃତକ ହେଲେ ଚିକିଟି ବ୍ଲକ ଜେନାପୁର ସାହିର ଲକ୍ଷ୍ମଣ ବେହେରା । ଫଳରେ ବିଷାକ୍ତ ମଦ ମୃତ୍ୟୁ ସଂଖ୍ୟା ତିନିରେ ପହଁଚିଛି । ଏବେ ବି ଆଉ ୪ ଜଣ ଆଉ ଏମେକସିଜିରେ ଚିକିତ୍ସାଧୀନ ଅଛନ୍ତି l ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁ ସଂଖ୍ୟା ବଢିବାର ଆଶଙ୍କା ରହିଛି । […]

1 min read

ବରିଷ୍ଠ ଓଏଏସ୍ ସ୍ତରରେ ଅଦଳବଦଳ : ଦେବାଶୀଷ ସିଂ ପୌର ପ୍ରଶାସନ ନିର୍ଦ୍ଦେଶକ

ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି । ଏହାସହିତ ଦୀର୍ଘ ଦୁଇମାସ ପରେ ରାଜ୍ୟ ପୌର ପ୍ରଶାସନ ନିର୍ଦ୍ଦେଶକ ପଦବୀରେ ସ୍ଥାୟୀ ନିଯୁକ୍ତି ମଧ୍ୟ ଦେଇଛନ୍ତି । ବରିଷ୍ଠ ଓଏଏସ୍ ଅଫିସର ଦେବାଶୀଷ ସିଂଙ୍କୁ ରାଜ୍ୟ ପୌର ପ୍ରଶାସନ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି । ଶ୍ରୀ ସିଂ ଗତ ଦେଢ଼ମାସରୁ ଅଧିକ ଦିନ ଧରି ଅତିରିକ୍ତ ଭାବେ ଏହି ଦାୟିତ୍ୱକୁ ତୁଲାଉଥିଲେ । ଆଜି ସାଧାରଣ ପ୍ରଶାସନ […]

1 min read

ସ୍ୱର୍ଣ୍ଣ ପଦକ ସହ ପାରାଲିମ୍ପିକ୍ସରେ ପଦକ ଖାତା ଖୋଲିଲା ଭାରତ : ଶୁଟିଂରେ ସ୍ୱର୍ଣ୍ଣ ଓ ବ୍ରୋଞ୍ଜ

ନୂଆଦିଲ୍ଲୀ/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ସ୍ୱର୍ଣ୍ଣ ପଦକ ସହ ପ୍ୟାରିସ ପାରାଲିମ୍ପିକ୍ସ ଯାତ୍ରା ଆରମ୍ଭ କରିଛି ଭାରତ। ଇଭେଣ୍ଟର ଦ୍ୱିତୀୟ ଦିନରେ ଭାରତକୁ ମିଳିଛି ଦୁଇଟି ପଦକ। ମହିଳା ଶୁଟିଂ ପ୍ରତିଯୋଗିତାରେ ଗୋଟିଏ ସ୍ୱର୍ଣ୍ଣ ଏବଂ ଗୋଟିଏ ବ୍ରୋଞ୍ଜ ଜିତିଛି ଭାରତ। ଅବନୀ ଲେଖରା ସ୍ୱର୍ଣ୍ଣ ଜିତି ଥିବାବେଳେ ମୋନା ଅଗ୍ରୱାଲ ବ୍ରୋଞ୍ଜ ବିଜୟୀ ହୋଇଛନ୍ତି। ମହିଳା 10 ମିଟର ଏୟାର ରାଇଫଲ SH1 ଇଭେଣ୍ଟରେ ଉଭୟ ଶୁଟର ପଦକ ହାସଲ କରିଛନ୍ତି। ଟୋକିଓ ପାରାଲିମ୍ପିକ୍ସରେ ମଧ୍ୟ ସ୍ୱର୍ଣ୍ଣ ଜିତିଥିଲେ […]

1 min read

ଶିବାଜୀଙ୍କ ଷ୍ଟାଚ୍ୟୁ ଭୁଶୁଡ଼ିବା ଘଟଣା : କଣ୍ଟ୍ରାକ୍ଟର କୁ ବାନ୍ଧିଲା ପୁଲିସ୍‌

ମୁମ୍ବାଇ/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ମହାରାଷ୍ଟ୍ରର ସିନ୍ଧୁଦୁର୍ଗ ଜିଲ୍ଲାରେ ଥିବା ୩୫ ଫୁଟ ଉଚ୍ଚ ଶିବାଜୀଙ୍କ ପ୍ରତିମୂର୍ତ୍ତି ଭୁଶୁଡ଼ିବା ଘଟଣାର ୫ ଦିନ ପରେ ପ୍ରଥମ ଗିରଫଦାରୀ ହୋଇଛି । ଏହି ମାମଲାରେ କଣ୍ଟ୍ରାକ୍ଟର ଚେତନ ପାଟିଲଙ୍କୁ ଆଜି ଭୋରରୁ ବାନ୍ଧିଛି ପୁଲିସ୍‌ । କୋହ୍ଲାପୁର କ୍ରାଇମବ୍ରାଞ୍ଚ ଆଜି ଭୋରରୁ ମାଲବନ ପୁଲିସ୍‌ ସହ ଜଏଣ୍ଟ ଅପରେସନ କରି ଏହି ଗିରଫଦାରୀ କରିଛି । ଏହାପରେ କୋହ୍ଲାପୁର ପୁଲିସ୍‌ ଅଭିଯୁକ୍ତଙ୍କୁ ମାଲବନ ପୁଲିସ୍‌କୁ ହସ୍ତାନ୍ତର କରିଛି। ଏହି ଘଟଣାରେ ପୁଲିସ୍‌ […]

1 min read

ଲେଡିଜ ହଷ୍ଟେଲ ୱାଶରୁମରେ ଗୁପ୍ତ କ୍ୟାମେରା : ଚାଲିଛି ନଗ୍ନ ଚିତ୍ରର ବ୍ୟବସାୟ

*ବିକ୍ରି ହୋଇଛି ୩୦୦ ଫଟୋ-ଭିଡିଓ *ବଏଜ୍ ହଷ୍ଟେଲର ଜଣେ ଛାତ୍ର ଗିରଫ *ନ୍ୟାୟ ଦାବି କରି ଛାତ୍ରୀ ମାନଙ୍କର ଆନ୍ଦୋଳନ ଅମରାବତୀ/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ମହିଳାଙ୍କ ସୁରକ୍ଷା ନେଇ ଚାଲିଥିବା ଅସନ୍ତୋଷ ମଧ୍ୟରେ ପୁଣି ଏକ ବିବ୍ରତ କଲା ଭଳି ଘଟଣା ସାମ୍ନାକୁ ଆସିଛି। ଆନ୍ଧ୍ର ପ୍ରଦେଶର ଏକ ଇଞ୍ଜିନିୟରିଂ କଲେଜର ଲେଡିଜ ହଷ୍ଟେଲ ୱାଶରୁମରରୁ ମିଳିଛି ଲୁକ୍କାଇତ କ୍ୟାମେରା। ଏହି କ୍ୟାମେରା ଜରିଆରେ ଛାତ୍ରୀଙ୍କ ଭିଡିଓ ରେକର୍ଡିଂ କରାଯାଇ କିଛି ଛାତ୍ରଙ୍କୁ ବିକ୍ରି କରାଯାଇଥିବା ଅଭିଯୋଗ ହୋଇଛି। […]

1 min read

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ : ଶୃଙ୍ଖଳିତ ଦର୍ଶନ ନେଇ ଆଲୋଚନା

*ବୃଦ୍ଧ/ବୃଦ୍ଧା, ମହିଳା ଓ ଛୋଟ ପିଲାଙ୍କ ପାଇଁ ସ୍ୱତନ୍ତ୍ର ଧାଡିର ବ୍ୟବସ୍ଥା *ଆସିବ ଶ୍ରୀମନ୍ଦିର ସ୍ୱତନ୍ତ୍ର ଏଫ୍ ଏମ୍ ଷ୍ଟେସନ *ନାଟ ମଣ୍ଡପରେ ହେବ ଏୟାର କଣ୍ଡିସନ ବ୍ୟବସ୍ଥା *ବାହାର ରତ୍ନଭଣ୍ଡାର କବାଟ ହେବ ସୁନା ଛାଉଣୀ ପୁରୀ /ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ଶ୍ରୀମନ୍ଦିର ନାଟ ମଣ୍ଡପରେ ଏୟାର କଣ୍ଡିସନ ବ୍ୟବସ୍ଥା ହେବ। ଭକ୍ତମାନଙ୍କ ସହଜ ଦର୍ଶନ ପାଇଁ ବ୍ୟବସ୍ଥା କରାଯିବ। ବୃଦ୍ଧବୃଦ୍ଧା ଓ ମହିଳାଙ୍କ ପାଇଁ ଅଲଗା ଧାଡ଼ି ବ୍ୟବସ୍ଥା କରାଯିବ। ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ […]

1 min read

ପଦ୍ମ ଧରିଲେ ଚମ୍ପାଇ ସୋରେନ୍‌

ରାଞ୍ଚି/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍‌ ବିଜେପିରେ ସାମିଲ ହୋଇଛନ୍ତି। ଶୁକ୍ରବାର ରାଞ୍ଚିରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ପଦ୍ମ ଧରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହ ଚୌହାନ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମା ଓ ଝାଡ଼ଖଣ୍ଡ ବିଜେପି ସଭାପତି ବାବୁଲାଲ ମାର୍ଣ୍ଡି ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଗତ ଅଗଷ୍ଟ ୨୮ ତାରିଖରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାରୁ ଇସ୍ତଫା ଦେଇଥିଲେ ଚମ୍ପାଇ। ଏହାପରେ ସେ ଦିଲ୍ଲୀରେ ବିଜେପି ନେତୃତ୍ଵଙ୍କୁ ଭେଟିଥିଲେ।

1 min read

ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ସହିତ ସର୍ବସାଧାରଣ ସ୍ଥାନରେ ହେବ ସ୍ତନ୍ୟପାନ କକ୍ଷ

ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ମହିଳାଙ୍କୁ ସମ୍ମାନ ପାଇଁ ରାଜ୍ୟ ସରକାର ଶୁକ୍ରବାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କାର୍ଯ୍ୟାଳୟ ଏବଂ ସର୍ବସାଧାରଣ ସ୍ଥାନରେ ସ୍ତନ୍ୟପାନ କକ୍ଷ ପ୍ରତିଷ୍ଠା ହେବ। ସବୁ ସରକାରୀ ଓ ଘରୋଇ କାର୍ଯ୍ୟାଳୟ ଓ ସର୍ବସାଧାରଣ ସ୍ଥାନରେ ସ୍ତନ୍ୟପାନ କରାଇବା ଲାଗି ଏକ ଆରାମଦାୟକ, ଏକାନ୍ତ ଏବଂ ସ୍ବଚ୍ଛ ସ୍ଥାନ ପ୍ରତିଷ୍ଠା କରାଯିବା ଲାଗି ଚିଠିରେ ଅନୁରୋଧ କରାଯାଇଛି । ଏହା ଦ୍ୱାରା ମା’ମାନଙ୍କୁ ସମର୍ଥନ ସହ ସେମାନଙ୍କ […]

1 min read

ରାଜଧାନୀରୁ ବଡ ବାଇକ ଚୋରି ରାକେଟ କୁ ଧରିଲା କମିଶନରେଟ ପୁଲିସ : ୩୧ ବାଇକ ଉଦ୍ଧାର ୬ ଗିରଫ

ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ରାଜଧାନୀ ଭୁବନେଶ୍ୱରରେ ବଡ ଧରଣର ବାଇକ ଚୋରି ରାକେଟ ଠାବ କରିଛି କମିଶନରେଟ ପୁଲିସ । ଏହି ରାକେଟକୁ ଠାବ କରିବା ସହ ୩୧ଚୋରି ବାଇକ ଓ ୫ଟି ମାଷ୍ଟର ଚାବି ଜବତ କରାଯାଇଥିବା ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ପୁଲିସ କମିଶନର ସଞ୍ଜୀବ ପଣ୍ଡା। ଘଟଣାରେ ୬ଜଣ କୁଖ୍ୟାତ ଲୁଟେରାଙ୍କ ସହ ବାଇକ କିଣିଥିବା ୨ଜଣଙ୍କୁ ଗିରଫ କରିଛି ପୁଲିସ। ଏହି ଗ୍ୟାଙ୍ଗ ହସ୍ପିଟାଲ, ମାର୍କେଟ ଓ ସ୍କୁଲ ସାମ୍ନାରୁ ବାଇକ […]