ଘଟଣା-ଦୁର୍ଘଟଣା
ପୁଅ-ବୋହୂଙ୍କୁ ବାପା ଜାଳିଦେବା ଘଟଣା : ଚାଲିଗଲା ବୋହୂଙ୍କ ଜୀବନ
ପୁଅ-ବୋହୂଙ୍କୁ ବାପା ଜାଳିଦେବା ଘଟଣାରେ ଗୁରୁତର ବୋହୂ ଆଖି ବୁଜିଛନ୍ତ। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ବୋହୂ ସସ୍ମିତା ରାଉତ ଶେଷନିଶ୍ବାସ ତ୍ୟାଗ କରିଛନ୍ତି। ଏଣେ ପୁଅ ମୃତ୍ୟୁ ସହ ସଂଘର୍ଷ କରୁଥିବା କୁହାଯାଉଛି। କଟକ ୦୧-୧୨-୨୦୨୪ (ପିପିଏସ ) : ପୁଅ-ବୋହୂଙ୍କୁ ବାପା ଜାଳିଦେବା ଘଟଣାରେ ଗୁରୁତର ବୋହୂ ଆଖି ବୁଜିଛନ୍ତ। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ବୋହୂ ସସ୍ମିତା ରାଉତ ଶେଷନିଶ୍ବାସ ତ୍ୟାଗ କରିଛନ୍ତି। ଏଣେ ପୁଅ ମୃତ୍ୟୁ […]
ରୋଷେୟା ନିଯୁକ୍ତିରେ ଅନିୟମିତତା।
ଅଙ୍ଗନୱାଡ଼ି କେନ୍ଦ୍ରରେ ତାଲା ପକାଇଲେ ଗ୍ରାମବାସୀ। ୪ ଦିନ ହେଲା ଗଛମୂଳେ ଶିଶୁ, ଖାଉଛନ୍ତି ବିସ୍ଫୁଟ । ଭୁବନେଶ୍ୱର ୩୦-୧୧-୨୦୨୪ (ପିପିଏସ ) : ରୋଷେୟା ନିଯୁକ୍ତିରେ ଅନିୟମିତତା କୁ ନେଇ ମାଲକାନଗିରି ଜିଲ୍ଳା ମାଥିଲି ବ୍ଲକ ଚାଉଳମେନ୍ଦି ପଞ୍ଚାୟତ ପଦରସାହି ରେ ଉତ୍ତେଜନା । ୪ ଦିନ ହେଲା ଗ୍ରାମବାସୀ ଅଙ୍ଗନବାଡ଼ି କେନ୍ଦ୍ରରେ ତାଲା ପକାଇ ପ୍ରତିବାଦ କରିଛନ୍ତି ଗ୍ରାମବାସି। ଅଙ୍ଗୱାଡି କେନ୍ଦ୍ର ବନ୍ଦ୍ ଥିବାରୁ ଶିଶୁମାନେ ଗଛମୂଳେ ପଢୁଛନ୍ତି ପାଠ । ରନ୍ଧା ଖାଦ୍ୟ […]
ଭୁବନେଶ୍ବର ବିମାନବନ୍ଦରରେ ଅଜଣା ବ୍ୟାଗ୍ ଠାବ, ସିଆଇଏସଏଫ୍ ଡଗ୍ ସ୍କ୍ବାଡର ତନାଘନା
ଭୁବନେଶ୍ୱର ୩୦-୧୧-୨୦୨୪ (ପିପିଏସ ) : ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ଅଜଣା ବ୍ୟାଗ୍ ଦେଖିବାକୁ ମିଳିଛି। ଟ୍ରଲିରେ ଏକ ନୀଳ ରଙ୍ଗର ବ୍ୟାଗ ଦେଖିବା ପରେ ସେଠାରେ ପହଞ୍ଚିଥିଲା ସିଆଇଏସଏଫର ଡଗ୍ ସ୍କ୍ୱାଡ୍ । ସନ୍ଧାନୀ କୁକୁର ଏହାକୁ ଜଗିଥିବାବେଳେ ଏହା କାହାର ସେ ଏନେଇ ଏଯାଏ କୌଣସି ସୂଚନା ମିଳିନାହିଁ । କଥା ହେଉଛି ,କିଛି ସମୟ ପୂର୍ବରୁ ଖଲିସ୍ତାନୀ ନେତାଙ୍କର ଧମକପୂର୍ଣ୍ଣ ଅଡିଓ ଭାଇରାଲ ହୋଇଥିଲା । ଏହି ଅଡିଓରେ ଭୁବନେଶ୍ୱର […]
ସିରିଜ୍ ଦୁର୍ଘଟଣାରେ ୪ମୃତ, ୩ ଆହତ
ରାଇରଙ୍ଗପୁର/ଭୁବନେଶ୍ୱର ୩୦-୧୧-୨୦୨୪ (ପିପିଏସ ) : ରାଞ୍ଚି-ବିଜୟୱାଡା ୨୨୦ ନଂ ଜାତୀୟ ରାଜପଥରେ ପୁଣି ଦୁର୍ଘଟଣା ଘଟିଛି। ଏହି ଜାତୀୟ ରାଜପଥର ପ୍ରାୟ ୧୫ କିମି ଭିତରେ ଆଜି ୩ଟି ଦୁର୍ଘଟଣା ଘଟିଛି, ଯେଉଁଥିରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ଅଛନ୍ତି। ମୃତକମାନେ ହେଲେ ଲାଖାନ୍ ସୋରେନ (୪୫), ତାଙ୍କ ସ୍ତ୍ରୀ ପାନ ସୋରେନ (୩୫), ଧନୁରାମ ମାର୍ଣ୍ଡି (୩୮) ଓ ଧର୍ମପଦ ପାଟବନ୍ଧା (୫୦)। ଗୁରୁତରମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି […]
ରାସ୍ତାକଡ଼ ଘର ଭିତରକୁ ପଶିଗଲା କାର୍; ଶିଶୁ ସମେତ ୪ ଜଣ ଆହତ
ଯାତ୍ରାପାର୍ଟିର କଳାକାରଙ୍କ କାର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଘରକୁ ପଶିଯାଇଛି। ବାଲେଶ୍ବର ଜିଲ୍ଲା ସୋର ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଜଣେ ଶିଶୁଙ୍କ ସମେତ ମୋଟ୍ ୪ ଜଣ ଆହତ ହୋଇଛନ୍ତି। ଦୁର୍ଘଟଣାର ସାମ୍ନା କରିଥିବାର ତିନି ଜଣ ସୌଭାଗ୍ୟ ବଶତଃ ମୃତ୍ୟୁମୁଖରୁ ବର୍ତ୍ତି ଯାଇଛନ୍ତି। ସୋର/ଭୁବନେଶ୍ୱର ୨୮-୧୧-୨୦୨୪ (ପିପିଏସ) : ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଘର ମଧ୍ୟକୁ କଳାକାରଙ୍କ ଗାଡ଼ି ପଶିଯାଇଛି। ବାଲେଶ୍ବରର ସୋର ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଜଣେ […]
ଆଳୁ ଗାଡ଼ିକୁ ଅଟକାଇଲେ ମମତା ସରକାର
ପୁଣିଥରେ ଓଡ଼ିଶା ପଶ୍ଚିମବଙ୍ଗ ସୀମାରେ ଆଳୁଗାଡ଼ିକୁ ଅଟକା ଯାଇଛି। ଯାଞ୍ଚ କରିବା ବାହାନାରେ ପଶ୍ଚିମବଙ୍ଗ ଅଧିକାରୀ ଆଳୁଗାଡ଼ିଗୁଡ଼ିକୁ ଅଟକାଇଛନ୍ତି। ଲକ୍ଷ୍ମଣନାଥ ଟୋଲ୍ ଗେଟ୍ଠାରୁ ପ୍ରାୟ ୨୫ କିଲୋମିଟର ଦୂର ବେଲଦାରେ ଓଡ଼ିଶାକୁ ଆସୁଥିବା ଆଳୁଗାଡ଼ିକୁ ଅଟକିଛି ଜଳେଶ୍ୱର/ଭୁବନେଶ୍ୱର ୨୮-୧୧-୨୦୨୪ (ପିପିଏସ) : ପୁଣିଥରେ ଓଡ଼ିଶା ପଶ୍ଚିମବଙ୍ଗ ସୀମାରେ ଆଳୁଗାଡ଼ିକୁ ଅଟକା ଯାଇଛି । ଯାଞ୍ଚ କରିବା ବାହାନାରେ ପଶ୍ଚିମବଙ୍ଗ ଅଧିକାରୀ ଆଳୁଗାଡ଼ିଗୁଡ଼ିକୁ ଅଟକାଇଛନ୍ତି । ଲକ୍ଷ୍ମଣନାଥ ଟୋଲ୍ ଗେଟ୍ଠାରୁ ପ୍ରାୟ ୨୫ କିଲୋମିଟର ଦୂର ବେଲଦାରେ ଓଡ଼ିଶାକୁ […]
ଭୁବନେଶ୍ବରକୁ ଖଲିସ୍ତାନୀ ଆତଙ୍କବାଦୀଙ୍କ ଧମକ
ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ ଧମକ ଦେଇଛନ୍ତି। ଭୁବନେଶ୍ବରରେ ଆୟୋଜିତ ହେବାକୁଥିବା ଡିଜିପି ସମ୍ମିଳନୀକୁ ଆତଙ୍କବାଦୀ ଧମକ ମିଳିଛି। ଏକ ଭିଡିଓ ବାର୍ତ୍ତା ଜାରି କରି ସେ ଧମକ ଦେଇଛନ୍ତି। ସମ୍ମିଳନୀ ପଣ୍ଡ କରିବାକୁ ଭିଡିଓ ବାର୍ତ୍ତାରେ ସେ ଧମକ ଦେଇଛନ୍ତି ଭୁବନେଶ୍ୱର ୨୮-୧୧-୨୦୨୪ (ପିପିଏସ) : ଭୁବନେଶ୍ବରରେ ଆୟୋଜିତ ହେବାକୁଥିବା ଡିଜିପି ସମ୍ମିଳନୀକୁ ଆତଙ୍କବାଦୀ ଧମକ ମିଳିଛି। ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ ସିଂ ପନ୍ନୁ ଧମକ ଦେଇଛନ୍ତି। ଏକ ଭିଡିଓ ବାର୍ତ୍ତା ଜାରି କରି ସେ ଧମକ […]
ବାଂଲାଦେଶୀ ନାବାଳିକା ଘଟଣା: ରାଜଧାନୀରୁ ତୃତୀୟ ଅଭିଯୁକ୍ତକୁ ଗିରଫ
ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ବାଂଲାଦେଶୀ ନାବାଳିକା ଘଟଣାରେ ରାଜଧାନୀରୁ ଆଉଜଣେ ଅଭିଯୁକ୍ତକୁ ଗିରଫ କରିଛି ପୁଲିସ। ଅଭିଯୁକ୍ତ ହେଲା ଅବଦୁଲ ସୟଦ ସୁଲେମାନ। ତାର ଘର ଭୁବନେଶ୍ବରର ଝାରପଡ଼ା ଅଞ୍ଚଳରେ। ସେ ହିଁ ମୁଖ୍ୟତଃ ଏହି ରାକେଟକୁ ଚଳାଉଥିଲା। ତାଙ୍କ ଠାରୁ କିଂ ପିନ ଗୋପୀର କିଛି ତଥ୍ୟ ମିଳିଛି। ଭୁବନେଶ୍ୱର, ପଶ୍ଚିମବଙ୍ଗ ଓ କଟକକୁ ମିଶାଇ ନାବାଳିକା ଏକାଧିକ ଲୋକଙ୍କ ନାଁ କହିଛି। ଏମାନଙ୍କୁ ଧରିବା ପାଇଁ ପୁଲିସ ତଦନ୍ତ ଜାରି ରହିଛି। ନାବାଳିକା […]
ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ: ୧୨ଟା ୨୫ ମିନିଟ୍ ଯାଏ ଗୃହ ମୁଲତବୀ ଘୋଷଣା
ଏକାଧିକ ପ୍ରସଙ୍ଗ ନେଇ ଆଜି ବିରୋଧୀ ବିଜେଡି ଏବଂ କଂଗ୍ରେସ ହଟ୍ଟଗୋଳ କରିଥିଲେ। ଅନାହର ପ୍ରସଙ୍ଗରେ କଂଗ୍ରେସ ସଦସ୍ୟମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଇସ୍ତଫା ଦାବି କରିଥିଲେ। ଏହାପରେ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ମଧ୍ୟାହ୍ନ ୧୨ଟା ୨୫ ମିନିଟ୍ ଯାଏ ମୁଲତବୀ ଘୋଷଣା କରିଛନ୍ତି। ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ଆଜି ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହୋଇଛି। ପ୍ରଶ୍ନକାଳ ଆରମ୍ଭରୁ ଏକାଧିକ ପ୍ରସଙ୍ଗ ନେଇ ଆଜି ବିଧାନସଭାରେ ବିରୋଧୀ ବିଜେଡି ଏବଂ କଂଗ୍ରେସ […]
ଆର୍ବିଆଇ ଗଭର୍ଣ୍ଣର ଅସୁସ୍ଥ
ଚେନ୍ନାଇ/ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ଚେନ୍ନାଇର ଆପୋଲ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି ଆର୍ବିଆଇର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆର ଗଭର୍ଣ୍ଣର ଶ୍ରୀ ଶକ୍ତିକାନ୍ତ ଦାସ ଏସିଡିଟି ଅନୁଭବ କରିବା ପରେ ତାଙ୍କୁ ପର୍ଯ୍ୟବେକ୍ଷଣ ପାଇଁ ଚେନ୍ନାଇର ଆପୋଲୋ ହସ୍ପିଟାଲ୍କୁ ନିଆଯାଇଥିଲା। ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଅଛି ଓ ଆଗାମୀ ୨-୩ ଘଣ୍ଟା ମଧ୍ୟରେ ଡିସଚାର୍ଜ ହେବେ ବୋଲି ଡାକ୍ତର ସୂଚନା ଦେଇଛନ୍ତି। ଆର୍ବିଆଇର ମୁଖପାତ୍ର ତାଙ୍କ ସ୍ବାସ୍ଥ୍ୟ ସଂପର୍କରେ […]