ଜାତୀୟ
କଟକ ବାଲିଯାତ୍ରାକୁ ‘ଜାତୀୟ ମାନ୍ୟତା’
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ପ୍ରତିଶ୍ରୁତି ରଖିଛନ୍ତି। ତାଙ୍କର ପ୍ରତିଶ୍ରୁତି ଅନୁସାରେ କଟକ ବାଲିଯାତ୍ରାକୁ ‘ଜାତୀୟ ମାନ୍ୟତା’ ମିଳିଛି। ସଂସ୍କୃତି ମନ୍ତ୍ରାଳୟ ପକ୍ଷରୁ ‘ଜାତୀୟ ମାନ୍ୟତା’ ନେଇ ସୂଚନା ଜାରି ହୋଇଛି। କଟକ/ଭୁବନେଶ୍ୱର ୦୬-୦୨-୨୦୨୫(ପିପିଏସ ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ପ୍ରତିଶ୍ରୁତି ରଖିଛନ୍ତି। ତାଙ୍କର ପ୍ରତିଶ୍ରୁତି ଅନୁସାରେ କଟକ ବାଲିଯାତ୍ରାକୁ ‘ଜାତୀୟ ମାନ୍ୟତା’ ମିଳିଛି। ସଂସ୍କୃତି ମନ୍ତ୍ରାଳୟ ପକ୍ଷରୁ ‘ଜାତୀୟ ମାନ୍ୟତା’ ନେଇ ସୂଚନା ଜାରି ହୋଇଛି। ଆଜି ରାଜ୍ୟସଭାରେ ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ […]
‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଖୋର୍ଦ୍ଧାରେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏଥିରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ, ସ୍ଥାନୀୟ ବିଧାୟକ ପ୍ରଶାନ୍ତ ଜଗଦେବ, ଏକାମ୍ର ବିଧାୟକ ବାବୁ ସିଂହ ଓ ଜିଲ୍ଲାପାଳ ଚଞ୍ଚଲ ରାଣା ପ୍ରମୁଖ ଉପସ୍ଥିତ ଅଛନ୍ତି। ଭୁବନେଶ୍ୱର ୦୫-୦୨-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଖୋର୍ଦ୍ଧାରେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ଓ […]
ମଣପୁରମ୍ ଫାଇନାନ୍ସ କାର୍ଯ୍ୟାଳୟରୁ ଡକାୟତି ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ
ସମ୍ବଲପୁର ବୁଢ଼ାରଜାସ୍ଥିତ ମଣପୁରମ୍ ଫାଇନାନ୍ସ କାର୍ଯ୍ୟାଳୟରୁ ସଶସ୍ତ୍ର ଡକାୟତି ଘଟଣାର ମୁଖ୍ୟ ଅଭିଯୁକ୍ତ ଉତ୍ତମ ପାଶ୍ବୱାନ ସମ୍ବଲପୁର ପୁଲିସ ଗୌହ୍ବାଟୀରୁ ଗରିଫ କରିଛି। ଭୁବନେଶ୍ୱର ୦୫-୦୨-୨୦୨୫(ପିପିଏସ ) : ସମ୍ବଲପୁର ବୁଢ଼ାରଜାସ୍ଥିତ ମଣପୁରମ୍ ଫାଇନାନ୍ସ କାର୍ଯ୍ୟାଳୟରୁ ସଶସ୍ତ୍ର ଡକାୟତି ଘଟଣାର ମୁଖ୍ୟ ଅଭିଯୁକ୍ତ ଉତ୍ତମ ପାଶ୍ବୱାନ ସମ୍ବଲପୁର ପୁଲିସ ଗୌହ୍ବାଟୀରୁ ଗରିଫ କରିଛି। ତାକୁ ୭ଦିନିଆ ରିମାଣ୍ଡରେ ଆଣି ପୁଲିସ ପଚରାଉଚରା କରିବ ବୋଲି ସୂଚନା ରହିଛି।ସୂଚନାଯୋଗ୍ୟ, ବୁଢ଼ାରଜାସ୍ଥିତ ମଣପୁରମ୍ ଫାଇନାନ୍ସ କାର୍ଯ୍ୟାଳୟରୁ ସଶସ୍ତ୍ର ଡକାୟତି ଘଟଣାରେ […]
ଆଗାମୀ ୫ ବର୍ଷ ମଧ୍ୟରେ ଓଡ଼ିଶାର ପ୍ରତି ଗାଁକୁ ବିକଶିତ କରାଯିବ: ମୁଖ୍ୟମନ୍ତ୍ରୀ
ରାଜନୀତି ଓ ବିକାଶ ଦୁଇଟି ପ୍ରସଙ୍ଗକୁ ଅଲଗା ରଖିବାକୁ ପଡ଼ିବ। ଫାଇଭ୍-ଟି ନାଁରେ ସଂପୂର୍ଣ୍ଣ ଭାବେ ଭୋଟ୍ ବ୍ୟାଙ୍କ ତିଆରି କରିବାକୁ ପୂର୍ବ ୨୪ ବର୍ଷର ସରକାର ଷଡ଼ଯନ୍ତ୍ର କରିଥିଲେ। ଏହା ଜରିଆରେ ବିକାଶ ନ କରି ହୀନମଣ୍ୟତାର ପ୍ରଦର୍ଶନ କରିଥିଲେ। ଭୁବନେଶ୍ୱର ୦୫-୦୨-୨୦୨୫(ପିପିଏସ ) : ରାଜନୀତି ଓ ବିକାଶ ଦୁଇଟି ପ୍ରସଙ୍ଗକୁ ଅଲଗା ରଖିବାକୁ ପଡ଼ିବ। ଫାଇଭ୍-ଟି ନାଁରେ ସଂପୂର୍ଣ୍ଣ ଭାବେ ଭୋଟ୍ ବ୍ୟାଙ୍କ ତିଆରି କରିବାକୁ ପୂର୍ବ ୨୪ ବର୍ଷର ସରକାର ଷଡ଼ଯନ୍ତ୍ର […]
ମେଜର-ବାନ୍ଧବୀଙ୍କୁ ଦୁର୍ବ୍ୟବହାର ମାମଲା
ଖୁବ ଶୀଘ୍ର ରିପୋର୍ଟ ପ୍ରଦାନ କରିବେ କମିସନ ଭୁବନେଶ୍ୱର ୦୫-୦୨-୨୦୨୫(ପିପିଏସ ) : କମିସନରେଟ୍ ପୁଲିସ ଅଧୀନ ଭରତପୁର ଥାନା ଅଂଚଳରେ ଗତବର୍ଷ ସେନାର ଜଣେ ମେଜର ଓ ତାଙ୍କର ବାନ୍ଧବୀଙ୍କ ଉପରେ ହୋଇଥିବା ନିର୍ଯାତନା ଅଭିଯୋଗ ମାମଲାରେ ତଦନ୍ତ ଶେଷ ହୋଇଛି। ଏହି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ ଗଠିତ ହୋଇଥିବା ତଦନ୍ତ କମିସନର ତଦନ୍ତ ଶେଷ କରିଛନ୍ତି। ସ୍ୱତନ୍ତ୍ର ତଦନ୍ତ କମିସନ ଖୁବ ଶୀଘ୍ର ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବେ। ଘାଟଣା ଘଟିବା […]
ଫ୍ରିହୋଲ୍ଡ ପରିବର୍ତ୍ତନ ପ୍ରକ୍ରିୟାରେ ୫୮୦ଟି ଗୃହ ଓ ଜମି ସମ୍ପତ୍ତି ହେଲା ପଞ୍ଜୀକୃତ
ବିଡିଏ ଦ୍ୱାରା ଥିବା ଜମି ଲିଜ଼ହୋଲ୍ଡରୁ ଫ୍ରିହୋଲ୍ଡ ପରିବର୍ତ୍ତନ ପ୍ରକ୍ରିୟାରେ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି। ବର୍ତ୍ତମାନ ପର୍ଯ୍ୟନ୍ତ, ପରିବର୍ତ୍ତନ ପାଇଁ ଆବେଦନ ହୋଇଥିବା ୮୬୭ ଆବେଦନ ପତ୍ର ମଧ୍ୟରୁ ୫୮୦ଟି ଗୃହଜମିର ହସ୍ତାନ୍ତରୀକରଣ ପତ୍ର ବିଡ଼ିଏ ପକ୍ଷରୁ ପଞ୍ଜୀକରଣ କରାଯାଇଛି। ଭୁବନେଶ୍ୱର ୦୫-୦୨-୨୦୨୫(ପିପିଏସ ) : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଦ୍ୱାରା ଥିବା ଜମି ଲିଜ଼ହୋଲ୍ଡରୁ ଫ୍ରିହୋଲ୍ଡ ପରିବର୍ତ୍ତନ ପ୍ରକ୍ରିୟାରେ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି। ବର୍ତ୍ତମାନ ପର୍ଯ୍ୟନ୍ତ, ପରିବର୍ତ୍ତନ ପାଇଁ ଆବେଦନ ହୋଇଥିବା […]
ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଠିକଣାରୁ ନଗଦ ୨ କୋଟି ଟଙ୍କା ଜବତ
ଜିଲ୍ଲା ଜଳ ବିଭାଜିକାର ପ୍ରକଳ୍ପ ନିର୍ଦେଶକ ତଥା ମୃତ୍ତିକା ସଂରକ୍ଷଣର ପ୍ରକଳ୍ପ ଅଧିକାରୀ ଶାନ୍ତୁନୁ କୁମାର ମହାପାତ୍ରଙ୍କ ଘରେ ଭିଜିଲାନସ୍ ଚଢଉ କରିଛି। ଆୟବହିର୍ଭୁତ ସଂପତ୍ତି ଠୁଳ ନେଇ ଅଭିଯୋଗ ପରେ ମାଲାକନଗିରି, ଜୟପୁର ଏବଂ ନବରଂଗପୁର ଭିଜିଲାନସ ପକ୍ଷରୁ ଚଢାଉ କରାଯାଇଛି। ମାଲକାନଗିରି/ଭୁବନେଶ୍ୱର ୦୫-୦୨-୨୦୨୫(ପିପିଏସ ) : ଜିଲ୍ଲା ଜଳ ବିଭାଜିକାର ପ୍ରକଳ୍ପ ନିର୍ଦେଶକ ତଥା ମୃତ୍ତିକା ସଂରକ୍ଷଣର ପ୍ରକଳ୍ପ ଅଧିକାରୀ ଶାନ୍ତୁନୁ କୁମାର ମହାପାତ୍ରଙ୍କ ଘରେ ଭିଜିଲାନସ୍ ଚଢଉ କରିଛି। ଆୟବହିର୍ଭୁତ ସଂପତ୍ତି ଠୁଳ […]
କେନ୍ଦ୍ର ବଜେଟ୍ରୁ ଓଡ଼ିଶା ହେବ ସବୁଠୁ ବଡ଼ ଲାଭାର୍ଥୀ: ଧର୍ମେନ୍ଦ୍ର
କେନ୍ଦ୍ର ସରକାରଙ୍କ ୨୦୨୫-୨୬ ବଜେଟ୍ କେବଳ ବିକଶିତ ଭାରତର ବଜେଟକୁ ପ୍ରତିଫଳନ କରୁନାହିଁ ବରଂ ଏହା ଏକ ଐତିହାସିକ, ଭବିଷ୍ୟତବାଦୀ ଓ ଦୂରଦୃଷ୍ଟିସମ୍ପନ୍ନ ବଜେଟ୍। ଏହି ବଜେଟରୁ ଓଡ଼ିଶା ଭଳି ରାଜ୍ୟ ସବୁଠୁ ବଡ଼ ନୂଆଦିଲ୍ଲୀ/ଭୁବନେଶ୍ୱର ୦୪-୦୨-୨୦୨୫(ପିପିଏସ) : କେନ୍ଦ୍ର ସରକାରଙ୍କ ୨୦୨୫-୨୬ ବଜେଟ୍ କେବଳ ବିକଶିତ ଭାରତର ବଜେଟକୁ ପ୍ରତିଫଳନ କରୁନାହିଁ ବରଂ ଏହା ଏକ ଐତିହାସିକ, ଭବିଷ୍ୟତବାଦୀ ଓ ଦୂରଦୃଷ୍ଟିସମ୍ପନ୍ନ ବଜେଟ୍। ଏହି ବଜେଟରୁ ଓଡ଼ିଶା ଭଳି ରାଜ୍ୟ ସବୁଠୁ ବଡ଼ ଲାଭାର୍ଥୀ ହେବ […]
ଗଣଶିକ୍ଷା ବିଭାଗ ଓ ସିକେ-୧୨ ଫାଉଣ୍ଡେସନ୍ ମଧ୍ୟରେ ବୁଝାମଣାପତ୍ର
ବିଦ୍ୟାଳୟରେ ବିଶ୍ୱସ୍ତରୀୟ ଶିକ୍ଷା ସମ୍ବଳ ଯୋଗାଇବ ଭୁବନେଶ୍ୱର ୦୪-୦୨-୨୦୨୫(ପିପିଏସ) : ରାଜ୍ୟର ଛାତ୍ରଛାତ୍ରୀ, ଶିକ୍ଷକ ଓ ବିଦ୍ୟାଳୟଗୁଡ଼ିକୁ ବିଶ୍ୱସ୍ତରୀୟ ଶିକ୍ଷା ସମ୍ବଳ ଯୋଗାଇଦେବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ କାର୍ଲିଫର୍ଣ୍ଣିଆର ‘ସିକେ-୧୨ ଫାଉଣ୍ଡେସନ’ ମଧ୍ୟରେ ଆଜି ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ଲୋକସେବା ଭବନ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଉପସ୍ଥିତିରେ ଗଣଶିକ୍ଷା ବିଭାଗ ଶାସନ ସଚିବ ଶାଳିନୀ ପଣ୍ଡିତ ଓ ସିକେ-୧୨ ଫାଉଣ୍ଡେସନ ପ୍ରତିଷ୍ଠାତା ନିରୁ ଖୋସଲା ବୁଝାମଣାପତ୍ରରେ ସ୍ୱାକ୍ଷର […]
ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ
ପବିତ୍ର ମାଘମାସ ମାଘସପ୍ତମୀ ତିଥିରେ ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୪.୩୭ ମିନିଟରେ ଚନ୍ଦ୍ରଭାଗା ତୀର୍ଥପୁଷ୍କରିଣୀରେ ବୁଡ଼ ପକାଇଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ। ବୁଡ଼ ପକାଇବା ଲାଗି ଗତକାଲିଠାରୁ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। କୋଣାର୍କ /ରାମଚଣ୍ଡୀ/ଭୁବନେଶ୍ୱର ୦୪-୦୨-୨୦୨୫(ପିପିଏସ) : ମଙ୍ଗଳବାର ପବିତ୍ର ମାଘମାସ ମାଘସପ୍ତମୀ ତିଥିରେ ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୪.୩୭ ମିନିଟରେ ଚନ୍ଦ୍ରଭାଗା ତୀର୍ଥପୁଷ୍କରିଣୀରେ ବୁଡ଼ ପକାଇଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ। ବୁଡ଼ ପକାଇବା ଲାଗି ଗତକାଲିଠାରୁ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା।ମାଘମାସ ସପ୍ତମୀ ତିଥିରେ ପବିତ୍ର […]