ଜୀବନଚର୍ଯ୍ୟା
ମୌଳିକ ସମସ୍ୟାର ତ୍ବରିତ ସମାଧାନ କର: ମୁଖ୍ୟମନ୍ତ୍ରୀ
କିଛି ଦିନର ବ୍ୟବଧାନ ପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ପୁଣି ଆରମ୍ଭ ହୋଇଛି। ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହୋଇଥିବା ଷଷ୍ଠ ଶୁଣାଣିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କର ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : କିଛି ଦିନର ବ୍ୟବଧାନ ପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ପୁଣି ଆରମ୍ଭ ହୋଇଛି। ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହୋଇଥିବା ଷଷ୍ଠ ଶୁଣାଣିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କର ଅଭିଯୋଗ ଶୁଣି […]
ସାରାରାଜ୍ୟରେ ଶୀତର ଲହରୀ
ଓଡ଼ିଶାରେ ପ୍ରବଳ ଥଣ୍ଡା, ୧୦ ଡିଗ୍ରି ତଳେ ରହିଛି ରାଜ୍ୟର ୧୧ ସହର ସାରା ରାଜ୍ୟରେ ଶୀତର ଲହରି, ଥଣ୍ଡାରେ ଥରହର ସାରା ଓଡ଼ିଶା । ଆଜି ୧୦ ଡିଗ୍ରି ତଳେ ରହିଛି ରାଜ୍ୟର ୧୧ ସହର । ଝାରୁସୁଗୁଡ଼ାରେ ୭.୧ ଡିଗ୍ରି ତାପମାତ୍ରା ରେକର୍ଡ ହୋଇଛି । ରାଉରକେଲାରେ ୫.୭ ଡିଗ୍ରି ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ଭୁବନେଶ୍ୱର ୧୬-୧୨-୨୦୨୪ (ପିପିଏସ) : ସାରା ରାଜ୍ୟରେ ଶୀତର ଲହରି, ଥଣ୍ଡାରେ ଥରହର ସାରା ଓଡ଼ିଶା […]
୧ ନମ୍ବର ହାଟରେ ଅଗ୍ନିକାଣ୍ଡ ଜଳିଗଲା ୩ ପରିବା ଗୋଦାମ
ରାତି ପ୍ରାୟ ସାଢ଼େ ୧୧ଟାରେ ୧ ନମ୍ବର ହାଟରେ ଅଗ୍ନିକାଣ୍ଡ ଘଟିବାରୁ ୩ଟି ପରିବା ଗୋଦାମ ପୋଡ଼ି ଛାରଖାର ହୋଇଯାଇଛି। ସୌଭାଗ୍ୟକୁ ଏଥିରେ ଜୀବନହାନି ଭଳି ଅଘଟଣ ଘଟିନାହିଁ। ଭୁବନେଶ୍ୱର ୧୫-୧୨-୨୦୨୪(ପିପିଏସ ) : ରାତି ପ୍ରାୟ ସାଢ଼େ ୧୧ଟାରେ ୧ ନମ୍ବର ହାଟରେ ଅଗ୍ନିକାଣ୍ଡ ଘଟିବାରୁ ୩ଟି ପରିବା ଗୋଦାମ ପୋଡ଼ି ଛାରଖାର ହୋଇଯାଇଛି। ସୌଭାଗ୍ୟକୁ ଏଥିରେ ଜୀବନହାନି ଭଳି ଅଘଟଣ ଘଟିନାହିଁ। ନିଆଁ ପୂରା ହାଟକୁ ବ୍ୟାପିବା ପୂର୍ବରୁ ଦମକଳ ବାହିନୀ ପହଞ୍ଚିଯିବାରୁ ସ୍ଥିତି […]
ରାତ୍ରି ତାପମାତ୍ରା: ରାଜ୍ୟରେ ୧୦ଡ଼ିଗ୍ରି ତଳେ ୮ ସହର, ଆହୁରି କଲବଲ କରିବ ଶୀତ
ଭୁବନେଶ୍ୱର ୧୫-୧୨-୨୦୨୪(ପିପିଏସ ) : ପ୍ରବଳ ଶୀତରେ ସାରା ଓଡ଼ିଶା ଥରୁଛି। ବଣ, ପାହାଡ଼ ଘେରା ଅଞ୍ଚଳର ଲୋକେ ଅଧିକ ହନ୍ତସନ୍ତ ହେଉଛନ୍ତି। ସୂର୍ଯ୍ୟ ଉଦୟ ହେଲେ ସାମାନ୍ୟ ଆଶ୍ବସ୍ତି ଲାଭ କରୁଥିବା ବେଳେ ସୂର୍ଯ୍ୟାସ୍ତ ପରଠାରୁ ପୁଣି ସମାନ ପରିସ୍ଥିତିର ସାମ୍ନା କରିବାକୁ ପଡୁଛି। ଜୀବଜନ୍ତୁ ଓ ବୟସ୍କମାନଙ୍କୁ ଶୀତ ଅଧିକ କଲବଲ କରୁଛି। ଆଗାମୀ ଦିନରେ ଶୀତ ଆହୁରି ବଢ଼ିବାର ଆଶଙ୍କା ରହୁଛି। ଆଭ୍ୟନ୍ତରୀଣରୁ ଉପକୂଳରୁ ଓଡିଶା ପର୍ଯ୍ୟନ୍ତ ପାଣିପାଗ ବିଭାଗ ପକ୍ଷରୁ କୋଲଡ ୱେବ […]
ବସୁନ୍ଧରା ଜମି ବିକ୍ରି ହୋଇ ପାରିବନି: ରାଜସ୍ବ ମନ୍ତ୍ରୀ
ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ ଜମି ଲ୍ୟାଣ୍ଡ ସେଟଲମେଣ୍ଟ ୧୯୬୨ ଅନୁଯାୟୀ ୪ ଡେସିମିଲ ଜମି ଦିଆଯିବାର ବ୍ୟବସ୍ଥା ଅଛି। ସେ ଜମି ୧୦ ବର୍ଷ ପରେ ବିକ୍ରି କରିବାର ନିୟମ ଥିଲା। କିନ୍ତୁ ଏହାକୁ ଏଣିକି ବିକ୍ରି କରାଯାଇ ପାରିବ ନାହିଁ ବୋଲି ସରକାରୀସ୍ତରରେ ସଂଶୋଧନ କରାଯାଇଛି ଭୁବନେଶ୍ୱର ୧୩-୧୨-୨୦୨୪(ପିପିଏସ ) : ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ ଜମି ଲ୍ୟାଣ୍ଡ ସେଟଲମେଣ୍ଟ ୧୯୬୨ ଅନୁଯାୟୀ ୪ ଡେସିମିଲ ଜମି ଦିଆଯିବାର ବ୍ୟବସ୍ଥା ଅଛି। ସେ ଜମି ୧୦ […]
ମାନବାଧିକାର ଦିବସ: ବିଶ୍ୱ ଗଠନର ଆଧାର ହେଉ ନ୍ୟାୟ ଏବଂ ମାନବୀୟ ମର୍ଯ୍ୟାଦା – ରାଷ୍ଟ୍ରପତି
ନୂଆଦିଲ୍ଲୀ/ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) : ଭାରତ ଦାରିଦ୍ର୍ୟ ଓ କ୍ଷୁଧାରୁ ମୁକ୍ତି ଏବଂ ଯୁବବର୍ଗଙ୍କୁ ସମାନ ସୁଯୋଗ ପ୍ରଦାନ କରିବା କ୍ଷେତ୍ରରେ ବିଶ୍ୱ ସମ୍ମୁଖରେ ଏକ ଉଜ୍ଜ୍ୱଳ ଉଦାହରଣ ଭାବେ ଉଭା ହୋଇଛି। ନୂଆଦିଲ୍ଲୀରେ ମଙ୍ଗଳବାର ଜାତୀୟ ମାନବାଧିକାର ଆୟୋଗ ପକ୍ଷରୁ ଆୟୋଜିତ ମାନବାଧିକାର ଦିବସ ଉତ୍ସବରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଏହା କହିଛନ୍ତି। ରାଷ୍ଟ୍ରପତି କହିଛନ୍ତି, ୫ ହଜାର ବର୍ଷରୁ ଅଧିକ ସମୟର ସଭ୍ୟତା ଓ ଐତିହ୍ୟ ସହିତ ଭାରତ ଦୀର୍ଘ ଦିନ ଧରି ସହାନୁଭୂତି, କରୁଣା […]
ପୁରୀ ବିଚ୍ ମାରାଥନ୍: ଭାଗନେଲେ ୫ଶହ କ୍ରୀଡ଼ାବିତ୍
ଭୁବନେଶ୍ବର ସାଇକ୍ଲିଂ ଆଣ୍ଡ୍ ଆଡ୍ଭେଞ୍ଚର୍ କ୍ଲବ୍ (ବିସିଏସି) ପକ୍ଷରୁ ଆୟୋଜିତ ‘ପୁରୀ ବିଚ୍ ମାରାଥନ୍’ ଚତୁର୍ଥ ସଂସ୍କରଣରେ କ୍ରୀଡ଼ାବିତ୍ଙ୍କ ମଧ୍ୟରେ ଦେଖିବାକୁ ମିଳିଛି ପ୍ରବଳ ଉତ୍ସାହ। ରାଜ୍ୟ, ଦେଶ ଓ ଦେଶ ବାହାରୁ ୫ଶହ କ୍ରୀଡ଼ାବିତ୍ ଅଂଶଗ୍ରହଣ କରିଥିବା ପୁରୀ,୦୯-୧୨-୨୦୨୪(ପିପିଏସ) : ଭୁବନେଶ୍ବର ସାଇକ୍ଲିଂ ଆଣ୍ଡ୍ ଆଡ୍ଭେଞ୍ଚର୍ କ୍ଲବ୍ (ବିସିଏସି) ପକ୍ଷରୁ ଆୟୋଜିତ ‘ପୁରୀ ବିଚ୍ ମାରାଥନ୍’ ଚତୁର୍ଥ ସଂସ୍କରଣରେ କ୍ରୀଡ଼ାବିତ୍ଙ୍କ ମଧ୍ୟରେ ଦେଖିବାକୁ ମିଳିଛି ପ୍ରବଳ ଉତ୍ସାହ। ରାଜ୍ୟ, ଦେଶ ଓ ଦେଶ ବାହାରୁ ୫ଶହ […]
ସାନ ଘାଗରାରେ ଟ୍ରି ବ୍ରିଜ୍ ୱାକ୍ ଓ ଟି ପାର୍ଟି ଅନ୍ ଟ୍ରି
ପର୍ଯ୍ୟଟକଙ୍କ ପାଇଁ କେନ୍ଦୁଝରରେ ପ୍ରକୃତି ସଜେଇ ରଖିଛି ଅନେକ ଅନୁପମ ଉପହାର। ସାନ ଘାଗରା ଓ ବଡ଼ ଘାଗରା ଜଳପ୍ରପାତଠୁ ଆରମ୍ଭ କରି ହଦଗଡ଼ ଡ୍ୟାମ୍ ପର୍ଯ୍ୟନ୍ତ ଅନେକ ଲୋଭନୀୟ ପର୍ଯ୍ୟଟନ କ୍ଷେତ୍ର ଏଠାରେ ରହିଛି। କେନ୍ଦୁଝର/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ପର୍ଯ୍ୟଟକଙ୍କ ପାଇଁ କେନ୍ଦୁଝରରେ ପ୍ରକୃତି ସଜେଇ ରଖିଛି ଅନେକ ଅନୁପମ ଉପହାର। ସାନ ଘାଗରା ଓ ବଡ଼ ଘାଗରା ଜଳପ୍ରପାତଠୁ ଆରମ୍ଭ କରି ହଦଗଡ଼ ଡ୍ୟାମ୍ ପର୍ଯ୍ୟନ୍ତ ଅନେକ ଲୋଭନୀୟ ପର୍ଯ୍ୟଟନ କ୍ଷେତ୍ର ଏଠାରେ […]
ନିର୍ମାଣାଧୀନ ଡ୍ରେନ୍ରେ ଚାପି ହୋଇଗଲେ ୩ ଶ୍ରମିକ: ଜଣେ ମୃତ, ୨ ଗୁରୁତର
ରାଜ୍ୟରେ ମୁକୁଳା ଡ୍ରେନ୍ ଓ ନିର୍ମାଣାଧୀନ ଡ୍ରେନ୍ ଯୋଗୁଁ ଅନେକଙ୍କ ଜୀବନ ଯାଉଛି। ପ୍ରତିକାର ପାଇଁ ସରକାର ଓ ପ୍ରଶାସନର ତତ୍ପରତା ପ୍ରକାଶ ପାଉନାହିଁ। ବାରମ୍ବାର ଅଘଟଣ ଘଟୁଥିଲେ ମଧ୍ୟ ପ୍ରଶାସନର ନିଦ ଖୋଲୁନାହିଁ। କଟକ,୦୮-୧୨-୨୦୨୪(ପିପିଏସ) : ଐତିହାସିକ କଟକ ସହରର ବିନାନାସୀ ଅଞ୍ଚଳରେ ଡ୍ରେନ୍ ପୁଣି ଥରେ ମୁଣ୍ଡ ନେଇଛି। ଏଠାରେ ନିର୍ମାଣାଧୀନ ଏକ ଡ୍ରେନ୍ରେ ଚାପି ହୋଇଯାଇ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଏହି ଅପ୍ରୀତିକର ଘଟଣା ଯୋଗୁଁ ଅନ୍ୟ ୨ ଜଣ ଶ୍ରମିକ […]
ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ହୀରକ ଜୟନ୍ତୀରେ ରାଷ୍ଟ୍ରପତି: ‘ଅଧିକ ଗବେଷଣା ପ୍ରାଚୀନ ଆୟୁର୍ବେଦ ପ୍ରତି ଆସ୍ଥା ବଢ଼ାଇବ’
ରୋଗୀମାନେ ଚିକିତ୍ସକଙ୍କୁ ଭଗବାନଙ୍କ ପ୍ରତୀକ ମାନନ୍ତି। ତେଣୁ ଚିକିତ୍ସକମାନେ ସେବା ଓ ସମ୍ବେଦନଶୀଳତାକୁ ପାଥେୟ କରି କାର୍ଯ୍ୟ କରିବା ଉଚିତ। ଚିକିତ୍ସକଙ୍କ ଚିକିତ୍ସା ରୋଗ ଉପଶମ କରେ ସତ, କିନ୍ତୁ ତାଙ୍କ ଉତ୍ତମ ବ୍ୟବହାର ଓ ମଧୁର ବଚନରେ ରୋଗୀ ଅନେକାଂଶରେ ପୁରୀ/ଭୁବନେଶ୍ୱର ୦୫-୧୨-୨୦୨୪ (ପିପିଏସ) : ରୋଗୀମାନେ ଚିକିତ୍ସକଙ୍କୁ ଭଗବାନଙ୍କ ପ୍ରତୀକ ମାନନ୍ତି। ତେଣୁ ଚିକିତ୍ସକମାନେ ସେବା ଓ ସମ୍ବେଦନଶୀଳତାକୁ ପାଥେୟ କରି କାର୍ଯ୍ୟ କରିବା ଉଚିତ। ଚିକିତ୍ସକଙ୍କ ଚିକିତ୍ସା ରୋଗ ଉପଶମ କରେ ସତ, […]