1 min read

ଲୁଟେରା ଗ୍ୟାଙ୍ଗକୁ ଧରିବାରେ ପୋଲିସର ସଫଳତା, ୮୩ ମୋବାଇଲ ଜବତ : ୪ ନାବାଳକ ସମେତ ୭ ଗିରଫ

ରାଉରକେଲା/ଭୁବନେଶ୍ୱର,୨୭-୦୮-୨୪ (ପିପିଏସ) : ରାଜଗାଙ୍ଗପୁର ଥାନା ଅଞ୍ଚଳ ରୁ ମୋବାଇଲ ସହିତ ବିଭିନ୍ନ ସାମଗ୍ରୀ ଚୋରି କରୁଥିବା ଚୋର ଗ୍ୟାଙ୍ଗକୁ ପୋଲିସ ଧରିବାରେ ସଫଳ ହୋଇଛି l ଏଥିସହିତ ଚୋରି ମୋବାଇଲ ଗୁଡିକ କୁ ଜବତ କରିଛି l ରାଜଗାଙ୍ଗପୁର ପୋଲିସ ୬ଟି ଚୋରି ମାମଲା ରୁଜୁ କରିବା ପରେ ପୋଲିସ ମୁଣ୍ଡବ୍ୟସ୍ଥା ର କାରଣ ପାଲଟି ଯାଇ ଥିଲା l ଏହି ମାମଲା ଗୁଡିକ ଉପରେ ବିଶେଷ ଗୁରୁତ୍ୱ ଦେଇ ରାଜଗାଙ୍ଗପୁର ଏସଡିପିଓଙ୍କ ନିର୍ଦ୍ଦେଶରେ ଟିମ […]

1 min read

ସମୁଦ୍ରରେ ବୁଡ଼ିଗଲା ପଣ୍ୟବାହୀ ଜାହାଜ : ୧୧ ନାବିକଙ୍କୁ ଉଦ୍ଧାର କଲା ତଟରକ୍ଷୀ ବାହିନୀ

ଭୁବନେଶ୍ୱର,୨୭-୦୮-୨୪ (ପିପିଏସ) : ପଶ୍ଚିମବଙ୍ଗ ସାଗରଦୀପଠାରୁ ୧୬୨ କି.ମି. ଦୂରରେ ରବିବାର ରାତିରେ ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ଆଇଟିଟି ପୁମା କୌଣସି କାରଣବଶତଃ ସମୁଦ୍ରରେ ବୁଡ଼ି ଯାଇଛି । ଖବରପାଇ ଭାରତୀୟ ତଟରକ୍ଷୀ ବାହିନୀ ପାଟ୍ରୋଲିଂ ଜାହାଜ ସାରଙ୍ଗ ଓ ଅମୋଘପହଞ୍ଚି ୧୧ ଜଣ ନାବିକଙ୍କୁ ଉଦ୍ଧାର କରିଛନ୍ତି । ସେମାନଙ୍କୁ ନେଇ ଅମୋଘ ଜାହାଜରେ ପାରାଦୀପ ଅଭିମୁଖେ ଆସୁଛନ୍ତି । ମଙ୍ଗଳବାର ମଧ୍ୟାହ୍ନରେ ପାରାଦୀପରେ ପହଞ୍ଚତ୍ବେ ବୋଲି ଜଣାପଡିଛି । ପରେ ତଟରକ୍ଷୀ ବାହିନୀ […]

1 min read

ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବେ ବିଜେପି ନେତା ଜଗନ୍ନାଥ ପ୍ରଧାନ

ଭୁବନେଶ୍ୱର,୨୭-୦୮-୨୪ (ପିପିଏସ) : ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଭରିଥିବା ବିଜେପି ନେତା ଜଗନ୍ନାଥ ପ୍ରଧାନ ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବେ। ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବା ନେଇ ସୂଚନା ଦେଇଛନ୍ତି ଜଗନ୍ନାଥ । ଅଗଷ୍ଟ ୨୧ ତାରିଖରେ ରାଜ୍ୟସଭା ଉପନିର୍ବାଚନ ପାଇଁ ସ୍ୱାଧୀନଭାବେ ନାମାଙ୍କନ ଭରିଥିଲେ ଜଗନ୍ନାଥ ପ୍ରଧାନ । ୧୦ ଜଣ ବିଜେପି ବିଧାୟକଙ୍କ ଉପସ୍ଥିତିରେ ସେ ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ନାମାଙ୍କନ ଦାଖଲ କରିଥିଲେ । ଦଳ ପକ୍ଷରୁ ତାଙ୍କୁ ରାଜ୍ୟସଭା ପ୍ରାର୍ଥୀ […]

1 min read

ହାତୀ ପଲଙ୍କ ଉତ୍ପାତ, ବ୍ୟାପକ ଫସଲ ନଷ୍ଟ : ଘଉଡ଼ାଇବାକୁ ଯାଇ ଫସିଲେ ବନ କର୍ମଚାରୀ

ବାଲେଶ୍ୱର/ଭୁବନେଶ୍ୱର,୨୭-୦୮-୨୪ (ପିପିଏସ) : ବାଲେଶ୍ୱର ଜିଲ୍ଲା ନୀଔପଦା ବ୍ଲକ ଢୋଲପୁର ଗାଁରେ ହାତୀ ଘଉଡ଼ାଇବା ପାଇଁ ଯାଇଥିବା ମହିଳା ଫରେଷ୍ଟଗାର୍ଡଙ୍କ ସମେତ ୧୦ ବନ କର୍ମଚାରୀଙ୍କୁ ଅଟକ ରଖିଛନ୍ତି ଗ୍ରାମବାସୀ । କ୍ଷତିପୂରଣ ଦାବିରେ ବନ ବିଭାଗ କର୍ମଚାରୀଙ୍କୁ ଅଟକ ରଖିଥିବା ଜଣାଯାଇଛି । ମଙ୍ଗଳବାର ସକାଳେ ଔପଦା ବ୍ଲକ ଢୋଲପୁର ଗାଁରେ ହାତୀ ପଲ ପଶି ଲୋକଙ୍କ ଘର ଭାଙ୍ଗିବା ସହ ଫସଲ ନଷ୍ଟ କରିଛନ୍ତି । ବନ ବିଭାଗ କର୍ମଚାରୀ ହାତୀପଲଙ୍କୁ ଘଉଡାଇବା ପାଇଁ […]

1 min read

ପାଣ୍ଡିଆନଙ୍କ ଶଳା କହି ଲକ୍ଷାଧିକ ଟଙ୍କା ଠକେଇ : ଜଣେ ଗିରଫ

ଭିକେ ପାଣ୍ଡିଆନଙ୍କ ଶଳା ପରିଚୟ ଦେଇ ଚାକିରି କରାଇ ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ। କେନ୍ଦ୍ରାପଡ଼ାରୁ ମାଲକାନଗିରି ପର୍ଯ୍ୟନ୍ତ ଲମ୍ବିଛି ଏହି ଠକେଇର ଚେର। ଆଉ ଏଭଳି ଠକେଇ ଅଭିଯୋଗରେ କେନ୍ଦ୍ରାପଡ଼ାର ରମେଶ ରାଉତଙ୍କୁ ଭୁବନେଶ୍ୱରରୁ ଗିରଫ କରିଛି ପୁଲିସ। ଗିରଫ ରମେଶ ରାଉତ ନିଜକୁ ଭିକେ ପାଣ୍ଡିଆନଙ୍କ ଶଳା କହି ବିଭିନ୍ନ ଲୋକଙ୍କ ଠାରୁ ଲକ୍ଷାଧିକ ଟଙ୍କା ଠକିଥିବା ଅଭିଯୋଗ ହୋଇଛି। ରମେଶଙ୍କ ସହ ଆଉ ୨ ଜଣ ଏହି ରାକେଟରେ ସଂପୃକ୍ତ ଥିବା […]

1 min read

ଡିସେମ୍ବର ସୁଦ୍ଧା ସବୁ ଖାଲି ପଡ଼ିଥିବା ପଦବୀ ପୂରଣ ପାଇଁ ବିଜ୍ଞାପନ : ଆସନ୍ତା ମାସରୁ ନିଯୁକ୍ତି ମେଳା

ଭୁବନେଶ୍ବର,୨୬-୦୮-୨୪ (ପିପିଏସ) : ରାଜ୍ୟରେ ଖାଲି ପଡ଼ିଥିବା ସରକାରୀ ପଦବୀଗୁଡ଼ିକୁ ପୂରଣ କରିବା ପାଇଁ ମୋହନ ମାଝୀଙ୍କ ନେତୃତ୍ୱାଧୀନ ସରକାର ଏବେ ପୁରା ଆକ୍ସନ ମୁଡ୍‌କୁ ଆସିଛନ୍ତି । ରାଜ୍ୟରେ ମୋଟ ମଞ୍ଜୁରୀପ୍ରାପ୍ତ ୩ଲକ୍ଷ ୯୯ହଜାର ୬୬୬ଟି ମୂଳ ପଦବୀ ମଧ୍ୟରୁ ଖାଲିପଡ଼ିଥିବା ୧ଲକ୍ଷ ୩୨ହଜାର ୪୫୯ଟି ପଦବୀ ପୂରଣ ପାଇଁ ସରକାର ଆକ୍ସନ୍ ପ୍ଲାନ୍ ପ୍ରସ୍ତୁତ କରିଛନ୍ତି । ଡିସେମ୍ବର ସୁଦ୍ଧା ଖାଲି ପଡ଼ିଥିବା ସମସ୍ତ ସରକାରୀ ପଦବୀ ନିମନ୍ତେ ବିଜ୍ଞାପନ ଜାରି କରିବାକୁ ରାଜ୍ୟ […]

1 min read

ଆଇନ ମନ୍ତ୍ରୀ କହିଲେ, ସାର୍ବଜନୀନ ହେବ ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ହତ୍ୟାର ତଦନ୍ତ ରିପୋର୍ଟ

ଭୁବନେଶ୍ବର,୨୬ -୦୮-୨୪ (ପିପିଏସ) : ହିନ୍ଦୁ ଧର୍ମଗୁରୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟାର ବିଚାର ବିଭାଗୀୟ ତଦନ୍ତ କମିଶନ ରିପୋର୍ଟକୁ ରାଜ୍ୟ ସରକାର ଖୁବଶୀଘ୍ର ସାର୍ବଜନୀନ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ଏନେଇ ଆଲୋଚନା ହୋଇସାରିଛି ଓ ନିଷ୍ପତ୍ତି ଖୁବଶୀଘ୍ର ନିଆଯିବ ବୋଲି ଆଜି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏପଟେ ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ହତ୍ୟାର ୧୬ତମ ଶ୍ରାଦ୍ଧବାର୍ଷିକୀରେ ଶତାଧିକ ସାଧୁସନ୍ଥ ଏକଜୁଟ ହୋଇ ତୁରନ୍ତ ଦୋଷୀଙ୍କୁ ଦଣ୍ଡ ପ୍ରଦାନ ଦିଗରେ ବିଜେପି […]

1 min read

ଜନ୍ମାଷ୍ଟମୀର କେନ୍ଦ୍ରମନ୍ତ୍ରୀଙ୍କ ଉପହାର : ଅନୁଗୁଳ ଜିଲ୍ଲା ଆଠମଲ୍ଲିକରେ ୧୦ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ

ଅନୁଗୁଳ/ଭୁବନେଶ୍ବର,୨୬ -୦୮-୨୪ (ପିପିଏସ) : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଜନ୍ମାଷ୍ଟମୀର ପବିତ୍ର ଅବସରରେ ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ବନମାଳିପୁର ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ନୂତନ ଭବନ ଏବଂ ଛାତ୍ରୀନିବାସର ଉଦଘାଟନ ସହ ଶିକ୍ଷା, ସ୍ୱାସ୍ଥ୍ୟ ଓ ସଡ଼କପଥଭିତ୍ତିକ ୯୪.୮୩ କୋଟି ଟଙ୍କା ଅର୍ଥାତ୍ ପାଖାପାଖି ୧୦୦ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପଗୁଡ଼ିକର ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି । ଆଠମଲ୍ଲିକ ବିଧାନସଭାକୁ ପାଖାପାଖି ୧୦୦ କୋଟି ଟଙ୍କାର ଜନ୍ମାଷ୍ଟମୀ ଉପହାର […]

1 min read

ଓଡ଼ିଶାରେ ଚିହ୍ନଟ ହେଲା ବାର୍ଡଫ୍ଲୁ : ଚିକେନ୍ ନଖାଇବାକୁ ପରାମର୍ଶ ଦେଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର,୨୬ -୦୮-୨୪ (ପିପିଏସ) : ରାଜ୍ୟରେ ବାର୍ଡଫ୍ଲୁ ଚିହ୍ନଟ ହେବାପରେ ଆଗାମୀ କିଛିଦିନ ପାଇଁ ଚିକେନ୍ ନଖାଇବା ପାଇଁ ରାଜ୍ୟ ସ୍ୱାସ୍ଥ୍ୟସେବା ନିର୍ଦ୍ଦେଶକ ଡାକ୍ତର ବିଜୟ କୁମାର ମହାପାତ୍ର ପରାମର୍ଶ ଦେଇଛନ୍ତି । ତେବେ ଆତଙ୍କିତ ହେବାର କୌଣସି କାରଣ ନାହିଁ, ସରକାର ସ୍ଥିତିକୁ ନିୟନ୍ତ୍ରଣ ପାଇଁ ଯାହା ପଦକ୍ଷେପ ନେବା ଦରକାର ତାହା ନେଉଛନ୍ତି ବୋଲି ସେ କହିଛନ୍ତି । ଡାକ୍ତର ମହାପାତ୍ର ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ପୂର୍ବରୁ ବାର୍ଡଫ୍ଲୁ ଆସିଛି ଓ […]

1 min read

୩୦ କୋଟି ଟଙ୍କାର ସୁନା ଓ ରୁପା ଜବତ : ଚୋରା ଚାଲାଣବେଳେ ମାଡ଼ିବସିଲା ଜିଏସଟି ବିଭାଗ

ଭୁବନେଶ୍ବର,୨୬ -୦୮-୨୪ (ପିପିଏସ) : ରାଜଧାନୀ ଭୁବନେଶ୍ୱରରେ ସୁନା ଚାଲାଣ ବେଳେ ମାଡ଼ି ବସିଲା ସିଟି ଜିଏସଟି ବିଭାଗ । ରାଜଧାନୀ ଭୁବନେଶ୍ୱରରେ ଟଙ୍କା ବୁହା ଗାଡ଼ିରୁ ୫୦ କେଜି ସୁନା ଓ ୨ କ୍ୱିଣ୍ଟାଲ ରୁପା ଜବତ କରିଛି ଜିଏସଟି ବିଭାଗ । ଏୟାରପୋର୍ଟ ପାଖରୁ ଯାଞ୍ଚ କରି ଧରିଲେ ସିଟି-ଜିଏସ୍‌ଟି ସ୍କ୍ୱାଡ୍‌ । ଜବତ ସୁନା, ରୁପାର ଆନୁମାନିକ ମୂଲ୍ୟ ପ୍ରାୟ ୩୦ କୋଟି ଟଙ୍କା ହେବ ବୋଲି ଜଣାପଡିଛି । ତେବେ ଏତେ […]