1 min read

ଦୁର୍ଗମ ଅଞ୍ଚଳରେ ବିକାଶ ଅପହଞ୍ଚ !

ଯାତାୟତ ପାଇଁ ବିଦ୍ୟୁତ୍‌ ଖୁଣ୍ଟରେ ନିର୍ମିତ ପୋଲ ଭରସା ୨୦୩୬ ମସିହାରେ ଓଡ଼ିଶା ସ୍ବତନ୍ତ୍ର ପ୍ରଦେଶ ଗଠନକୁ ୧୦୦ ବ‌ର୍ଷ ପୂରିବ। ରାଜ୍ୟ ସରକାର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ଜାରି ରଖିଥିବା ବେଳେ ଦୁର୍ଗମ ଓ ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲ୍ଲାରେ ଗମନାଗମନର ବ୍ୟାପକ ଅସୁବିଧା ରହିଛି। ମାଲକାନଗିରି/ଭୁବନେଶ୍ୱର ୨୩-୧୧-୨୦୨୪ (ପିପିଏସ) : ଆଉ ୧୨ ବର୍ଷ ପରେ ଓଡ଼ିଶା ଶତବାର୍ଷିକୀ ପାଳନ କରିବ। ୨୦୩୬ ମସିହାରେ ଓଡ଼ିଶା ସ୍ବତନ୍ତ୍ର ପ୍ରଦେଶ ଗଠନକୁ ୧୦୦ ବ‌ର୍ଷ ପୂରିବ। ରାଜ୍ୟ […]

1 min read

ଦୁର୍ଗମ ଅଞ୍ଚଳରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ଦୋଳାରେ ୮ କିମି ବୁହା ହେଲେ ମହିଳା

ରାଜ୍ୟରେ ଆଜି ବି ଏମିତି ଅନେକ ଦୁର୍ଗମ ଅଞ୍ଚଳ ଅଛି, ଯେଉଁଠି ଲୋକେ ସ୍ବାସ୍ଥ୍ୟସେବାରୁ ବଞ୍ଚିତ ହେବା ସହ ଆମ୍ବୁଲାନ୍‌ସ ଭଳି ଜରୁରୀକାଳୀନ ସେବା ସାତସପନ ପାଲଟିଛି। ଭାତହାଣ୍ଡିରୁ ଗୋଟିଏ ଚିପିବା ନ୍ୟାୟରେ ଏହାର ଜ୍ବଳନ୍ତ ଉଦାହରଣ ପାତ୍ରପୁର/ଭୁବନେଶ୍ୱର ୧୮-୧୧-୨୦୨୪ (ପିପିଏସ) : ରାଜ୍ୟରେ ଆଜି ବି ଏମିତି ଅନେକ ଦୁର୍ଗମ ଅଞ୍ଚଳ ଅଛି, ଯେଉଁଠି ଲୋକେ ସ୍ବାସ୍ଥ୍ୟସେବାରୁ ବଞ୍ଚିତ ହେବା ସହ ଆମ୍ବୁଲାନ୍‌ସ ଭଳି ଜରୁରୀକାଳୀନ ସେବା ସାତସପନ ପାଲଟିଛି। ଭାତହାଣ୍ଡିରୁ ଗୋଟିଏ ଚିପିବା ନ୍ୟାୟରେ […]

1 min read

୩୫ତମ କୋଣାର୍କ ଉତ୍ସବ ନିମନ୍ତେ ପ୍ରସ୍ତୁତି ବୈଠକ।

୧୪ତମ ଆନ୍ତର୍ଜାତିକ ବାଲୁକା କଳାରେ ଯୋଗ ଦେବେ ୭ବିଦେଶୀ କଳାକାର। କୋଣାର୍କ/ଭୁବନେଶ୍ୱର ୧୮-୧୧-୨୦୨୪ (ପିପିଏସ) : ଓଡିଶା କଳା, ସଂସ୍କୃତି, ପରମ୍ପରା  ଓ ପର୍ଯ୍ୟଟନର ବିକାଶ ପାଇଁ ଓଡିଶା ସରକାରଙ୍କ ଦ୍ୱାରା ପରିଚାଳିତ ପର୍ଯ୍ୟଟନ ବିଭାଗ ପକ୍ଷରୁ ପ୍ରତିବର୍ଷ ଡିସେମ୍ବର ୧ରୁ ୫ ପର୍ଯ୍ୟନ୍ତ ଆୟୋଜିତ ହେଉଥିବା ପ୍ରସିଦ୍ଧ ୩୫ତମ କୋଣାର୍କ ଉତ୍ସବ ପାଇଁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଛି। ଡେରି ହେଲେ ମଧ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ସୋମବାର ସନ୍ଧ୍ୟାରେ କୋଣାର୍କ ସ୍ଥିତ ଯାତ୍ରୀନିବାସ ସମ୍ମେଳନୀ […]

1 min read

ବାଣୀବିହାର ପାଲଟିଛି ମିନି ଡମ୍ପିଂୟାର୍ଡ: ହାତ ଟେକିଦେଲେଣି ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ

ଉତ୍କଳ ବିଶ୍ବବିଦ୍ୟାଳୟ ତଥା ବାଣୀବିହାର କ୍ୟାମ୍ପସ୍‌ ପରିସର ବସ୍ତିବାସିନ୍ଦାଙ୍କ ଡମ୍ପିଂୟାର୍ଡ ପାଲଟିଛି। ବିଶ୍ବବିଦ୍ୟାଳୟର ଦକ୍ଷିଣ ଓ ପଶ୍ଚିମ ପାର୍ଶ୍ବକୁ ଲାଗି ଗଢ଼ି ଉଠିଥିବା ବସ୍ତିରେ ଘର ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଭୁବନେଶ୍ୱର ୧୮-୧୧-୨୦୨୪ (ପିପିଏସ) : ଉତ୍କଳ ବିଶ୍ବବିଦ୍ୟାଳୟ ତଥା ବାଣୀବିହାର କ୍ୟାମ୍ପସ୍‌ ପରିସର ବସ୍ତିବାସିନ୍ଦାଙ୍କ ଡମ୍ପିଂୟାର୍ଡ ପାଲଟିଛି। ବିଶ୍ବବିଦ୍ୟାଳୟର ଦକ୍ଷିଣ ଓ ପଶ୍ଚିମ ପାର୍ଶ୍ବକୁ ଲାଗି ଗଢ଼ି ଉଠିଥିବା ବସ୍ତିରେ ଘର ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ପରିଣାମ ସ୍ବରୂପ ଏବେ […]

1 min read

ମୃତ୍ୟୁ ମୁଖରୁ ଫେରେଇ ଆଣିଲେ ଜୀବନ

ଚିକିତ୍ସା ବିଜ୍ଞାନ ଏବଂ କାର୍ଯ୍ୟଦକ୍ଷତାର ଅପୂର୍ବ ସମନ୍ବୟ ସହିତ ଏମ୍‌ସ ଭୁବନେଶ୍ୱରରେ ଏକ ଉତ୍ସର୍ଗୀକୃତ ଡାକ୍ତରୀ ଦଳ ଉନ୍ନତ ଏକ୍ସଟ୍ରାକୋର୍‌ପୋରାଲ୍ କାର୍ଡିଓ-ପୁଲମୋନାରୀ ରେସୁସିଟେସନ୍‌ (ଇ-ସିପିଆର୍‌) ମାଧ୍ୟମରେ ଜଣେ ୨୪ ବର୍ଷ ବୟସ୍କ ଆର୍ମୀ ଯବାନଙ୍କୁ ନିଶ୍ଚିତ ମୃତ୍ୟୁ ମୁଖରୁ ରକ୍ଷା କରିଛନ୍ତି। ଭୁବନେଶ୍ୱର ୧୮-୧୧-୨୦୨୪ (ପିପିଏସ) : ଚିକିତ୍ସା ବିଜ୍ଞାନ ଏବଂ କାର୍ଯ୍ୟଦକ୍ଷତାର ଅପୂର୍ବ ସମନ୍ବୟ ସହିତ ଏମ୍‌ସ ଭୁବନେଶ୍ୱରରେ ଏକ ଉତ୍ସର୍ଗୀକୃତ ଡାକ୍ତରୀ ଦଳ ଉନ୍ନତ ଏକ୍ସଟ୍ରାକୋର୍‌ପୋରାଲ୍ କାର୍ଡିଓ-ପୁଲମୋନାରୀ ରେସୁସିଟେସନ୍‌ (ଇ-ସିପିଆର୍‌) ମାଧ୍ୟମରେ ଜଣେ ୨୪ […]

1 min read

ଆରପାରିରେ ସମୀର ଦେ

ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ ହେବ ଶେଷକୃତ୍ୟ ଆରପାରିରେ ବିଜେପିର ବରିଷ୍ଠ ନେତା ସମୀର ଦେ । ବିଜେପିର ବରିଷ୍ଠ ନେତା ତଥା ତିନି ତିନି ଥର ବିଧାୟକ ସମୀର ଦେ’ ପରଲୋକ । ୬୭ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ସମୀର ଦେଙ୍କ ପରଲୋକ ଘଟିଛି । ତେବେ ଦୀର୍ଘ ଦିନ ଧରି ସେ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ କଟକ, ୧୮-୧୧-୨୦୨୪ (ପିପିଏସ) : ଆରପାରିରେ ବିଜେପିର ବରିଷ୍ଠ ନେତା ସମୀର ଦେ । ବିଜେପିର […]

1 min read

ଚଳିତବର୍ଷ ବାଲିଯାତ୍ରା କଟକ ଉତ୍ସବରେ ଜନସମାଗମକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବସ ଚଳାଚଳ ବ୍ୟବସ୍ଥା

କଟକ ୧୭-୧୧-୨୦୨୪(ପିପିଏସ ) : ଚଳିତ ବର୍ଷ ବାଲିଯାତ୍ରା କଟକ ଉତ୍ସବରେ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ,ଶ୍ରୀ ଭାଉସାହେବ ଶିନ୍ଦେ ଜନସାଧାରଣଙ୍କ ସୁବିଧାରେ ନିଶୁଳ୍କ ଯାତାୟତ ଓ ଗମନାଗମନ ନିମନ୍ତେ ବାଲିଯାତ୍ରା ପଡିଆକୁ ସଂଯୋଗ କରୁଥିବା ରିଂବନ୍ଧ ରାସ୍ତାର ଉଭୟ ପଟୁ ବସ ଚଳାଚଳ ବ୍ୟବସ୍ଥା କରିଛନ୍ତି। ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲାପ୍ରଶାସନ ପକ୍ଷରୁ ଆଞ୍ଚଳିକ ପରିବହନ ଅଧିକାରୀ ବିଡାନାସୀ ଚହଟା ନିକଟସ୍ଥ ଭୁଆସୁଣୀ ଗଡାଠାରୁ ୧୮ଟି ବସ ଏବଂ ବୋଷ ଇଞ୍ଜିିୟରିଙ୍ଗ୍ […]

1 min read

ଚାନ୍ଦ ସାକ୍ଷୀ ବାପ୍ଲା ସାନ୍ତାଳୀ ମାଟ୍ରିମନିକୁ ଉଦଘାଟନ କଲେ ସାଂସଦ ନବ ଚରଣ ମାଝୀ

ସାନ୍ତାଳ ସମ୍ପ୍ରଦାୟର ବିବାହ ପାଇଁ ନୂଆ ଯୁଗ ଆରମ୍ଭ ହୋଇଛି। ପୂର୍ବରୁ କୌଣସି ଯାତ୍ରା କିମ୍ବା ଆଦିବାସୀଙ୍କ କାର୍ଯକ୍ରମରୁ ସେମାନେ ପୁଅ ପାଇଁ ଝିଅ ଖୋଜୁଥିଲେ ଏବେ ମୋବାଇଲରେ ସମସ୍ତ ତଥ୍ୟ ପାଇ ବିବାହ କରି ପାରିବେ। ଯାତ୍ରାରେ ଝିଅ ଦେଖିବା ପରମ୍ପରା ସମାପ୍ତ ହେବ ରାଇରଙ୍ଗପୁର/ଭୁବନେଶ୍ୱର ୧୭-୧୧-୨୦୨୪(ପିପିଏସ ) : ଛୋଟ ଗାଁ ରୁ ବଡ ପ୍ରୟାସ ଏବେ ମନପସନ୍ଦର ବର କନ୍ୟା ବାଛିବା ଏବେ  ସହଜ ‌ହେବ। ବିବାହ ମାଟ୍ରିମୋନି ସହ ଯୋଡି   […]

1 min read

ସେଣ୍ଟ ଜୋନ ଆମ୍ବୁଲାନ୍ସ ସେବା ଲୋଗୋ ଉନ୍ମୋଚନ

କଟକ,୧୬-୧୧-୨୦୨୪(ପିପିଏସ) : ସେଣ୍ଟ ଜୋନ ଆମ୍ବୁଲାନ୍ସ ର ଐତିହାସିକ ବାଲିଯାତ୍ରା ପାଇଁ ୩୨ ତମ ରାଜ୍ୟ ସ୍ତରୀୟ ସେବା କ୍ୟାମ୍ପର ଲୋଗୋ ସମ୍ମାନୀୟ ସାଂସଦ ରତ୍ନ ଶ୍ରୀଯୁକ୍ତ ଭର୍ତୁହରି ମହତାବଙ୍କ କର କମଳରେ ଉନ୍ମୋଚିତ ହୋଇଛି । ଜୀବନ ରକ୍ଷାକାରୀ ଆମୁଲାନ୍ସ ଓ ପ୍ରାଥମିକ ଚିକିତ୍ସା ସେବା ଯୋଗାଇ ଦେଉଥିବା ଅନୁଷ୍ଠାନର ସର୍ବ ଭାରତୀୟ ସ୍ତରରେ ମହାମାନ୍ୟ ରାଷ୍ଟ୍ରପତି ଓ ଓଡ଼ିଶାରେ ମହାମାନ୍ୟ ରାଜ୍ୟପାଳ ଯଥାକ୍ରମେ ସଭାପତି ଅଟନ୍ତି। ଦୀର୍ଘ ୩୨ ବର୍ଷ ଧରି ନିରବଚ୍ଛିନ୍ନ ଭାବେ […]

1 min read

ନୀଳମାଧବ ବସ୍ତି ଉଚ୍ଛେଦ ଓ ଥଇଥାନ: ରାସ୍ତାରେ ବିଜେପି-ବିଜେଡି ମୁହାଁମୁହିଁ

ନୀଳମାଧବ ବସ୍ତି ଉଚ୍ଛେଦ ଓ ଥଇଥାନକୁ ନେଇ ଆଜି ବିଜେଡି ଓ ବିଜେପି କର୍ମୀ ମୁହାଁମୁହିଁ ହୋଇଛନ୍ତି। ବିଏମ୍‌ସିର ୧୩ ନମ୍ବର ୱାର୍ଡ ଧୀନରେ ଆସୁଥିବା ଏହି ବସ୍ତିବାସିନ୍ଦାଙ୍କୁ ଥଇଥାନ କରିବାଲାଗି ଆବାସ ଯୋଜନାରେ ଚିହ୍ନଟ ହୋଇଥିବା ବସ୍ତିବାସିନ୍ଦାଙ୍କୁ ପର୍ଯ୍ୟାୟକ୍ରମେ ଟ୍ରାଞ୍ଜିଟ୍‌ ଭୁବନେଶ୍ୱର ୧୪-୧୧-୨୦୨୪ (ପିପିଏସ ) : ନୀଳମାଧବ ବସ୍ତି ଉଚ୍ଛେଦ ଓ ଥଇଥାନକୁ ନେଇ ଆଜି ବିଜେଡି ଓ ବିଜେପି କର୍ମୀ ମୁହାଁମୁହିଁ ହୋଇଛନ୍ତି। ବିଏମ୍‌ସିର ୧୩ ନମ୍ବର ୱାର୍ଡ ଧୀନରେ ଆସୁଥିବା ଏହି […]