ରାଜନୀତି
ଫେବ୍ରୁଆରି ୧୪ରେ ବିଧାନସଭା ଘେରିବ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ !
ବିଭିନ୍ନ ଦାବି ନେଇ ଆସନ୍ତା ଫେବ୍ରୁଆରି ୧୪ ତାରିଖରେ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ବିଧାନସଭା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବ। ସୋମବାର ଗୋଦାବରୀଶ ଭବନରେ ଅନୁଷ୍ଠିତ ବୈଠକରେ ମହାସଂଘ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଭୁବନେଶ୍ୱର ୨୯-୦୧-୨୦୨୫(ପିପିଏସ ) : ବିଭିନ୍ନ ଦାବି ନେଇ ଆସନ୍ତା ଫେବ୍ରୁଆରି ୧୪ ତାରିଖରେ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ବିଧାନସଭା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବ। ସୋମବାର ଗୋଦାବରୀଶ ଭବନରେ ଅନୁଷ୍ଠିତ ବୈଠକରେ ମହାସଂଘ ପକ୍ଷରୁ […]
ଦେବଗଡ଼ ପୌରାଧ୍ୟକ୍ଷl ଶାନ୍ତିମଞ୍ଜରୀ ଦେଇ ବହିଷ୍କୃତ
ଓଡ଼ିଶା ମୁନିସିପାଲ ଆକ୍ଟ -୧୯୫୦,ଧାରା ୫୩ ଅନୁଯାୟୀ, ଦେବଗଡ଼ ନଗରପାଳିକାର ବିଜେଡି ପୌରାଧ୍ୟକ୍ଷl ଶାନ୍ତିମଞ୍ଜରୀ ଦେଇଙ୍କୁ ତାଙ୍କ ପଦବୀରୁ ବହିଷ୍କୃତ କରାଯାଇଛିl ଓଡ଼ିଶା ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗଙ୍କ ଆଦେଶକ୍ରମେ ପୌରାଧ୍ୟକ୍ଷlଙ୍କୁ ତତକ୍ଷଣାତ ବହିଷ୍କାର କରାଯାଇଛି। ଦେବଗଡ଼/ଭୁବନେଶ୍ୱର ୨୯-୦୧-୨୦୨୫(ପିପିଏସ ) : ଓଡ଼ିଶା ମୁନିସିପାଲ ଆକ୍ଟ -୧୯୫୦,ଧାରା ୫୩ ଅନୁଯାୟୀ, ଦେବଗଡ଼ ନଗରପାଳିକାର ବିଜେଡି ପୌରାଧ୍ୟକ୍ଷl ଶାନ୍ତିମଞ୍ଜରୀ ଦେଇଙ୍କୁ ତାଙ୍କ ପଦବୀରୁ ବହିଷ୍କୃତ କରାଯାଇଛିl ସୂଚନା ଅନୁଯ।ୟୀ, ଓଡ଼ିଶା ସରକାରଙ୍କ ଗୃହ ଓ ନଗର […]
ଧାମରାରେ ଅବତରଣ କଲା ପ୍ରଥମ ବିମାନ
ଭଦ୍ରକ ଜିଲ୍ଲାର ଧାମରାରେ ଆଜି ପ୍ରଥମ ବିମାନ ଅବତରଣ କରିଛି। ଆଗାମୀ ଦିନରେ ଶିଳ୍ପ ବିକାଶରେ ଏହା ସହାୟକ ହେବ ବୋଲି କୁହାଯାଉଛି। ଜିଲ୍ଲାର ବାସୁଦେବପୁର ବ୍ଲକ୍ର ବାଲିମୁଣ୍ଡାଠାରେ ଏହି ବିମାନବନ୍ଦର ରହିଛି। ବାସୁଦେବପୁର/ଧାମରା/ଭୁବନେଶ୍ୱର ୨୯-୦୧-୨୦୨୫(ପିପିଏସ ) : ଭଦ୍ରକ ଜିଲ୍ଲାର ଧାମରାରେ ଆଜି ପ୍ରଥମ ବିମାନ ଅବତରଣ କରିଛି। ଆଗାମୀ ଦିନରେ ଶିଳ୍ପ ବିକାଶରେ ଏହା ସହାୟକ ହେବ ବୋଲି କୁହାଯାଉଛି। ଜିଲ୍ଲାର ବାସୁଦେବପୁର ବ୍ଲକ୍ର ବାଲିମୁଣ୍ଡାଠାରେ ଏହି ବିମାନବନ୍ଦର ରହିଛି। ଆଜି ପୂର୍ବାହ୍ଣ ୧୦ଟା […]
ଖଦୀ ମହୋତ୍ସବ ଉଦଘାଟିତ
କଟକ ୨୯-୦୧-୨୦୨୫(ପିପିଏସ ) : ଗ୍ରାମୀଣ ଭାରତର ଅଭିବୃଦ୍ଧି ଦ୍ୱାରା ହିଁ ଦେଶର ଅଭିବୃଦ୍ଧି ସମ୍ଭବ । ଦେଶର କୋଟି କୋଟି ଗ୍ରାମୀଣ ଜନସାଧାରଣଙ୍କ ଜୀବନକୁ ଉନ୍ନତ କରିବା ତଥା ରୋଜଗାର ବୃଦ୍ଧି କରିବା ଦ୍ୱାରା ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଲକ୍ଷ୍ୟ ପୂରଣ କରାଯାଇପାରିବ । କେନ୍ଦ୍ର ସରକାରଙ୍କ କ୍ଷୁଦ୍ର, ଲଘୁ ଓ ମଧ୍ୟମ ମନ୍ତ୍ରଣାଳୟ ଅଧିନସ୍ଥ ଖଦୀ ଓ ଗ୍ରାମଦ୍ୟୋଗ ଆୟୋଗ ଆନୁକୂଲ୍ୟରେ ଆଜି କଟକ ଖ୍ରୀଷ୍ଟିଆନ ପଡିଆଠାରେ ଉଦଘାଟିତ ରାଜ୍ୟସ୍ତରୀୟ ଖଦୀ […]
ମହିଳା ଉଦ୍ୟୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ସେଲ ପ୍ରତିଷ୍ଠା ହେବ: ମୁଖ୍ୟମନ୍ତ୍ରୀ
ଶିକ୍ଷା ହେଉଛି ମହିଳା ସଶକ୍ତୀକରଣର ଚାବିକାଠି। ଆଗାମୀ ବର୍ଷଗୁଡ଼ିକରେ, ମହିଳାମାନଙ୍କୁ ଉଦ୍ୟୋଗୀ ସଫଳତା ପାଇଁ ଆବଶ୍ୟକ ଦକ୍ଷତା ଏବଂ ଜ୍ଞାନ ପ୍ରଦାନ ପାଇଁ ବିଶେଷ କାର୍ଯ୍ୟକ୍ରମ ଗ୍ରହଣ କରାଯିବ। ଭୁବନେଶ୍ୱର ୨୯-୦୧-୨୦୨୫(ପିପିଏସ ) : ଜୀବନର ଯେକୌଣସି କ୍ଷେତ୍ରରେ ସଫଳ ମହିଳାମାନଙ୍କୁ ସେମାନଙ୍କ ପୁରୁଷ ପ୍ରତିପକ୍ଷଙ୍କ ସହିତ ସମକକ୍ଷ ହେବା ଆନନ୍ଦର ବିଷୟ ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ କୃଷି କ୍ଷେତ୍ରରେ କାମ କରିବା ଠାରୁ ଆରମ୍ଭ କରି କେବଳ […]
ଯୋବ୍ରା ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ
କଟକ ୨୯-୦୧-୨୦୨୫(ପିପିଏସ ) : ଯୋବ୍ରା ହାଇସ୍କୁଲର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସର ମଧ୍ୟରେ ସକାଳ ୧୦ ଘଟିକା ସମୟରେ ପ୍ରଧାନ ଶିକ୍ଷୟିତ୍ରୀ ଡକ୍ଟର ରାଜଶ୍ରୀ ସାହୁଙ୍କ ସଭାପତିତ୍ୱରେ ଉଦ୍ଘାଟକ ରୂପେ ଡାକ୍ତର ଉମେଶ ରାୟଙ୍କ ଦ୍ବାରା ଆରମ୍ଭ ହୋଇ ପୁରସ୍କାର ବିତରଣ କରାଯାଇଥିଲା। ଅପରାହ୍ନର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ କଟକ ସାଂସଦ ଭର୍ତ୍ତୃହରି ମହତାବ, ମୁଖ୍ୟବକ୍ତା ମେୟର ସୁବାସ ସିଂ, ସମ୍ମାନୀୟ ଅତିଥ୍ ରୂପେ ଚୌଦ୍ଵାର କଟକ ବିଧାୟକ ସୌଭିକ ବିଶ୍ଵାଳ, ଲେଫ୍ଟନାନ୍ତି ଦେବବ୍ରତ […]
ଦ୍ଵିତୀୟ ଦିଶା କମିଟି ବୈଠକ ଅନୁଷ୍ଠିତ।
କଟକ ୨୮-୦୧-୨୦୨୫(ପିପିଏସ) : ଜିଲ୍ଲା ପ୍ରଶାସନ ଦ୍ୱାରା ଆୟୋଜିତ ଦ୍ଵିତୀୟ ବିକାଶ ସମନ୍ୱୟ ଏବଂ ତଦାରଖ କମିଟି (ଦିଶା ) କମିଟି ବୈଠକ ଆଜି ପୂର୍ବାହ୍ନରେ ଅଂଶୁପା ହ୍ରଦ ନିକଟସ୍ଥ ପୂର୍ତ୍ତ ବିଭାଗ ଅଧୀନସ୍ଥ ବଙ୍ଗଳା ପରିସରରେ ମାନ୍ୟବର ସାଂସଦ ଭର୍ତ୍ତୃହରି ମହତାବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ସିନ୍ଦଙ୍କ ପ୍ରତ୍ୟକ୍ଷ ତତ୍ୱାବାଧାନରେ ଆୟୋଜିତ ଏହି ବୈଠକରେ ଜିଲ୍ଲା ପରିଷଦ ସଭାପତି କିଶୋର ଚନ୍ଦ୍ର ମିଶ୍ର, କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର […]
ବିକଶିତ ଭାରତରେ ଓଡ଼ିଶାର ଯୋଗଦାନ ଗୁରୁତ୍ବପୂର୍ଣ୍ଣ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଖୁବ୍ ଶୀଘ୍ର ବିକାଶର ଶିଖର ଛୁଇଁବ ଓଡ଼ିଶା। ଓଡ଼ିଶା ସଶକ୍ତ ଓ ସମୃଦ୍ଧ ହେବ। ଭାରତକୁ ବୁଝିବା ପାଇଁ ଓଡ଼ିଶା ହେଉଛି ପ୍ରକୃଷ୍ଟ ସ୍ଥାନ। ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟରେ ପରିଣତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟ ଉତ୍କର୍ଷ ଓଡ଼ିଶା: ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫କୁ ଉଦଘାଟନ କରି ଏହା କହିଛନ୍ତି। ଭୁବନେଶ୍ୱର ୨୮-୦୧-୨୦୨୫(ପିପିଏସ) : ଖୁବ୍ ଶୀଘ୍ର ବିକାଶର ଶିଖର ଛୁଇଁବ ଓଡ଼ିଶା। ଓଡ଼ିଶା ସଶକ୍ତ ଓ ସମୃଦ୍ଧ ହେବ। ଭାରତକୁ ବୁଝିବା […]
ଓଡ଼ିଶାରେ ପୁଞ୍ଜି ନିବେଶ କରନ୍ତୁ : ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାରେ ନିବେଶ ପାଇଁ ଆହ୍ୱାନ ଦେଇ କହିଛନ୍ତି, ମୁଁ ସମସ୍ତଙ୍କୁ ସ୍ୱାଗତ କରୁଛି। ସମସ୍ତେ ଆସନ୍ତୁ ଓଡ଼ିଶାରେ ପୁଞ୍ଜି ନିବେଶ କରନ୍ତୁ | ଏହା ପ୍ରକୃଷ୍ଟ ସମୟ | ଭୁବନେଶ୍ୱର ୨୮-୦୧-୨୦୨୫(ପିପିଏସ) : ଉତ୍କର୍ଷ ଓଡ଼ିଶା ମଞ୍ଚରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସ୍ୱାଗତ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଆଜି ଆମ ପାଇଁ ଗର୍ବ ଓ ଗୌରବର ଦିନ| ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଉତ୍କର୍ଷ ଓଡ଼ିଶାର ଶୁଭାରମ୍ଭ ହେଉଛି | […]
ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫
‘ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫’ରେ ସମ୍ବୋଧିକ କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫କୁ ଉଦ୍ଘାଟନ କରୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ପୂର୍ବ ତୁଳନାରେ ୬ ଗୁଣା ଅଧିକ ଶିଳ୍ପପତି ସାମିଲ ହୋଇଛନ୍ତି। ଇତିହାସ ସାକ୍ଷୀ ଅଛି ଗ୍ଲୋବାଲ ଗ୍ରୋଥରେ ଯେତେବେଳେ ଭାରତର ଅଂଶ ରହିଥିଲା ସେତେବେଳେ ପୂର୍ବ ଭାରତର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଥିଲା। ପୂର୍ବ ଭାରତରେ ଦେଶର ବଡ଼ବଡ଼ ଇଣ୍ଡଷ୍ଟ୍ରିଆଲ ହବ୍ ଥିଲା। ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ବାଗତ କରୁଛନ୍ତି […]