ଜାତୀୟ
ମୋହନଙ୍କୁ ପ୍ରଶଂସା କଲେ ଜୟଶଙ୍କର
କେନ୍ଦ୍ରମନ୍ତ୍ରୀ ଏସ୍ ଜୟଶଙ୍କର କହିଥିଲେ, ପ୍ରବାସୀ ଭାରତୀୟ ଦିବସ ହେଉଛି ପାରିବାରିକ ପୁନର୍ମିଳନ ଭଳି। ଓଡିଶାର କଳା ଓ ସଂସ୍କୃତି ଅନନ୍ୟ। ଓଡିଶା ରାଜ୍ୟର କଳା ଓ ସଂସ୍କୃତି ସାରା ଦେଶରେ ପରିଚିତି ହାସଲ କରିଛି। ନୂଆଦିଲ୍ଲୀ/ଭୁବନେଶ୍ୱର ୩୧-୦୧-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବୈଦେଶିକ ବ୍ୟାପର ମନ୍ତ୍ରୀ ସୁବ୍ରମଣ୍ୟମ ଜୟଶଙ୍କର ପ୍ରଶଂସା କରିଛନ୍ତି। ଗତ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବରର ଜନତା ମଇଦାନରେ ଆୟୋଜିତ ୧୮ତମ ପ୍ରବାସୀ ଭାରତୀୟ ଦିବସ ସଫଳତାର […]
ରାସନ୍କାର୍ଡ ନେଇ ଚେତାବନୀ ଦେଲେ ମନ୍ତ୍ରୀ, ଧରାପଡ଼ିଲେ କାର୍ଯ୍ୟାନୁଷ୍ଠାନ ନେବେ
ଭଲ ଚାକିରି ବା ଭଲ ଦରମା ପାଉଥିବା କର୍ମଚାରୀ ରାସନ୍କାର୍ଡ ଫେରାଇ ଦିଅନ୍ତୁ। ଦୁଇ ଦିନ ତଳେ ୧୨ ହଜାର ସରକାରୀ ଚାକିରିଆ ରାସନ୍କାର୍ଡ ଫେରାଇ ଦେଇଥିବା ଜଣାପଡ଼ିଥିଲା। ଆଜି ଏହି ସଂଖ୍ୟା ୨୦ ହଜାରରେ ପହଞ୍ଚିଛି। ଭୁବନେଶ୍ୱର ୩୧-୦୧-୨୦୨୫(ପିପିଏସ ) : ସରକାରୀ ଚାକିରିଆଙ୍କୁ ଏବେ ରାସନ୍କାର୍ଡ ଭୟ। ପ୍ରତିମାସ ୫ କିଲୋ ଲେଖାଏଁ ମାଗଣାରେ ନେଉଥିବା ଚାଉଳ ଆଉ ନେଇ ପାରିବେ ନାହିଁ। ଧରାପଡ଼ିଗଲେ ଅସୁବିଧାରେ ପଡ଼ିଯିବାର ଭୟ ରହୁଛି। ସେଥି ପାଇଁ ମାତ୍ର […]
ଭୁବନେଶ୍ୱରରେ ଟ୍ରାଫିକ୍ ଭିଡ଼ ହ୍ରାସ ପାଇଁ ପ୍ରାୟ ୭,୦୦୦ କୋଟିର ଯୋଜନା
ଭୁବନେଶ୍ୱରର ସଂପ୍ରସାରଣ ପାଇଁ ଏକ ଆଉଟର୍ ରିଙ୍ଗ୍ ରୋଡ୍ ର ଯୋଜନା ମଧ୍ୟ ପ୍ରସ୍ତୁତ କରାଯାଇଛି। ୧୪୮ କିଲୋମିଟର ବିଶିଷ୍ଟ ଏହି ରିଙ୍ଗ୍ ରୋଡ୍, ୬ ଲେନ୍ ହେବା ସହିତ ୨ଟି ସର୍ଭିସ୍ ରୋଡ୍ ମଧ୍ୟ ରହିବ। ଭୁବନେଶ୍ୱର ୩୧-୦୧-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପୂର୍ତ୍ତ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ରାଜ୍ୟ ସରକାରଙ୍କ ପକ୍ଷରୁ ପରିକଳ୍ପିତ ବିଭିନ୍ନ ନୂତନ ପ୍ରକଳ୍ପ ଗୁଡିକ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ […]
ଜିଲ୍ଲାସ୍ତରୀୟ ଶହୀଦ ଦିବସ
କଟକ ୩୦-୦୧-୨୦୨୫(ପିପିଏସ ) : ଯୁଗ ସହ ତାଳ ଦେଇ ଆମ ଲୋକ ଆଗକୁ ଯାଆନ୍ତୁ। ଜନସାଧାରଣଙ୍କ ଆର୍ଥିକ ଅଭିବୃଦ୍ଧି ହେଉ। ଗାନ୍ଧିଜୀଙ୍କ ଆଦର୍ଶ ଓ ନୀତିରେ ଅନୁପ୍ରାଣିତ ହୋଇ ଦେଶ ତଥା ଜାତିର ଉନ୍ନତି ପାଇଁ ସମସ୍ତେ ଏକଜୁଟ ହୁଅନ୍ତୁ। କୁଷ୍ଠ ନିରାକରଣ, ଅସହାୟଙ୍କୁ ସହାୟତା, ସ୍ଵଛ ଭାରତ ଭଳି ଭଳି ଗାନ୍ଧୀଜିଙ୍କ ଆଦର୍ଶ ଆଜି ମଧ୍ୟ ସମାଜରେ ବେଶ ପ୍ରାସଙ୍ଗିକ।ଜାତିର ପିତା ମହାତ୍ମାଗାନ୍ଧୀଙ୍କ ମହାପ୍ରୟାଣ ଦିବସ ଉପଲକ୍ଷେ ଆଜି ତେଲେଙ୍ଗାପେଣ୍ଠସ୍ଥିତ ଗାନ୍ଧୀ ସ୍ମୃତି ପୀଠଠାରେ […]
ଭିଜିଲାନ୍ସ ଜାଲରେ ପ୍ରକଳ୍ପ ଅଧିକାରୀ
ସୁନ୍ଦରଗଡ଼ ବଣାଇ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ବିଶ୍ବଦର୍ଶୀ ସାହୁ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ତାଙ୍କର ବିଭିନ୍ନ ସମ୍ପତ୍ତିରେ ଭିଜିଲାନ୍ସ ଚଢ଼ଉ ଜାରି ରହିଛି । ତାଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଛି ବଣାଇ/ଭୁବନେଶ୍ୱର ୩୦-୦୧-୨୦୨୫(ପିପିଏସ ) : ସୁନ୍ଦରଗଡ଼ ବଣାଇ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ବିଶ୍ବଦର୍ଶୀ ସାହୁ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ତାଙ୍କର ବିଭିନ୍ନ ସମ୍ପତ୍ତିରେ ଭିଜିଲାନ୍ସ ଚଢ଼ଉ ଜାରି ରହିଛି । ତାଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ […]
ବିକଶିତ ଗାଁ, ବିକଶିତ ଓଡ଼ିଶା ମାର୍ଗଦର୍ଶିକା ଜାରି
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝୀଙ୍କ ସରକାରଙ୍କ ପକ୍ଷରୁ ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି। ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇଛି ଭୁବନେଶ୍ୱର ୩୦-୦୧-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝୀଙ୍କ ସରକାରଙ୍କ ପକ୍ଷରୁ ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି। ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇଛି । ଆସନ୍ତା ଫେବ୍ରୁଆରି ମାସ ୧୫ ତାରିଖ ସୁଦ୍ଧା ପ୍ରତି ଗାଁ […]
୧୫ ଫେବ୍ରୁଆରି ପର୍ଯ୍ୟନ୍ତ ବଢ଼ିଲା ରାସନ କାର୍ଡ ଇ-କେୱାଇସି ସମୟ ସୀମା: ଯୋଗାଣ ମନ୍ତ୍ରୀ
ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ୧୫ ଫେବ୍ରୁଆରି ପର୍ଯ୍ୟନ୍ତ ବଢ଼ିଛି ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି। ପୂର୍ବରୁ ଜାନୁଆରି ୩୧ ସୁଦ୍ଧା ଇ-କେୱାଇସି ଅପଡେଟ୍ ଲାଗି ଶେଷ ତାରିଖ ଭାବେ ସରକାର ଦିନ ଧାର୍ଯ୍ୟ କରିଥିଲେ ଭୁବନେଶ୍ୱର ୩୦-୦୧-୨୦୨୫(ପିପିଏସ ) : ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ୧୫ ଫେବ୍ରୁଆରି ପର୍ଯ୍ୟନ୍ତ ବଢ଼ିଛି ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି।ପୂର୍ବରୁ ଜାନୁଆରି […]
ମହାକୁମ୍ଭକୁ ଓଏସ୍ଆରଟିସି ବସ୍ ବାତିଲ,
ଉତ୍ତରପ୍ରଦେଶର ପ୍ରୟାଗରାଜରେ ଗତ ୧୩ ତାରିଖ ଠାରୁ ଆରମ୍ଭ ହୋଇଥିବା ମହାକୁମ୍ଭ ପାଇଁ ଓଡ଼ିଶା ସରକାରଙ୍କ ଦ୍ବାରା ପରିଚାଳିତ ସରକାରୀ ବସ୍ ସେବା ବାତିଲ କରାଯାଇଛି। ଓଡ଼ିଶା ରାଜ୍ୟ ସଡ଼କ ଓ ପରିବନ ନିଗମ ପକ୍ଷରୁ ସ୍ବତନ୍ତ୍ର ବସ୍ ବାତିଲ୍ ହୋଇଛି। ଭୁବନେଶ୍ୱର ୩୦-୦୧-୨୦୨୫(ପିପିଏସ ) : ଉତ୍ତରପ୍ରଦେଶର ପ୍ରୟାଗରାଜରେ ଗତ ୧୩ ତାରିଖ ଠାରୁ ଆରମ୍ଭ ହୋଇଥିବା ମହାକୁମ୍ଭ ପାଇଁ ଓଡ଼ିଶା ସରକାରଙ୍କ ଦ୍ବାରା ପରିଚାଳିତ ସରକାରୀ ବସ୍ ସେବା ବାତିଲ କରାଯାଇଛି। ଓଡ଼ିଶା ରାଜ୍ୟ […]
ରାସନକାର୍ଡ ଇ-କେୱାଇସି: ପିଓଏସ୍ ମେସିନ୍ରେ ସଫଳ, ୱେବ୍ସାଇଟ୍ରେ ବିଫଳ!
ଜଣେ ହିତାଧିକାରୀ ଯେକୌଣସି ସରକାରୀ ଖୁଚୁରା ବିକ୍ରୟ କେନ୍ଦ୍ରକୁ ଯାଇ ଇ-କେୱାଇସି କରିପାରିବେ। କିନ୍ତୁ ସରକାର କହୁଥିବା କଥା ଓ ତୃଣମୂଳସ୍ତରରେ ହେଉଥିବା କାମ ମଧ୍ୟରେ ଆକାଶ-ପାତାଳ ପାର୍ଥକ୍ୟ। ଭୁବନେଶ୍ୱର ୨୯-୦୧-୨୦୨୫(ପିପିଏସ ) : ବହୁ ଅଯୋଗ୍ୟ ରାସନ୍କାର୍ଡ ହାତେଇଥିବା, ଜାଲ୍ ରାସନ୍କାର୍ଡ ହିତାଧିକାରୀ ଓ ମୃତକଙ୍କ ନାଁରେ ଏବେବି ରାସନ୍ ଉଠାଯାଉଥିବା ସନ୍ଦେହରେ ନୂଆ ସରକାର ଗତବର୍ଷ ଅଗଷ୍ଟ ୨୨ ତାରିଖ ଠାରୁ ଇ-କେୱାଇସି ଯାଞ୍ଚ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି ପ୍ରକ୍ରିୟା ଆଉ ଦିନକ […]
‘ଓଡ଼ିଆ ଚଳଚ୍ଚିତ୍ର ଜଗତର ଇତିହାସ କାଳଜୟୀ ଏବଂ ଏହାର ଭବିଷ୍ୟତ ଉଜ୍ଜଳ ଓ ସ୍ୱର୍ଣ୍ଣିମ’
୧୯୩୬ ମସିହାରେ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର “ସୀତା ବିବାହ” ଓଡ଼ିଆ ଚଳଚ୍ଚିତ୍ର ଜଗତର ମୂଳଦୁଆ ସ୍ଥାପନ କରିଥିଲା। ୧୯୭୪ ମସିହାରେ ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ଓଡ଼ିଶାରେ ଚଳଚ୍ଚିତ୍ର ଶିଳ୍ପର ମାନ୍ୟତା ମିଳିଲା। ବିଗତ କିଛି ବର୍ଷରେ ବହୁ ଓଡ଼ିଆ ଚଳଚ୍ଚିତ୍ର ଜାତୀୟସ୍ତରରେ ମଧ୍ୟ ଖ୍ୟାତି ଓ ପ୍ରସିଦ୍ଧି ଲାଭ କରିଛି। ଭୁବନେଶ୍ୱର ୨୯-୦୧-୨୦୨୫(ପିପିଏସ ) : ୧୯୩୬ ମସିହାରେ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର “ସୀତା ବିବାହ” ଓଡ଼ିଆ ଚଳଚ୍ଚିତ୍ର ଜଗତର ମୂଳଦୁଆ ସ୍ଥାପନ କରିଥିଲା। ୧୯୭୪ ମସିହାରେ […]