ଜୀବନଚର୍ଯ୍ୟା
ସହିଦ ରଘୁ ସଦ୍ଦାର, ପ୍ରତୀକ୍ଷା ଓ ଦମନକୁ ଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର
ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ବିଗତ ୩ ବର୍ଷ ପାଇଁ ଏହି ପୁରସ୍କାର ଘୋଷଣା କରାଯାଇଛି। ବିଶିଷ୍ଟ ଲେଖକ, ନିର୍ଦ୍ଦେଶକ ଓ ନାଟ୍ୟକାର ମୋହନ ସୁନ୍ଦରଦେବ ଗୋସ୍ବାମୀ ପୁରସ୍କାର (ଜୀବନବ୍ୟାପି ସାଧନା ପୁରସ୍କାର) ପାଇଁ ଅନନ୍ତ ମହାପାତ୍ରଙ୍କୁ ଚୟନ କରାଯାଇଛି। ଭୁବନେଶ୍ୱର ୧୪-୧୧-୨୦୨୪ (ପିପିଏସ ) : ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ବିଗତ ୩ ବର୍ଷ (୨୦୨୦, ୨୦୨୧ ଓ ୨୦୨୨) ପାଇଁ ଏହି ପୁରସ୍କାର ଘୋଷଣା କରାଯାଇଛି। ବିଶିଷ୍ଟ […]
ଋତୁସ୍ରାବ ସ୍ୱଚ୍ଛତା ନୀତି ବିଦ୍ୟାଳୟରେ କାର୍ଯ୍ୟକାରୀ ହୋଇଛି: ସୁପ୍ରିମକୋର୍ଟରେ ସରକାରଙ୍କ ସତ୍ୟପାଠ
ବିଦ୍ୟାଳୟରେ ଛାତ୍ରୀମାନଙ୍କ ପାଇଁ ଋତୁସ୍ରାବ ସ୍ୱଚ୍ଛତା ଉପରେ କେନ୍ଦ୍ର ସରକାର ଏକ ଜାତୀୟ ନୀତି ପ୍ରସ୍ତୁତ କରିଛନ୍ତି। ଏହାକୁ ମଧ୍ୟ ଅନୁମୋଦନ କରାଯାଇଛି | ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ନିରାପଦ ମାସିକ ଋତୁସ୍ରାବ ଅଭ୍ୟାସକୁ ପ୍ରୋତ୍ସାହିତ କରିବା ଏହି ନୀତିର ଉଦ୍ଦେଶ୍ୟ ନୂଆଦିଲ୍ଲୀ/ଭୁବନେଶ୍ୱର ୧୩-୧୧-୨୦୨୪(ପିପିଏସ) : ବିଦ୍ୟାଳୟରେ ଛାତ୍ରୀମାନଙ୍କ ପାଇଁ ଋତୁସ୍ରାବ ସ୍ୱଚ୍ଛତା ଉପରେ କେନ୍ଦ୍ର ସରକାର ଏକ ଜାତୀୟ ନୀତି ପ୍ରସ୍ତୁତ କରିଛନ୍ତି। ଏହାକୁ ମଧ୍ୟ ଅନୁମୋଦନ କରାଯାଇଛି। ସରକାର ବୁଧବାର ସୁପ୍ରିମକୋର୍ଟରେ […]
ବଣ୍ଡାଘାଟିର ଦୁର୍ଗମ ଇଲାକାରେ ପହଞ୍ଚିଲା ମୋବାଇଲ୍ ନେଟୱର୍କ ସେବା
ଖଇରପୁଟ ବ୍ଲକର ବଣ୍ଡାଘାଟିର ଅଂଚଳବାସୀଙ୍କ ଅନେକ ଦିନର ଦାବି ପରେ ଦୁର୍ଗମ ଅଞ୍ଚଳରେ ପହଞ୍ଚିଛି ନେଟୱର୍କ ସେବା। ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକର ମୁଦୁଲିପଡ଼ା ପଞ୍ଚାୟତ ଗ୍ରାମାଞ୍ଚଳରେ ନେଟୱର୍କ ଆସିବା ପରେ ୩ ହଜାରରୁ ଊର୍ଦ୍ଧ୍ବ ଲୋକେ ଉପକୃତ ହୋଇଛନ୍ତି। ମାଲକାନଗିରି/ଭୁବନେଶ୍ୱର ୧୩-୧୧-୨୦୨୪(ପିପିଏସ) : ଜିଲ୍ଲାର ଅନ୍ତର୍ଗତ ଖଇରପୁଟ ବ୍ଲକର ବଣ୍ଡାଘାଟିର ଅଂଚଳବାସୀଙ୍କ ଅନେକ ଦିନର ଦାବି ପରେ ଦୁର୍ଗମ ଅଞ୍ଚଳରେ ପହଞ୍ଚିଛି ନେଟୱର୍କ ସେବା। ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକର ମୁଦୁଲିପଡ଼ା ପଞ୍ଚାୟତ ଗ୍ରାମାଞ୍ଚଳରେ ନେଟୱର୍କ […]
ପୁଣି ଟେନ୍ସନ୍ ବଢ଼ାଇଲା ଟିଟିଏସ୍: ଗନ୍ଧେଇଲାଣି ଅଧାସହର
ମାସ କେଇଟା ଯାଇନି। ପୁଣି ଗନ୍ଧେଇଲାଣି ଅଧା ସହର। ସୈନିକ ସ୍କୁଲ ନିକଟ ଟେମ୍ପରାରି ଟ୍ରାଞ୍ଜିଟ୍ ଷ୍ଟେସନ(ଟିଟିଏସ୍) ରେ ସୃଷ୍ଟି ହୋଇଥିବା ଆବର୍ଜନା ପାହାଡ଼ ଏବେ ସହରବାସୀଙ୍କ ନିଦ ହଜାଇ ଦେଲାଣି। ଭୁବନେଶ୍ୱର ୧୦-୧୧-୨୦୨୪(ପିପିଏସ ) : ମାସ କେଇଟା ଯାଇନି। ପୁଣି ଗନ୍ଧେଇଲାଣି ଅଧା ସହର। ସୈନିକ ସ୍କୁଲ ନିକଟ ଟେମ୍ପରାରି ଟ୍ରାଞ୍ଜିଟ୍ ଷ୍ଟେସନ(ଟିଟିଏସ୍) ରେ ସୃଷ୍ଟି ହୋଇଥିବା ଆବର୍ଜନା ପାହାଡ଼ ଏବେ ସହରବାସୀଙ୍କ ନିଦ ହଜାଇ ଦେଲାଣି। ରାତି ହେଉ କି ଦିନ, ସବୁବେଳେ […]
ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ ବିସ୍ମୃତ ଖାଦ୍ୟ ସମ୍ମିଳନୀ ଉଦଘାଟିତ
ଭୁବନେଶ୍ୱର ୧୦-୧୧-୨୦୨୪(ପିପିଏସ ) : ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଭୁବନେଶ୍ୱର ଲୋକସେବା ଭବନରେ ଆୟୋଜିତ ଦୁଇଦିନିଆ ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ ବିସ୍ମୃତ ଖାଦ୍ୟ ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଉଦଘାଟନ କରିଛନ୍ତି। ଏଥିରେ “ଓଡ଼ିଶାର ଶ୍ରୀ ଅନ୍ନ ଓ କୃଷି ଐତିହ୍ୟ” ଶୀର୍ଷକ ବିଷୟବସ୍ତୁ ଉପରେ ଆଲୋଚନା କରାଯିବା ସହ ଖାଦ୍ୟ ନିରାପତ୍ତା ତଥା ଚିରନ୍ତନ କୃଷି ପଦ୍ଧତି ଏବଂ ବିସ୍ମୃତ ଖାଦ୍ୟର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ପ୍ରୋତ୍ସାହନ ଦିଆଯାଉଛି। […]
ଝାଡ଼ଖଣ୍ଡ ନିର୍ବାଚନ: ନିର୍ଣ୍ଣାୟକ ହେବେ ଓଡ଼ିଆ, ଓଡ଼ିଆ ଭାଷା ସୁରକ୍ଷା ମୁଖ୍ୟ ପ୍ରସଙ୍ଗ
ଝାଡ଼ଖଣ୍ଡ ନିର୍ବାଚନ ଯେତିକି ପାଖେଇ ଆସୁଛି, ଓଡ଼ିଆ ଭୋଟରଙ୍କୁ ସେତିକି ଖୋଜା ପଡ଼ୁଛି। ଓଡ଼ିଆ ଭୋଟରଙ୍କୁ ମନେଇବା ପାଇଁ ଓଡ଼ିଆ ନେତାଙ୍କ ଆବଶ୍ୟକତା ପଡ଼ିଛି। ଖାସ୍ ଏଥିପାଇଁ କେନ୍ଦ୍ରମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ମାଳମାଳ ବିଧାୟକ କାମରେ ଲାଗି ପଡ଼ିଛନ୍ତି। କେନ୍ଦୁଝର/ଭୁବନେଶ୍ୱର ୧୦-୧୧-୨୦୨୪(ପିପିଏସ ) : ଝାଡ଼ଖଣ୍ଡ ନିର୍ବାଚନ ଯେତିକି ପାଖେଇ ଆସୁଛି, ଓଡ଼ିଆ ଭୋଟରଙ୍କୁ ସେତିକି ଖୋଜା ପଡ଼ୁଛି। ଓଡ଼ିଆ ଭୋଟରଙ୍କୁ ମନେଇବା ପାଇଁ ଓଡ଼ିଆ ନେତାଙ୍କ ଆବଶ୍ୟକତା ପଡ଼ିଛି। ଖାସ୍ ଏଥିପାଇଁ କେନ୍ଦ୍ରମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ମାଳମାଳ ବିଧାୟକ […]
ଜଳବାୟୁ ପରିବର୍ତ୍ତନ : ଖରାପ ପାଗ ଯୋଗୁଁ ପ୍ରଥମ ୯ ମାସରେ ଦେଶରେ ୩୨୦୦ ମୃତ
ଜଳବାୟୁ ପରିବର୍ତ୍ତନ ନେଇ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି । ରିପୋର୍ଟ ଅନୁଯାୟୀ, ୨୦୨୪ର ପ୍ରଥମ ୯ ମାସରେ ପ୍ରବଳ ଗରମ ଓ ପ୍ରବଳ ବର୍ଷା ଯୋଗୁଁ ୩,୨୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ନୂଆଦିଲ୍ଲୀ/ଭୁବନେଶ୍ୱର ୦୮-୧୧-୨୦୨୪ (ପିପିଏସ) : ଗ୍ଲୋବାଲ ୱାର୍ମିଂର ପ୍ରଭାବ ଦେଶରେ ସ୍ପଷ୍ଟ ଭାବେ ଦେଖିବାକୁ ମିଳୁଛି । ଗତ କିଛି ବର୍ଷ ହେବ ଦେଶର ବିଭିନ୍ନ ସ୍ଥାନରେ ପ୍ରବଳ ଗରମ, ଥଣ୍ଡା ଓ ଅଦିନିଆ ବର୍ଷା ହେଉଛି। ଦେଶରେ ପ୍ରବଳ […]
ବିମାନ ବାତିଲ: ଧାରଣାରେ ବସିଲେ ଯାତ୍ରୀ
ଭୁବନେଶ୍ବର ବିମାନ ବନ୍ଦରରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଭୁବନେଶ୍ବର-ହାଇଦ୍ରାବାଦ ବିମାନ ବାତିଲ ହେବା ନେଇ ଯାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ): ଭୁବନେଶ୍ବର ବିମାନ ବନ୍ଦରରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଭୁବନେଶ୍ବର-ହାଇଦ୍ରାବାଦ ବିମାନ ବାତିଲ ହେବା ନେଇ ଯାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି। ଏହାକୁ ନେଇ ଯାତ୍ରୀମାନେ ବିମାନ ବନ୍ଦରରେ ଧାରଣା ଦେଇଛନ୍ତି। ବିମାନଟି ଗତକାଲି ମଧ୍ୟ ବାତିଲ ହୋଇଥିଲା। ତେବେ ଏହା ଗୁରୁବାର […]
୨୦୨୭ ଶେଷ ସୁଦ୍ଧା ଭୁବନେଶ୍ବର ମେଟ୍ରୋ ଟ୍ରେନ୍ ପ୍ରକଳ୍ପ କାମ ସାରିବାକୁ ଲକ୍ଷ୍ୟ
ଭୁବନେଶ୍ୱର ମେଟ୍ରୋ ଟ୍ରେନ୍ ପ୍ରକଳ୍ପର କାମ ୨୦୨୭ ଶେଷ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ପ୍ରକଳ୍ପ ପାଇଁ ଏବେ ମାଟି ପରୀକ୍ଷା ଚାଲିଛି। ଭୂପୃଷ୍ଠରୁ ୫୦ରୁ ୬୦ ଫୁଟ ତଳୁ ମାଟି ନେଇ ଲ୍ୟାବ୍ରେ ପରୀକ୍ଷା ଚାଲିଛି। ମାଟି ପରୀକ୍ଷା ସରିବା ପରେ ଫାଉଣ୍ଡେସନ୍ କାମ ଆରମ୍ଭ ହେବ। ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : ବହୁ ପ୍ରତୀକ୍ଷିତ ଭୁବନେଶ୍ୱର ମେଟ୍ରୋ ଟ୍ରେନ୍ ପ୍ରକଳ୍ପର କାମ ୨୦୨୭ ଶେଷ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ପ୍ରକଳ୍ପ ପାଇଁ […]
ଆବାସ ଯୋଜନା ସାତସପନ, ଭଙ୍ଗା-ଦଦରା ଘରେ ବିତୁଛି ଜୀବନ
ଗୃହହୀନ ଓ ଚାଳଛପର ଘରେ ଜୀବନ ବିତାଉଥିବା ଗରିବ ପରିବାର ପାଇଁ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା କରିଛନ୍ତି। କିନ୍ତୁ ଏହି ଯୋଜନା ଠିକ୍ଠାକରେ ପରିଚାଳିତ ହେଉନଥିବା ଦୃଷ୍ଟି ଗୋଚର ହେଉଛି। ଯେଉଁମାନଙ୍କୁ ଏହି ଯୋଜନାରେ ସାମିଲ କରାଯିବା ଉଚିତ, ସେମାନେ ଅବହେଳିତ ଅଛନ୍ତି। ଘୁ. ଉଦୟଗିରି/ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ଥିଲା ବାଲାକୁ ମିଳୁଛି ସରକାରୀ ଯୋଜନା। ନଥିଲାବାଲା ଭାଗ୍ୟକୁ ଆଦରି ଭଙ୍ଗା ଦଦରା ଘରେ ଜୀବନ କାଟିବାକୁ ପଡୁଛି। ଏହିଭଳି ଦୃଶ୍ୟ […]