1 min read

ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ

ହାଇଦ୍ରାବାଦ୍‌କୁ ସ୍ଥାନାନ୍ତରିତ ଭୁବନେଶ୍ୱର ୨୮-୦୧-୨୦୨୫(ପିପିଏସ) : ଛତିଶଗଡ଼ ଓ ଆନ୍ଧ୍ରପ୍ରଦେଶର ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ ଥିବାରୁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍‌ପିଟାଲରୁ ହାଇଦ୍ରାବାଦ୍‌ ସ୍ଥାନାନ୍ତରିତ କରାଯାଇଛି। ଶ୍ରୀ ହରିଚନ୍ଦନଙ୍କୁ ଏୟାରଲିଫ୍‌ଟ କରାଯାଇଛି। ହାଇଦ୍ରାବାଦ୍‌ରେ ପହଞ୍ଚିଲା ପରେ ତାଙ୍କୁ ସେଠାରେ ଥିବା ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯିବ। ଶ୍ରୀ ହରିଚନ୍ଦନଙ୍କ ଅସୁସ୍ଥତା ନେଇ ତାଙ୍କର ପୁଅ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଓଡ଼ିଶାର ବରିଷ୍ଠ ରାଜନେତା ତଥା ଛତିଶଗଡ଼ ଓ ଆନ୍ଧ୍ରପ୍ରଦେଶର ପୂର୍ବତନ […]

1 min read

ବ୍ୟାଙ୍କ ଯିବାକୁ ଉପମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

‘ଏନ୍‌ପିସିଆଇଜନିତ ସମସ୍ୟା ଥିଲେ ବ୍ୟାଙ୍କ ଯାଆନ୍ତୁ ମହିଳା, ମିଳିଯିବ ସୁଭଦ୍ରା ଟଙ୍କା’ ଭୁବନେଶ୍ୱର ୨୮-୦୧-୨୦୨୫(ପିପିଏସ) : ରାଜ୍ୟ ସରକାରଙ୍କ ‘ସୁଭଦ୍ରା’ ଯୋଜନାରେ ଏପର୍ଯ୍ୟନ୍ତ ସାମିଲ ହୋଇପାର ନଥିବା ମହିଳା ଆବେଦନକାରୀଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଙ୍ଗଳବାର ସନ୍ଧ୍ୟାରେ ବଡ଼ ଅପଡେଟ୍‌ ଦେଇଛନ୍ତି। ଏନ୍‌ପିସିଆଇ ତ୍ରୁଟି ଯୋଗୁଁ ଯୋଜନାରେ ସାମିଲ ହୋଇପାରି ନଥିବା ମହିଳାମାନେ ବ୍ୟାଙ୍କକୁ ଯାଇ ସମସ୍ୟା ଦୂର କରନ୍ତୁ ବୋଲି ଶ୍ରୀମତୀ ପରିଡ଼ା କହିଛନ୍ତି। ସେ କହିଛନ୍ତି ଯେ, ଏନ୍‌ପିସିଆଇଜନିତ ସମସ୍ୟା ପାଇଁ ଏପର୍ଯ୍ୟନ୍ତ […]

1 min read

ଦେଶର ଅଖଣ୍ଡତା ବଜାୟ ରଖିବା ସହ ସୁଶାସନ ଯୋଗାଇବା ଆମର ପରମ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ସାଧାରଣତନ୍ତ୍ର ଦିବସ-୨୦୨୫ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ କଟକ,୨୭-୦୧-୨୦୨୫-(ପିପିଏସ) : ୭୬ ତମ ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ଆପଣମାନଙ୍କୁ ମୋର ଅଭିନନ୍ଦନ ଜଣାଉଛି । ପ୍ରତ୍ଯେକ ଓଡିଶାବାସୀ, ଦେଶ ତଥା ଦେଶ ବାହାରେ ରହୁଥିବା ପ୍ରତ୍ଯେକ ଭାରତୀୟଙ୍କୁ ଆଜିର ଦିନର ଅନେକ ଅନେକ ଶୁଭେଚ୍ଛା। ଆମେ ଜାଣୁ ଆଧୁନିକ ଭାରତ ଇତିହାସରେ ଦୁଇଗୋଟି ଦିନ ସବୁଠାରୁ ମହତ୍ତ୍ୱପୂର୍ଣ୍ଣ, ୧୫ ଅଗଷ୍ଟ ୧୯୪୭, ଯେଉଁଦିନ ଆମ ଦେଶ ଭାରତ ଏକ ସ୍ଵାଧୀନ ରାଷ୍ଟ୍ର ଭାବେ ଜନ୍ମ ନେଲା ଏବଂ […]

1 min read

ଗାନ୍ଧୀମାର୍ଗରେ ଉଡିଲା ତ୍ରିରଙ୍ଗା : ପତାକା ଉତ୍ତୋଳନ କଲେ ରାଜ୍ୟପାଳ,

ଭୁବନେଶ୍ୱର ୨୭-୦୧-୨୦୨୫-(ପିପିଏସ) : ଭୁବନେଶ୍ଵରରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ଏହି ଅବସରରେ ରାଜଧାନୀର ଗାନ୍ଧୀ ମାର୍ଗରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏଥିସହିତ ରାଜ୍ୟସ୍ତରୀୟ ପରେଡରେ ଅଭିବାଦନ କରିଛନ୍ତି। ଆଜି ସକାଳୁ ଜୟ ହିନ୍ଦ୍ ଧ୍ବନୀରେ ପ୍ରକମ୍ପିତ ହୋଇଥିଲା ଗାନ୍ଧୀ ମାର୍ଗ। ଆଜି ମୁଖ୍ୟ ଆକର୍ଷଣ ସାଜିଥିଲା ଶିବ ତାଣ୍ଡବ ଓ ଅଘୋରୀ ନୃତ୍ୟ। ଘୋଡା ନାଚ ସହ ଢେମ୍ସା, ସମ୍ବଲପୁରୀ , ସାନ୍ତାଳୀ […]

1 min read

ଯୋଜନାବଦ୍ଧ ସହର ସଂଖ୍ୟା ୩୦ ପ୍ରତିଶତକୁ ବୃଦ୍ଧି କରିବାକୁ ଓଡିଶା ସରକାରଙ୍କ ଯୋଜନା: ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ

ବିକଶିତ ଓଡ଼ିଶା ୨୦୩୬ର ଦୃଷ୍ଟିକୋଣ ଅନୁଯାୟୀ ଯୋଜନାବଦ୍ଧ ସହର ସଂଖ୍ୟା ବୃଦ୍ଧି କରିବାକୁ ଲକ୍ଷ୍ୟ ଓଡ଼ିଶା ସରକାର ରଖିଛନ୍ତି। ଏସମ୍ପର୍କରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର କହିଛନ୍ତି ଭୁବନେଶ୍ୱର ୨୭-୦୧-୨୦୨୫-(ପିପିଏସ) : ବିକଶିତ ଓଡ଼ିଶା ୨୦୩୬ର ଦୃଷ୍ଟିକୋଣ ଅନୁଯାୟୀ ଯୋଜନାବଦ୍ଧ ସହର ସଂଖ୍ୟା ବୃଦ୍ଧି କରିବାକୁ ଲକ୍ଷ୍ୟ ଓଡ଼ିଶା ସରକାର ରଖିଛନ୍ତି। ଏସମ୍ପର୍କରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ସୋମବାର କହିଛନ୍ତି। ଭୁବନେଶ୍ୱରରେ ତାଙ୍କ ବିଭାଗ […]

1 min read

ଆଉ ୪ ଦିନ ‘ଇ-କେୱାଇସି’ ଅପଡେଟ୍ : ଯୋଗାଣ ମନ୍ତ୍ରୀ

ଆଉ ୪ ଦିନ ପରେ ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ସରିବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି। ଜାନୁଆରି ୩୧ ସୁଦ୍ଧା ଇ-କେୱାଇସି ଅପଡେଟ୍ ଲାଗି ସରକାର ଦିନ ଧାର୍ଯ୍ୟ କରିଛନ୍ତି ଭୁବନେଶ୍ୱର ୨୭-୦୧-୨୦୨୫-(ପିପିଏସ) : ଆଉ ୪ ଦିନ ପରେ ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ସରିବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି।ଜାନୁଆରି ୩୧ ସୁଦ୍ଧା ଇ-କେୱାଇସି ଅପଡେଟ୍ […]

1 min read

ମନୋଜ ଆହୁଜାଙ୍କୁ ଓଡ଼ିଶାର ମୁଖ୍ୟ ଆବାସିକ କମିସନର ଭାବେ ଅତିରିକ୍ତ ଦାୟିତ୍ବ

ଓଡ଼ିଶାର ମୁଖ୍ୟ ଶାସନ ସଚିବ ମନୋଜ ଅହୁଜାଙ୍କୁ ନୂଆଦିଲ୍ଲୀରେ ଓଡ଼ିଶାର ମୁଖ୍ୟ ଆବାସିକ କମିସନରଙ୍କ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଅହୁଜାଙ୍କୁ ଏହି ଅତିରିକ୍ତ ଦାୟିତ୍ୱରେ ରହିବାକୁ ଅନୁମତି ଦିଆଯାଇଛି ଭୁବନେଶ୍ୱର ୨୭-୦୧-୨୦୨୫-(ପିପିଏସ) : ଓଡ଼ିଶାର ମୁଖ୍ୟ ଶାସନ ସଚିବ ମନୋଜ ଅହୁଜାଙ୍କୁ ନୂଆଦିଲ୍ଲୀରେ ଓଡ଼ିଶାର ମୁଖ୍ୟ ଆବାସିକ କମିସନରଙ୍କ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ୧୯୯୦ ବ୍ୟାଚ୍ ଆଇଏଏସ୍ ଅଧିକାରୀ ମନୋଜ ଆହୁଜାଙ୍କର ସେବା ଅବଧି ୧ ଜାନୁଆରି ୨୦୨୫ ରୁ […]

1 min read

ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ପ୍ରକାଶ ମିଶ୍ରଙ୍କୁ ନିଯୁକ୍ତି

ପୂର୍ବତନ ଡିଜିପି ପ୍ରକାଶ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ମୁଖ୍ୟ ଉପଦେଷ୍ଟା ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ଏହା ଦ୍ବାରା ଏଣିକି ପ୍ରକାଶ ମିଶ୍ରଙ୍କୁ କ୍ୟାବିନେଟ୍ ପାହ୍ୟା ମିଳିବ ଭୁବନେଶ୍ବର: ପୂର୍ବତନ ଡିଜିପି ପ୍ରକାଶ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ମୁଖ୍ୟ ଉପଦେଷ୍ଟା ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ଏହା ଦ୍ବାରା ଏଣିକି ପ୍ରକାଶ ମିଶ୍ରଙ୍କୁ କ୍ୟାବିନେଟ୍ ପାହ୍ୟା ମିଳିବ। ସେ ନିଜର ନିର୍ମଳ ଭାବମୂର୍ତ୍ତି ଓ ସ୍ପଷ୍ଟବାଦୀ ଆଭିମୁଖ୍ୟ ପାଇଁ ପରିଚିତ।  ପ୍ରକାଶ ମିଶ୍ର ପୂର୍ବତନ […]

1 min read

ମଧୁସୂଦନ ପାଢ଼ୀଙ୍କୁ ମୁଖ୍ୟ ନିର୍ବାଚନ କମିସନର ଦାୟିତ୍ବ

ରାଜ୍ୟ ନିର୍ବାଚନ କମିସନର ଭାବେ ଅବସରପ୍ରାପ୍ତ ଆଇଏଏସ୍ ଅଫିସର ମଧୁସୂଦନ ପାଢୀଙ୍କୁ ରାଜ୍ୟ ସରକାର ନୂଆ ଦାୟିତ୍ୱ ଦେଇଛନ୍ତି। ୨୦୨୭ରେ ହେବାକୁଥିବା ପଞ୍ଚାୟତ ନିର୍ବାଚନ ପୂର୍ବରୁ ତାଙ୍କୁ ସରକାର ରାଜ୍ୟର ନୂଆ ନିର୍ବାଚନ କମିସନର ଭାବେ ନିଯୁକ୍ତ କରିଛନ୍ତି ଭୁବନେଶ୍ୱର ୨୭-୦୧-୨୦୨୫-(ପିପିଏସ) :  ରାଜ୍ୟ ନିର୍ବାଚନ କମିସନର ଭାବେ ଅବସରପ୍ରାପ୍ତ ଆଇଏଏସ୍ ଅଫିସର ମଧୁସୂଦନ ପାଢୀଙ୍କୁ ରାଜ୍ୟ ସରକାର ନୂଆ ଦାୟିତ୍ୱ ଦେଇଛନ୍ତି। ୨୦୨୭ରେ ହେବାକୁଥିବା ପଞ୍ଚାୟତ ନିର୍ବାଚନ ପୂର୍ବରୁ ତାଙ୍କୁ  ସରକାର ରାଜ୍ୟର ନୂଆ ନିର୍ବାଚନ […]

1 min read

ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ପାଇଁ ଭୁବନେଶ୍ୱରରେ କଡ଼ା ସୁରକ୍ଷା ବ୍ୟବସ୍ଥା

ଜାନୁଆରି ୨୮ରୁ ଜାନୁଆରି ୩୦ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ଏବଂ ମେକ୍ ଇନ୍ ଓଡିଶା ପ୍ରଦର୍ଶନୀ ପାଇଁ ବିସ୍ତୃତ ସୁରକ୍ଷା ବ୍ୟବସ୍ଥା କରାଯାଇଛି ବୋଲି ଭୁବନେଶ୍ୱର ଡିସିପି ପିନାକ ମିଶ୍ର ସୂଚନା ଦେଇଛନ୍ତି ଭୁବନେଶ୍ୱର ୨୭-୦୧-୨୦୨୫-(ପିପିଏସ) : ଜାନୁଆରି ୨୮ରୁ ଜାନୁଆରି ୩୦ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ଏବଂ ମେକ୍ ଇନ୍ ଓଡିଶା ପ୍ରଦର୍ଶନୀ ପାଇଁ ବିସ୍ତୃତ ସୁରକ୍ଷା ବ୍ୟବସ୍ଥା କରାଯାଇଛି ବୋଲି ଭୁବନେଶ୍ୱର ଡିସିପି […]