ଓଡିଶା
ଖରିଫ ଋତୁରେ ୧୫.୬୫ ଲକ୍ଷ ଚାଷୀଙ୍କଠାରୁ ୭୦ ଲକ୍ଷ ମେଟ୍ରିକ୍ ଟନ୍ ଧାନ ସଂଗ୍ରହ
ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଲୋକସେବା ଭବନରେ ବିଭାଗର ବିଭିନ୍ନ କାର୍ଯ୍ୟକଳାପ ଏବଂ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ରାଜ୍ୟରେ ଚଳିତ ଖରିଫ ଋତୁରେ ଏପର୍ଯ୍ୟନ୍ତ ପ୍ରାୟ ୧୫.୬୫ ଲକ୍ଷ ଚାଷୀଙ୍କଠାରୁ ୭୦ ଲକ୍ଷ ମେଟ୍ରିକ୍ ଟନ୍ (ଏଲଏମଟି) ଧାନ ସଂଗ୍ରହ କରାଯାଇଛି ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଲୋକସେବା ଭବନରେ ବିଭାଗର ବିଭିନ୍ନ କାର୍ଯ୍ୟକଳାପ ଏବଂ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ।ଏହି ବୈଠକରେ […]
ଅପରାଧିଙ୍କୁ କ୍ଷମା ଦିଆଯିବନି:ଡିଆଇଜି ଅଖିଳେଶ୍ବର ସିଂ
କୌଣସି ପରିସ୍ଥିତିରେ ଅପରାଧ, ଅପରାଧି ଏବଂ ଅପରାଧ କରିବାକୁ ଉସୁକାଉଥିବା ବ୍ୟକ୍ତିଙ୍କୁ କ୍ଷମା ଦିଆଯିବନି ବୋଲି ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି ଅଖିଳେଶ୍ବର ସିଂ କହିଛନ୍ତି। ଗତ କିଛି ଦିନ ହେବ କୋରାପୁଟ ଜିଲ୍ଲା ସମେତ ତାଙ୍କ ରେଞ୍ଜର ଅନ୍ୟ ଜିଲ୍ଲା ଗୁଡିକରେ ଅପରାଧିମାନଙ୍କର ସାମାନ୍ୟ ଗତିବିଧି ବଢ଼ିଛି କୋରାପୁଟ/ଭୁବନେଶ୍ୱର ୦୮-୦୩-୨୦୨୫(ପିପିଏସ) : କୌଣସି ପରିସ୍ଥିତିରେ ଅପରାଧ, ଅପରାଧି ଏବଂ ଅପରାଧ କରିବାକୁ ଉସୁକାଉଥିବା ବ୍ୟକ୍ତିଙ୍କୁ କ୍ଷମା ଦିଆଯିବନି ବୋଲି ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି ଅଖିଳେଶ୍ବର ସିଂ କହିଛନ୍ତି। ଗତ କିଛି […]
ଜୟନାରାୟଣଙ୍କ ବିବାଦୀୟ ମନ୍ତବ୍ୟ
ଓଡ଼ିଶାରେ ମିଶି ବଡ଼ ଭୁଲ୍ କରିଦେଲୁ ସମ୍ବଲପୁର/ଭୁବନେଶ୍ୱର ୦୮-୦୩-୨୦୨୫(ପିପିଏସ) : ବିଜେପି ବିଧାୟକ ଜୟନାରାୟଣ ମିଶ୍ର ବିବାଦୀୟ ମନ୍ତବ୍ୟ ପୁଣି ରାଜ୍ୟ ରାଜନୀତିକୁ ସରଗରମ କରିଛି। ସମ୍ବଲପୁରରେ ସୁଭଦ୍ରା କାର୍ଯ୍ୟକ୍ରମରେ ଯୋଗଦେଇ ଜୟନାରାୟଣ ଉତ୍କଳ ଏବଂ କୋଶଳ ପ୍ରସଙ୍ଗ ସମ୍ପର୍କରେ କହିଛନ୍ତି ।କୋଶଳ କି କଳିଙ୍ଗର ଜୟଗାନ ହେଉନାହିଁ ବୋଲି ସେ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି, ଉତ୍କଳ କହିଲେ କେବଳ କଟକ, ପୁରୀ ଓ ବାଲେଶ୍ୱରକୁ ବୁଝାଉଛି । ଯେତେବେଳେ ଓଡ଼ିଶା ରାଜ୍ୟ ଉତ୍କଳ, କୋଶଳ […]
କାହାଯୋଗୁ ରାଜା ଚକ୍ର ବଳିୟାନ ହୋଇଥିଲେ: ମମତା ଖୋଲି କହିଲେ
କାହାଯୋଗୁ ରାଜା ଚକ୍ର ବଳିୟାନ ହୋଇଥିଲେ ସେ ସମ୍ପର୍କରେ ବିଜେପି ସାଂସଦ ମମତା ଖୋଲି କହିଛନ୍ତି। ଯାହା ଦ୍ବାରା ସେ ଓଡ଼ିଶାର ଖଣିଜ ସମ୍ପଦରେ ସମୃଦ୍ଧ କେନ୍ଦୁଝରରେ ବଳିୟାନ ହୋଇପାରିଛନ୍ତି ଭୁବନେଶ୍ୱର ୦୮-୦୩-୨୦୨୫(ପିପିଏସ) : ବିଜୁ ଜନତା ଦଳ (ବିଜେଡି)କୁ ଭାରତୀୟ ଜନତା ପାର୍ଟି (ବିଜେପି) ସାଂସଦ ମମତା ମହାନ୍ତ ଘେରିଛନ୍ତି। କାହାଯୋଗୁ ରାଜା ଚକ୍ର ବଳିୟାନ ହୋଇଥିଲେ ସେ ସମ୍ପର୍କରେ ବିଜେପି ସାଂସଦ ମମତା ଖୋଲି କହିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ, ଏବେ ଇଓଡବ୍ଲୁ […]
ମାଲକାନଗିରି ଜିଲ୍ଲାରେ ସୁଭଦ୍ରା ଦ୍ଵିତୀୟ କିସ୍ତି ପାଇଲେ ୧୩୪୬୧୦ ମହିଳା
ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ମାଲ୍ୟବନ୍ତ ଛାତ୍ରାବାସ ପରିସରରେ ସୁଭଦ୍ରା ଦ୍ୱିତୀୟ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ରାଜ୍ୟ ସରକାରଙ୍କ ଏହି ଯୋଜନା ଦ୍ଵାରା ମାତୃଶକ୍ତିଙ୍କ ବିକାଶ ହୋଇପାରିଛି ମାଲକାନଗିରି/ଭୁବନେଶ୍ୱର ୦୮-୦୩-୨୦୨୫(ପିପିଏସ) : ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ମାଲ୍ୟବନ୍ତ ଛାତ୍ରାବାସ ପରିସରରେ ସୁଭଦ୍ରା ଦ୍ୱିତୀୟ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ମୁଖ୍ୟ ଅତିଥି ଭାବେ ମାଲକାନଗିରି ବିଧାୟକ ନରସିଂହ ମାଡକାମୀ ଯୋଗ ଦେଇ ଥିଲେ।ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ […]
୧ କୋଟି ୬୩ ହଜାର ହିତାଧିକାରୀଙ୍କ ଖାତାକୁ ଆସିଲା ସୁଭଦ୍ରା ଦ୍ଵିତୀୟ କିସ୍ତି ଟଙ୍କା
ଆଜି ମହିଳା ଦିବସ ଅବସରରେ (ମାର୍ଚ୍ଚ ୮) ମହିଳାମାନଙ୍କୁ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ଟଙ୍କା ମିଳିଛି | ବ୍ରହ୍ମପୁରର ଆମ୍ବପୁଆରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କିସ୍ତି ଟଙ୍କା ପ୍ରଦାନ କରିଛନ୍ତି| ବ୍ରହ୍ମପୁର/ଭୁବନେଶ୍ୱର ୦୮-୦୩-୨୦୨୫(ପିପିଏସ) : ଆଜି ମହିଳା ଦିବସ ଅବସରରେ (ମାର୍ଚ୍ଚ ୮) ମହିଳାମାନଙ୍କୁ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ଟଙ୍କା ମିଳିଛି | ବ୍ରହ୍ମପୁରର ଆମ୍ବପୁଆରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି […]
୧୦ ମାର୍ଚ୍ଚରୁ ପିଜି ନାମଲେଖା ପ୍ରକ୍ରିୟା ଆରମ୍ଭ
ଓଡ଼ିଶା ସରକାର ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ସ୍ନାତକୋତ୍ତର (ପିଜି) ନାମଲେଖା ପ୍ରକ୍ରିୟା ଯଥାଶୀଘ୍ର ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପିଜି ପ୍ରୋଗ୍ରାମରେ ନାମ ଲେଖାଇବାକୁ ଚାହୁଁଥିବା ଛାତ୍ରଛାତ୍ରୀମାନଙ୍କୁ ସାଧାରଣ ପିଜି ପ୍ରବେଶିକା ପରୀକ୍ଷା (ସିପିଇଟି) ଦେବାକୁ ପଡିବ ଭୁବନେଶ୍ୱର ୦୭-୦୩-୨୦୨୫ (ପିପିଏସ ) : ଓଡ଼ିଶା ସରକାର ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ସ୍ନାତକୋତ୍ତର (ପିଜି) ନାମଲେଖା ପ୍ରକ୍ରିୟା ଯଥାଶୀଘ୍ର ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି।ଏକ ସରକାରୀ ପ୍ରେସ୍ ରିଲିଜ୍ ଅନୁଯାୟୀ, ଏହି ପଦକ୍ଷେପର ଅଂଶ ସ୍ୱରୂପ, ସାଧାରଣ […]
ଗାଁ ନଛାଡିଲେ ମୃତ୍ୟୁଦଣ୍ଡ
ମାଲକାନଗିରି ସୀମାନ୍ତ ଛତିଶଗଡରେ ପୁଣି ନକ୍ସଲଙ୍କ ଦାଦାଗିରି ଦେଖିବାକୁ ମିଳିଛି। ଦୁଇ ଗାଁର ୮ ପରିବାରକୁ ଗାଁ ଛାଡିବାକୁ ଚେତାବନୀ ଦେଇଛନ୍ତି ନକ୍ସଲ। ଗାଁ ନଛାଡିଲେ ମୃତ୍ୟୁ ଦଣ୍ଡ ଭୋଗିବେ ବୋଲି ନକ୍ସଲ ଧମକ ଦେଇଛନ୍ତି ମାଲକାନଗିରି/ଭୁବନେଶ୍ୱର ୦୭-୦୩-୨୦୨୫ (ପିପିଏସ ) : ମାଲକାନଗିରି ସୀମାନ୍ତ ଛତିଶଗଡରେ ପୁଣି ନକ୍ସଲଙ୍କ ଦାଦାଗିରି ଦେଖିବାକୁ ମିଳିଛି। ଦୁଇ ଗାଁର ୮ ପରିବାରକୁ ଗାଁ ଛାଡିବାକୁ ଚେତାବନୀ ଦେଇଛନ୍ତି ନକ୍ସଲ। ତୁରନ୍ତ ଗାଁ ନଛାଡିଲେ ମୃତ୍ୟୁ ଦଣ୍ଡ ଭୋଗିବେ ବୋଲି […]
ଅବସର ପୂର୍ବରୁ ହଟହଟା
କଟକ ଏସ୍ଟିଏ କାର୍ଯ୍ୟାଳୟର ଡେପୁଟି କମିସନର୍ ପ୍ରଦୀପ ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ କଟକ/ଭୁବନେଶ୍ୱର ୦୭-୦୩-୨୦୨୫ (ପିପିଏସ ) : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି କଟକ ଏସ୍ଟିଏ କାର୍ଯ୍ୟାଳୟର ଡେପୁଟି କମିସନର୍ ପ୍ରଦୀପ ମହାନ୍ତିଙ୍କୁ ଭିଜିଲାନ୍ସ ଗିରଫ କରିଥିବା ଜଣାଯାଇଛି। ଗତକାଲି ପ୍ରଦୀପ ମହାନ୍ତିଙ୍କ ଘର ସମେତ ୯ଟି ଠିକଣାରେ ଭିଜିଲାନ୍ସ ଟିମ୍ ଚଢ଼ଉ କରିଥିଲା। ଶ୍ରୀ ମହାନ୍ତିଙ୍କ ଭୁବନେଶ୍ବର ମୈତ୍ରୀବିହାରସ୍ଥିତ ଘର, ଖୋର୍ଦ୍ଧା ଟାଙ୍ଗୀସ୍ଥିତ ପୈତୃକଘର, କଟକସ୍ଥିତ ସରକାରୀ କାର୍ଯ୍ୟାଳୟ, ଖୋର୍ଦ୍ଧା, […]
ରାଜ୍ୟରେ ହ୍ୱାଟ୍ସଆପ୍-ଭିତ୍ତିକ ନାଗରିକ ସେବା ଆରମ୍ଭ ହେବ: ଓଡ଼ିଶା ସରକାର ଏବଂ ମେଟା ମଧ୍ୟରେ ଚୁକ୍ତି
ଓଡ଼ିଶା ସରକାର ଏବଂ ମେଟା ଏକ ଏକୀକୃତ ହ୍ୱାଟ୍ସଆପ୍ ଚାଟବଟ୍ ଆରମ୍ଭ କରିବାକୁ ଚୁକ୍ତି କରିଛନ୍ତି ଯାହା ରାଜ୍ୟର ୪୫ ନିୟୁତରୁ ଅଧିକ ଲୋକଙ୍କୁ ସମସ୍ତ ସାର୍ବଜନୀନ ସେବା ପ୍ରଦାନ କରିବାକୁ ସକ୍ଷମ ହେବ ଭୁବନେଶ୍ୱର ୦୭-୦୩-୨୦୨୫ (ପିପିଏସ ) : ଓଡ଼ିଶା ସରକାର ଏବଂ ମେଟା ଏକ ଏକୀକୃତ ହ୍ୱାଟ୍ସଆପ୍ ଚାଟବଟ୍ ଆରମ୍ଭ କରିବାକୁ ଚୁକ୍ତି କରିଛନ୍ତି ଯାହା ରାଜ୍ୟର ୪୫ ନିୟୁତରୁ ଅଧିକ ଲୋକଙ୍କୁ ସମସ୍ତ ସାର୍ବଜନୀନ ସେବା ପ୍ରଦାନ କରିବାକୁ ସକ୍ଷମ ହେବ। […]
