1 min read

ଭୁଶୁଡ଼ିଲା ବୁଲେଟ ଟ୍ରେନ ପାଇଁ ନିର୍ମାଣାଧୀନ ପୋଲ : ୨ ମୃତ

ଅହମ୍ମଦାବାଦ-ମୁମ୍ବାଇ ବୁଲେଟ୍ ଟ୍ରେନ୍ ପ୍ରକଳ୍ପ ନିର୍ମାଣକାର୍ଯ୍ୟ ଚାଲିଥିବା ସମୟରେ ଏକ ଦୁର୍ଘଟଣା ଘଟିଛି। ଗୁଜରାଟର ଆନନ୍ଦରେ ଏକ ନିର୍ମାଣାଧୀନ ପୋଲ ଭୁଶୁଡ଼ି ପଡ଼ିଛି। ଏହାଫଳରେ ଏପର୍ଯ୍ୟନ୍ତ ମିଳିଥିବା ସୂଚନା ଅନୁସାରେ ୨ ଜଣ ଶ୍ରମିକ ପ୍ରାଣ ହରାଇଛନ୍ତି ।  ଅହମଦାବାଦ/ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ଅହମ୍ମଦାବାଦ-ମୁମ୍ବାଇ ବୁଲେଟ୍ ଟ୍ରେନ୍ ପ୍ରକଳ୍ପ ନିର୍ମାଣକାର୍ଯ୍ୟ ଚାଲିଥିବା ସମୟରେ ଏକ ଦୁର୍ଘଟଣା ଘଟିଛି। ଗୁଜରାଟର ଆନନ୍ଦରେ ଏକ ନିର୍ମାଣାଧୀନ ପୋଲ ଭୁଶୁଡ଼ି ପଡ଼ିଛି। ଏହାଫଳରେ ଏପର୍ଯ୍ୟନ୍ତ ମିଳିଥିବା ସୂଚନା ଅନୁସାରେ […]

1 min read

ପୁଣି ବୋମା ଆତଙ୍କ: ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କଲା ବିମାନ

ପୁଣି ବିମାନରେ ବୋମା ଆତଙ୍କ ଖେଳିଯିବାରୁ ଭୁବନେଶ୍ୱର ବିମାନବନ୍ଦରରେ ଇଣ୍ଡିଗୋ ବିମାନର ହେଲା ଜରୁରୀ ଅବତରଣ କରିଥିବାର ଖବର ମିଳିଛି। ଭୁବନେଶ୍ବରରୁ ଦିଲ୍ଲୀ ଅଭିମୁଖେ ଉଡାଣ ଭରୁଥିବା ବେଳେ କଲା ଜରୁରୀ ଅବତରଣ କରିଛି ବିମାନ। ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ପୁଣି ବିମାନରେ ବୋମା ଆତଙ୍କ ଖେଳିଯିବାରୁ ଭୁବନେଶ୍ୱର ବିମାନବନ୍ଦରରେ ଇଣ୍ଡିଗୋ ବିମାନର ହେଲା ଜରୁରୀ ଅବତରଣ କରିଥିବାର ଖବର ମିଳିଛି। ଭୁବନେଶ୍ବରରୁ ଦିଲ୍ଲୀ ଅଭିମୁଖେ ଉଡାଣ ଭରୁଥିବା ବେଳେ କଲା ଜରୁରୀ ଅବତରଣ […]

1 min read

ନନ୍ଦନକାନନ ଏକ୍ସପ୍ରେସ ଉପରକୁ ଗୁଳିମାଡ଼, କାରଣ ଅସ୍ପଷ୍ଟ

ନୂଆଦିଲ୍ଲୀରୁ ପୁରୀ ଅଭିମୁଖେ ଆସୁଥିବା ନନ୍ଦନକାନନ ଏକ୍ସପ୍ରେସ ଟ୍ରେନ ଆଜି ସକାଳ ସା୍ଢ଼େ ୯ଟାରୁ ୧୦ଟା ଭିତରେ ଗୁଳିମାଡ଼ ହୋଇଥିବାର ଖବର ମିଳିଛି। ଭଦ୍ରକ-ବାଉଦପୁର ସେକସନ୍ ମଝିରେ ଏହି ଗୁଳିମାଡ଼ ହୋଇଥିବା ଜଣାଯାଇଛି। ଭଦ୍ରକ/ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ନୂଆଦିଲ୍ଲୀରୁ ପୁରୀ ଅଭିମୁଖେ ଆସୁଥିବା ନନ୍ଦନକାନନ ଏକ୍ସପ୍ରେସ ଟ୍ରେନ ଆଜି ସକାଳ ସା୍ଢ଼େ ୯ଟାରୁ ୧୦ଟା ଭିତରେ ଗୁଳିମାଡ଼ ହୋଇଥିବାର ଖବର ମିଳିଛି। ଭଦ୍ରକ-ବାଉଦପୁର ସେକସନ୍ ମଝିରେ ଏହି ଗୁଳିମାଡ଼ ହୋଇଥିବା ଜଣାଯାଇଛି। ଏନେଇ ସମ୍ପୃକ୍ତ […]

1 min read

କଟକଣାକୁ ଫୁ,ବୁଲୁଛି ମାଳ ମାଳ ଯନ୍ତ୍ର ଚାଳିତ ଡଙ୍ଗା

ଚନ୍ଦ୍ରଭାଗା କୂଳରେ ଅଲିଭି ରିଡ଼ଲେଙ୍କ ମୃତ ଦେହ। କୋଣାର୍କ/ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : ଅଲିଭ ରିଡଲେ କଇଁଛ ସୁରକ୍ଷା ନାମକୁ ମାତ୍ର। ଚନ୍ଦ୍ରଭାଗାରୁ ଇକୋ ରିଟ୍ରିଟ ପର୍ଯ୍ୟନ୍ତ ବେଳାଭୂମିରେ ଅଲିଭ ରିଡ଼ଲେ କଇଁଛ ମରି ପଡିଥିବା ଦେଖିବାକୁ ମିଳିଛି। ନଭେମ୍ବର ୧ ତାରିଖ ଠାରୁ ମେ ମାସ ପର୍ଯ୍ୟନ୍ତ  ଅଲିଭରିଡ଼ଲଙ୍କ ସଙ୍ଗମ ଓ ଅଣ୍ଡା ଦେବା ଯୋଗୁଁ ସମୁଦ୍ରର ନିର୍ଦ୍ଧିଷ୍ଟ ଅଞ୍ଚଳରେ ଯନ୍ତ୍ର ଚାଳିତ ଡଙ୍ଗା, ଟ୍ରଲର ଚଳାଚଳା କରିବାକୁ କଟକଣା କରାଯାଇଛି।ଏହି ସମୟରେ ମାଳମାଳ ଅଲିଭ […]

1 min read

କାର ଭିତରେ ଖେଳୁ ଖେଳୁ ଲକ୍‌ କରିଦେଲେ ଡୋର୍‌, ଚାଲିଗଲା ୪ ଶିଶୁଙ୍କ ଜୀବନ

ଗୁଜୁରାଟ/ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : କାର୍ ଡୋର ଖୋଲା ରଖିବା କେତେ ବିପଦପୂର୍ଣ୍ଣ ହୋଇଥାଏ ତାହା ଦେଖିବାକୁ ମିଳିଛି ଗୁଜରାଟର ଏକ ଘଟଣାରୁ। କାର ଭିତରେ ଅଣନିଃଶ୍ଵାସୀ ହୋଇ ଚାଲିଯାଇଛି ୪ ଶିଶୁଙ୍କ ଜୀବନ। ସମସ୍ତ ଶିଶୁଙ୍କ ବୟସ ୨ରୁ ୭ ବର୍ଷ ମଧ୍ୟରେ। ଗୁଜରାଟର ଅମରେଲି ଅନ୍ତର୍ଗତ ରନ୍ଧିୟା ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି।ପୁଲିସ ସୂଚନା ଅନୁସାରେ, ପିଲମାନଙ୍କର ପରିବାର ଲୋକେ ସେମାନଙ୍କୁ ଘରେ ଛାଡ଼ି ଗାଁର ଏକ ଫାର୍ମ ହାଉସକୁ କାମ କରିବାକୁ […]

1 min read

କଟକ ଏସସିବିରେ ରାଗିଂ ଅଭିଯୋଗ, ତଦନ୍ତ ଆରମ୍ଭ

କଟକ,୦୪-୧୧-୨୦୨୪ (ପିପିଏସ) : କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ (ଏସସିବି ମେଡ଼ିକାଲ କଲେଜ)ରେ ରାଗିଂ ଅଭିଯୋଗ ହୋଇଛି। ଏମବିବିଏସ ପ୍ରଥମ ବର୍ଷ ଛାତ୍ର ତାଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି। ଏସସିବି ମେଡ଼ିକାଲ କଲେଜର ଶେଷ ବର୍ଷ ଛାତ୍ରଙ୍କ ନାମରେ ସେ ରାଗିଂ ଅଭିଯୋଗ ଆଣିଛନ୍ତି। ଛାତ୍ରଙ୍କ ଅଭିଯୋଗକୁ ଗ୍ରହଣ କରିବା ସହ ଏସସିବି ଆଣ୍ଟି ରାଗିଂ କମିଟିର ତଦନ୍ତ ଆରମ୍ଭ କରିଛି। ଅଭିଯୋଗକାରୀ ଛାତ୍ର ଦେଇଥିବା ଅଭିଯୋଗ ଆଧାରରେ ତଦନ୍ତ ଆରମ୍ଭ […]

1 min read

କୋଏଲନଦୀରେ ବୁଡ଼ି ପଞ୍ଚମ ଶ୍ରେଣୀ ଛାତ୍ର ନିଖୋଜ

କୋଏଲ ନଦୀରେ ଆଜି ପୁଣି ଜଣେ ନାବାଳକ ନିଖୋଜ ହୋଇଯାଇଛନ୍ତି। ସ୍କୁଲ ବନ୍ଧୁଙ୍କ ସହ ଗାଧେଇବାକୁ ଯାଇଥି‌ବାବେଳେ ଏହି ଅଘଟଣ ଘଟିଥିଲା। ଏକାସାଙ୍ଗରେ ତିନି ଜଣ ସାଙ୍ଗ ବୁଡ଼ିଯାଇଥିଲେ। -ସୁରକ୍ଷିତ ଉଦ୍ଧାରହେଲେ ୨ ନାବାଳକ ରାଉରକେଲା/ଭୁବନେଶ୍ୱର ୦୩-୧୧-୨୦୨୪(ପିପିଏସ ) : ଆଜି ପୁଣି ଜଣେ ନାବାଳକ କୋଏଲ ନଦୀରେ ନିଖୋଜ ହୋଇଯାଇଛନ୍ତି। ସ୍କୁଲ ବନ୍ଧୁଙ୍କ ସହ ଗାଧେଇବାକୁ ଯାଇଥି‌ବାବେଳେ ଏହି ଅଘଟଣ ଘଟିଥିଲା। ଏକାସାଙ୍ଗରେ ତିନି ଜଣ ସାଙ୍ଗ ବୁଡ଼ିଯାଇଥିଲେ। ତେବେ ୨ ଜଣ ନାବାଳକଙ୍କୁ ସ୍ଥାନୀୟ […]

1 min read

ଅସ୍ବାଭାବିକ ଭାବେ ୫୦ଟି ହାତୀର ମୃତ୍ୟୁ ନେଇ ତଦନ୍ତ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଜଙ୍ଗଲ, ପରିବେଶ ଓ ଜଳବାୟୁ ମନ୍ତ୍ରୀ ଗଣେଶ ରାମ ସିଂହଖୁଣ୍ଟିଆ ରାଜ୍ୟରେ ଅସ୍ବାଭାବିକ ହାତୀ ମୃତ୍ୟୁ ଘଟଣା ନେଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଶ୍ରୀ ସିଂହଖୁଣ୍ଟିଆ ନିଜ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି। ଭୁବନେଶ୍ୱର ୦୩-୧୧-୨୦୨୪(ପିପିଏସ ) : ରାଜ୍ୟରେ ଅସ୍ବାଭାବିକ ହାତୀ ମୃତ୍ୟୁ ଘଟଣା ନେଇ ଜଙ୍ଗଲ, ପରିବେଶ ଓ ଜଳବାୟୁ ମନ୍ତ୍ରୀ ଗଣେଶ ରାମ ସିଂହଖୁଣ୍ଟିଆ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଶ୍ରୀ ସିଂହଖୁଣ୍ଟିଆ ନିଜ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ […]

1 min read

ରାଜଧାନୀରେ ମୃଦୁ ଭୂମିକମ୍ପ ନେଇ ଚର୍ଚ୍ଚା, କୌଣସି କ୍ଷୟକ୍ଷତିର ସୂଚନା ନାହିଁ

ରାଜଧାନୀରେ ଆଜି ସକାଳ ପ୍ରାୟ ୭ଟା ୧୫ ମିନିଟ୍ ସମୟରେ ମୃଦୁ ଭୂମିକମ୍ପ ହୋଇଥିବା ନେଇ ଚର୍ଚ୍ଚା ହେଉଛି। କେତେକ ସ୍ଥାନରେ ବଡ଼ ଶବ୍ଦ ହୋଇଥିବା ବେଳେ ଆଉ କେହି କେହି ଝଟକା ଅନୁଭବ କରିଥିବା କହୁଛନ୍ତି। ତେବେ  ସେସମୋଲୋଜି ବିଭାଗ ପାଖରେ ଏନେଇ କୌଣସି ସୂଚନା ନାହିଁ। ଭୁବନେଶ୍ୱର ୦୩-୧୧-୨୦୨୪(ପିପିଏସ ) : ରାଜଧାନରେ ଆଜି ସକାଳ ପ୍ରାୟ ୭ଟା ୧୦ ମିନିଟ୍ ସମୟରେ ମୃଦୁ ଭୂମିକମ୍ପ ହୋଇଥିବା ନେଇ ଚର୍ଚ୍ଚା ହେଉଛି। କେତେକ ସ୍ଥାନରେ […]

1 min read

ପୋଡ଼ି ପାଉଁଶ ହୋଇଗଲା ପାର୍ବଣର ସ୍ବପ୍ନ

ରାତିଅଧରେ ନିଆଁ ଲାଗିଲା। ପାର୍ବଣ ଋତୁ ଚାଲିଥିବାରୁ ବ୍ୟବସାୟୀମାନେ ନିଜ ଦୋକାନରେ ଉଛୁଳିବା ଭଳି ପରିମାଣର ସାମଗ୍ରୀ ରଖିଥିଲେ। ଗୋଟିଏ ସ୍ଥାନରୁ ନିଆଁ ଆରମ୍ଭ ହୋଇ ଚାରିଆଡ଼କୁ ବ୍ୟାପିଗଲା। ଜାଣିବାବେଳକୁ ସାରା ଅଞ୍ଚଳ ନିଆଁରେ ଜଳୁଥିଲା। ଭୁବନେଶ୍ୱର ୦୨-୧୧-୨୦୨୪(ପିପିଏସ) : ରାତିଅଧରେ ନିଆଁ ଲାଗିଲା। ପାର୍ବଣ ଋତୁ ଚାଲିଥିବାରୁ ବ୍ୟବସାୟୀମାନେ ନିଜ ଦୋକାନରେ ଉଛୁଳିବା ଭଳି ପରିମାଣର ସାମଗ୍ରୀ ରଖିଥିଲେ। ଗୋଟିଏ ସ୍ଥାନରୁ ନିଆଁ ଆରମ୍ଭ ହୋଇ ଚାରିଆଡ଼କୁ ବ୍ୟାପିଗଲା। ଜାଣିବାବେଳକୁ ସାରା ଅଞ୍ଚଳ ନିଆଁରେ ଜଳୁଥିଲା। […]