1 min read

କାଠ ପୋଲ ଭରସାରେ ଗ୍ରାମବାସୀ, ୭ ବର୍ଷ ହେଲାଣି ସ୍ଥାୟୀ ବ୍ରିଜ୍ ଅପେକ୍ଷା

ଫୁଲବାଣୀ: ରାଜ୍ୟ ସରକାରଙ୍କ ଗାଁ ବିକାଶର ନାରା କନ୍ଧମାଳ ଜିଲ୍ଲାର ଦୁର୍ଗମ ଅଞ୍ଚଳରେ କେତେଦୂର ବାସ୍ତବ ରୂପ ନେଇଛି, ରାଇକଲା ପଞ୍ଚାୟତର ବିଅରପାଙ୍ଗା ଗ୍ରାମର ଚିତ୍ର ଦେଖିଲେ ତାହା ସ୍ପଷ୍ଟ ହେଉଛି। ଆଜି ବି ନାଳ ଉପରେ କାଠ ପକାଇ ତିଆରି ହୋଇଥିବା ବିପଦସଙ୍କୁଳ ଅସ୍ଥାୟୀ ପୋଲ ଦେଇ ଲୋକଙ୍କୁ ଯାତାୟାତ କରିବାକୁ ପଡ଼ୁଛି। ୨୦୧୮ ମସିହାରେ ହୋଇଥିବା ତିତ୍‌ଲି ବାତ୍ୟାରେ ଗ୍ରାମର ପୁରୁଣା ବ୍ରିଜ୍ ଭାଙ୍ଗିଯାଇଥିଲା। ଏହା ପରେ ପ୍ରାୟ ୭ ବର୍ଷ ବିତିଯାଇଥିଲେ ମଧ୍ୟ […]

1 min read

ଜରାଜୀର୍ଣ୍ଣ ଅବସ୍ଥାରେ ଦୁଗ୍ଧ ପ୍ରକ୍ରିୟାକରଣ କେନ୍ଦ୍ର

ଦୁଗ୍ଧ ସଂଗ୍ରହ ୫ ହଜାର ଲିଟରରୁ ୫୦୦ ଲିଟରକୁ ଖସିଲା ପାରଳାଖେମୁଣ୍ଡି: ସକାଳ ପାଇଲେ ସଭିଙ୍କୁ ଦୁଗ୍ଧର ଆବଶ୍ୟକତା ପଡ଼େ। ତେଣୁ ଦୁଗ୍ଧର ଚାହିଦା ମେଣ୍ଟାଇବା ପାଇଁ ରାଜ୍ୟ ସରକାର ଦୁଗ୍ଧ ଉତ୍ପାଦନକୁ ଗୁରୁତ୍ୱ ଦେଇ ସାରା ରାଜ୍ୟରେ କାର୍ଯ୍ୟ କରୁଛି ଓମଫେଡ୍ କେନ୍ଦ୍ର। ଓମଫେଡ୍ ମାଧ୍ୟମରେ ଦୁଗ୍ଧ ଉତ୍ପାଦନ କରୁଥିବା ଚାଷୀଙ୍କଠାରୁ ଉଚିତ ମୂଲ୍ୟରେ ଦୁଗ୍ଧ ସଂଗ୍ରହ କରି ସୁଲଭ ମୂଲ୍ୟରେ ଲୋକଙ୍କ ନିକଟରେ ପହଞ୍ଚାଇବାର ବ୍ୟବସ୍ଥା ହୋଇଛି। ଏକଦା ଲୋକଙ୍କ ଏକ ନିର୍ଭରଶୀଳ ସଂସ୍ଥା […]

1 min read

ଭଙ୍ଗା ଛାତ ତଳେ ପାଠପଢ଼ା; ବାଜିରେ ଲାଗିଛି ଛାତ୍ରଛାତ୍ରୀଙ୍କ ଜୀବନ

ପାଠ ପଢ଼ିବାକୁ ବାଜି ଲାଗିଛି ଜୀବନ। ମାସେ କି ଦୁଇ ମାସ ନୁହେଁ, ଦୁଇ ବର୍ଷ ଧରି ପିଲାମାନେ ଭଙ୍ଗାଦଦରା କୋଠାରେ ପାଠ ପଢ଼ୁଛନ୍ତି। ଗୋଟିଏ ଶ୍ରେଣୀରେ ଗୋଟିଏ ଘରେ ତିନୋଟି ଶ୍ରେଣୀର ପିଲାଙ୍କୁ ପାଠ ପଢ଼ାଯାଉଛି। ଫଳରେ ଶିକ୍ଷକମାନଙ୍କୁ ପାଠ ପଢ଼ାଇବାକୁ ନାନା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ପ୍ରଥମ ଶ୍ରେଣୀର ପିଲାଙ୍କୁ ପାଠ ପଢ଼ାଉଥିଲେ, ଅନ୍ୟ ଶ୍ରେଣୀର ପିଲାମାନେ ଚୁପ୍ ହୋଇ ବସି ରହୁଛନ୍ତି। କେତେବେଳେ ଛାତର ସ୍ଲାବ୍ ଖସୁଛି ତ ଆଉ କେତେବେଳେ […]

1 min read

ଆଜିର ରାଶିଫଳ

ମେଷ ଆଜି କାର୍ଯ୍ୟକ୍ଷେତ୍ରରେ ନୂଆ ଦାୟିତ୍ୱ ମିଳିପାରେ। ଆପଣଙ୍କ ପ୍ରୟାସକୁ ପ୍ରଶଂସା ମିଳିବ। ଆର୍ଥିକ ଦିଗରେ ଅଟକିଥିବା କାମ ଆଗକୁ ବଢ଼ିବ। ପରିବାରରେ ଶାନ୍ତି ରହିବ। ବୃଷ ବ୍ୟବସାୟରେ ନୂଆ ସୁଯୋଗ ମିଳିପାରେ। ନିବେଶ ସମ୍ପର୍କିତ ନିଷ୍ପତ୍ତିରେ ତରବରି ନକରିବା ଭଲ। ପୁରୁଣା ବନ୍ଧୁଙ୍କ ସହ ଯୋଗାଯୋଗ ହୋଇପାରେ। ଘରୋଇ ପରିବେଶ ଖୁସିରେ ଭରିବ। ମିଥୁନ ଶିକ୍ଷା ଓ ଜ୍ଞାନାର୍ଜନ ପାଇଁ ଦିନଟି ଉପଯୁକ୍ତ। ନୂଆ କିଛି ଶିଖିବାର ସୁଯୋଗ ପାଇବେ। ଚାକିରି ଖୋଜୁଥିବା ବ୍ୟକ୍ତିଙ୍କୁ ଭଲ […]

1 min read

ଓଟିପି ବ୍ୟବହାର ଅଭିଯୋଗରେ ଧାମନଗର NAC କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ନାୟକ ନିଲମ୍ବିତ

ଧାମନଗର:  ଧାମନଗର ଏନ୍ ଏ ସି ର  ଭୋଟର ତାଲିକା ସଂଶୋଧନ ବା ଏସ ଆଇ ଆର କାର୍ଯ୍ୟ ସମୟରେ ବେଆଇନ ଭାବେ ବି ଏଲ ଓ ଙ୍କ ଠାରୁ ଓ ଟି ପି ନେବା ଏବଂ ସେଥିରେ ବେଆଇନ ଭାବେ ଫର୍ମ ୭ କୁ ଅପଲୋଡ କରି ଅପବ୍ୟବହାର ଅଭିଯୋଗରେ କେନ୍ଦ୍ର ନିର୍ବାଚନ ସଚିବ ଙ୍କ ସୁପାରିଶ କ୍ରମେ ଚିଠି ନଂ ୫୯୭୬/୨୬  ଅତିରିକ୍ତ ରାଜ୍ୟ ନିର୍ବାଚନ କମିଶନ ଏବଂ ଓଡ଼ିଶା ସରକାର ଙ୍କ ପ୍ରମୁଖ […]

1 min read

ଆଜିର ରାଶିଫଳ

ମେଷ: କାର୍ଯ୍ୟକ୍ଷେତ୍ରରେ ଦାୟିତ୍ୱ ବଢ଼ିପାରେ। ଅଧୂରା କାମ ଶେଷ କରିବାକୁ ଧ୍ୟାନ ଦିଅନ୍ତୁ। ଧନ ସମ୍ବନ୍ଧୀୟ ନିଷ୍ପତ୍ତିରେ ତରବର ନହେବା ଭଲ। ବୃଷ: ପୁରୁଣା ପରିଚୟ କିମ୍ବା ଅଭିଜ୍ଞତା ଆଜି କାମରେ ଆସିପାରେ। ବ୍ୟବସାୟରେ ନୂଆ ସୁଯୋଗ ମିଳିପାରେ। ପରିବାରରେ ସମ୍ପର୍କ ମଧୁର ରହିବ। ମିଥୁନ: ଅଚାନକ ଖର୍ଚ୍ଚ ଚିନ୍ତା ବଢ଼ାଇପାରେ। କାର୍ଯ୍ୟାଳୟର କାଗଜପତ୍ର ଯାଞ୍ଚ କରି କାମ କରନ୍ତୁ। କଥାବାର୍ତ୍ତାରେ ସଂଯମ ରଖିବା ଆବଶ୍ୟକ। କର୍କଟ: ଘର ଓ ଆର୍ଥିକ ଦାୟିତ୍ୱ ଆଜି ପ୍ରମୁଖ ହୋଇପାରେ। […]

1 min read

ଇଟାଲୀର ସ୍କୁଲ୍‌ରେ ବୁର୍ଖା-ନିକାବ ଉପରେ ବ୍ୟାନ୍‌ ପ୍ରସ୍ତାବ, ବିଦେଶୀ ଛାତ୍ର ସଂଖ୍ୟା ମଧ୍ୟ ସୀମିତ ହେବ

ରୋମ୍: ଇଟାଲୀର ସ୍କୁଲ୍‌ଗୁଡ଼ିକରେ ବୁର୍ଖା ଓ ନିକାବ ପିନ୍ଧିବା ଉପରେ ନିଷେଧ ଲଗାଇବାକୁ ପ୍ରସ୍ତାବ ଦେଇଛନ୍ତି ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି। ସେପ୍ଟେମ୍ବର ୨୦, ୨୦୨୬ରେ ଏକ ଦଳୀୟ ଯୁବ ସମାବେଶରେ ମେଲୋନି କହିଥିଲେ ଯେ ଏ ସମ୍ପର୍କିତ ପ୍ରସ୍ତାବ ଖୁବଶୀଘ୍ର ମନ୍ତ୍ରିମଣ୍ଡଳରେ ଆଗତ ହେବ। ତେବେ ଏହା ଏଯାବତ୍‌ ଆଇନରେ ପରିଣତ ହୋଇନାହିଁ; ଆଗାମୀ ବିଧାନ ପ୍ରକ୍ରିୟା ଶେଷ ହେବା ପରେ ହିଁ ଏହା କାର୍ଯ୍ୟକାରୀ ହୋଇପାରିବ। ମେଲୋନିଙ୍କ ପ୍ରସ୍ତାବରେ କେବଳ ବୁର୍ଖା ଓ ନିକାବ ଉଲ୍ଲେଖ […]

1 min read

ଆଜିର ରାଶିଫଳ

ମେଷ: ଆଜିର କର୍ମକ୍ଷେତ୍ରରେ ଆଶା ନିଶ୍ଚିତ ପୂରଣ ହୋଇପାରିବ ଏବଂ ଆର୍ଥିକ ଅଭିବୃଦ୍ଧି ସହ ସମ୍ମାନିତ ହେବେ। ଭୁଲ ବୁଝାମଣା କାରଣରୁ ଆତ୍ମୀୟଙ୍କ ସହ ମନୋମାଳିନ୍ୟ ହୋଇପାରେ। ଆନୁଷ୍ଠାନିକ କାମ, ସଭାସମିତି ଓ ବାଣିଜ୍ୟ, ବ୍ୟବସାୟ ପୂର୍ବବତ୍ ଚାଲିବ। କଠୋର ପରିଶ୍ରମ ସାଙ୍ଗକୁ ଅନିଦ୍ରାଜନିତ ପୀଡ଼ା ଅନୁଭବ କରିପାରନ୍ତି। ଯାତ୍ରାରେ କୌଣସି ଜିନିଷ ସାଙ୍ଗରେ ନେବାକୁ ଭୁଲି ମନସ୍ତାପ କରିବେ। ପରିସ୍ଥିତିବଶତଃ ଇଚ୍ଛା ନଥାଇ ମଧ୍ୟ କଷ୍ଟାନ୍ତ ହେବାକୁ ପଡ଼ିବାରୁ ଦୁଃଖ ପ୍ରକାଶ କରିବେ। ସ୍ଥଗିତ କାମକୁ […]

1 min read

କୋଟି କୋଟି ଖର୍ଚ୍ଚ, ୮ କିମି ପାଇଁ ଜୀବନ ଦୁର୍ବିଷହ: ବଣ୍ଡାଘାଟିରେ ବିକାଶ ଅପହଞ୍ଚ

ମାଲକାନଗିରି: ଆଦିମ ଜନଜାତି ବଣ୍ଡା ସମ୍ପ୍ରଦାୟର ବିକାଶ ପାଇଁ ଯୋଜନା ଓ ଅନୁଦାନର ଅଭାବ ନାହିଁ। ସରକାରୀ ଯୋଜନାକୁ ଛାଡ଼ିଲେ ସ୍ୱତନ୍ତ୍ର ଭାବେ କାମ କରୁଛି ବଣ୍ଡା ଉନ୍ନୟନ ସଂସ୍ଥା। ବାର୍ଷିକ ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା। ତଥାପି ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ ଓ ପାନୀୟ ଜଳ ଭଳି ମୌଳିକ ସୁବିଧାରୁ ବଞ୍ଚିତ ହୋଇ ଅଭାବୀ ଜୀବନ ବିତାଉଛନ୍ତି ବଣ୍ଡାଘାଟିର ବରଗୁଡ଼ା ଗ୍ରାମବାସୀ। ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ମୁଦୁଲିପଡ଼ା ପଞ୍ଚାୟତଠାରୁ ୮ କିମି ଦୂରରେ […]

1 min read

ଅଗ୍ନିସୁରକ୍ଷା ପ୍ରମାଣପତ୍ର ନାହିଁ, ଆବେଦନ ବି କରିନି ପ୍ରଶାସନ

ସମ୍ବଲପୁର: ସମ୍ବଲପୁରର ଜମାଦାରପାଲିଠାରେ ରାଜ୍ୟର ତୃତୀୟ ଡପଲର ରାଡାର ଷ୍ଟେସନ୍‌କୁ ବୁଧବାର ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି। କିନ୍ତୁ ସୁରକ୍ଷିତ ନୁହେଁ ଏହି ରାଡାର ଷ୍ଟେସନ୍‌ର ୫ ମହଲା କୋଠା। କାରଣ ଏହି ଷ୍ଟେସନ୍‌ର ଅଗ୍ନିନିର୍ବାପକ ସୁରକ୍ଷା ପ୍ରମାଣପତ୍ର ସମେତ କୌଣସି ଜରୁରୀ କାଗଜପତ୍ର ନାହିଁ। ଆଶ୍ଚର୍ଯ୍ୟଜନକ ଭାବେ ଏଥିପାଇଁ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗ ବା ନିର୍ମାଣକାରୀ ପୂର୍ତ୍ତ ବିଭାଗ ପକ୍ଷରୁ କୌଣସି ଆବେଦନ ମଧ୍ୟ ହୋଇନାହିଁ। କିନ୍ତୁ ବିନା ଅଗ୍ନିଶମ ପ୍ରମାଣପତ୍ରରେ ଏହି ଡପଲର […]