1 min read

ବାରବାଟୀରେ ରଣଜୀ ଟ୍ରଫି : ୫ ୱିକେଟ ଅକ୍ତିଆର କଲେ ସୁମିତ ଶର୍ମା

ତ୍ରିପୁରା ବିପକ୍ଷରେ ଗୋଟିଏ ବି ବଲ୍‌ ଖେଳିପାରି ନଥିବା ଓଡ଼ିଶା ସୁବିଧାରେ ୧ ପଏଣ୍ଟ ପାଇ ଖାତା ଖୋଲିଥିଲା। ବାରବାଟୀ ଷ୍ଟାଡିୟମ୍‌ରେ ଜମ୍ମୁ କାଶ୍ମୀର ବିପକ୍ଷରେ ଅସଲ ପରୀକ୍ଷାର ସମ୍ମୁଖୀନ ହେବ ଗୋବିନ୍ଦ ପୋଦ୍ଦାରଙ୍କ ଦଳ। କଟକ,୧୮-୧୦-୨୦୨୪(ପିପିଏସ) : ବାରବାଟୀ ଲଢେଇ। ରଣଜୀ ଟ୍ରଫିର ଉଦଘାଟନୀ ମ୍ୟାଚରେ ୫ ୱିକେଟ ଅକ୍ତିଆର କଲେ ସୁମିତ ଶର୍ମା। ହୋମଗ୍ରାଉଣ୍ଡ ବାରବାଟୀ ଷ୍ଟାଡିଅମରେ ରଚିଲେ ରେକର୍ଡ। ଜମୁ କଶ୍ମୀର ବିପକ୍ଷରେ ସେ ଏହି ନିଜର ଦକ୍ଷତା ପ୍ରଦର୍ଶନ କରିଛନ୍ତି। ଶୁକ୍ରବାର […]

1 min read

ବେଙ୍ଗାଲୁରୁ ଟେଷ୍ଟ :  ଭାରତର ଲଜ୍ଜାଜନକ ବ୍ୟାଟିଂ ପରେ ଦୃଢ ସ୍ଥିତିରେ ନ୍ୟୁଜିଲାଣ୍ଡ

ବେଙ୍ଗାଲୁରୁର ଏମ.ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଥିବା ପ୍ରଥମ ଟେଷ୍ଟର ଦ୍ବିତୀୟ ଦିନରେ ନ୍ୟୁଜିଲାଣ୍ଡ ନିଜର ସ୍ଥିତି ମଝବୁତ କରିଛି । ଭାରତକୁ ମାତ୍ର ୪୬ ରନରେ ଅଲଆଉଟ କରିବା ପରେ ନ୍ୟୁଜିଲାଣ୍ଡ ୩ ଓ୍ବିକେଟ ହରାଇ ୧୮୦ ରନ କରିଛି ଓ ୧୪୩ ରନରେ ଆଗୁଆ ହୋଇପାରିଛି । ବେଙ୍ଗାଲୁରୁ/ଭୁବନେଶ୍ୱର ୧୭-୧୦-୨୦୨୪ (ପିପିଏସ) : ବେଙ୍ଗାଲୁରୁର ଏମ.ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଥିବା ପ୍ରଥମ ଟେଷ୍ଟର ଦ୍ବିତୀୟ ଦିନରେ ନ୍ୟୁଜିଲାଣ୍ଡ ନିଜର ସ୍ଥିତି ମଝବୁତ କରିଛି । ଭାରତକୁ ମାତ୍ର ୪୬ […]

1 min read

ରାଜ୍ୟ କନିଷ୍ଠ ବ୍ୟାଡ୍‌ମିଣ୍ଟନ୍‌: ଦିବ୍ୟମ୍‌, ସ୍ବିଟିପ୍ରିୟାଙ୍କୁ ଦ୍ବିମୁକୁଟ

ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ସ୍ଥାନୀୟ ‌ପୋଖରୀପୁଟସ୍ଥିତ ମଲ୍ଟିପର୍ପୋଜ୍‌ ଇନ୍‌ଡୋର୍ ଷ୍ଟାଡିୟମ୍‌ରେ ନିଖିଳ ଓଡ଼ିଶା କନିଷ୍ଠ (୧୯ ବର୍ଷରୁ କମ୍‌) ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ବଲାଙ୍ଗୀରର ଦିବ୍ୟମ କେଜ୍ରୀୱାଲ ଓ ସ୍ବିଟିପ୍ରିୟା ପ୍ରଧାନ ଦୁଇଟି ଲେଖାଏଁ ବର୍ଗରେ ବିଜେତା ହୋଇ ଦ୍ବିମୁକଟ ହାସଲ କରିଛନ୍ତି। ବାଳକ ବିଭାଗ ଏକକ ଫାଇନାଲ୍‌ରେ ଦିବ୍ୟମ ୨୧-୧୮, ୨୧-୮ରେ ବାଲେଶ୍ବରର ଜ୍ୟୋତିସୂର୍ଯ୍ୟ ପରମାଣିକଙ୍କୁ ପରାସ୍ତ କରିଥିଲେ। ଏହା ପରେ ଦିବ୍ୟମ ଯୁଗଳ ବର୍ଗ ଫାଇନାଲ୍‌ରେ ବାପୁନ ରାଉତଙ୍କୁ ସାଥି କରି ମୟୂ‌ରଭଞ୍ଜ […]

1 min read

ରାଜ୍ୟଗୋଷ୍ଠୀ ପାୱାରଲିଫ୍ଟିଂ ଚାମ୍ପିଅନସିପରେ ଚମକିଲେ ଓଡ଼ିଆ ପୁଅ ରାହିତ

କୋରାପୁଟ/ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, କୋରାପୁଟର ଗଣିତ ବିଭାଗର ପ୍ରଥମ ବର୍ଷର ଛାତ୍ର ରୋହିତ ପାତ୍ର ଦକ୍ଷିଣ ଆଫ୍ରିକାର ସନ୍ ସିଟିରେ ଅନୁଷ୍ଠିତ ରାଜ୍ୟଗୋଷ୍ଠୀ ପାୱାରଲିଫ୍ଟିଂ ଚାମ୍ପିଅନସିପରେ ୧୨୦ କିଲୋଗ୍ରାମ+ ସବ୍ ଜୁନିୟର ବର୍ଗରେ ଡେଡ ଲିଫ୍ଟ ରେ ସ୍ୱର୍ଣ୍ଣ ପଦକ ଏବଂ ବେଞ୍ଚ ପ୍ରେସରେ ରୌପ୍ୟ ପଦକ ହାସଲ କରିଛନ୍ତି। ଇଂଲଣ୍ଡର ୱିଲ ଆଣ୍ଡର୍ସ ଏବଂ ଉତ୍ତର ଆୟର୍ଲାଣ୍ଡର ଜ୍ୟାକ୍ ଗ୍ରାହାମଙ୍କ ଭଳି ଶୀର୍ଷ ଆଥଲେଟଙ୍କୁ ବିପକ୍ଷରେ ପ୍ରତିଦ୍ୱନ୍ଦ୍ୱିତା କରି ରୋହିତଙ୍କ […]

1 min read

ପ୍ରତ୍ୟାଶା ରାୟ ପାଇବେ ୩୨ତମ ଏକଲବ୍ୟ ପୁରସ୍କାର ବିଜେତା

ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : ଓଡ଼ିଶାର କ୍ରୀଡ଼ାରେ ଏକ ଅନନ୍ୟ କୃତିତ୍ୱ ପାଇଁ, ଆର୍ନ୍ତଜାତୀୟ ଖ୍ୟାତି ସମ୍ପନ୍ନ ସନ୍ତରଣକାରୀ ପ୍ରତ୍ୟାଶା ରାୟ ୨୦୨୪ ମସିହାର ସମ୍ମାଜନକ ଏକଲବ୍ୟ ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଆଜି ଅନୁଷ୍ଠିତ ଏକଲବ୍ୟ ପୁରସ୍କାର ଜୁରୀ କମିଟି ବୈଠକରେ ସର୍ବସମ୍ମତି କ୍ରମେ ତାଙ୍କୁ ୩୨ତମ ଏକଲବ୍ୟ ପୁରସ୍କାର ବିଜେତା ଘୋଷଣା କରାଇଛି।  ପ୍ରତ୍ୟାଶା ରାୟ, ଏହି ଉଦୀୟମାନ ସନ୍ତରଣକାରୀ ବହୁ ଖ୍ୟାତି ସମ୍ପନ ରେକର୍ଡ ହାସଲ କରି ନିଦ୍ୱର୍ନ୍ଦରେ ଏକଲବ୍ୟ ପୁରସ୍କାର ପାଇବାକୁ ଯୋଗ୍ୟ […]

1 min read

ମୁଖ୍ୟମନ୍ତ୍ରୀଙ୍କ ସହ ଓସ୍‌ଜା ପ୍ରତିନିଧିଙ୍କ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା

ଓଡ଼ିଶାରେ କାର୍ଯ୍ୟରତ କ୍ରୀଡ଼ା ସାମ୍ବାଦିକଙ୍କୁ ନେଇ ଗଠିତ ରାଜ୍ୟ ସଂଘ ଓସ୍‌ଜା (ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ)ର ଏକ ପ୍ରତିନିଧି ମଣ୍ଡଳି ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଶୁଭେଚ୍ଛା ଜଣାଇବା ସହ ବିଭିନ୍ନ ଦାବି ବିଷୟରେ ଆଲୋଚନା କରିଛନ୍ତି। ଭୁବନେଶ୍ୱର ୧୫-୦୯-୨୦୨୪(ପିପିଏସ): ଓଡ଼ିଶାରେ କାର୍ଯ୍ୟରତ କ୍ରୀଡ଼ା ସାମ୍ବାଦିକଙ୍କୁ ନେଇ ଗଠିତ ରାଜ୍ୟ ସଂଘ ଓସ୍‌ଜା (ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ)ର ଏକ ପ୍ରତିନିଧି ମଣ୍ଡଳି ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ […]

1 min read

୨-୧ ଗୋଲ୍‌ରେ ପାକିସ୍ତାନକୁ ପରାଜିତ କଲା ଭାରତ

ବେଜିଂ/ଭୁବନେଶ୍ୱର ୧୪-୦୯-୨୦୨୪(ପିପିଏସ): ଏସିଆନ ହକି ଚାମ୍ପିଅନ୍ସ ଟ୍ରଫିରେ ଶନିବାର ପାକିସ୍ତାନକୁ ୨-୧ ରେ ପରାସ୍ତ କରି ଭାରତୀୟ ହକି ଦଳ କ୍ରମାଗତ ପଞ୍ଚମ ବିଜୟ ପଞ୍ଜିକରଣ କରିଛି। କ୍ୟାପଟେନ ହରମନପ୍ରୀତ ସିଂ ଭାରତ ପାଇଁ ଉଭୟ ଗୋଲ ସ୍କୋର କରିଛନ୍ତି। ପାକିସ୍ତାନ ପାଇଁ ଏକମାତ୍ର ଗୋଲ ଅହମ୍ମଦ ନାଦିମ ସ୍କୋର କରିଥିଲେ। ଏହି ବିଜୟ ସହିତ ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି।ଯେତେବେଳେ କି, ଏହା ପାକିସ୍ତାନ ଦଳର ପ୍ରଥମ ପରାଜୟ। ପଏଣ୍ଟ ଟେବୁଲରେ ଭାରତ […]

1 min read

ଏସିଆନ ଚାମ୍ପିୟନ୍ସ ଟ୍ରଫି : କୋରିଆକୁ ହରାଇ ଅପରାଜେୟ ରହିଛି ଭାରତୀୟ ହକି ଟିମ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୨-୦୯-୨୦୨୪ (ପିପିଏସ) : ଚାଇନାରେ ଚାଲିଥିବା ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ଭାରତୀୟ ହକି ଟିମ ଏପର୍ଯ୍ୟନ୍ତ ଅପରାଜେୟ ରହିଛି । ଟୁର୍ଣ୍ଣାମେଣ୍ଟରେ ଆରମ୍ଭରୁ ଅପରାଜେୟ ଥିବା ଭାରତ ଆଜି ୪ର୍ଥ ମୁକାବିଲାରେ କୋରିଆକୁ ୩-୧ ଗୋଲରେ ମାତ ଦେଇଛି। ବୁଧବାର କ୍ରମାଗତ ହ୍ୟାଟ୍ରିକ ବିଜୟ ସହ ସେମିଫାଇନାଲରେ ନିଜର ସ୍ଥାନ ପକ୍କା କରି ସାରିଥିବା ଭାରତ ଆଜି ଆଉ ଏକ ବିଜୟ ସହ ଶୀର୍ଷରେ ନିଜକୁ ଆହୁରି ମଜବୁତ କରିଛି। ଏବେ ଶେଷ ଗୃପ ମ୍ୟାଚ୍‌ରେ(ଶନିବାର) ଭାରତୀୟ […]

1 min read

ସ୍ବର୍ଣ୍ଣ ଜିତିଲେ ଇନକମ ଟ୍ୟାକ୍ସ ଇନ୍ସପେକ୍ଟର

ନୂଆଦିଲ୍ଲୀ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ପ୍ୟାରିସ ପାରା ଅଲିମ୍ପିକ୍ସ ୨୦୨୪ରେ ଭାରତୀୟ ଖେଳାଳିଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ଭାରତ ଏ ପର୍ଯ୍ୟନ୍ତ ୭ ସ୍ଵର୍ଣ୍ଣ, ୯ ରୌପ୍ୟ ଓ ୧୩ କାଂସ୍ୟ ପଦକ ଜିତି ସାରିଛି। ଅର୍ଥାତ ପାରାଅଲିମ୍ପିକ୍ସ ୨୦୨୪ରେ ଭାରତର ପଦକ ସଂଖ୍ୟା ୨୯କୁ ବୃଦ୍ଧି ପାଇଛି। ଭାରତ ଚଳିତ ପାରା ଅଲିମ୍ପିକ୍ସରେ ପଦକ ତାଲିକାରେ ୧୬ମ ସ୍ଥାନରେ ରହିଛି। ଯାହା ଆମ ଦେଶ ପାଇଁ ଗୌରବର ବିଷୟ। ଗତଶନିବାର ପୁରୁଷ ଜାଭେଲିନ ପ୍ରତିଯୋଗିତାି ଫାଇନାଲ୍‌ରେ ନବଦୀପ ସିଂହ […]

1 min read

ଏସିଆନ ଚାମ୍ପିୟନ୍ସ ଟ୍ରଫି : ଭାରତୀୟ ହକି ଟିମର କ୍ରମାଗତ ଦ୍ୱିତୀୟ ବିଜୟ

ନୂଆଦିଲ୍ଲୀ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ଭାରତୀୟ ହକି ଟିମର ବିଜୟ ଧାରା ଜାରି ରହିଛି । ପ୍ରଥମ ମ୍ୟାଚ୍‌ରେ ଚାଇନାକୁ ମାତ ଦେଇଥିବା ହକି ଟିମ ଆଜି ଜାପାନକୁ ଏକତରଫା ଭାବେ ୫-୧ ଗୋଲରେ ହରାଇଛି । ଆଜିର ମ୍ୟାଚ୍‌ରେ ଭାରତୀୟ ହକି ଟିମ ଆରମ୍ଭରୁ ହିଁ ନିଜ ଦବଦବା ଦେଖାଇଥିଲା। ପ୍ରଥମ ୨ ମିନିଟରେ ୨ଟି ଗୋଲ ସ୍କୋର କରି ଦଳ ଅଗ୍ରଣୀ ହାସଲ କରିଥିଲା। ଦ୍ୱିତୀୟ କ୍ୱାର୍ଟରର ଦ୍ୱିତୀୟ ମିନିଟରେ ଦଳ ଆଉ […]