ଓଡିଶା
କନଷ୍ଟେବଳ ପରୀକ୍ଷାର୍ଥୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ
ରାଜ୍ୟରେ କନଷ୍ଟେବଳ / ସିପାହୀ ନିଯୁକ୍ତି ପାଇଁ ହୋଇଥିବା ପରୀକ୍ଷାରେ କୃତକାର୍ଯ୍ୟ ସମସ୍ତ ପରୀକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡିଆ ଏକ୍ସରେ ଅଭିନନ୍ଦନ ଜଣାଇଛନ୍ତି ଭୁବନେଶ୍ୱର ୦୫-୦୩-୨୦୨୫(ପିପିଏସ) : ରାଜ୍ୟରେ କନଷ୍ଟେବଳ / ସିପାହୀ ନିଯୁକ୍ତି ପାଇଁ ହୋଇଥିବା ପରୀକ୍ଷାରେ କୃତକାର୍ଯ୍ୟ ସମସ୍ତ ପରୀକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଜଣାଇଛନ୍ତି।ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି, ୨୦୮୦ ପଦବୀ ପାଇଁ ନିଯୁକ୍ତି ବିଜ୍ଞାପନ ପ୍ରକାଶ ପାଇଥିଲା। ଏଥିପାଇଁ ଅନୁଷ୍ଠିତ ପରୀକ୍ଷାରେ ସମୁଦାୟ […]
ତିନି ସହରରେ ପୌର ନିର୍ବାଚନ ହେବ: ନଗର ଉନ୍ନୟନ ମନ୍ତ୍ରୀ
ରାଜ୍ୟର ୩ ପ୍ରମୁଖ ସହରରେ ପୌର ନିର୍ବାଚନ ବନ୍ଦ ରହିଛି । ସମ୍ବଲପୁର ଆଉ ରାଉରକେଲାରେ ପୌର ନିର୍ବାଚନ ଗତ ୧୧ ବର୍ଷ ହେଲା ବନ୍ଦ ରହିଛି। ସେହିପରି, ପୁରୀରେ ଗତ ୬ ବର୍ଷ ହେଲା ପୌର ନିର୍ବାଚନ ବନ୍ଦ ରହିଛି ଭୁବନେଶ୍ୱର ୦୫-୦୩-୨୦୨୫(ପିପିଏସ) : ରାଜ୍ୟର ୩ ପ୍ରମୁଖ ସହରରେ ପୌର ନିର୍ବାଚନ ବନ୍ଦ ରହିଛି । ସମ୍ବଲପୁର ଆଉ ରାଉରକେଲାରେ ପୌର ନିର୍ବାଚନ ଗତ ୧୧ ବର୍ଷ ହେଲା ବନ୍ଦ ରହିଛି। ସେହିପରି, ପୁରୀରେ […]
କୁଚିଣ୍ଡାରେ ସୁଭଦ୍ରା ସଚେତନତା ଶୋଭାଯାତ୍ରା
ଅନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଆନୁକୂଲ୍ୟରେ ବୁଧବାର ମାର୍ଚ୍ଚ ୫ ତାରିଖ ସକାଳ ୭.୩୦ରୁ ପୂର୍ବାହ୍ନ ୧୦.୩୦ ମଧ୍ୟରେ ଏକ ସୁଭଦ୍ରା ସଚେତନତା ଶୋଭାଯାତ୍ରା ବାହାରି କୁଚିଣ୍ଡା ସହର ପରିକ୍ରମା କରିଥିଲା କୁଚିଣ୍ଡା/ଭୁବନେଶ୍ୱର ୦୫-୦୩-୨୦୨୫(ପିପିଏସ) : ଅନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଆନୁକୂଲ୍ୟରେ ବୁଧବାର ମାର୍ଚ୍ଚ ୫ ତାରିଖ ସକାଳ ୭.୩୦ରୁ ପୂର୍ବାହ୍ନ ୧୦.୩୦ ମଧ୍ୟରେ ଏକ ସୁଭଦ୍ରା ସଚେତନତା ଶୋଭାଯାତ୍ରା ବାହାରି କୁଚିଣ୍ଡା ସହର […]
ସରକାରୀ ସ୍କୁଲ ରଙ୍ଗ ଗେରୁଆ ହେବ: ନିର୍ଦ୍ଦେଶ ଜାରି
ଓଡ଼ିଶାର ସରକାରୀ ସ୍କୁଲ କୋଠାଗୁଡ଼ିକୁ ନୂତନ ରଙ୍ଗ କୋଡ୍ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ବୁଧବାର ଦିନ ଓଡ଼ିଶା ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓଏସଇପିଏ) ଦ୍ୱାରା ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ସରକାରୀ ଚିଠି ପଠାଯାଇଛି ଭୁବନେଶ୍ୱର ୦୫-୦୩-୨୦୨୫(ପିପିଏସ) : ଓଡ଼ିଶାର ସରକାରୀ ସ୍କୁଲ କୋଠାଗୁଡ଼ିକୁ ନୂତନ ରଙ୍ଗ କୋଡ୍ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ବୁଧବାର ଦିନ ଓଡ଼ିଶା ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓଏସଇପିଏ) ଦ୍ୱାରା ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ସରକାରୀ […]
ସାରଥିଙ୍କୁ କେନ୍ଦ୍ରାପଡ଼ାକୁ ସର୍ତ୍ତମୂଳକ ପ୍ରବେଶ ଅନୁମତି: ବାରିମୂଳ ଆଶ୍ରମ ମନା
ସାରଥି ବାବାଙ୍କ ଭାଇଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ଦୃଷ୍ଟିରେ ରଖି ହାଇକୋର୍ଟ ତାଙ୍କୁ କେନ୍ଦ୍ରାପଡ଼ାକୁ ସର୍ତ୍ତମୂଳକ ପ୍ରବେଶ ଅନୁମତି ଦେଇଛନ୍ତି। ତାଙ୍କୁ ବାରିମୂଳରେ ଥିବା ତାଙ୍କ ଆଶ୍ରମରେ ପ୍ରବେଶ ପାଇଁ ପ୍ରତିବନ୍ଧକ ଲଗାଯାଇଛି କଟକ ୦୫-୦୩-୨୦୨୫(ପିପିଏସ) : ସାରଥୀ ବାବା ଓରଫ ସନ୍ତୋଷ ରାଉଳଙ୍କୁ କେନ୍ଦ୍ରାପଡ଼ାକୁ ସର୍ତ୍ତମୂଳକ ପ୍ରବେଶ ପାଇଁ ଅନୁମତି ଦିଆଯାଇଛି। ତାଙ୍କୁ ବାରିମୂଳରେ ଥିବା ତାଙ୍କ ଆଶ୍ରମରେ ପ୍ରବେଶ ପାଇଁ ପ୍ରତିବନ୍ଧକ ଲଗାଯାଇଛି। ଏନେଇ ହାଇକୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି।ବୁଧବାର ଦିନ ଓଡ଼ିଶା ହାଇକୋର୍ଟ ରାୟ […]
ଚଳିତ ବର୍ଷ ପ୍ରଥମ ଥର ପାଇଁ ଓଡ଼ିଶାର ତାପମାତ୍ରା ୩୯ ଡିଗ୍ରି ଛୁଇଁଲା
ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଦ୍ୱାରା ପୂର୍ବାନୁମାନ ଅନୁଯାୟୀ, ଓଡ଼ିଶାରେ ସର୍ବାଧିକ ତାପମାତ୍ରା ପ୍ରତିଦିନ ବୃଦ୍ଧି ପାଇବାରେ ଲାଗିଛି ଏବଂ ଚଳିତ ବର୍ଷ ପ୍ରଥମ ଥର ପାଇଁ ଆଜି ଏହା ୩୯ ଡିଗ୍ରି ସେଲସିୟସ୍ ଛୁଇଁଛି ଭୁବନେଶ୍ୱର ୦୪-୦୩-୨୦୨୫(ପିପିଏସ) : ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଦ୍ୱାରା ପୂର୍ବାନୁମାନ ଅନୁଯାୟୀ, ଓଡ଼ିଶାରେ ସର୍ବାଧିକ ତାପମାତ୍ରା ପ୍ରତିଦିନ ବୃଦ୍ଧି ପାଇବାରେ ଲାଗିଛି। ଚଳିତ ବର୍ଷ ଆଜି ଏହା ପ୍ରଥମ ଥର ପାଇଁ ୩୯ ଡିଗ୍ରି ସେଲସିୟସ ଛୁଇଁଛି।ପାଣିପାଗ ବିଭାଗ […]
୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଆସନ୍ତାକାଲି ଫାଲଗୁନ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପୁରୀ/ଭୁବନେଶ୍ୱର ୦୪-୦୩-୨୦୨୫(ପିପିଏସ) : ଆସନ୍ତାକାଲି ଫାଲଗୁନ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ […]
ଓଡ଼ିଶା ସରକାର ଏବଂ ଆଇଆରଏମଏ ମଧ୍ୟରେ ବୁଝାମଣା
ଓଡ଼ିଶା ସରକାର ଗୁଜରାଟର ଗ୍ରାମୀଣ ପରିଚାଳନା ପ୍ରତିଷ୍ଠାନ ଆନନ୍ଦ (ଆଇଆରଏମଏ) ସହିତ ଏକ ବୁଝାମଣାପତ୍ର (ଏମଓୟୁ) ସ୍ୱାକ୍ଷର କରିଛନ୍ତି। ଏହି ଚୁକ୍ତିନାମାର ଲକ୍ଷ୍ୟ ହେଉଛି ରାଜ୍ୟରେ ମାଛ ବଜାର ବିକାଶ ଉପରେ ଧ୍ୟାନ ଦେଇ ତାଲିମ କାର୍ଯ୍ୟକ୍ରମ ପ୍ରଦାନ କରିବା ଭୁବନେଶ୍ୱର ୦୪-୦୩-୨୦୨୫(ପିପିଏସ) : ଓଡ଼ିଶା ସରକାର ଗୁଜରାଟର ଗ୍ରାମୀଣ ପରିଚାଳନା ପ୍ରତିଷ୍ଠାନ ଆନନ୍ଦ (ଆଇଆରଏମଏ) ସହିତ ଏକ ବୁଝାମଣାପତ୍ର (ଏମଓୟୁ) ସ୍ୱାକ୍ଷର କରିଛନ୍ତି।ଏହି ଚୁକ୍ତିନାମାର ଲକ୍ଷ୍ୟ ହେଉଛି ରାଜ୍ୟରେ ମାଛ ବଜାର ବିକାଶ ଉପରେ ଧ୍ୟାନ […]
ଭିତ୍ତିଭୂମି ପ୍ରକଳ୍ପର ସମୀକ୍ଷା କଲେ ପୂର୍ତ୍ତ ମନ୍ତ୍ରୀ
ସମୟସୀମା ସମାପ୍ତ ଉପରେ ଗୁରୁତ୍ୱାରୋପ ପୂର୍ତ୍ତ ବିଭାଗ ଅଧୀନରେ ୧୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ରାସ୍ତା, ସେତୁ ଏବଂ କୋଠା ପ୍ରକଳ୍ପର ଅଗ୍ରଗତି ମୂଲ୍ୟାଙ୍କନ କରିବା ପାଇଁ ମଙ୍ଗଳବାର ଦିନ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକର ଅଧ୍ୟକ୍ଷତା କରିଛନ୍ତି ଭୁବନେଶ୍ୱର ୦୪-୦୩-୨୦୨୫(ପିପିଏସ) : ପୂର୍ତ୍ତ ବିଭାଗ ଅଧୀନରେ ୧୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ରାସ୍ତା, ସେତୁ ଏବଂ କୋଠା ପ୍ରକଳ୍ପର ଅଗ୍ରଗତି ମୂଲ୍ୟାଙ୍କନ କରିବା ପାଇଁ ମଙ୍ଗଳବାର ଦିନ […]
ସରକାରଙ୍କ ନିଷ୍ପତ୍ତି : ବଦଳିବ କ୍ୟାପିଟାଲ ହସ୍ପିଟାଲ ରଙ୍ଗ
ରାଜ୍ୟରେ ସରକାର ବଦଳିଛନ୍ତି। ପୂର୍ବରୁ ବିଭିନ୍ନ ସରକାରୀ କାର୍ଯ୍ୟାଳୟର ରଙ୍ଗ ବଦଳାଇବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରଙ୍କ ପକ୍ଷରୁ କୁହାଯାଇଥିଲା। ଏବେ ରାଜ୍ୟର ବିଭିନ୍ନ ମେଡିକାଲର ରଙ୍ଗ ବଦଳିବ ଭୁବନେଶ୍ୱର ୦୪-୦୩-୨୦୨୫(ପିପିଏସ) : ରାଜ୍ୟରେ ସରକାର ବଦଳିଛନ୍ତି। ପୂର୍ବରୁ ବିଭିନ୍ନ ସରକାରୀ କାର୍ଯ୍ୟାଳୟର ରଙ୍ଗ ବଦଳାଇବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରଙ୍କ ପକ୍ଷରୁ କୁହାଯାଇଥିଲା। ଏବେ ରାଜ୍ୟର ବିଭିନ୍ନ ମେଡିକାଲର ରଙ୍ଗ ବଦଳିବ । ବିଶେଷକରି କ୍ୟାପିଟାଲ ହସ୍ପିଟାଲ ଏବଂ କଟକ […]
