ଜାତୀୟ
ପୁରାଣ ପ୍ରସିଦ୍ଧ ଚନ୍ଦ୍ରଭାଗା ବୁଡ ….
ସ୍ବତନ୍ତ୍ର ସ୍ଥାୟୀ ଆର୍ଥିକ ବ୍ୟବସ୍ଥା କରିବା ପାଇଁ ଦାବି କୋଣାର୍କ/ଭୁବନେଶ୍ୱର ୨୪-୦୧-୨୦୨୫(ପିପିଏସ) : ଭାରତ ବର୍ଷର ପ୍ରାଚୀନ ଐତିହ୍ୟ, ସଂସ୍କୃତି ଓ ପରମ୍ପରାର ପ୍ରତୀକ ପୁରାଣ ପ୍ରସିଦ୍ଧ ଚନ୍ଦ୍ରଭାଗା ମାଘସପ୍ତମୀ ବୁଡ ନିମନ୍ତେ ଉତ୍ତର ପ୍ରଦେଶର ପ୍ରସିଦ୍ଧ କୁମ୍ଭ ମେଳା ଓ ଓଡିଶାର ପ୍ରସିଦ୍ଧ ବିଶ୍ବ ବିଦିତ ବରଗଡର ପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବ ନିମନ୍ତେ ସରକାରଙ୍କ ପକ୍ଷରୁ ଯେଭଳି ସ୍ବତନ୍ତ୍ର ଭାବେ ସ୍ଥାୟୀ ଆର୍ଥିକ ସହାୟତା ବ୍ୟବସ୍ଥା କରାଯାଇ ଏହାର ଶୋଭା ବର୍ଦ୍ଧନ କରାଯାଉ ଥିବା ବେଳେ […]
ନାଗା ସାଧ୍ବୀ ହୋଇଗଲେ ମମତା କୁଲକର୍ଣ୍ଣି
ବଲିଉଡ୍ ଅଭିନେତ୍ରୀ ମମତା କୁଲକର୍ଣ୍ଣି ଏବେ ପୁରୁଣା ଜୀବନକୁ ତ୍ୟାଗ କରି ନାଗା ସାଧ୍ବୀ ହୋଇଛନ୍ତି ଓ ମହାମଣ୍ଡଳେଶ୍ୱର ଉପାଧି ଗ୍ରହଣ କରିଛନ୍ତି । ସେ ସଙ୍ଗମରେ ନିଜର ପିଣ୍ଡଦାନ କରି ସନ୍ୟାସ ଗ୍ରହଣ କରିଥିଲେ ଓ ନୂଆ ନାମ ଶ୍ରୀ ୟାମି ମମତାନନ୍ଦ ଗିରି ଗ୍ରହଣ କରିଥିଲେ । ମୁମ୍ବାଇ/ଭୁବନେଶ୍ୱର ୨୪-୦୧-୨୦୨୫(ପିପିଏସ) : ବଲିଉଡ୍ ଅଭିନେତ୍ରୀ ମମତା କୁଲକର୍ଣ୍ଣି ଏବେ ପୁରୁଣା ଜୀବନକୁ ତ୍ୟାଗ କରି ମହାମଣ୍ଡଳେଶ୍ୱର ହୋଇଛନ୍ତି। ଗ୍ଲାମର ଓ ଫିଲ୍ମର ମାର୍ଗକୁ ସେ […]
ଓଡ଼ିଶା ଶ୍ରେଷ୍ଠ ନିବେଶ କ୍ଷେତ୍ର :ମୁଖ୍ୟମନ୍ତ୍ରୀ
ଐତିହାସିକ ହେବ ଉତ୍କର୍ଷ ଓଡିଶା-ମେକ୍ ଇନ୍ ଓଡିଶା କନକ୍ଲେଭ୍-୨୦୨୫ ଉତ୍କର୍ଷ ଓଡିଶା-ମେକ୍ ଇନ୍ ଓଡିଶା କନକ୍ଲେଭ୍-୨୦୨୫ରେ ଜାନୁଆରି ୨୮-୨୯, ଦୁଇ ଦିନ ଧରି ଏହା କେବଳ ଡେଲିଗେଟ୍ମାନଙ୍କ ପାଇଁ ଖୋଲା ରହିବ। ୩୦ ତାରିଖ ଦିନ ଏହାକୁ ସର୍ବସାଧାରଣଙ୍କ ପାଇଁ ଖୋଲା ରଖାଯିବ। ଭୁବନେଶ୍ୱର ୨୪-୦୧-୨୦୨୫(ପିପିଏସ) : ଉତ୍କର୍ଷ ଓଡିଶା-ମେକ୍ ଇନ୍ ଓଡିଶା କନକ୍ଲେଭ୍-୨୦୨୫ ଆସନ୍ତା ୨୮-୨୯ରେ ଅନୁଷ୍ଠିତ ହେବ। ଏହି ବିଶାଳ ବ୍ୟବସାୟିକ ସମାରୋହ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସ୍ଥାନୀୟ ଜନତା […]
ବାରବାଟୀ ଦିନିକିଆ
ଫେବ୍ରୁଆରି ୨ରେ ଅନ୍ଲାଇନ୍, ୫-୬ରେ କାଉଣ୍ଟର ଟିକେଟ୍ ଐତିହାସିକ ବାରବାଟୀ କ୍ରିକେଟ ଷ୍ଟାଡିୟମ୍ରେ ଆୟୋଜିତ ହେବାକୁ ଯାଉଥିବା ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ୍ ମ୍ୟାଚ୍ର ଟିକେଟ୍ ବିକ୍ରି ନେଇ ତାରିଖ ଘୋଷଣା ହୋଇଯାଇଛି। ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦର୍ଶକଙ୍କ ଟିକେଟ୍ କିଣି ସାରିଛନ୍ତି। କଟକ ୨୪-୦୧-୨୦୨୫(ପିପିଏସ) : ଐତିହାସିକ ବାରବାଟୀ କ୍ରିକେଟ ଷ୍ଟାଡିୟମ୍ରେ ଆୟୋଜିତ ହେବାକୁ ଯାଉଥିବା ବହୁ ପ୍ରତୀକ୍ଷିତ ଭାରତ-ଇଂଲଣ୍ଡ ଦିନିକିଆ ଦିବାରାତ୍ର କ୍ରିକେଟ୍ ମ୍ୟାଚ୍ର ଟିକେଟ୍ ବିକ୍ରି ନେଇ ତାରିଖ ଘୋଷଣା ହୋଇଯାଇଛି। […]
ଯୁବତୀ ଚାଲାଣକୁ ନେଇ ହଂସିତା-ଅନୀଲଙ୍କୁ ପଚାରିବ ସ୍ପେଶାଲ କ୍ରାଇମ୍ ୟୁନିଟ୍
ପୁଣି ରିମାଣ୍ଡରେ ଆସିବେ ହାଇପ୍ରୋଫାଇଲ୍ ଠକ ହଂସିତା-ଅନୀଲ | ଉଭୟଙ୍କୁ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ କରିଛି ପୁଲିସ | ଯୁବତୀ ଚାଲାଣ ପ୍ରସଙ୍ଗରେ ଅଧିକ ଖୋଳତାଡ଼ ପାଇଁ ଆଣିବ ପୁଲିସ ଓ କମିଶନରେଟ ପୁଲିସର ସ୍ପେଶାଲ କ୍ରାଇମ୍ ୟୁନିଟ୍ ଜେରା କରିବ ଭୁବନେଶ୍ୱର ୨୪-୦୧-୨୦୨୫(ପିପିଏସ) : ପୁଣି ରିମାଣ୍ଡରେ ଆସିବେ ହାଇପ୍ରୋଫାଇଲ୍ ଠକ ହଂସିତା-ଅନୀଲ | ଉଭୟଙ୍କୁ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ କରିଛି ପୁଲିସ | ଯୁବତୀ ଚାଲାଣ ପ୍ରସଙ୍ଗରେ ଅଧିକ ଖୋଳତାଡ଼ ପାଇଁ ଆଣିବ […]
ପ୍ରସ୍ତାବିତ ବନ୍ଦର କୁ ବିସ୍ଥାପିତ ଙ୍କ ତୀବ୍ର ବିରୋଧ
: ସରିଲା ୩ୟ ପର୍ଯ୍ୟାୟ ଜନଶୁଣାଣି : ଜୀବନ ଶେଷ ରକ୍ତବିନ୍ଦୁ ଯାଏଁ ଲଢ଼ିବୁ, ବନ୍ଦର ହେବ ନାହିଁ : ଅସ୍ତରଙ୍ଗ ରେ ବନ୍ଦର ସ୍ବପ୍ନ ଭୁଲିଯାଅ ସରକାର ଅସ୍ତରଙ୍ଗ/ଭୁବନେଶ୍ୱର ୨୩-୦୧-୨୦୨୫(ପିପିଏସ ) : ପୁରୀ ଜିଲ୍ଲା ଅସ୍ତରଙ୍ଗ ରେ ପ୍ରସ୍ତାବିତ ବନ୍ଦରକୁ ନେଇ ବିରୋଧ ସ୍ୱର ତୀବ୍ର ହେବାରେ ଲାଗିଛି। ପ୍ରସ୍ତାବିତ ବନ୍ଦରକୁ ଅଞ୍ଚଳବାସୀ ବିରୋଧ କରିଛନ୍ତି। ଏଠାରେ ବନ୍ଦର ପ୍ରତିଷ୍ଠା ହେଲେ ସ୍ଥାନୀୟ ଲୋକେ ଭିଟାମାଟି ହରାଇବେ ଏବଂ ଜୈବ ବିବିଧତା ପ୍ରତି ବିପଦ […]
ଅଚଳ ହୋଇପଡିଛି ସୂର୍ଯ୍ୟମନ୍ଦିର ଲାଇଟ ଆଣ୍ଡ ସାଉଣ୍ଡ ସିଷ୍ଟମ। ପର୍ଯ୍ୟଟକ ନିରାଶ।
କୋଣାର୍କ/ଭୁବନେଶ୍ୱର ୨୩-୦୧-୨୦୨୫(ପିପିଏସ ) : ସରକାରଙ୍କ ରାଜକୋଷରୁ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ପର୍ଯ୍ୟଟକଙ୍କ ନିମନ୍ତେ ସୂର୍ଯ୍ୟମନ୍ଦିରରେ ଲାଇଟ୍ ଆଣ୍ଡ ସାଉଣ୍ଡର ବ୍ୟବସ୍ଥା କରାଯାଇଥିଲା। ଏହି କାର୍ଯ୍ୟକର୍ମରେ କୋଣାର୍କ ସୂର୍ଯ୍ୟମନ୍ଦିର ନିର୍ମାଣ ଶୈଳକୁ ପ୍ରଦର୍ଶିତ କରି ପର୍ଯ୍ୟଟକମାନଙ୍କୁ ଅବଗତ କରା ଯାଉଥିଲା। ୮ ଗୋଟି ପ୍ରୋଜେକ୍ଟରମାଧ୍ୟମରେ ୪୫ ମିନିଟ୍ ସମୟର ଏହି କାର୍ଯ୍ୟକ୍ରମ ପର୍ଯ୍ୟଟକ ମାନଙ୍କ ମଧ୍ୟରେ ବେଶ୍ ଆଦୃତ ହେବା ସହ ପର୍ଯ୍ୟଟନ ବିଭାଗର ଭଲ ଆୟ ହେଉଥିବା ଜଣାପଡିଛି। ହେଲେ ଦୁଃଖର ବିଷୟ ପୂର୍ବରୁ […]
‘ନେତାଜୀଙ୍କ ଦୃଷ୍ଟିକୋଣକୁ ନେଇ ସମୃଦ୍ଧ ଦେଶ ନିର୍ମାଣ ଉଦ୍ଦେଶ୍ୟରେ ବଢ଼ିବାକୁ ହେବ’
ନେତାଜୀ ଜୟନ୍ତୀ ଅବସରରେ କଟକରେ ଆୟୋଜିତ ‘ପରାକ୍ରମ ଉତ୍ସବ’ରେ ଯୋଗଦେଇ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ୧୯୪୩ ମସିହା ଡିସେମ୍ବରରେ ଜାପାନ ସହାୟତାରେ ଆଣ୍ଡାମାନ ଓ ନିକୋବର ଦ୍ବୀପରେ ଆଜାଦ୍ ହିନ୍ଦ ଫୌଜର ପ୍ରଥମ ସରକାର ପ୍ରତିଷ୍ଠା କରିଥିଲେ। କଟକ,୨୩-୦୧-୨୦୨୫(ପିପିଏସ ) : ନେତାଜୀ ସୁଭାଷ ଚନ୍ଦ୍ର ବୋଷ ନିଜ ମାତୃଭୂମି ପାଇଁ ଉଚ୍ଚ ପଦପଦବୀକୁ ତ୍ୟାଗ କରି ଜନ୍ମମାଟିର ସେବା ପାଇଁ ନିଜକୁ ଉତ୍ସର୍ଗୀକୃତ କରିଥିଲେ। ଅଦମ୍ୟ ସାହସରେ ସାମରିକ ଉପାୟରେ ବ୍ରିଟିଶ […]
ପୁରୁଷଙ୍କୁ ସୁଭଦ୍ରା ଲୋଭ !
ଭୁବନେଶ୍ୱର ୨୨-୦୧-୨୦୨୫ (ପିପିଏସ) : ସୁଭଦ୍ରାକୁ ନେଇ ବଡ଼ ଖୁଲାସା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ସୁଭଦ୍ରା ଯୋଜନା ପାଇଁ ରାଜ୍ୟର ୧୫୭ ଜଣ ପୁରୁଷ ଆବେଦନ କରିଛନ୍ତି।ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆହୁରି କହିଛନ୍ତି, ଆଧାର କାର୍ଡର ଯେତେବେଳେ ବ୍ୟାଙ୍କ ଲିଙ୍କ ଡାଟା ଆସିଲା ସେତେବେଳେ ଏ ତଥ୍ୟ ସାମ୍ନାକୁ ଆସିଲା। ବେଳେବେଳେ ପୁଅ ନାଁ ଓ ଝିଅଙ୍କ ନାଁ ଏକା ଭଳି ଥାଏ। ସେମାନେ ଭୁଲବଶତଃ ଆବେଦନ କରିଦେଇଥିବେ। କିନ୍ତୁ […]