1 min read

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ରୢାଗିଂ ଘଟଣା

୧୭ଜଣ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ବ୍ରହ୍ମପୁର/ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ରୢାଗିଂ ଘଟଣାକୁ ନେଇ ଶୃଙ୍ଗଳା କମିଟିର ତଦନ୍ତ ପରେ ୧୭ଜଣ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ଘଟଣାରେ ସଂପୃକ୍ତ ୪ଜଣ ଛାତ୍ରଙ୍କୁ ଏକ ସପ୍ତାହ ମଧ୍ୟରେ ହଷ୍ଟେଲ୍‌ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ଅନ୍ୟ ୧୩ ଜଣଙ୍କୁ ୧ହଜାର ଟଙ୍କା ଲେଖାଏଁ ଜରିମାନା ସହ ଅଣ୍ଡରଟେକିଂ ଦାଖଲ କରିବାକୁ କୁହାଯାଇଛି। ଗତ ମାସ ୨୧ ତାରିଖ ରାତିରେ ନୂତନ […]

1 min read

ଟ୍ରକ୍‌-କଣ୍ଟେନର ଦୁର୍ଘଟଣାଗ୍ରସ୍ତ: ଜଣେ ଡ୍ରାଇଭର ମୃତ, ହେଲପର ଗୁରୁତର

୫୩ ନମ୍ବର ଜାତୀୟ ରାଜପଥରେ ରବିବାର ସନ୍ଧ୍ୟାରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ଜମନକିରା ଥାନା ବଡରମା ଘାଟି ତଳ କଦଳିପାଲ ନିକଟରେ ଏକ ଟ୍ରକ ଓ ଗୋଟିଏ କଣ୍ଟେନର ମୁହାଁମୁହିଁ ଧକ୍କା ହୋଇଛି। କୁଚିଣ୍ଡା/ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ୫୩ ନମ୍ବର ଜାତୀୟ ରାଜପଥରେ ରବିବାର ସନ୍ଧ୍ୟାରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ଜମନକିରା ଥାନା ବଡରମା ଘାଟି ତଳ କଦଳିପାଲ ନିକଟରେ ଏକ […]

1 min read

ଦ୍ୱାରଶୁଣୀ ଘାଟିଠୁ ବଳିଗଲାଣି ୨୨୦ ନମ୍ବର ଜାତୀୟ ରାଜପଥ

ରାଇରଙ୍ଗପୁର/ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ରାଂଚି-ବିଜୟୱାଡା ୨୨୦ ନମ୍ବର ଜାତୀୟ ରାଜପଥ ଦୁର୍ଘଟଣାର ପିିଛା ଛାଡୁ ନାହିଁ। ଆଜି ପୁଣି ସଡ଼କ ଦୁର୍ଘଟଣାରେ ଜଣକର ମୃତ୍ୟୁ ଘଟିଥିବା ବେଳେ ଦୁଇଜଣଙ୍କୁ ଗୁରୁତର ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବାଦାମପାହାଡ ଥାନା ଅର୍ନ୍ତଗତ ୨୨୦ ନଂ ଜାତୀୟ ରାଜପଥର ଝଲଡୁଙ୍ଗରୀ ନିକଟରେ ମଧ୍ୟ ରାତ୍ରରେ ଗୋଟିଏ ବାଇକରେ ତିନିଜଣ ବାଇକ ଆରହୀ ଯଶିପୁରରୁ ରାଇରଙ୍ଗପୁର ଯିବା ରାସ୍ତାରେ ଦୂର୍ଘଟଣା ଘଟିଥିଲା।   ଦୂର୍ଘଟଣା ଘଟିବାର ଦୀର୍ଘ ସମୟରେ […]

1 min read

ସୁସ୍ଥ ହୋଇ ଘରକୁ ଫେରିଲେ ଗୋବିନ୍ଦା

ନୂଆଦିଲ୍ଲୀ/ଭୁବନେଶ୍ୱର ୦୪-୧୦-୨୦୨୪(ପିପିଏସ) : ଅକ୍ଟୋବର ୧ ତାରିଖରେ ଅଭିନେତା ଗୋବିନ୍ଦାଙ୍କ ସହିତ ଏକ ଅଘଟଣ ଘଟି ଯାଇଥିଲା। ଏହି ଦୁର୍ଘଟଣାରେ ଅଭିନେତାଙ୍କ ଜୀବନ ଅଳ୍ପକେ ରକ୍ଷା ପାଇଯାଇଛି। ବିମାନବନ୍ଦରକୁ ବାହାରୁ୍‌ଥିବା ସମୟରେ ଘ‌ରେ ଥିବା ଲାଇସେନ୍ସ ପ୍ରାପ୍ତ ବନ୍ଧୁକରୁ ଗୁଳି ଫୁଟିଯିବାରୁ ଅଭିନେତା ଗୋବିନ୍ଦା ଗୁରୁତର ଆହତ ହୋଇଥିଲେ।  ସଙ୍ଗେସଙ୍ଗେ ତାଙ୍କୁ ଘଟଣାସ୍ଥଳରୁ  ଉଦ୍ଧାର କରି ଚିକିତ୍ସା ପାଇଁ ଆନ୍ଧେରିର କ୍ରେଟି କେୟାର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ‌ଗୋଡ଼ର ଅସ୍ତ୍ରୋପଚାର କରାଯାଇ ଗୁଳି ବାହାର […]

1 min read

ବାଘ ଆତଙ୍କ! ଆଳିରେ ପହଞ୍ଚିଲେ ବନବିଭାଗ ଅଧିକାରୀ

ଆଳି/ଭୁବନେଶ୍ୱର ୦୪-୧୦-୨୪ (ପିପିଏସ) : ଆଳିରେ ବାଘ ପଇଁତରା ମାରୁଛି। ଏମିତି ଭିଡିଓ ଭାଇରାଲକୁ ନେଇ ଗତ ରାତି ଠାରୁ ଆଳିରେ ଆତଙ୍କିତ ଅବସ୍ଥା ସୃଷ୍ଟି ହୋଇଛି।ଆଳିର ଏକ ନିକାଞ୍ଚନ ପଡ଼ିଆରେ ବାଘ ବୁଲୁଛି। ସିମେଣ୍ଟ ପାଚେରୀ ଉପରେ କୁଦିକୁଦି ଚାଲୁଛି।ଗଛ ଉପରେ ଶୋଇଛି। ଏମିତି ସବୁ ଦୃଶ୍ୟର ଗୋଟିଏ ପରେ ଗୋଟିଏ ଭିଡିଓ ପୋଷ୍ଟରେ ଘୂରି ବୁଲୁଥିବାର ଦେଖି ଅଞ୍ଚଳବାସୀ  ଆତଙ୍କିତ ହୋଇପଡ଼ିଥିଲେ। ଆଳିରେ ବାଘ ପଇଁତରା ମାରୁଛି। ଏମିତି ଭିଡିଓ ଭାଇରାଲକୁ ନେଇ ଗତ […]

1 min read

ପୁଣି ଭାରରେ ବୁହାହେଲେ ରୋଗୀ

ଚିତ୍ରକୋଣ୍ଡାରେ ଅଭାବନୀୟ ଦୃଶ୍ୟ ଚିତ୍ରକୋଣ୍ଡା/ଭୁବନେଶ୍ୱର ୩୦-୦୯-୨୦୨୪ (ପିପିଏସ) : ଭାରରେ ବୁହାହେଲେ ରୋଗୀ, ଏପରି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ନୂଆଗୁଡା ପଂଚାୟତର ରଥଗୁଡା ଗ୍ରାମରେ। ତେବେ କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ ସାରିଆପାଲ୍ଲୀ ଗ୍ରାମରୁ ଚିତ୍ରକୋଣ୍ଡା ବ୍ଲକ ନୂଆଗୁଡା ପଞ୍ଚାୟତ ର ଆରଏସସି-୧୦ କୁ ପାହାଡ଼ କାଟି  ଏକ ପ୍ରଧାନମନ୍ତ୍ରୀ ସଡକ ଯୋଜନା ନିର୍ମାଣ ହୋଇଛି। ଏହି ସଡକ ଟି ନିର୍ମାଣ ହୋଇଛି ସତ କିନ୍ତୁ ନିଳାକାମ୍ବେରୁ ପଂଚାୟତର ମନ୍ତ୍ରୀପୁଟ […]

1 min read

ଅଧାରେ ରହିଲା ପୁରୀ ତ୍ରୀର୍ଥଯାତ୍ରା

ଜଳେଶ୍ବର/ଭୁବନେଶ୍ୱର, ୨୮-୦୯-୨୦୨୪(ପିପିଏସ) : ଅଧାରେ ରହିଲା ପୁରୀ ତ୍ରୀର୍ଥଯାତ୍ରା। ଉତ୍ତର ପ୍ରଦେଶରରୁ ତୀର୍ଥଯାତ୍ରୀଙ୍କୁ ନେଇ ପୁରୀ ଅଭିମୁଖେ ଯାଉଥିବା ଏକ ଘରୋଇ ବସ୍‌ ବାଲେଶ୍ବର ଜିଲ୍ଲା ଜଳେଶ୍ବର ଥାନା ଅଧୀନ ୬୦ ନମ୍ବର ଜାତୀୟ ରାଜପଥର ମହମ୍ମଦନଗରରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମହିଳାଙ୍କ ସମେତ ୪ ଜଣ ତୀର୍ଥଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ୩୦ ଜଣ ଆହତ ଅଛନ୍ତି। ଆହତମାନଙ୍କ ମଧ୍ୟରୁ କିଛି ଯାତ୍ରୀ ଗୁରୁତର ଅଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।  […]

1 min read

୪୮ ଘଣ୍ଟା ପାଇଁ ଇଣ୍ଟରନେଟ୍ ବନ୍ଦ

ଭଦ୍ରକ/ଭୁବନେଶ୍ୱର, ୨୮-୦୯-୨୦୨୪(ପିପିଏସ) : ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ତୁମୁଳକାଣ୍ଡ ଘଟିଥିଲା। ଉତ୍ତ୍ୟକ୍ତ ଲୋକେ ପୁଲିସ ଉପରକୁ ପଥରମାଡ଼ କରିଥିଲେ। ଫଳରେ ୨ ପୁଲିସ ଅଧିକାରୀ ଆହତ ହୋଇଥିଲେ। ଘଟଣାସ୍ଥଳକୁ ଯାଇଥିବା ତହସିଲଦାରଙ୍କ ଗାଡ଼ିକୁ ଉତ୍ତ୍ୟକ୍ତ ଲୋକେ ଲୋକେ ଭାଙ୍ଗି ଦେଇଥିଲେ । ସ୍ଥିତି ଅଣାୟତ୍ତ ହେବାରୁ ପୁଲିସ ପକ୍ଷରୁ ଲାଠିଚାର୍ଜ କରାଯାଇଥିଲା। ଏହି ହିଂସାକୁ ନେଇ ସହରରେ ୪୮ ଘଣ୍ଟା ପର୍ଯ୍ୟନ୍ତ ଇଣ୍ଟେନେଟ ସେବାକୁ ବନ୍ଦ କରାଯାଇଛି। […]

1 min read

ରାଉରକେଲା ଷ୍ଟିଲ୍‌ପ୍ଲାଣ୍ଟରେ ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ରାଉରକେଲା/ଭୁବନେଶ୍ୱର, ୨୮-୦୯-୨୦୨୪(ପିପିଏସ) : ରାଉରକେଲା ଷ୍ଟିଲ୍‌ପ୍ଲାଣ୍ଟରେ ଶନିବାର ବଡ଼ଧରଣର ବିସ୍ଫୋରଣ ଘଟିଛି । ଷ୍ଟିଲ୍‌ପ୍ଲାଣ୍ଟର ଏସ୍‌ଏମ୍‌ଏସ୍‌- ୧ ୟୁନିଟରେ ବିସ୍ଫୋରଣ ଘଟିଥିବା କୁହାଯାଉଛି । ଏହି ଘଟଣାରେ ୫ ଶ୍ରମିକ ଗୁରୁତର ଆହତ ହୋଇଥିବା କୁହାଯାଉଛି ।  ଗୁରୁତର ଆହତ ହୋଇଥିବା ଶ୍ରମିକଙ୍କୁ ଉଦ୍ଧାର କରି ରାଉରକେଲା ଆଇଜିଏଚ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି । ଷ୍ଟିଲ୍‌ପ୍ଲାଣ୍ଟର ଏସ୍‌ଏମ୍‌ଏସ୍‌- ୧ ୟୁନିଟରେ କିଭିଳି ବିସ୍ଫୋରଣ ଘଟିଲା ତାହାର କାରଣ ଅସ୍ପଷ୍ଟ ରହିଛି 

1 min read

ନଳା ଭିତରେ ଶ୍ରମିକଙ୍କୁ ମାରିଦେଲେ!

ଭୁବନେଶ୍ୱର ୨୬-୦୯-୨୦୨୪(ପିପିଏସ) : ବିଏମ୍‌ସିର ନଳା କାମ ଚାଲିଥିଲା। ଗାର୍ଡ ୱାଲ ପାଇଁ ଖୋଳୁଖୋଳୁ ନଳା କଡ଼ରେ ଥିବା ପାଚେରି ଭୁଶୁଡ଼ି ପଡ଼ିଲା। ପାଚେରି ତଳେ ରହିଗଲେ ଶ୍ରମିକ। ଉଦ୍ଧାର କଲାପରେ ହସ୍‌ପିଟାଲ୍‌ ନେଲେ। ହେଲେ ୨ଦିନ ମୃତ୍ୟୁ ସହ ସଂଗ୍ରାମ କରିବା ପରେ ଆଖି ବୁଜିଲେ। ଠିକାଦାର ଓ ବିଏମ୍‌ସି ଇଞ୍ଜିନିୟର ପରିବାରବର୍ଗଙ୍କୁ ଧରି ରଫାଦଫା କରିଦେଲେ। ଶବ ପୋଡ଼ି ଦେବା ପରେ ଶ୍ରମିକଙ୍କ ପରିବାରବର୍ଗଙ୍କୁ ଗଞ୍ଜାମ ପ‌ଠେଇଦେଲେ। ଅତି ଚତୁରତାର ସହ କାମ କରିଥିଲେ। […]