1 min read

ରାଜ୍ୟର ୫୮ଟି ସବ୍ ଡିଭିଜନରେ ଗୋଟିଏ ଲେଖାଏଁ ଶୀତଳ ଭଣ୍ଡାର ନିର୍ମାଣ ପାଇଁ ପ୍ରସ୍ତାବ

ରାଜ୍ୟରେ ପନିପରିବା ନଷ୍ଟ ନହେବା ପାଇଁ ଶୀତଳ ଭଣ୍ଡାର ଖୋଲିବା ନେଇ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଶୀତଳ ଭଣ୍ଡାର ପାଇଁ ଆର୍ଥିକ ପ୍ରୋତ୍ସାହନ ଯୋଗାଇ ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ଭୁବନେଶ୍ୱର ୨୨-୦୧-୨୦୨୫ (ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକସେବା ଭବନରେ ବସିଥିବା କ୍ୟାବିନେଟ୍ ବୈଠକରେ ବିଭିନ୍ନ ବିଭାଗର ୧୦ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ବୈଠକ ଶେଷ ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମ୍ୱାଦିକ […]

1 min read

ବିକଶିତ ଗାଁ, ବିକଶିତ ଓଡ଼ିଶା ପ୍ରସ୍ତାବକୁ ମଞ୍ଜୁରୀ

କ୍ୟାବିନେଟ୍ ବୈଠକରେ ବିକଶିତ ଗାଁ, ବିକଶିତ ଓଡ଼ିଶା ପ୍ରସ୍ତାବକୁ ୫ ବର୍ଷ ଯାଏ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନିଆଯାଇଛି ଗାଁର ବିକାଶ ହେଲେ ଦେଶର ବିକାଶ ହୋଇପାରିବ । ଏଥିପାଇଁ ନୂଆ ସରକାରଙ୍କର ପ୍ରଥମ ବଜେଟ୍‌ରେ ୧ ହଜାର କୋଟି ଟଙ୍କା ବ୍ୟୟବରାଦ ହୋଇଥିଲା ଭୁବନେଶ୍ୱର ୨୨-୦୧-୨୦୨୫ (ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ  ଅଧ୍ୟକ୍ଷତାରେ ବୁଧବାର ଲୋକସେବା ଭବନରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୦ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ବ‌ୈଠକରେ ବିକଶିତ ଗାଁ, […]

1 min read

ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ

ଅଯୋଗ୍ୟ ରାସନ କାର୍ଡଧାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ ଭୁବନେଶ୍ୱର ୨୨-୦୧-୨୦୨୫ (ପିପିଏସ) : ଅଯୋଗ୍ୟ ରାସନ କାର୍ଡଧାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ। ଏନେଇ ଓଡିଶା ଖାଦ୍ୟ ଯୋଗାଣ ଏବଂ ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଚେତାବନୀ ଦେଇଛନ୍ତି। ସଂଶୋଧିତ ତଥା କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପୂର୍ବରୁ ସ୍ବେଚ୍ଛାକୃତ ଭାବେ ସେମାନେ କାର୍ଡ ସମର୍ପଣ କରିବାକୁ ମନ୍ତ୍ରୀ ଚେତାବନୀ ଦେଇଛନ୍ତି। କାର୍ଡ ସମର୍ପଣର କୌଣସି ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ ବୋଲି ମନ୍ତ୍ରୀ […]

1 min read

ମେଡିକାଲ ଏବଂ ସ୍ବାସ୍ଥ୍ୟ ସେବା ନିୟମାବଳୀ ୨୦୧୭ର ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ

ଓଡିଶା ମେଡିକାଲ ଏବଂ ସ୍ବାସ୍ଥ୍ୟ ସେବା (ନିଯୁକ୍ତି ପଦ୍ଧତି ଏବଂ ସେବା ସର୍ତ୍ତ) ନିୟମାବଳୀ, ୨୦୧୭ରେ ସଂଶୋଧନ ପାଇଁ ଓଡିଶା କ୍ୟାବିନେଟ ବୁଧବାର ଦିନ ଅନୁମୋଦନ କରିଛି। ଏହି ସଂଶୋଧନର ଲକ୍ଷ୍ୟ ହେଉଛି ଓଡ଼ିଶା ମେଡିକାଲ୍ ଏବଂ ସ୍ୱାସ୍ଥ୍ୟ ସେବା ସର୍ତ୍ତାବଳୀକୁ ନିୟନ୍ତ୍ରଣ କରିବା ଭୁବନେଶ୍ୱର ୨୨-୦୧-୨୦୨୫ (ପିପିଏସ) : ଓଡିଶା ମେଡିକାଲ ଏବଂ ସ୍ବାସ୍ଥ୍ୟ ସେବା (ନିଯୁକ୍ତି ପଦ୍ଧତି ଏବଂ ସେବା ସର୍ତ୍ତ) ନିୟମାବଳୀ, ୨୦୧୭ରେ ସଂଶୋଧନ ପାଇଁ ଓଡିଶା କ୍ୟାବିନେଟ ବୁଧବାର ଦିନ ଅନୁମୋଦନ […]

1 min read

ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ ଶସ୍ୟ ପରିବହନ ପାଇଁ ସର୍ବାଧିକ ମୂଲ୍ୟ ବୃଦ୍ଧି

ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ ଚାଉଳ ଓ ଗହମ ପରି ଶସ୍ୟ ପରିବହନ ପାଇଁ ରାଜ୍ୟ ସରକାର କ୍ୱିଣ୍ଟାଲ ପିଚ୍ଛା  ସର୍ବାଧିକ ମୂଲ୍ୟ ୭୫ ଟଙ୍କାରୁ ୧୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏ ସଂପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି। ଭୁବନେଶ୍ୱର ୨୧-୦୧-୨୦୨୫(ପିପିଏସ) : ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ ଚାଉଳ ଓ ଗହମ ପରି ଶସ୍ୟ ପରିବହନ ପାଇଁ ରାଜ୍ୟ ସରକାର କ୍ୱିଣ୍ଟାଲ ପିଚ୍ଛା ସର୍ବାଧିକ ମୂଲ୍ୟ ୭୫ ଟଙ୍କାରୁ ୧୫୦ ଟଙ୍କାକୁ […]

1 min read

କିଏ କେଉଁଠି କରିବେ ପତାକା ଉତ୍ତୋଳନ

୭୬ତମ ସାଧାରଣତନ୍ତ୍ର ଦିବସ ଭୁବନେଶ୍ୱର ୨୧-୦୧-୨୦୨୫(ପିପିଏସ) : ଭାରତର ୭୬ତମ ସାଧାରଣତନ୍ତ୍ର ଦିବସ ପାଖଇେ ଆସୁଛି। ହାତରେ ଆଉ ୪ ଦିନ ସମୟ ଥିବାରୁ ଏହି ଗଣପର୍ବ ପାଇଁ ସରକାର ଓ ପ୍ରଶାସନ ପ୍ରସ୍ତୁତିକୁ ଜୋରଦାର କରିଦେଇଛନ୍ତି। ଜାତୀୟ ପର୍ବ ପାଇଁ ଦିଲ୍ଲୀରୁ ପଲ୍ଲୀ ଯାଏଁ ପ୍ରସ୍ତୁତି ଚାଲିଛି। ସାଧାରଣତନ୍ତ୍ର ଦିବସକୁ ମହାସମାରୋହରେ ପାଳନ କରିବାକୁ ଓଡ଼ିଶା ସରକାର ମଧ୍ୟ ପ୍ରସ୍ତୁତି ଜାରି ରଖିଛନ୍ତି। ଭୁବନେଶ୍ବରରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହରେ ରାଜ୍ୟପାଳ ପତାକା ଉତ୍ତୋଳନ କରିବେ। ଜିଲ୍ଲା […]

1 min read

ବିରଳ ମହାଜାଗତିକ ଘଟଣା, ଗୋଟିଏ ଧାଡ଼ିରେ ୬ ଗ୍ରହ

ମହାକାଶରେ ଏକ ବିରଳ ଘଟଣା ଦେଖାଯାଇଛି । ସୌରଜଗତର ୬ଟି ଗ୍ରହକୁ ଏକା ସାଙ୍ଗରେ ଗୋଟିଏ ସରଳ ରେଖାରେ ଦେଖାଯାଇଛନ୍ତି, ଅର୍ଥାତ୍ ଛଅଟି ଗ୍ରହ ଗୋଟିଏ ରେଖାରେ ପରିକ୍ରମା କରୁଛନ୍ତି ।  ନୂଆଦିଲ୍ଲୀ /ଭୁବନେଶ୍ୱର ୨୧-୦୧-୨୦୨୫(ପିପିଏସ) : ମହାକାଶରେ ଏକ ବିରଳ ଘଟଣା ଦେଖାଯାଇଛି । ସୌରଜଗତର ୬ଟି ଗ୍ରହକୁ ଏକା ସାଙ୍ଗରେ ଗୋଟିଏ ସରଳ ରେଖାରେ ଦେଖାଯାଇଛନ୍ତି, ଅର୍ଥାତ୍ ଛଅଟି ଗ୍ରହ ଗୋଟିଏ ରେଖାରେ ପରିକ୍ରମା କରୁଛନ୍ତି ।  ବିନା ଟେଲିସ୍କୋପରେ ଅର୍ଥାତ୍ ଖାଲି ଆଖିରେ […]

1 min read

ପାଚକ-ପାଚିକାଙ୍କ ପାରିଶ୍ରମିକ ବୃଦ୍ଧି

ଏଣିକି ମାସିକ ମିଳିବ ୩୦୦୦ ଟଙ୍କା ରାଜ୍ୟ ପି.ଏମ ପୋଷଣ ଯୋଜନାରେ କାମ କରୁଥିବା ଏକ ଲକ୍ଷରୁ ଅଧିକ ପାଚକ, ପାଚିକାମାନଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଭୁବନେଶ୍ୱର ୨୧-୦୧-୨୦୨୫(ପିପିଏସ) : ପି.ଏମ ପୋଷଣ ଯୋଜନାରେ (ମଧ୍ୟାହ୍ନ ଭୋଜନ) କାମ କରୁଥିବା ଏକ ଲକ୍ଷରୁ ଅଧିକ ପାଚକ, ପାଚିକାମାନଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କ ମାସିକ […]

1 min read

ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଫେବ୍ରୁଆରି ୧୭ରେ ଆସିବ ରାଜ୍ୟ ବଜେଟ୍‌

ଭୁବନେଶ୍ବର: ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଆସନ୍ତା ୧୩ ତାରିଖ ଠାରୁ ଆରମ୍ଭ ହେବ। ଏହି ଅଧିବେଶ‌ନରେ ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ବଜେଟ୍‌ ଉପସ୍ଥାପନ କରିବେ। ଅର୍ଥ ବିଭାଗର ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ୍‌ ଉପସ୍ଥାପନ କରିବେ।  ଭୁବନେଶ୍ୱର ୨୧-୦୧-୨୦୨୫(ପିପିଏସ) : ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଆସନ୍ତା ୧୩ ତାରିଖ ଠାରୁ ଆରମ୍ଭ ହେବ। ଏହି ଅଧିବେଶ‌ନରେ ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ […]

1 min read

ପାକିସ୍ତାନୀ ଏୟାରପୋର୍ଟକୁ ହାତେଇଲା ଚୀନ

ପାକିସ୍ତାନର ଗ୍ବାଦର ସହରରେ ନିର୍ମିତ ଏକ ଏୟାରପୋର୍ଟକୁ ନିଜ ନିୟନ୍ତ୍ରଣକୁ ନେଇଯାଇଛି । ଏହି ବିମାନ ବନ୍ଦରରେ ସୁରକ୍ଷା ପାଇଁ ବହୁ ସଂଖ୍ୟକ ଚାଇନା ଉପକରଣ ଲଗାଯାଇଛି। ଖାଲି ସେତିକି ନୁହେଁ, ଚୀନରୁ ଆସୁଥିବା ଜାହାଜ ସମୟରେ ଚୀନସେନାର ସ୍ପେଶାଲ ସ୍କ୍ୱାଡ୍ ଏଠାରେ ମୁତୟନ ରହିବେ। କରାଚି/ନୂଆଦିଲ୍ଲୀ/ଭୁବନେଶ୍ୱର ୨୧-୦୧-୨୦୨୫(ପିପିଏସ) : ପାକିସ୍ତାନର ଗ୍ବାଦର ସହରରେ ନିର୍ମିତ ଏକ ଏୟାରପୋର୍ଟକୁ ନିଜ ନିୟନ୍ତ୍ରଣକୁ ନେଇଯାଇଛି । ଏହି ବିମାନ ବନ୍ଦରରେ ସୁରକ୍ଷା ପାଇଁ ବହୁ ସଂଖ୍ୟକ ଚାଇନା ଉପକରଣ […]