ଜାତୀୟ
କୋଲକାତା ମେଡିକାଲ ଛାତ୍ରୀ ଦୁଷ୍କର୍ମ-ହତ୍ୟା ମାମଲା: ରାୟ ନେଇ ଖୁସି ନାହାନ୍ତି କଟକ ଛାତ୍ରଛାତ୍ରୀ
ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲର ଜଣେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଏବଂ ହତ୍ୟା ମାମଲାରେ ଆଜି ପଶ୍ଚିମବଙ୍ଗର ସିଆଲଦା କୋର୍ଟରେ ରାୟ ପ୍ରକାଶ ପାଇଛି। ଦୋଷୀ ସଞ୍ଜୟ ରାୟଙ୍କୁ ମିଳିଥିବା ଦଣ୍ଡ ନେଇ କଟକ ଏସ୍ସିବି ମେଡିକାଲ କଲେଜର ଡାକ୍ତର ଛାତ୍ରଛାତ୍ରୀମାନେ ଖୁସି ନାହାନ୍ତି। କଟକ ,୨୦-୦୧-୨୦୨୫(ପିପିଏସ) : କୋଲକାତାର ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲର ଜଣେ ମହିଳା ଡାକ୍ତରଙ୍କୁ ଗତବର୍ଷ ଅଗଷ୍ଟ ୯ ତାରିଖ ଦିନ ଦୁଷ୍କର୍ମ ଏବଂ ହତ୍ୟା […]
ରାମାୟଣ ସାଂସ୍କୃତିକ କେନ୍ଦ୍ର ପକ୍ଷରୁ ଅଯୋଧ୍ୟାରେ ରାମ ମନ୍ଦିର ଉଦଘାଟନର ପ୍ରଥମ ବାର୍ଷିକୀ ପାଳନ
ଭୁବନେଶ୍ୱର ୨୦-୦୧-୨୦୨୫(ପିପିଏସ) : ୨୦୨୪ ଜାନୁଆରୀ ୨୨ ତାରିଖରେ ଅଯୋଧ୍ୟାରେ ରାମ ମନ୍ଦିର ଉଦଘାଟନ ସହିତ ଭାରତ ଏକଗୁରୁତ୍ୱପୂର୍ଣ୍ଣ ସୁଯୋଗ ପ୍ରତ୍ୟକ୍ଷ କରିଥିଲା ଯାହା ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ପାଇଁ ଏକ ଦଶନ୍ଧିର ଯାତ୍ରାର ସମାପ୍ତି ଥିଲା । ଏହି ଐତିହାସିକ ଘଟଣା କେବଳ ଏକ ବହୁ ପ୍ରତୀକ୍ଷିତ ସ୍ୱପ୍ନକୁ ପୂରଣ କରିନଥିଲା ବରଂ ଭାରତର ସମୃଦ୍ଧ ସାଂସ୍କୃତିକ ଐତିହ୍ୟର ପୁନରୁଦ୍ଧାର ମଧ୍ୟ କରିଥିଲା । ଜାନୁଆରୀ ୨୨, ୨୦୨୫ରେ ସାରା ବିଶ୍ୱ ଅଯୋଧ୍ୟା ରାମ ମନ୍ଦିରର […]
ଅସ୍ତରଙ୍ଗ ରେ ଡଲଫିନ ଗଣନା
:-୩ ଦିନ ବ୍ୟାପି ୪ଟି ଟିମ୍ ଗଣନା କରିବେ ଅସ୍ତରଙ୍ଗ/ଭୁବନେଶ୍ୱର ୨୦-୦୧-୨୦୨୫(ପିପିଏସ ) : ତିନି ଦିନ ଧରି ପୁରୀ ଜିଲ୍ଲା ଅସ୍ତରଙ୍ଗ ଦେବୀ ନଦୀରେ ଓ ସମୁଦ୍ରରେ ବିରଳ ଡଲଫିନଙ୍କ ସଂଖ୍ୟା ବନବିଭାଗ ପକ୍ଷରୁ ଗଣନା ଜାରୀ ରହିବ। ନଦୀ ସମୁଦ୍ର ଘେରା ଅସ୍ତରଙ୍ଗ ଅଞ୍ଚଳ। ଏଠାରେ ପ୍ରବାବିତ ଦେବୀ ନଦୀ ସମୁଦ୍ର ମଧ୍ୟଦେଇ ବଙ୍ଗୋପସାଗର ସହିତ ମିଶିଛି। ଏଠାରେ ରହିଥିବା ହେନ୍ତାଳ ଜଙ୍ଗଲ ବନ୍ୟ ପ୍ରାଣୀଙ୍କ ପାଇଁ ପାଲଟିଛି ଅଭୟାରଣ୍ୟ। ବିଶେଷ ଭାବରେ ଶୀତଋତୁ […]
କୋଣାର୍କରେ ଆରମ୍ଭ ହେଲା ଦୁଇଦିନିଆ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
କୋଣାର୍କରେ ଆଜି ଠାରୁ ଆରମ୍ଭ ହୋଇଛି ଦୁଇଦିନିଆ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି। କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ଜି କିଷନ ରେଡ୍ଡୀ ଓ ରାଜ୍ୟ ଖଣି ମନ୍ତ୍ରୀ ବିଭୁତିଭୂଷଣ ଜେନା ବି ଏଥିରେ ଯୋଗ ଦେଇଛନ୍ତି। କୋଣାର୍କ/ଭୁବନେଶ୍ୱର ୨୦-୦୧-୨୦୨୫(ପିପିଏସ ) : କୋଣାର୍କରେ ଆଜି ଠାରୁ ଆରମ୍ଭ ହୋଇଛି ଦୁଇଦିନିଆ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ […]
ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବ ପିଏମ ଆବାସ ସର୍ଭେ
ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବ ପିଏମ ଆବାସ ସର୍ଭେ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତରାଜ ମନ୍ତ୍ରୀ ରବି ନାରାୟଣ ନାୟକ। ସେ କହିଛନ୍ତି, ଏଥିଲାଗି ଉଭୟ ଅଫଲାଇନ ଏବଂ ଅନଲାଇନରେ ଆବେଦନ କରିପାରିବେ ହିତାଧିକାରୀ। ଭୁବନେଶ୍ୱର ୨୦-୦୧-୨୦୨୫(ପିପିଏସ ) : ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବ ପିଏମ ଆବାସ ସର୍ଭେ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତରାଜ ମନ୍ତ୍ରୀ ରବି ନାରାୟଣ ନାୟକ। ସେ କହିଛନ୍ତି, ଏଥିଲାଗି ଉଭୟ ଅଫଲାଇନ ଏବଂ ଅନଲାଇନରେ ଆବେଦନ କରିପାରିବେ […]
ରାଷ୍ଟ୍ରପତି ଭବନରେ ଆୟୋଜିତ ନୈଶ ଭୋଜି ପାଇଁ ରାମଜିତ୍, କିରନ୍ଙ୍କୁ ନିମନ୍ତ୍ରଣ
ଆସନ୍ତା ସାଧାରଣତନ୍ତ୍ର ଦିବସ ଅବସରରେ ରାଷ୍ଟ୍ରପତି ଭବନରେ ଆୟୋଜିତ ହେବାକୁ ଥିବା ଏକ ନୈଶ ଭୋଜିରେ ରାଇରଙ୍ଗପୁର ଅଂଚଳର ଦୁଇଜଣ ଯୋଗଦେବେ ବୋଲି ରାଷ୍ଟ୍ରପତି ଭବନରୁ ନିମନ୍ତ୍ରଣ ଆସିଛି। ରାଇରଙ୍ଗପୁର/ଭୁବନେଶ୍ୱର ୨୦-୦୧-୨୦୨୫(ପିପିଏସ ) : ସାଧାରଣତନ୍ତ୍ର ଦିବସ ଅବସରରେ ରାଷ୍ଟ୍ରପତି ଭବନରେ ଆୟୋଜିତ ହେବାକୁ ଥିବା ଏକ ନୈଶ ଭୋଜିରେ ରାଇରଙ୍ଗପୁର ଅଂଚଳର ଦୁଇଜଣ ଯୋଗଦେବେ ବୋଲି ରାଷ୍ଟ୍ରପତି ଭବନରୁ ନିମନ୍ତ୍ରଣ ଆସିଛି। ସୂଚନା ଅନୁଯାୟୀ ରାଇରଙ୍ଗପୁର ୧୦ ନଂ ୱାର୍ଡ ଅଁଳାଡୁବାର କିରଣ ଡଗରା ବିଭିନ୍ନ […]
ନବ ଦାସ ହତ୍ୟା ମାମଲା: ମୁହଁ ଖୋଲିଲେ ଦେବେଶ
ବହୁ ଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ଘଟଣାକୁ ନେଇ ରାଜ୍ୟରେ ଜୋରଦାର ଚର୍ଚ୍ଚା ଚାଲିଥିବା ବେଳେ ରାଜନୈତିକ ବୟାନବାଜୀ ମଧ୍ୟ ଜାରି ରହିଛି। ପୂର୍ବତନ ବିଧାୟକ ଦୀପାଳି ଦାସ ତାଙ୍କ ବାପା ନବ ଦାସଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବି କରିଛନ୍ତି। ଭୁବନେଶ୍ୱର ୨୦-୦୧-୨୦୨୫(ପିପିଏସ ) : ବହୁ ଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ଘଟଣାକୁ ନେଇ ରାଜ୍ୟରେ ଜୋରଦାର ଚର୍ଚ୍ଚା ଚାଲିଥିବା ବେଳେ ରାଜନୈତିକ ବୟାନବାଜୀ ମଧ୍ୟ ଜାରି […]
ପରିବାରର ପ୍ରତ୍ୟେକ ସଦସ୍ୟଙ୍କୁ ମିଳିବ ‘ଆୟୁଷ୍ମାନ’ କାର୍ଡ
ଓଡ଼ିଶାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଆରମ୍ଭ ହେବ। ଏଥିପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଆୟୁଷ୍ମାନ ଭାରତ କାର୍ଡ ଛାପିବା ପାଇଁ ଜାତୀୟ ସ୍ବାସ୍ଥ୍ୟ ଏଜେନ୍ସି (ଏନ୍ଏଚ୍ଏ)ର ଭେଣ୍ଡରଙ୍କୁ ତାଲିକା ଦିଆସରିଛି। ଭୁବନେଶ୍ୱର ୧୯-୦୧-୨୦୨୫(ପିପିଏସ ) : ଓଡ଼ିଶାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଆରମ୍ଭ ହେବ। ଏଥିପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଆୟୁଷ୍ମାନ ଭାରତ କାର୍ଡ […]
କୋଣାର୍କ ଦେଖି ବିମୋହିତ ହେଲେ ସିଙ୍ଗାପୁର ରାଷ୍ଟ୍ରପତି
କଳାଗ୍ରାମ ରଘୁରାଜପୁର, କୋଣାର୍କ ସୂର୍ଯ୍ୟମନ୍ଦିର ବୁଲିଲେ ପୁରୀ/କୋଣାର୍କ/ଭୁବନେଶ୍ୱର ୧୯-୦୧-୨୦୨୫(ପିପିଏସ ) : ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନ୍ମୁଗରତ୍ନମ ଆଜି ସସ୍ତ୍ରୀକ ପୁରୀ ଜିଲ୍ଲା ଗସ୍ତରେ ଆସି ସଦର ବ୍ଲକ୍ ଅନ୍ତର୍ଗତ ଚନ୍ଦନପୁର ନିକଟ କଳାଗ୍ରାମ ରଘୁରାଜପୁର ଓ କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ରଘୁରାଜପୁରର ପଟ୍ଟଚିତ୍ର, ତାଳପତ୍ର କଳା, ମାଟି ଓ ଗୋବର କଣ୍ଢେଇ, ପଥର କଳା ଆଦି ଦେଖି ଅଭିଭୂତ ହୋଇଛନ୍ତି। ପଟ୍ଟଚିତ୍ର ଶିଳ୍ପୀଙ୍କ ସହ ପ୍ରତ୍ୟକ୍ଷ ଆଲୋଚନା କରିଛନ୍ତି। ପଟ୍ଟଚିତ୍ର […]
ପରଲୋକରେ ବରିଷ୍ଠ ମାନସିକ ରୋଗ ବିଶେଷଜ୍ଞ ପ୍ରଫେସର୍ ଡାକ୍ତର ଗୋପାଳ କର
କଟକ ୧୯-୦୧-୨୦୨୫(ପିପିଏସ ) : ବରିଷ୍ଠ ମାନସିକ ରୋଗ ବିଶେଷଜ୍ଞ ପ୍ରଫେସର୍ ଡାକ୍ତର ଗୋପାଳ କର ଆଉ ନାହାନ୍ତି। ଆଜି ସକାଳ ପ୍ରାୟ ୧୦ଟା ବେଳେ ହୃଦଘାତରେ ସେ ନିଜର ତେଲେଙ୍ଗା ବଜାରସ୍ଥିତ ବାସଭବନରେ ଶେଷନିଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା। ଡାକ୍ତର ଗୋପାଳ କର ଏସସିବି ମେଡିକାଲ କଲେଜର ମାନସିକ ରୋଗ ବିଭାଗର ମୁଖ୍ୟ ଓ ପରେ ଅଧ୍ୟକ୍ଷ ଦାୟିତ୍ବ ତୁଲାଇଥିଲେ। ଖାଲି ସେତିକି ନୁହେଁ ସେ ଡିଏମଇଟି […]