ରାଜନୀତି
୮ଟି ପ୍ରକଳ୍ପରେ ସିଙ୍ଗାପୁର ସହ ରାଜ୍ୟ ସରକାରଙ୍କ ଏମଓୟୁ ସ୍ଵାକ୍ଷର
ଓଡିଶା ଗସ୍ତରେ ଏବେ ସିଙ୍ଗାପୁର ରାଷ୍ଟ୍ରପତି ଥିବାବେଳେ ତାଙ୍କ ଉପସ୍ଥିତିରେ ରାଜ୍ୟ ସରକାର ଆଜି ୮ଟି ବୁଝାମଣାପତ୍ର ସ୍ଵାକ୍ଷର କରିଛନ୍ତି | ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ଵାକ୍ଷର କରାଯାଇଛି ଭୁବନେଶ୍ୱର ୧୭-୦୧-୨୦୨୫(ପିପିଏସ) : ଓଡିଶା ଗସ୍ତରେ ଏବେ ସିଙ୍ଗାପୁର ରାଷ୍ଟ୍ରପତି ଥିବାବେଳେ ତାଙ୍କ ଉପସ୍ଥିତିରେ ରାଜ୍ୟ ସରକାର ଆଜି ୮ଟି ବୁଝାମଣାପତ୍ର ସ୍ଵାକ୍ଷର କରିଛନ୍ତି | ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ସିଙ୍ଗାପୁର […]
୮୦ ବର୍ଷରୁ ଅଧିକ ବୟସ୍କ, ଦିବ୍ୟାଙ୍ଗଙ୍କୁ ଭତ୍ତା ବଣ୍ଟାଗଲା
୪.୧୭ ଲକ୍ଷ ଦିବ୍ୟାଙ୍ଗଙ୍କୁ ମାସିକ - ୩୫୦୦ ରାଜ୍ୟର ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ଏବଂ ୮୦ ପ୍ରତିଶତ ବା ତା’ଠାରୁ ଅଧିକ ଦିବ୍ୟାଙ୍ଗ ଏଣିକି ମାସକୁ ୩୫୦୦ ଟଙ୍କା ଭତ୍ତା ପାଇବେ। ବିଜେପି ସରକାରର ଏହି ମହତ୍ତ୍ବାକାଂକ୍ଷୀ ଯୋଜନାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝରରେ ଶୁଭାରମ୍ଭ କରିଛନ୍ତି। କେନ୍ଦୁଝର/ଭୁବନେଶ୍ୱର ୧୬-୦୧-୨୦୨୫(ପିପିଏସ) : ରାଜ୍ୟର ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ଏବଂ ୮୦ ପ୍ରତିଶତ ବା ତା’ଠାରୁ ଅଧିକ ଦିବ୍ୟାଙ୍ଗ ଏଣିକି ମାସକୁ ୩୫୦୦ ଟଙ୍କା ଭତ୍ତା […]
ମାଟିରେ ମିଶିବ ବୈକୁଣ୍ଠଧାମ ଆଶ୍ରମ
ଶୁକ୍ରବାର ଖଣ୍ଡଗିରି ସ୍ଥିତ ବୈକୁଣ୍ଠଧାମ ଆଶ୍ରମ ମାଟିରେ ମିଶିବ। ମାଇକ୍ ଯୋଗେ ବିଡ଼ିଏ ପକ୍ଷରୁ ଗୁରୁବାର ଏନେଇ ଘୋଷଣା କରାଯାଇଛି। ସରକାରୀ ଜମି ଜବର ଦଖଲ କରି ବୈକୁଣ୍ଠଧାମ ତିଆରି ହୋଇଥିବା ବିଡ଼ିଏ ପକ୍ଷରୁ କୁହାଯାଇଛି । ଯଥାଶୀଘ୍ର ସେହି ଜମି ଖାଲି କରିବାକୁ ବିଡ଼ିଏ କହିଛି ଭୁବନେଶ୍ୱର ୧୬-୦୧-୨୦୨୫(ପିପିଏସ) : ଶୁକ୍ରବାର ଖଣ୍ଡଗିରି ସ୍ଥିତ ବୈକୁଣ୍ଠଧାମ ଆଶ୍ରମ ମାଟିରେ ମିଶିବ। ମାଇକ୍ ଯୋଗେ ବିଡ଼ିଏ ପକ୍ଷରୁ ଗୁରୁବାର ଏନେଇ ଘୋଷଣା କରାଯାଇଛି। ସରକାରୀ ଜମି ଜବର […]
ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୩୦ ହଜାର
ରାଜ୍ୟର ସମସ୍ତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କ ପାଇଁ ସରକାରଙ୍କ ପକ୍ଷରୁ ସମ୍ମାନସୂଚକ ସହାୟତା ରାଶି ଘୋଷଣା କରାଯାଇଛି । ସେମାନଙ୍କୁ ମାସିକ ୩୦ ହଜାର ଟଙ୍କା ମିଳିବ ଭୁବନେଶ୍ୱର ୧୬-୦୧-୨୦୨୫(ପିପିଏସ) : ରାଜ୍ୟର ସମସ୍ତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କ ପାଇଁ ସରକାରଙ୍କ ପକ୍ଷରୁ ସମ୍ମାନସୂଚକ ସହାୟତା ରାଶି ଘୋଷଣା କରାଯାଇଛି। ସେମାନଙ୍କୁ ମାସିକ ୩୦ ହଜାର ଟଙ୍କା ମିଳିବ । ଓଡ଼ିଶା ସରକାର ଏହି ସହାୟତା ରାଶି ଘୋଷଣା କରିଛନ୍ତି ।ଚଳିତ ଜାନୁଆରି ମାସ […]
ଅଙ୍ଗନୱାଡି କର୍ମଚାରୀଙ୍କ ଦରମା ବୃଦ୍ଧି କରିବେ ସରକାର: ଉପମୁଖ୍ୟମନ୍ତ୍ରୀ
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର କହିଛନ୍ତି ଯେ, ପ୍ରସ୍ତାବ ଅନୁଯାୟୀ ଅଙ୍ଗନୱାଡି କର୍ମଚାରୀଙ୍କ ଦରମା ବୃଦ୍ଧି ଉପରେ ଓଡ଼ିଶା ସରକାର ବିଚାର କରୁଛନ୍ତି। ବେତନ ବୃଦ୍ଧି ଦ୍ୱାରା ରାଜ୍ୟର ୭୪,୦୦୦ କେନ୍ଦ୍ରର ପ୍ରାୟ ୧.୪ ଲକ୍ଷ ଅଙ୍ଗନୱାଡି କର୍ମଚାରୀ ଉପକୃତ ହେବେ ଭୁବନେଶ୍ୱର ୧୬-୦୧-୨୦୨୫(ପିପିଏସ) : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର କହିଛନ୍ତି ଯେ, ପ୍ରସ୍ତାବ ଅନୁଯାୟୀ ଅଙ୍ଗନୱାଡି କର୍ମଚାରୀଙ୍କ ଦରମା ବୃଦ୍ଧି ଉପରେ ଓଡ଼ିଶା ସରକାର ବିଚାର କରୁଛନ୍ତି। କେନ୍ଦ୍ରୀୟ ଅନୁମୋଦନ ଲୋଡିଥିବା ଏହି ପ୍ରସ୍ତାବ […]
ଓଏଏସ୍ ଆଲୋକ ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ନିଯୁକ୍ତ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଯୁଗ୍ମ ସଚିବ ଭାବେ କେନ୍ଦୁଝର ଏଡିଏମ୍ ଓଏଏସ୍ ଅଧିକାରୀ ଆଲୋକ କୁମାର ପ୍ରଧାନଙ୍କୁ ନିଯୁକ୍ତ କରାଯାଇଛି। ଜୁନ୍ ମାସରେ ତ୍ରିଲୋଚନ ମହାନ୍ତି ଏବଂ ଚିତ୍ରସେନ ରାଉତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଏବଂ ଅତିରିକ୍ତ ସଚିବ ନିଯୁକ୍ତ କରାଯାଇଥିଲା ଭୁବନେଶ୍ୱର ୧୫ୃ୦୧-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଯୁଗ୍ମ ସଚିବ ଭାବେ କେନ୍ଦୁଝର ଏଡିଏମ୍ ଭାବେ କାର୍ଯ୍ୟ କରୁଥିବା ଓଏଏସ୍ ଅଧିକାରୀ ଆଲୋକ କୁମାର ପ୍ରଧାନଙ୍କୁ ନିଯୁକ୍ତ କରାଯାଇଛି।ଖୋର୍ଦ୍ଧା ଉପ […]
୧୧ ଓଏଏସ୍, ୧୭ ଓଆରଏସ୍, ୨ ଓଏମ୍ଏଏସ୍ ଅଧିକାରୀଙ୍କୁ ନୂତନ ନିଯୁକ୍ତି
ରାଜ୍ୟ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ଦ୍ବାରା ଜାରି ବିଜ୍ଞପ୍ତି ଅନୁଯାୟୀ ୧୧ ଓଏଏସ୍, ୧୭ ଓଆରଏସ୍, ୨ ଓଏମ୍ଏଏସ୍ ଅଧିକାରୀଙ୍କୁ ସ୍ଥାନାନ୍ତର କରାଯାଇଛି ଏବଂ ନୂତନ ନିଯୁକ୍ତି ଦିଆଯାଇଛି ଭୁବନେଶ୍ୱର ୧୫ୃ୦୧-୨୦୨୫(ପିପିଏସ ) : ଓଡିଶା ସରକାର ଓଡିଶା ପ୍ରଶାସନିକ ସେବା (ଓଏଏସ୍), ଓଡିଶା ରାଜସ୍ୱ ସେବା (ଓଆରଏସ) ଏବଂ ଓଡିଶା ମ୍ୟୁନିସିପାଲିଟି ଆଡମିନିଷ୍ଟ୍ରେଟିଭ୍ ସର୍ଭିସେସ୍ (ଓଏମ୍ଏସ୍)ର କେତେକ ଅଧିକାରୀଙ୍କୁ ସ୍ଥାନାନ୍ତର କରି ସେମାନଙ୍କୁ ନୂତନ ନିଯୁକ୍ତି ପ୍ରଦାନ କରିଛନ୍ତି। ରାଜ୍ୟ ସରକାରଙ୍କ […]
ଲିଙ୍ଗରାଜ ମନ୍ଦିର ସେବାୟତଙ୍କ ବିବାଦର ସମାଧାନ
ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରର ସେବକମାନଙ୍କ ମଧ୍ୟରେ ଚାଲିଥିବା ବିବାଦର ଶେଷରେ ସମାଧାନ ହୋଇଛି ବୋଲି ଆଜି ମନ୍ଦିରର ଟ୍ରଷ୍ଟ ବୋର୍ଡର ଏକ ବୈଠକରେ ଯୋଗଦେବା ପରେ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଲ ରାଣା ସୂଚନା ଦେଇଛନ୍ତି ଭୁବନେଶ୍ୱର ୧୫ୃ୦୧-୨୦୨୫(ପିପିଏସ ) : ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରର ସେବକମାନଙ୍କ ମଧ୍ୟରେ ଚାଲିଥିବା ବିବାଦର ଶେଷରେ ସମାଧାନ ହୋଇଛି ବୋଲି ଆଜି ମନ୍ଦିରର ଟ୍ରଷ୍ଟ ବୋର୍ଡର ଏକ ବୈଠକରେ ଯୋଗଦେବା ପରେ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଲ ରାଣା ସୂଚନା ଦେଇଛନ୍ତି। ସମ୍ବାଦଦାତାମାନଙ୍କ […]
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି: ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି
ରାଜ୍ୟରେ ଜାତୀୟ ଶିକ୍ଷା ନୀତି (ଏନଇପି)- ୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି ଜାରି ହୋଇଛି। ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇ ଗଣଶିକ୍ଷା ବିଭାଗ ପକ୍ଷରୁ ଏ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି ଭୁବନେଶ୍ୱର ୧୫-୦୧-୨୦୨୫(ପିପିଏସ ) : ରାଜ୍ୟରେ ଜାତୀୟ ଶିକ୍ଷା ନୀତି (ଏନଇପି)- ୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି ଜାରି ହୋଇଛି। ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇ ଗଣଶିକ୍ଷା ବିଭାଗ ପକ୍ଷରୁ ଏ ସମ୍ପର୍କିତ […]
ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ବସ୍, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ବସ୍। ରାଜ୍ୟର ବିଭିନ୍ନ ସ୍ଥାନରୁ ଅଯୋଧ୍ୟାକୁ ବସ୍ ଚଳାଚଳ ଆରମ୍ଭ କରିଛି। ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିସି ଯୋଗେ ଉଦଘାଟନ କରିଛନ୍ତି। ଆଗକୁ ଲୋକଙ୍କ ଚାହିଦାକୁ ଦେଖି ବସ୍ ସଂଖ୍ୟା ବୃଦ୍ଧି କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଭୁବନେଶ୍ୱର ୧୨-୦୧-୨୦୨୫( ପିପିଏସ) : ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ବସ୍। ରାଜ୍ୟର ବିଭିନ୍ନ ସ୍ଥାନରୁ ଅଯୋଧ୍ୟାକୁ ବସ୍ ଚଳାଚଳ ଆରମ୍ଭ କରିଛି। ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିସି ଯୋଗେ […]