1 min read

ଚାନ୍ଦିପୁରରୁ ନୌସେନା ଜାହାଜ ବିଧ୍ବଂସୀ କ୍ଷେପଣାସ୍ତ୍ରର ପରୀକ୍ଷଣ

ଚାନ୍ଦିପୁରସ୍ଥିତ ସମନ୍ୱିତ ପରୀକ୍ଷଣ ରେଞ୍ଜ (ଆଇଟିଆର)ରୁ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ନୌସେନା ଜାହାଜ ବିଧ୍ୱଂସୀ କ୍ଷେପଣାସ୍ତ୍ରର ପ୍ରଥମ ପରୀକ୍ଷଣ ସଫଳ ହୋଇଛି। ପ୍ରତିରକ୍ଷା ଗବେଷଣା ଓ ବିକାଶ ବାଲେଶ୍ବର/ଚାନ୍ଦିପୁର/ଭୁବନେଶ୍ୱର ୨୭-୦୨-୨୦୨୫(ପିପିଏସ) : ଚାନ୍ଦିପୁରସ୍ଥିତ ସମନ୍ୱିତ ପରୀକ୍ଷଣ ରେଞ୍ଜ (ଆଇଟିଆର)ରୁ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ନୌସେନା ଜାହାଜ ବିଧ୍ୱଂସୀ କ୍ଷେପଣାସ୍ତ୍ରର ପ୍ରଥମ ପରୀକ୍ଷଣ ସଫଳ ହୋଇଛି। ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ(ଡିଆର୍‌ଡିଓ) ଏବଂ ଭାରତୀୟ ନୌସେନା ପକ୍ଷରୁ ଗତକାଲି ଏହି ପରୀକ୍ଷଣ କରାଯାଇଥିଲା। ନୌସେନାର ଏକ ହେଲିକପ୍ଟର […]

1 min read

ପୁଲିସକୁ ଛାଡ଼ୁନି ପ୍ରେମ ରୋଗ

ମହିଳା ହୋମଗାର୍ଡଙ୍କ ମୋବାଇଲ ଫୋନରେ ଆଇଆଇସିଙ୍କ ପୁଳାପୁଳା ପ୍ରେମାଳାପ ଚାଟିଂ ଜଗତସିଂହପୁର ଜିଲ୍ଲା ପୁଲିସକୁ ମାଡ଼ି ବସିଛି ପ୍ରେମ ରୋଗ। ମହିଳା ହୋମଗାର୍ଡଙ୍କୁ ଆଇଆଇସି ତପନ ନାହାକଙ୍କ ପ୍ରେମ, ଶାରୀରିକ ସମ୍ପର୍କ, ପ୍ରତାରଣା ଖୁବ୍ ଚର୍ଚ୍ଚାରେ ରହି ଆସିଛି। ସାରା ରାଜ୍ୟରେ ଏହି ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ଜଗତସିଂହପୁର ୨୭-୦୨-୨୦୨୫(ପିପିଏସ) : ଜଗତସିଂହପୁର ଜିଲ୍ଲା ପୁଲିସକୁ ମାଡ଼ି ବସିଛି ପ୍ରେମ ରୋଗ। ଗୋଟିଏ ପରେ ଗୋଟିଏ ପ୍ରେମ କାହାଣୀକୁ ନେଇ ଚର୍ଚ୍ଚାରେ ଜଗତସିଂହପୁର ଜିଲ୍ଲା ପୁଲିସ। […]

1 min read

ଖୋର୍ଦ୍ଧାରେ ବିସ୍ଫୋରଣ: ତିନି ଗୁରୁତର, ଦୁଇ ଭୁବନେଶ୍ବର ସ୍ଥାନାନ୍ତରିତ

ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ କୁମାରବସ୍ତିରେ ବିସ୍ପୋରଣ ଘଟି ତିନିଜଣ ଗୁରୁତର ହୋଇଥିବାର ଖବର ମିଳିଛି। ତାପସ ମଙ୍ଗରାଜଙ୍କ ଘରେ ଏହି ବିସ୍ପୋରଣ ଘଟିଥିବା ଜଣାଯାଇଛି। ଭୁବନେଶ୍ୱର ୨୭-୦୨-୨୦୨୫(ପିପିଏସ) : ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ କୁମାରବସ୍ତିରେ ବିସ୍ପୋରଣ ଘଟି ତିନିଜଣ ଗୁରୁତର ହୋଇଥିବାର ଖବର ମିଳିଛି। ତାପସ ମଙ୍ଗରାଜଙ୍କ ଘରେ ଏହି ବିସ୍ପୋରଣ ଘଟିଥିବା ଜଣାଯାଇଛି। ସ୍ଥାନୀୟ ଲୋକଙ୍କ କହିବା କଥା ହେଲା ଏହା ବୋମା ବିସ୍ପୋରଣ। ଅପରପକ୍ଷରେ ଏହା ବାଣ ବିସ୍ପୋରଣ ବୋଲି ପୁଲିସ […]

1 min read

୨୦୦ ଜମାକାରୀଙ୍କଠୁ ୫ କୋଟି ହଡ଼ପ

ମାଷ୍ଟର୍‌ମାଇଣ୍ଡକୁ ହାଇଦ୍ରାବାଦରୁ ଗିରଫ କଲା ଇଓଡବ୍ଲ୍ୟୁ ୧୦ ମାସରେ ଦୁଇଗୁଣ ଅର୍ଥ ପାଇବା ଲୋଭରେ ୫ କୋଟି ଟଙ୍କାର ଠକାମିର ଶିକାର ହୋଇଛନ୍ତି ଜମାକାରୀ। ଠକେଇ ଟଙ୍କାରେ ମାଷ୍ଟର୍‌ମାଇଣ୍ଡ ଦୁବାଇ, ଥାଇଲାଣ୍ଡ, ଜର୍ମାନୀ ବୁଲି ମଉଜ କରୁଥିଲା। ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ୧୦ ମାସରେ ଦୁଇଗୁଣ ଅର୍ଥ ପାଇବା ଲୋଭରେ ୫ କୋଟି ଟଙ୍କାର ଠକାମିର ଶିକାର ହୋଇଛନ୍ତି ଜମାକାରୀ। ଠକେଇ ଟଙ୍କାରେ ମାଷ୍ଟର୍‌ମାଇଣ୍ଡ ଦୁବାଇ, ଥାଇଲାଣ୍ଡ, ଜର୍ମାନୀ ବୁଲି ମଉଜ କରୁଥିଲା। ଓଡ଼ିଶାର ୬ […]

1 min read

ଅଜବ ହେଲେ ବି ସତ: ପ୍ରସବ କଲେ ଦଶମ ଛାତ୍ରୀ

ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ବ୍ଲକରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଦଶମ ଶ୍ରେଣୀ ଛାତ୍ରୀ ଛୁଆ ଜନ୍ମ  ଦେଇଛନ୍ତି। ଆଜି ଛାତ୍ରୀ ଜଣକ ଚିତ୍ରକୋଣ୍ଡା ମେଡିକାଲରେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଚିତ୍ରକୋଣ୍ଡା/ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ବ୍ଲକରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଦଶମ ଶ୍ରେଣୀ ଛାତ୍ରୀ ଛୁଆ ଜନ୍ମ ଦେଇଛନ୍ତି। ଆଜି ଛାତ୍ରୀ ଜଣକ ଚିତ୍ରକୋଣ୍ଡା ମେଡିକାଲରେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଘଟଣା […]

1 min read

୨୮ ଫେବ୍ରୁଆରିରେ ଓଡ଼ିଶା ଆସିବେ ଜେପି ନଡ୍ଡା

ଫେବ୍ରୁଆରି ୨୮ରେ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓଡ଼ିଶା ଗସ୍ତରେ ଆସିବେ। ପୁରୀରେ ଜାତୀୟ ସ୍ଵାସ୍ଥ୍ୟ ମିସନ କାର୍ଯ୍ୟକ୍ରମରେ ସେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ରାଜ୍ୟର ସ୍ଵାସ୍ଥ୍ୟ ସଚିବ ମଧ୍ୟ ଯୋଗ ଦେଉଛନ୍ତି ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ଫେବ୍ରୁଆରି ୨୮ରେ  କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓଡ଼ିଶା ଗସ୍ତରେ ଆସିବେ। ପୁରୀରେ ଜାତୀୟ ସ୍ଵାସ୍ଥ୍ୟ ମିସନ […]

1 min read

ଜିଲ୍ଲାପାଳଙ୍କୁ ଭେଟିବାକୁ ୨୫ କିଲୋମିଟର ଚାଲିଲେ ଛାତ୍ରଛାତ୍ରୀ

ପୁଣି ରାଜରାସ୍ତାରେ ଚାଲିଲେ ଅନ୍ତେବାସୀ। ରାତିର ଅନ୍ଧାରରେ ଚାଲିଚାଲି ୨୫ କି.ମି ରାସ୍ତା ଅତିକ୍ରମ କରି ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ବ୍ଲକ୍ ବାସିପିଠା ସ୍ଥିତ ସରକାରୀ ଏସ.ଏସ.ଡି ଉଚ୍ଚ ବିଦ୍ୟାଳୟର ଶତାଧିକ ଅନ୍ତେବାସୀ ବାରିପଦାରେ ପହଞ୍ଚିଛନ୍ତି। ହଷ୍ଟେଲରେ ନିମ୍ନମାନର ଖାଦ୍ୟ ଦିଆଯାଉଥିବା ଅଭିଯୋଗ କରିଛନ୍ତି। ବାରିପଦା/ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ପୁଣି ରାଜରାସ୍ତାରେ ଚାଲିଲେ ଅନ୍ତେବାସୀ। ରାତିର ଅନ୍ଧାରରେ ଚାଲିଚାଲି ଆସି ବାରିପଦାରେ ପହଞ୍ଚିଛନ୍ତି। ହଷ୍ଟେଲରେ ନିମ୍ନମାନର ଖାଦ୍ୟ ଦିଆଯାଉଥିବା ଏବଂ ଶିକ୍ଷକମାନେ ବିଭିନ୍ନ ସମୟରେ ବିନା […]

1 min read

ମାର୍ଚ୍ଚ ୩୧ ପରେ ଧାନ ନେବେନି ସରକାର

ଧାନକିଣା ପାଇଁ ଧାର୍ଯ୍ୟ ଲକ୍ଷ୍ୟର ୯୦ ପ୍ରତିଶତ ଧାନ ନେଇସରିଲାଣି ରାଜ୍ୟ ସରକାର: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ମାର୍ଚ୍ଚ ୩୧ ତାରିଖ ପରେ ଆଉ ଚାଷୀଙ୍କଠାରୁ ଧାନ ନେବେନି ସରକାର। ମଣ୍ଡିରେ ଧାନକିଣା ପ୍ରସଙ୍ଗରେ ଏହି କଥା କହିଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି,  ଧାନକିଣା ପାଇଁ ମାର୍ଚ୍ଚ ୩୧ ଯାଏ ଡେଡ୍‌ଲାଇନ୍ ଧାର୍ଯ୍ୟ କରିଛନ୍ତି ସରକାର। ମନ୍ତ୍ରୀ କହିଛନ୍ତି, ମାର୍ଚ୍ଚ ୩୧ ପରେ ମଣ୍ଡିରୁ […]

1 min read

ପ୍ରକୃତରେ ଯିଏ ଗରିବ, ତାଙ୍କର ରାସନ କାର୍ଡ କଟାଯିବନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ରାସନ କାର୍ଡ କଟାଯିବା ପ୍ରସଙ୍ଗରେ ଆଜି ବଡ଼ ବୟାନ ଦେଇଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ଆୟକର ଫାଇଲ କରିଥିଲେ ବି କଟିବନି ରାସନ କାର୍ଡ | ଫିଜିକାଲ ଭେରିଫିକେସନ କରିବେ ରାଜ୍ୟ ସରକାର | ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ରାସନ କାର୍ଡ କଟାଯିବା ପ୍ରସଙ୍ଗରେ ଆଜି ବଡ଼ ବୟାନ ଦେଇଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ଆୟକର ଫାଇଲ କରିଥିଲେ ବି କଟିବନି […]

1 min read

ଓଡ଼ିଶାରେ ମୃଦୁ ଭୂମିକମ୍ପ  ଅନୁଭୂତ

ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ଆଜି ସକାଳ ୬ଟା ୧୦ରେ  ଓଡ଼ିଶାର କେତେକ ସ୍ଥାନରେ ମୃଦୁ ଭୂମିକମ୍ପ  ଅନୁଭୂତ ହୋଇଛି। ବିଶେଷ କରି ରାଜଧାନୀ ଭୁବନେଶ୍ବର, ପୁରୀ, ପାରାଦୀପ, ବାରିପଦା ଓ ବାଲେଶ୍ବରରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତିବ୍ରତା ରହିଛି ୫.୧ ମ୍ୟାଗନେଚ୍ୟୁଟ୍‌ ।ଭୂକମ୍ପର କେନ୍ଦ୍ରସ୍ଥଳ ରହିଛି ବଙ୍ଗୋପସାଗର ।ଭାରତ ସମେତ ବାଂଲାଦେଶର ଅନେକ ସ୍ଥାନରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଓଡ଼ିଶାରେ ମଧ୍ୟ ଝଟକା ଅନୁଭୁତ ହୋଇଛି […]