1 min read

୬ ଥାକିଆ ବାରିକେଡ୍‌ରେ ଶ୍ରୀମନ୍ଦିରକୁ ଯିବେ ଭକ୍ତ

ଚଳିତ ମାସ ୨୦ ତାରିଖ ଠାରୁ ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଲାଗୁ ହେବ। ଏନେଇ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତିକୁ ତୀବ୍ର କରାଯାଇଛି। ଭୁବନେଶ୍ୱର ୦୮-୦୧-୨୦୨୫(ପିପିଏସ) : ଚଳିତ ମାସ ୨୦ ତାରିଖ ଠାରୁ ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଲାଗୁ ହେବ। ଏନେଇ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତିକୁ […]

1 min read

ବିକଶିତ ଭାରତ ଗଠନରେ ଯୁବକଙ୍କର ଭୂମିକା ରହିବା ଆବଶ୍ୟକ

ବିକଶିତ ଭାରତ ଗଠନରେ ଯୁବକଙ୍କର ଭୂମିକା ରହିବା ଆବଶ୍ୟକ। ଆଜି ପ୍ରବାସୀ ଭାରତୀୟ ସମ୍ମେଳନରେ ଉଦବୋଧନ ଦେଇ ଏଭଳି କହିଛନ୍ତି କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ମନ୍ତ୍ରୀ ମନସୁଖ ମାଣ୍ଡଭିୟେ। ଭୁବନେଶ୍ୱର ୦୮-୦୧-୨୦୨୫(ପିପିଏସ) : ବିକଶିତ ଭାରତ ଗଠନରେ ଯୁବକଙ୍କର ଭୂମିକା ରହିବା ଆବଶ୍ୟକ। ଆଜି ପ୍ରବାସୀ ଭାରତୀୟ ସମ୍ମେଳନରେ ଉଦବୋଧନ ଦେଇ ଏଭଳି କହିଛନ୍ତି କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ମନ୍ତ୍ରୀ ମନସୁଖ ମାଣ୍ଡଭିୟେ। ବିକଶିତ ଭାରତ ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା […]

1 min read

ସ୍ଥିତି ଉପରେ ନଜର ରଖିଛି, ସମୟ ଆସିଲେ ଜବାବ ଦେବି: ପ୍ରଦୀପ ପାଣିଗ୍ରାହୀ

ଗଣତନ୍ତ୍ରିକ ଦେଶରେ ଯାହା ପାଖରେ ଲୋକ ଥାଆନ୍ତି ତାଙ୍କୁ ନେତା କୁହନ୍ତି। ବିଜେଡି ଶାସନରେ କିଛି ନିର୍ବାଚିତ ପ୍ରତିନିଧି ଟ୍ରାଫିକ ପରିଚାଳନା କରୁଥିଲେ। ନବୀନଙ୍କ ପଛରେ ଗୋଡେଇଲେ ନେତା ହୋଇପାରିବେ ନାହିଁ। ନେତା ହେବାକୁ ହେଲେ ଜନତାଙ୍କ ସହିତ ରହିବା ଦରକାର। ଭୁବନେଶ୍ୱର ୦୮-୦୧-୨୦୨୫(ପିପିଏସ) : ସାଧାରଣ ନିର୍ବାଚନ ପୂର୍ବରୁ ‘ଲେଖା ଛିଣ୍ଡିବ’ କହି ଚର୍ଚ୍ଚାକୁ ଆସିଥିବା ସାଂସଦ ପ୍ରଦୀପ ପାଣିଗ୍ରାହୀ ଏବେ ପାଞ୍ଜି ଖୋଲିବେ ବୋଲି କହିଲେଣି। ସେ କେଉଁ ପାଞ୍ଜି ଖୋଲିବେ ଏବଂ ଏହା […]

1 min read

କାଲି ପ୍ରବାସୀ ଭାରତୀୟ ଦିବସ ସ‌ମ୍ମେଳନ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ୱର ୦୮-୦୧-୨୦୨୫(ପିପିଏସ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦୀ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଆଜି ରାତିରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଏଠାରେ ପହଞ୍ଚିଲା ପରେ ରାଜ୍ୟ ସରକାରଙ୍କ ତରଫରୁ ତାଙ୍କୁ ବିମାନବନ୍ଦରରେ ସ୍ବାଗତ ଓ ସମ୍ବର୍ଦ୍ଧନା ଦିଆଯାଇଛି। ପ୍ରଧାନମନ୍ତ୍ରୀଙ୍କ ସ୍ୱାଗତ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ମେୟର ସୁଲୋଚନା ଦାସ ପ୍ରମୁଖ ବିମାନବିନ୍ଦରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସ୍ବାଗତ ପାଇଁ ଓଡ଼ିଶାର କଳାକାରମାନେ ସେମାନଙ୍କର ପ୍ରଦର୍ଶନ […]

1 min read

ଚିଲିକାରେ ହେବ ପକ୍ଷୀ ମ୍ୟୁଜିୟମ୍‌:ଉପମୁଖ୍ୟମନ୍ତ୍ରୀ

ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ଚିଲିକାର ସ୍ୱତନ୍ତ୍ର ସ୍ଥାନ ରହିଛି। ଭୌଗୋଳିକ ଅବସ୍ଥିତି ତଥା ଅନୁକୂଳ ପରିବେଶ ପାଇଁ କେଉଁ କାଳରୁ ଚିଲିକା ଏକ ପକ୍ଷୀ ତୀର୍ଥ ପାଲଟିଛି। ଦକ୍ଷିଣ ଆଫ୍ରିକାର ଭିକ୍ଟୋରିଆ ହ୍ରଦ ପରେ ଚିଲିକା ବିଶ୍ୱର ଦ୍ୱିତୀୟ ବୃହତ୍ତମ ପକ୍ଷୀ ହ୍ରଦ ଭାବରେ ସାରା ବିଶ୍ୱରେ ପରିଚିତ। ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ଚିଲିକାର ସ୍ୱତନ୍ତ୍ର ସ୍ଥାନ ରହିଛି। ଭୌଗୋଳିକ ଅବସ୍ଥିତି ତଥା ଅନୁକୂଳ ପରିବେଶ ପାଇଁ କେଉଁ କାଳରୁ […]

1 min read

କୋଣାର୍କରେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର

ଆଜି ସକାଳେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର କୋଣାର୍କ ବ୍ୟାଖ୍ୟାନ କେନ୍ଦ୍ର ବୁଲି ଦେଖିଛନ୍ତି। ସେ ସୂର୍ଯ୍ୟମନ୍ଦିର ପରିଦର୍ଶନ ପରେ ପୁରୀ ଗସ୍ତରେ ଯିବେ ବୋଲି ଜଣାଯାଇଛି। କେନ୍ଦ୍ର ମନ୍ତ୍ରୀଙ୍କ କୋଣାର୍କ ଗ୍ରସ୍ତକୁ ନେଇ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।  କୋଣାର୍କ/ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ଗତକାଲି ଆଜି କୋଣାର୍କ ଇକୋ ରିଟ୍ରିଟ୍ରରେ ରାତ୍ରିଯାପନ କରିଥିଲେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର। ଆଜି ସକାଳେ କୋଣାର୍କ ବ୍ୟାଖ୍ୟାନ କେନ୍ଦ୍ର ବୁଲି ଦେଖିଛନ୍ତି। ସେ ସୂର୍ଯ୍ୟମନ୍ଦିର […]

1 min read

ଭୁବନେଶ୍ବରରେ ପ୍ରବାସୀ ଭାରତୀୟମାନଙ୍କୁ ଲୋକକଳା ଓ ନୃତ୍ୟ ମାଧ୍ୟମରେ ସ୍ବାଗତ

ଭୁବନେଶ୍ବରରେ ପ୍ରବାସୀ ଭାରତୀୟମାନେ ପହଞ୍ଚିବା ଆରମ୍ଭ କଲେଣି। ପ୍ରବାସୀ ଭାରତୀୟମାନଙ୍କୁ ସ୍ବାଗତ କରିବା ପାଇଁ ଭୁବନେଶ୍ବର ବିମାନ ବନ୍ଦରରେ ବି ବ୍ୟାପକ ପ୍ରସ୍ତୁତି କରାଯାଇଛି। ସେମାନଙ୍କୁ ଲୋକକଳା ଓ ନୃତ୍ୟ ମାଧ୍ୟମରେ ସ୍ବାଗତ କରାଯାଉଛି। ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ଆସନ୍ତାକାଲିଠାରୁ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଆରମ୍ଭ ହେଉଥିବାରୁ ଭୁବନେଶ୍ବରରେ ପ୍ରବାସୀ ଭାରତୀୟମାନେ ପହଞ୍ଚିବା ଆରମ୍ଭ କଲେଣି। ପ୍ରବାସୀ ଭାରତୀୟମାନଙ୍କୁ ସ୍ବାଗତ କରିବା ପାଇଁ ଭୁବନେଶ୍ବର ବିମାନ ବନ୍ଦରରେ ବି ବ୍ୟାପକ ପ୍ରସ୍ତୁତି କରାଯାଇଛି। […]

1 min read

ଏଚ୍‌ଏମ୍‌ପିଭିର ମୁକାବିଲା ଲାଗି ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି: ସ୍ବାସ୍ଥ୍ୟମନ୍ତ୍ରୀ

ଦେଶରେ ଏଚ୍‌ଏମ୍‌ପିଭି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଏଯାଏ କିନ୍ତୁ ଓଡ଼ିଶାରେ ଏହାର କୌଣସି ପ୍ରଭାବ ନାହିଁ। ଏଣୁ ଏହାକୁ ନେଇ ଆଦୌ ଆତଙ୍କିତ ନହେବାକୁ ପରାମର୍ଶ ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ। ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ଦେଶରେ ଏଚ୍‌ଏମ୍‌ପିଭି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଏଯାଏ କିନ୍ତୁ ଓଡ଼ିଶାରେ ଏହାର କୌଣସି ପ୍ରଭାବ ନାହିଁ। ଏଣୁ ଏହାକୁ ନେଇ ଆଦୌ ଆତଙ୍କିତ ନହେବାକୁ ପରାମର୍ଶ ଦେଇଛନ୍ତି […]

1 min read

ମମତା ବାନାର୍ଜୀଙ୍କୁ କଡ଼ା ଜବାବ ଦେଲେ ଜଙ୍ଗଲ ମନ୍ତ୍ରୀ

ବାଘକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବୟାନ ଉପରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ କଡ଼ା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଓଡ଼ିଶାରୁ ଆଉ କିଛି ବାଘ ପଶ୍ଚିମବଙ୍ଗ ଯାଇନି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯେମିତି ସମ୍ମାନ ଦେବେ, ସେମିତି ସମ୍ମାନ ପାଇବେ। ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ବାଘକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବୟାନ ଉପରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ କଡ଼ା ପ୍ରତିକ୍ରିୟା […]

1 min read

ପ୍ରଦୀପ ପାଣିଗ୍ରାହୀଙ୍କୁ ଆଶ୍ବସ୍ତି

ଟାଟା କଂପାନିରେ ଚାକିରି ନାଁରେ ଠକେଇ ମାମଲା ବ୍ରହ୍ମପୁର/ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ବହୁଚର୍ଚ୍ଚିତ ଟାଟା କଂପାନିରେ ଚାକିରି ନାମରେ ଠକେଇ ମାମଲାରେ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ଆଶ୍ବସ୍ତି ମିଳିଛି। ଏମ୍‌ପି/ଏମ୍‌ଏଲ୍‌ଏ ‌କୋର୍ଟରେ ସାଂସଦ ଶ୍ରୀ ପାଣିଗ୍ରାହୀଙ୍କୁ ୨ଟି ମାମଲାରେ ଆଶ୍ବସ୍ତି ମିଳିଛି। ଏଥି ସହିତ ଅଭୟ ପାଠକ ଓ ତାଙ୍କର ପୁଅ ଆକାଶ ପାଠକଙ୍କୁ ମଧ୍ୟ ଆଶ୍ବସ୍ତି ମିଳିଛି। ଆଜି କୋର୍ଟରୁ ଏହି ୩ ଜଣଙ୍କୁ ଆଶ୍ବସ୍ତି ମିଳିଥିବା ବେଳେ ଅନ୍ୟ ୩ଟି […]