1 min read

ମାଟିତଳେ ପୋତି ହୋଇଗଲେ ୩ ଶ୍ରମିକ

ସୁନ୍ଦରଗଡ ଜିଲ୍ଲା ଲହୁଣୀପଡା ଥାନା ବରସୁଆଁ ଦମାଳ ଖଣି ଅଞ୍ଚଳରେ ଅଘଟଣ ଘଟିଛି । ମାଟି ଅତଡା ଧସି ୩ ଶ୍ରମିକ ଗୁରୁତର ହୋଇଛନ୍ତି । ୩ ଶ୍ରମିକ ମାଟି ତଳେ ପୋତି ହୋଇଯାଇଥିଲେ ରାଉରକେଲା/ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ସୁନ୍ଦରଗଡ ଜିଲ୍ଲା ଲହୁଣୀପଡା ଥାନା ବରସୁଆଁ ଦମାଳ ଖଣି ଅଞ୍ଚଳରେ ଅଘଟଣ ଘଟିଛି । ମାଟି ଅତଡା ଧସି ୩ ଶ୍ରମିକ ଗୁରୁତର ହୋଇଛନ୍ତି । ୩ ଶ୍ରମିକ ମାଟି ତଳେ ପୋତି ହୋଇଯାଇଥିଲେ। ପରେ […]

1 min read

କୁଳପତି ଡିଜିଟାଲ ଆରେଷ୍ଟ୍‌ର ଶିକାର

ବ୍ରହ୍ମପୁର ବିଶ୍ବବିଦ୍ୟାଳୟ କୁଳପତିଙ୍କ ଠାରୁ ୧୪ ଲକ୍ଷ ଠକିନେଲେ ଠକ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୁଳପତି(ଭିସି) ପ୍ରଫେସର ଗୀତାଞ୍ଜଳି ଦାଶ ଡିଜିଟାଲ ଆରେଷ୍ଟ୍‌ ଠକେଇର ଶିକାର ହୋଇ ସାଇବର ଠକଙ୍କ ଦ୍ବାରା ୧୪ ଲକ୍ଷ ଟଙ୍କାରୁ ଅଧିକ ହରାଇଛନ୍ତି ବ୍ରହ୍ମପୁର/ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୁଳପତି (ଭିସି) ପ୍ରଫେସର ଗୀତାଞ୍ଜଳି ଦାଶ ସମ୍ପ୍ରତି ଡିଜିଟାଲ ଆରେଷ୍ଟ୍‌ ଠକେଇର ଶିକାର ହୋଇ ସାଇବର ଠକଙ୍କ ଦ୍ବାରା ୧୪ ଲକ୍ଷ ଟଙ୍କାରୁ ଅଧିକ ହରାଇଛନ୍ତି।ରିପୋର୍ଟ ଅନୁସାରେ, ଜଣେ ଅଜଣା […]

1 min read

ମାର୍ଚ୍ଚ ଶେଷ ସୁଦ୍ଧା ରାଜ୍ୟ ବିଜେପି ସଭାପତି ଚୟନ

ବିଜେପି ରାଜ୍ୟ ସଭାପତି ଚୟନ ବିଳମ୍ବ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ସେ କହିଛନ୍ତି, ମାର୍ଚ୍ଚ ୩୧ ତାରିଖ ପୂର୍ବରୁ ବିଜେପି ରାଜ୍ୟ ସଭାପତି ନାଁ ହେବ ଘୋଷଣା କରାଯିବ। ରାଜ୍ୟ ବିଜେପି ସଭାପତି କିଏ ହେବେ, ଏପର୍ଯ୍ୟନ୍ତ ଦିଲ୍ଲୀରୁ କୌଣସି ନିର୍ଦ୍ଦେଶ ଆସିନାହିଁ। ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ବିଜେପି ରାଜ୍ୟ ସଭାପତି ଚୟନ ବିଳମ୍ବ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର। […]

1 min read

ରାଜ୍ୟ ଟିକା ଭଣ୍ଡାରକୁ ଆଇଏସ୍‌ଓ ସାର୍ଟିଫିକେଟ୍‌

ସାର୍ବଜନୀନ ଟିକାକରଣ କାର୍ଯ୍ୟକ୍ରମ ଅଧୀନରେ ଟିକାର ଗୁଣବତ୍ତା ସମ୍ପୂର୍ଣ୍ଣ ପରିଚାଳନା ପାଇଁ ରାଜ୍ୟ ଟିକା ଭଣ୍ଡାର ଦେଶର ପ୍ରଥମ ଟିକା ଭଣ୍ଡାର ଭାବେ ଆଇଏସଓ ୯୦୦୦୧-୨୦୧୫ ସାର୍ଟିଫିକେଟ୍‌ ପାଇଛି ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ସାର୍ବଜନୀନ ଟିକାକରଣ କାର୍ଯ୍ୟକ୍ରମ ଅଧୀନରେ ଟିକାର ଗୁଣବତ୍ତା ସମ୍ପୂର୍ଣ୍ଣ ପରିଚାଳନା ପାଇଁ ରାଜ୍ୟ ଟିକା ଭଣ୍ଡାର ଦେଶର ପ୍ରଥମ ଟିକା ଭଣ୍ଡାର ଭାବେ ଆଇଏସଓ ୯୦୦୦୧-୨୦୧୫ ସାର୍ଟିଫିକେଟ୍‌ ପାଇଛି । ଟିକାର ଉପଯୁକ୍ତ ସଂରକ୍ଷଣ, କୋଲ୍‌ଡ ଚେନ୍‌ ପରିଚାଳନା, ଯୋଗାଣ ଶୃଙ୍ଖଳ […]

1 min read

୨୦୨୨-୨୩ର ରେକର୍ଡ ଭାଙ୍ଗିଲା: ୮ ଦିନରେ ୬.୯୮ ଲକ୍ଷ କଇଁଛ ଦେଲେ ଅଣ୍ଡା

ବିଶ୍ବର ସର୍ବବୃହତ୍ ଗଣଅଣ୍ଡାଦାନ ସ୍ଥଳୀର ମାନ୍ୟତା ପାଇଥିବା ଋଷିକୁଲ୍ୟା ମୁହାଣ ସଂଲଗ୍ନ ବାଲୁକାଶଯ୍ୟାରେ ଅଲିଭ୍‌ ରିଡ୍‌ଲେଙ୍କ ଗଣ ଅଣ୍ଡାଦାନ ସରିଛି। ଚଳିତବର୍ଷ ଅଲିଭ୍‌ ରିଡ୍‌ଲେ ସର୍ବକାଳୀନ ରେକର୍ଡ କରିଛନ୍ତି। ଏବର୍ଷ ମୋଟ ୬ଲକ୍ଷ ୯୮ହଜାର ୭୧୮ କଇଁଛ ଗଣଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହୋଇଛନ୍ତି। ବ୍ରହ୍ମପୁର/ଭୁବନେଶ୍ୱର ୨୪-୦୨-୨୦୨୫ (ପିପିଏସ) : ବିଶ୍ବର ସର୍ବବୃହତ୍ ଗଣଅଣ୍ଡାଦାନ ସ୍ଥଳୀର ମାନ୍ୟତା ପାଇଥିବା ଋଷିକୁଲ୍ୟା ମୁହାଣ ସଂଲଗ୍ନ ବାଲୁକାଶଯ୍ୟାରେ ଅଲିଭ୍‌ ରିଡ୍‌ଲେଙ୍କ ଗଣ ଅଣ୍ଡାଦାନ ସରିଛି। ଚଳିତବର୍ଷ ଅଲିଭ୍‌ ରିଡ୍‌ଲେ ସର୍ବକାଳୀନ ରେକର୍ଡ […]

1 min read

ଆଜି ପଙ୍କୋଦ୍ଧାର ଏକାଦଶୀ: ଶ୍ରୀଲୋକନାଥଙ୍କ ପୀଠରେ ଭକ୍ତଙ୍କ ଭିଡ଼

ଆଜି ହେଉଛି ପଙ୍କୋଦ୍ଧାର ଏକାଦଶୀ। ପୁରୀରେ ଭକ୍ତଙ୍କୁ ସମ୍ପୂର୍ଣ୍ଣ ଦର୍ଶନ ଦେଉଛନ୍ତି ପ୍ରଭୁ ଶ୍ରୀଲୋକନାଥ। ବର୍ଷ ତମାମ ଭକ୍ତଙ୍କ ଦ୍ବାରା ଲାଗି ହୋଇଥିବା ପୂଜା ସାମଗ୍ରୀ ବୁଡ଼ି ରହିଥିବା ଗମ୍ଭୀରା ସଫା କରାଯାଉଛି। ପୁରୀ/ଭୁବନେଶ୍ୱର ୨୪-୦୨-୨୦୨୫ (ପିପିଏସ) : ଆଜି ହେଉଛି ପଙ୍କୋଦ୍ଧାର ଏକାଦଶୀ। ପୁରୀରେ ଭକ୍ତଙ୍କୁ ସମ୍ପୂର୍ଣ୍ଣ ଦର୍ଶନ ଦେଉଛନ୍ତି ପ୍ରଭୁ ଶ୍ରୀଲୋକନାଥ। ବର୍ଷ ତମାମ ଭକ୍ତଙ୍କ ଦ୍ବାରା ଲାଗି ହୋଇଥିବା ପୂଜା ସାମଗ୍ରୀ ବୁଡ଼ି ରହିଥିବା ଗମ୍ଭୀରା ସଫା କରାଯାଉଛି। ବର୍ଷ ବର୍ଷ ଧରି […]

1 min read

ବିବାଦରେ କାନ୍ଥଚିତ୍ର

ଗୋଟିଏ ପଟେ ସରକାର ଓଡ଼ିଆ ଅସ୍ମିତାର କଥା କହୁଛନ୍ତି। ଅନ୍ୟପଟେ ବିଏମ୍‌ସି ସରକାରଙ୍କୁ ବଦନାମ କରିବାକୁ ଅଣ୍ଟା ଭିଡ଼ିଛି। କେବଳ ସରକାରଙ୍କୁ ବଦନାମ କରୁନାହିଁ, ବରଂ ପଶ୍ଚିମ ଓଡ଼ିଶାର ମହାମନିଷୀମାନଙ୍କ ନାମକୁ ଏଭଳି କଦର୍ଥ କରିଛି ଯେ, ସେମାନଙ୍କର ସମ୍ମାନହାନି ହେଉଛି। ଭୁବନେଶ୍ୱର ୨୪-୦୨-୨୦୨୫ (ପିପିଏସ) : ଗୋଟିଏ ପଟେ ସରକାର ଓଡ଼ିଆ ଅସ୍ମିତାର କଥା କହୁଛନ୍ତି। ଅନ୍ୟପଟେ ବିଏମ୍‌ସି ସରକାରଙ୍କୁ ବଦନାମ କରିବାକୁ ଅଣ୍ଟା ଭିଡ଼ିଛି। କେବଳ ସରକାରଙ୍କୁ ବଦନାମ କରୁନାହିଁ, ବରଂ ପଶ୍ଚିମ ଓଡ଼ିଶାର […]

1 min read

ମାଣିକପାଟଣାରେ ରକ୍ତାକ୍ତ ସଂଘର୍ଷ, ୭ ଗୁରୁତର

ଆଳି ଥାନା ଅଧୀନସ୍ଥ ମାଣିକପାଟଣା ଗ୍ରାମରେ ଗୋଷ୍ଠୀ ସଂଘର୍ଷ ଘଟି ଉଭୟ ପକ୍ଷର ୭ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଚିକିତ୍ସା ପାଇଁ ଆଳି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଆଳି/ଭୁବନେଶ୍ୱର ୨୪-୦୨-୨୦୨୫ (ପିପିଏସ) : ରବିବାର ବିଳମ୍ୱିତ ରାତିରେ ଆଳି ଥାନା ଅଧୀନସ୍ଥ ମାଣିକପାଟଣା ଗ୍ରାମରେ ଗୋଷ୍ଠୀ ସଂଘର୍ଷ ଘଟି ଉଭୟ ପକ୍ଷର ୭ ଜଣ ଗୁରୁତର ଆହତ ହୋଇଛନ୍ତି। […]

1 min read

ପ୍ରେମ ବ୍ୟାପାରରୁ ଯୁବତୀଙ୍କୁ ବୀଭତ୍ସ ହତ୍ୟା!

ସୋରରେ ପ୍ରେମବ୍ୟାପାରରୁ ଜଣେ ଯୁବତୀଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ମୃତା ଯୁବତୀ ହେଲେ ସୋର ପୌରାଞ୍ଚଳ ଲିଙ୍ଗପଡ଼ା ଗ୍ରାମର ଜ୍ୟୋତିର୍ମୟୀ ରଣା (୨୫)। ଜ୍ୟୋତିର୍ମୟୀ ଭୁବନେଶ୍ୱରରେ ଏକ ଘରୋଇ ସଂସ୍ଥାରେ କାମ କରୁଥିବା ବେଳେ ଦୁଇମାସ ତଳେ ଘରକୁ ଆସିଥିଲେ। ସୋର/ଭୁବନେଶ୍ୱର ୨୪-୦୨-୨୦୨୫ (ପିପିଏସ) : ବାଲେଶ୍ବର ଜିଲ୍ଲା ସୋରରେ ଚାଞ୍ଚଲ୍ୟ। ପ୍ରେମ ବ୍ୟାପାରରୁ ଜଣେ ଯୁବତୀଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ମୃତା ଯୁବତୀ ହେଲେ ସୋର ପୌରାଞ୍ଚଳ ଲିଙ୍ଗପଡ଼ା ଗ୍ରାମର ଜ୍ୟୋତିର୍ମୟୀ ରଣା […]

1 min read

ଦୁର୍ଦ୍ଦାନ୍ତ ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି ସୀମାନ୍ତ ତେଲେଙ୍ଗାନାର ମୁଲୁଗୁ ଜିଲ୍ଲା ପୁଲିସ ନିକଟରେ ଦୁର୍ଦ୍ଦାନ୍ତ ମହିଳା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ମୁଲୁଗୁ ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଏସପି ଡ.ପି.ସାବିରଶଙ୍କ ନିକଟରେ ମାଓ ସଂଗଠନର ଡିଭିସିଏମ ସଦସ୍ୟା ପୁଲସାମ ପଦ୍ମା ଆତ୍ମସମର୍ପଣ କରିଛନ୍ତି ମାଲକାନଗିରି/ଭୁବନେଶ୍ୱର ୨୪-୦୨-୨୦୨୫ (ପିପିଏସ) : ମାଲକାନଗିରି ସୀମାନ୍ତ ତେଲେଙ୍ଗାନାର ମୁଲୁଗୁ ଜିଲ୍ଲା ପୁଲିସ ନିକଟରେ ଦୁର୍ଦ୍ଦାନ୍ତ ମହିଳା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ମୁଲୁଗୁ ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଏସପି ଡ.ପି.ସାବିରଶଙ୍କ ନିକଟରେ ମାଓ ସଂଗଠନର ଡିଭିସିଏମ ସଦସ୍ୟା ପୁଲସାମ […]