ପ୍ରମୁଖ ଖବର
ନିରଂଜନ ପଟ୍ଟନାୟକଙ୍କ ଘରୁ ଚୋରି ମାମଲାର ସିନ୍ ରିକ୍ରିଏସନ୍: ଖେଳ ଦେଖାଇଲା ସ୍ପାଇଡର୍ ସତୀଶ
ପୂର୍ବତନ ପିସିସି ସଭାପତି ନିରଂଜନ ପଟ୍ଟନାୟକଙ୍କ ଘରୁ ଚୋରି କରିଥିବା ଆନ୍ଧ୍ରପ୍ରଦେଶର କୁଖ୍ୟାତ ସିନ୍ଧିଚୋର ସ୍ପାଇଡର୍ ସତୀଶ ରେଡ୍ଡୀ ରିମାଣ୍ଡ୍ରେ ଆସିବା ପରେ ଆଜି ଘଟଣାସ୍ଥଳରେ ‘ସିନ୍ ରିକ୍ରିଏସନ୍’ ହୋଇଛି। ଭୁବନେଶ୍ୱର ୨୧-୦୨-୨୦୨୫ (ପିପିଏସ ) : ପୂର୍ବତନ ପିସିସି ସଭାପତି ନିରଂଜନ ପଟ୍ଟନାୟକଙ୍କ ଘରୁ ଚୋରି କରିଥିବା ଆନ୍ଧ୍ରପ୍ରଦେଶର କୁଖ୍ୟାତ ସିନ୍ଧିଚୋର ସ୍ପାଇଡର୍ ସତୀଶ ରେଡ୍ଡୀ ରିମାଣ୍ଡ୍ରେ ଆସିବା ପରେ ଆଜି ଘଟଣାସ୍ଥଳରେ ‘ସିନ୍ ରିକ୍ରିଏସନ୍’ ହୋଇଛି। କଡ଼ା ସୁରକ୍ଷା ବଳୟରେ କମିସନରେଟ୍ ପୁଲିସ ତାକୁ […]
ଗ୍ୟାରେଜ୍ରୁ ମିଳିଲା ପ୍ରଧାନଶିକ୍ଷୟିତ୍ରୀଙ୍କ ଶବ
ରାତି ପାହିଲେ ହେବ ଦଶମ ଶ୍ରେଣୀ ପରୀକ୍ଷା। କିନ୍ତୁ ତା’ ପୂର୍ବରୁ ପରୀକ୍ଷା ଦାୟିତ୍ବରେ ଥିବା ଜଣେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ବେକରୁ ସୁନା ଚେନ୍ ଓ ପାଖରୁ ମୋବାଇଲ୍ ଗାଏବ ହୋଇଥିବାରୁ ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ ଉପୁଜିଛି। ପଣ୍ଡୁଆ/ଭୁବନେଶ୍ୱର ୨୧-୦୨-୨୦୨୫ (ପିପିଏସ ) : ରାତି ପାହିଲେ ହେବ ଦଶମ ଶ୍ରେଣୀ ପରୀକ୍ଷା। କିନ୍ତୁ ତା’ ପୂର୍ବରୁ ପରୀକ୍ଷା ଦାୟିତ୍ବରେ ଥିବା ଜଣେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। […]
୫ଟି ସ୍କୁଲରେ ଦୁର୍ନୀତିର ଅଭିଯୋଗ ଆସିଲେ, ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ
ଆଜି ୫ଟିକୁ ନେଇ ବିଧାନସଭାରେ ସରଗରମ ଆଲୋଚନା ହୋଇଛି। ୫ଟି ସ୍କୁଲରେ ଦୁର୍ନୀତିର ଅଭିଯୋଗ ଆସିଲେ, ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି। ଭୁବନେଶ୍ୱର ୨୧-୦୨-୨୦୨୫ (ପିପିଏସ ) : ଆଜି ୫ଟିକୁ ନେଇ ବିଧାନସଭାରେ ସରଗରମ ଆଲୋଚନା ହୋଇଛି। ବିଧାୟକ ଭାସ୍କର ମଢେଇ ୫ଟି ସ୍କୁଲରେ ଦୁର୍ନୀତିର ତଦନ୍ତ ହୋଇଛି କି ଏବଂ ଦୁର୍ନୀତିର ତଦନ୍ତ ଦାବି କରିଛନ୍ତି ବିଧାୟକ। ଏହାର ଉତ୍ତର ରଖି ବିଦ୍ୟାଳୟ ଓ […]
ଗୋଟିଏ ଖଣି ପାଇଁ ୯୮ କୋଟି ଦଣ୍ଡ: ଏନ୍ଜିଟିଙ୍କ ରାୟ ପରେ ଖଣି ମାଲିକ ଛାନିଆ
ମାତ୍ରାଧିକ ଖଣି ଖନନ ଖୋର୍ଦ୍ଧାର ଜଣେ ଖଣି ମାଲିକଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। କୋଟିଏ କି ୨ କୋଟି ନୁହେଁ, ପରିବେଶ କ୍ଷତି ଓ ଅନ୍ୟାନ୍ୟ କ୍ଷତିପୂରଣ ବାବଦରେ ୯୮ କୋଟି ୩୧ ଲକ୍ଷ ୪୯ ହଜାର ୧୩୫ ଟଙ୍କା ଆଦାୟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଭୁବନେଶ୍ୱର ୨୧-୦୨-୨୦୨୫ (ପିପିଏସ ) : ମାତ୍ରାଧିକ ଖଣି ଖନନ ଖୋର୍ଦ୍ଧାର ଜଣେ ଖଣି ମାଲିକଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। କୋଟିଏ କି ୨ କୋଟି ନୁହେଁ, […]
ପ୍ରଥମଦିନ ଶେଷ ହେଲା ମାଟ୍ରିକ୍ ପରୀକ୍ଷା
ଆଜି ଠାରୁ ଆରମ୍ଭ ହୋଇଛି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ (ମାଟ୍ରିକ୍) ପରୀକ୍ଷା। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇଛି। ଏଥିଲାଗି ପରୀକ୍ଷାକେନ୍ଦ୍ର ସମ୍ମୁଖରେ ଅଭିଭାବକ, ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ମଧ୍ୟ ଉପସ୍ଥିତ ଥିବା ଦେଖିବାକୁ ମିଳିଛି। କଟକ ୨୧-୦୨-୨୦୨୫ (ପିପିଏସ ) : ଆଜି ଠାରୁ ଆରମ୍ଭ ହୋଇଛି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ (ମାଟ୍ରିକ୍) ପରୀକ୍ଷା। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ […]
ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତ ଛାତ୍ରଛାତ୍ରୀମାନଙ୍କର ଉଜ୍ଜ୍ବଳ ଭବିଷ୍ୟତ କାମନା କରିବା ସହ ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ସେ ପରାମର୍ଶ ଦେଇଛନ୍ତି। ଭୁବନେଶ୍ବର/ କଟକ ୨୧-୦୨-୨୦୨୫ (ପିପିଏସ ) : ଆଜି ଠାରୁ ଆରମ୍ଭ ହୋଇଛି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ (ମାଟ୍ରିକ୍) ପରୀକ୍ଷା। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତ ଛାତ୍ରଛାତ୍ରୀମାନଙ୍କର ଉଜ୍ଜ୍ବଳ ଭବିଷ୍ୟତ କାମନା […]
ଆସନ୍ତାକାଲିଠୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା
ମାର୍ଚ୍ଚ ୨ ଯାଏଁ ନଅ ଦିନ ଧରି ଚାଲିବ ଭୁବନେଶ୍ୱର ୨୧-୦୨-୨୦୨୫ (ପିପିଏସ ) : ସୁଭଦ୍ରା ଯୋଜନା ପରେ ମହିଳାମାନଙ୍କ ପାଇଁ ସୁଭଦ୍ରା ଶକ୍ତି ମେଳାର ଆୟୋଜନ କରୁଛନ୍ତି ରାଜ୍ୟ ସରକାର। ଏହି ମେଳାରେ ମିଶନ ଶକ୍ତି ମାଆମାନେ ଯୋଗ ଦେବେ। ବର୍ତ୍ତମାନ ସୁଦ୍ଧା ଏହି ମେଳାର ନାମ ସୁଭଦ୍ରା ଶକ୍ତି ମେଳା ରଖାଯାଇଛି। ଏହି ମେଳାରେ ମିଶନ ଶକ୍ତିର ନାମ ପରିବର୍ତ୍ତନ କରାଯାଇନି। ଆସନ୍ତାକାଲି ଠୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା ୨୦୨୫। […]
ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ମାମଲା: କମିଟି ସାମ୍ନାରେ ହାଜର ହେଲେ ଅଚ୍ୟୁତ ସାମନ୍ତ
କିଟ୍ ବିଶ୍ୱବିଦ୍ୟାଳୟରେ ପଢ଼ୁଥିବା ନେପାଳ ଛାତ୍ରଛାତ୍ରୀଙ୍କ ସହ ଘଟିଥିବା ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। ଆଜି କିଟ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଉଚ୍ଚସ୍ତରୀୟ କମିଟି ସାମ୍ନାରେ ହାଜର ହୋଇଛନ୍ତି | ଭୁବନେଶ୍ୱର ୨୧-୦୨-୨୦୨୫ (ପିପିଏସ ) : କିଟ୍ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲାମ୍ସାଙ୍କ ଆତ୍ମହତ୍ୟା ଓ ପରବର୍ତ୍ତୀ ଛାତ୍ର ଅଶାନ୍ତି ବେଳେ ହଷ୍ଟେଲ ଅନ୍ତେବାସୀଙ୍କୁ ମାଡ଼ ମରାଯିବା ମାମଲା ଦିନକୁ ଦିନ ଜଟିଳ […]
୨୪ ବର୍ଷରେ ହୀରାକୁଦ ତଳ ମୁଣ୍ଡରେ କେତୋଟି ଡ୍ୟାମ କରିଥିଲେ, ତାର ତଥ୍ୟ ବର୍ତ୍ତମାନର ବିରୋଧୀ ଦଳ ନେତାଙ୍କ ନିକଟରେ ଥିବ
ବିଧାନସଭାରେ ହୀରାକୁଦକୁ ନେଇ ବିଜେଡି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ତେରେଛା ବାଣ ମାରିଲେ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ। ସେ କହିଛନ୍ତି, ଛତିଶଗଡ଼ରେ ଯେଉଁ ଡ୍ୟାମ ହୋଇଛି ତାକୁ ନେଇ ବିଧାନସଭାରେ ଅନେକ ବାର ଆଲୋଚନା ହୋଇଛି। ଭୁବନେଶ୍ୱର ୨୦-୦୨-୨୦୨୫(ପିପିଏସ ) : ବିଧାନସଭାରେ ହୀରାକୁଦକୁ ନେଇ ବିଜେଡି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ତେରେଛା ବାଣ ମାରିଲେ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ। ସେ କହିଛନ୍ତି, ଛତିଶଗଡ଼ରେ ଯେଉଁ ଡ୍ୟାମ ହୋଇଛି ତାକୁ ନେଇ ବିଧାନସଭାରେ ଅନେକ […]
୪୮ କୋଟି ୭୨ ଲକ୍ଷ ଟଙ୍କା ବ୍ୟୟରେ ୮୧୨ଟି ବହୁମୁଖୀ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ମରାମତି କରାଯିବ: ମନ୍ତ୍ରୀ ସୁରେଶ ପୂଜାରୀ
ଚଳିତ ବର୍ଷ ୮୧୨ଟି ବହୁମୁଖୀ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ମରାମତି ପାଇଁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର | ପ୍ରତି ଆଶ୍ରୟସ୍ଥଳୀ ମରାମତି ପାଇଁ ୬ ଲକ୍ଷ ଟଙ୍କା ବ୍ୟୟବରାଦ କରାଯାଇଛି | ଏଥିପାଇଁ ୪୮ କୋଟି ୭୨ ଲକ୍ଷ ଟଙ୍କା ଖର୍ଚ୍ଚ କରିବେ ସରକାର | ବିଧାନସଭାରେ ସୂଚନା ଦେଇଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ। ଭୁବନେଶ୍ୱର ୨୦-୦୨-୨୦୨୫(ପିପିଏସ ) : ଚଳିତ ବର୍ଷ ୮୧୨ଟି ବହୁମୁଖୀ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ମରାମତି ପାଇଁ […]