1 min read

ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ ପାଇଁ ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ବାରବାଟୀରେ ହେବାକୁ ଥିବା ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନିଜେ ବାରବାଟୀ ଷ୍ଟାଡିୟମ୍ ଯାଇ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଷ୍ଟାଡିୟମରେ କ୍ରିକେଟ୍ ଖେଳିଥିଲେ। କଟକ ୩୧-୦୧-୨୦୨୫(ପିପିଏସ ) : ବାରବାଟୀରେ ହେବାକୁ ଥିବା ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନିଜେ ବାରବାଟୀ ଷ୍ଟାଡିୟମ୍ ଯାଇ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି […]

1 min read

ମୋହନଙ୍କୁ ପ୍ରଶଂସା କଲେ ଜୟଶଙ୍କର

କେନ୍ଦ୍ରମନ୍ତ୍ରୀ ଏସ୍‌ ଜୟଶଙ୍କର କହିଥିଲେ, ପ୍ରବାସୀ ଭାରତୀୟ ଦିବସ ହେଉଛି ପାରିବାରିକ ପୁନର୍ମିଳନ ଭଳି। ଓଡିଶାର କଳା ଓ ସଂସ୍କୃତି ଅନନ୍ୟ। ଓଡିଶା ରାଜ୍ୟର କଳା ଓ ସଂସ୍କୃତି ସାରା ଦେଶରେ ପରିଚିତି ହାସଲ କରିଛି। ନୂଆଦିଲ୍ଲୀ/ଭୁବନେଶ୍ୱର ୩୧-୦୧-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ‌ବୈଦେଶିକ ବ୍ୟାପର ମନ୍ତ୍ରୀ ସୁବ୍ରମଣ୍ୟମ ଜୟଶଙ୍କର ପ୍ରଶଂସା କରିଛନ୍ତି। ଗତ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବରର ଜନତା ମଇଦାନରେ ଆୟୋଜିତ ୧୮ତମ ପ୍ରବାସୀ ଭାରତୀୟ ଦିବସ ସଫଳତାର […]

1 min read

ଧାମରାରେ ଅବତରଣ କଲା ପ୍ରଥମ ବିମାନ

ଭଦ୍ରକ ଜିଲ୍ଲାର ଧାମରାରେ ଆଜି ପ୍ରଥମ ବିମାନ ଅବତରଣ କରିଛି। ଆଗାମୀ ଦିନରେ ଶିଳ୍ପ ବିକାଶରେ ଏହା ସହାୟକ ହେବ ବୋଲି କୁହାଯାଉଛି। ଜିଲ୍ଲାର ବାସୁଦେବପୁର ବ୍ଲକ୍‌ର ବାଲିମୁଣ୍ଡାଠାରେ ଏହି ବିମାନବନ୍ଦର ରହିଛି। ବାସୁଦେବପୁର/ଧାମରା/ଭୁବନେଶ୍ୱର ୨୯-୦୧-୨୦୨୫(ପିପିଏସ ) : ଭଦ୍ରକ ଜିଲ୍ଲାର ଧାମରାରେ ଆଜି ପ୍ରଥମ ବିମାନ ଅବତରଣ କରିଛି। ଆଗାମୀ ଦିନରେ ଶିଳ୍ପ ବିକାଶରେ ଏହା ସହାୟକ ହେବ ବୋଲି କୁହାଯାଉଛି। ଜିଲ୍ଲାର ବାସୁଦେବପୁର ବ୍ଲକ୍‌ର ବାଲିମୁଣ୍ଡାଠାରେ ଏହି ବିମାନବନ୍ଦର ରହିଛି। ଆଜି ପୂର୍ବାହ୍‌ଣ ୧୦ଟା […]

1 min read

ଐତିହାସିକ ଅଭିଯାନରେ ଜୟପୁର ଝିଅ ଡାକ୍ତର ସରିତା ଦାରା

୧୨୪ ମହିଳାଙ୍କ ସହ ଆଣ୍ଟାର୍କଟିକା ଯାତ୍ରା ଆସନ୍ତାକାଲି ଠାରୁ ସପ୍ତାହ ବ୍ୟାପୀ ଦକ୍ଷିଣ ମେରୁ ଅଭିଯାନ ଆରମ୍ଭ ହେବାକୁ ଯାଉଛି। ଆଣ୍ଟାର୍କଟିକା ଗସ୍ତ କରିବେ ବିଶ୍ବର ୧୨୪ଜଣ ମହିଳା। ଏହି ଦଳରେ ସ୍ଥାନ ପାଇଛନ୍ତି କୋରାପୁଟର ପୂର୍ବତନ ସିଡିଏମ୍‌ଓ ତଥା ଜୟପୁର କୋରାପୁଟ/ଭୁବନେଶ୍ୱର ୨୮-୦୧-୨୦୨୫(ପିପିଏସ) : ଆସନ୍ତାକାଲି ଠାରୁ ସପ୍ତାହ ବ୍ୟାପୀ ଦକ୍ଷିଣ ମେରୁ ଅଭିଯାନ ଆରମ୍ଭ ହେବାକୁ ଯାଉଛି। ଆଣ୍ଟାର୍କଟିକା ଗସ୍ତ କରିବେ ବିଶ୍ବର ୧୨୪ଜଣ ମହିଳା। ଏହି ଦଳରେ ସ୍ଥାନ ପାଇଛନ୍ତି କୋରାପୁଟର ପୂର୍ବତନ […]

1 min read

ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ପାଇଁ ଭୁବନେଶ୍ୱରରେ କଡ଼ା ସୁରକ୍ଷା ବ୍ୟବସ୍ଥା

ଜାନୁଆରି ୨୮ରୁ ଜାନୁଆରି ୩୦ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ଏବଂ ମେକ୍ ଇନ୍ ଓଡିଶା ପ୍ରଦର୍ଶନୀ ପାଇଁ ବିସ୍ତୃତ ସୁରକ୍ଷା ବ୍ୟବସ୍ଥା କରାଯାଇଛି ବୋଲି ଭୁବନେଶ୍ୱର ଡିସିପି ପିନାକ ମିଶ୍ର ସୂଚନା ଦେଇଛନ୍ତି ଭୁବନେଶ୍ୱର ୨୭-୦୧-୨୦୨୫-(ପିପିଏସ) : ଜାନୁଆରି ୨୮ରୁ ଜାନୁଆରି ୩୦ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ଏବଂ ମେକ୍ ଇନ୍ ଓଡିଶା ପ୍ରଦର୍ଶନୀ ପାଇଁ ବିସ୍ତୃତ ସୁରକ୍ଷା ବ୍ୟବସ୍ଥା କରାଯାଇଛି ବୋଲି ଭୁବନେଶ୍ୱର ଡିସିପି […]

1 min read

ବାରବାଟୀ ଦିନିକିଆ ପାଇଁ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ: ଫେବ୍ରୁଆରି ୨ରେ ଅନ୍‌ଲାଇନ୍‌ ଟିକଟ

ଫେବ୍ରୁଆରି ୯ ତାରିଖରେ ବାରବାଟୀ ଷ୍ଟାଡିୟମ୍‌ରେ ‌ଭାରତ-ଇଂଲଣ୍ଡ ଶୃଙ୍ଖଳାର ଦ୍ବିତୀୟ ଏକଦିବସୀୟ କ୍ରିକେଟ୍ ମ୍ୟାଚ୍‌ ଖେଳାଯିବ। ଏଥିପାଇଁ ଫେବ୍ରୁଆରି ୨ ତାରିଖରେ ଅନ୍‌ଲାଇନ୍‌ରେ ଟିକଟ ବିକ୍ରି  କରାଯିବ। କଟକ ୨୫-୦୧-୨୦୨୫(ପିପିଏସ ) : ଫେବ୍ରୁଆରି ୯ ତାରିଖରେ ବାରବାଟୀ ଷ୍ଟାଡିୟମ୍‌ରେ ‌ଭାରତ-ଇଂଲଣ୍ଡ ଶୃଙ୍ଖଳାର ଦ୍ବିତୀୟ ଏକଦିବସୀୟ କ୍ରିକେଟ୍ ମ୍ୟାଚ୍‌ ଖେଳାଯିବ। ଏଥିପାଇଁ ଫେବ୍ରୁଆରି ୨ ତାରିଖରେ ଅନ୍‌ଲାଇନ୍‌ରେ ଟିକଟ ବିକ୍ରି କରାଯିବ। ଅନ୍‌ଲାଇନ୍‌ରେ ପାଖାପାଖି ୪ ହଜାର ଟିକଟ୍ ବିକ୍ରି ହେବ। ଫେବ୍ରୁଆରି ୭, ୮ ଓ […]

1 min read

ଓଡ଼ିଶା ଶ୍ରେଷ୍ଠ ନିବେଶ କ୍ଷେତ୍ର :ମୁଖ୍ୟମନ୍ତ୍ରୀ

ଐତିହାସିକ ହେବ ଉତ୍କର୍ଷ ଓଡିଶା-ମେକ୍ ଇନ୍ ଓଡିଶା କନକ୍ଲେଭ୍-୨୦୨୫ ଉତ୍କର୍ଷ ଓଡିଶା-ମେକ୍ ଇନ୍ ଓଡିଶା କନକ୍ଲେଭ୍-୨୦୨୫ରେ ଜାନୁଆରି ୨୮-୨୯, ଦୁଇ ଦିନ ଧରି ଏହା କେବଳ ଡେଲିଗେଟ୍‌ମାନଙ୍କ ପାଇଁ ଖୋଲା ରହିବ। ୩୦ ତାରିଖ ଦିନ ଏହାକୁ ସର୍ବସାଧାରଣଙ୍କ ପାଇଁ ଖୋଲା ରଖାଯିବ। ଭୁବନେଶ୍ୱର ୨୪-୦୧-୨୦୨୫(ପିପିଏସ) : ଉତ୍କର୍ଷ ଓଡିଶା-ମେକ୍ ଇନ୍ ଓଡିଶା କନକ୍ଲେଭ୍-୨୦୨୫ ଆସନ୍ତା ୨୮-୨୯ରେ ଅନୁଷ୍ଠିତ ହେବ। ଏହି ବିଶାଳ ବ୍ୟବସାୟିକ ସମାରୋହ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସ୍ଥାନୀୟ ଜନତା […]

1 min read

ବାରବାଟୀ ଦିନିକିଆ

ଫେବ୍ରୁଆରି ୨ରେ ଅନ୍‌ଲାଇନ୍‌, ୫-୬ରେ କାଉଣ୍ଟର ଟିକେଟ୍‌ ଐତିହାସିକ ବାରବାଟୀ କ୍ରିକେଟ ଷ୍ଟାଡିୟମ୍‌ରେ ଆୟୋଜିତ ହେବାକୁ ଯାଉଥିବା ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ୍ ମ୍ୟାଚ୍‌ର ଟିକେଟ୍‌ ବିକ୍ରି ନେଇ ତାରିଖ ଘୋଷଣା ହୋଇଯାଇଛି। ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦର୍ଶକଙ୍କ ଟିକେଟ୍‌ କିଣି ସାରିଛନ୍ତି। କଟକ ୨୪-୦୧-୨୦୨୫(ପିପିଏସ) : ଐତିହାସିକ ବାରବାଟୀ କ୍ରିକେଟ ଷ୍ଟାଡିୟମ୍‌ରେ ଆୟୋଜିତ ହେବାକୁ ଯାଉଥିବା ବହୁ ପ୍ରତୀକ୍ଷିତ ଭାରତ-ଇଂଲଣ୍ଡ ଦିନିକିଆ ଦିବାରାତ୍ର କ୍ରିକେଟ୍ ମ୍ୟାଚ୍‌ର ଟିକେଟ୍‌ ବିକ୍ରି ନେଇ ତାରିଖ ଘୋଷଣା ହୋଇଯାଇଛି। […]

1 min read

ଅଚଳ ହୋଇପଡିଛି ସୂର୍ଯ୍ୟମନ୍ଦିର ଲାଇଟ ଆଣ୍ଡ ସାଉଣ୍ଡ ସିଷ୍ଟମ। ପର୍ଯ୍ୟଟକ ନିରାଶ।

କୋଣାର୍କ/ଭୁବନେଶ୍ୱର ୨୩-୦୧-୨୦୨୫(ପିପିଏସ ) : ସରକାରଙ୍କ ରାଜକୋଷରୁ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ପର୍ଯ୍ୟଟକଙ୍କ ନିମନ୍ତେ ସୂର୍ଯ୍ୟମନ୍ଦିରରେ ଲାଇଟ୍ ଆଣ୍ଡ ସାଉଣ୍ଡର ବ୍ୟବସ୍ଥା କରାଯାଇଥିଲା। ଏହି କାର୍ଯ୍ୟକର୍ମରେ କୋଣାର୍କ ସୂର୍ଯ୍ୟମନ୍ଦିର ନିର୍ମାଣ ଶୈଳକୁ ପ୍ରଦର୍ଶିତ କରି ପର୍ଯ୍ୟଟକମାନଙ୍କୁ ଅବଗତ କରା ଯାଉଥିଲା। ୮ ଗୋଟି ପ୍ରୋଜେକ୍ଟରମାଧ୍ୟମରେ ୪୫ ମିନିଟ୍ ସମୟର ଏହି କାର୍ଯ୍ୟକ୍ରମ ପର୍ଯ୍ୟଟକ ମାନଙ୍କ ମଧ୍ୟରେ ବେଶ୍ ଆଦୃତ ହେବା ସହ ପର୍ଯ୍ୟଟନ ବିଭାଗର ଭଲ ଆୟ ହେଉଥିବା ଜଣାପଡିଛି। ହେଲେ ଦୁଃଖର ବିଷୟ ପୂର୍ବରୁ […]

1 min read

ବିରଳ ମହାଜାଗତିକ ଘଟଣା, ଗୋଟିଏ ଧାଡ଼ିରେ ୬ ଗ୍ରହ

ମହାକାଶରେ ଏକ ବିରଳ ଘଟଣା ଦେଖାଯାଇଛି । ସୌରଜଗତର ୬ଟି ଗ୍ରହକୁ ଏକା ସାଙ୍ଗରେ ଗୋଟିଏ ସରଳ ରେଖାରେ ଦେଖାଯାଇଛନ୍ତି, ଅର୍ଥାତ୍ ଛଅଟି ଗ୍ରହ ଗୋଟିଏ ରେଖାରେ ପରିକ୍ରମା କରୁଛନ୍ତି ।  ନୂଆଦିଲ୍ଲୀ /ଭୁବନେଶ୍ୱର ୨୧-୦୧-୨୦୨୫(ପିପିଏସ) : ମହାକାଶରେ ଏକ ବିରଳ ଘଟଣା ଦେଖାଯାଇଛି । ସୌରଜଗତର ୬ଟି ଗ୍ରହକୁ ଏକା ସାଙ୍ଗରେ ଗୋଟିଏ ସରଳ ରେଖାରେ ଦେଖାଯାଇଛନ୍ତି, ଅର୍ଥାତ୍ ଛଅଟି ଗ୍ରହ ଗୋଟିଏ ରେଖାରେ ପରିକ୍ରମା କରୁଛନ୍ତି ।  ବିନା ଟେଲିସ୍କୋପରେ ଅର୍ଥାତ୍ ଖାଲି ଆଖିରେ […]