1 min read

ପ୍ରଦୀପ ପାଣିଗ୍ରାହୀଙ୍କୁ ଆଶ୍ବସ୍ତି

ଟାଟା କଂପାନିରେ ଚାକିରି ନାଁରେ ଠକେଇ ମାମଲା ବ୍ରହ୍ମପୁର/ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ବହୁଚର୍ଚ୍ଚିତ ଟାଟା କଂପାନିରେ ଚାକିରି ନାମରେ ଠକେଇ ମାମଲାରେ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ଆଶ୍ବସ୍ତି ମିଳିଛି। ଏମ୍‌ପି/ଏମ୍‌ଏଲ୍‌ଏ ‌କୋର୍ଟରେ ସାଂସଦ ଶ୍ରୀ ପାଣିଗ୍ରାହୀଙ୍କୁ ୨ଟି ମାମଲାରେ ଆଶ୍ବସ୍ତି ମିଳିଛି। ଏଥି ସହିତ ଅଭୟ ପାଠକ ଓ ତାଙ୍କର ପୁଅ ଆକାଶ ପାଠକଙ୍କୁ ମଧ୍ୟ ଆଶ୍ବସ୍ତି ମିଳିଛି। ଆଜି କୋର୍ଟରୁ ଏହି ୩ ଜଣଙ୍କୁ ଆଶ୍ବସ୍ତି ମିଳିଥିବା ବେଳେ ଅନ୍ୟ ୩ଟି […]

1 min read

୧୨ ତାରିଖ ପର୍ଯ୍ୟନ୍ତ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ: ମନ୍ତ୍ରୀ

ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ। ୧୨ ତାରିଖ ପର୍ଯ୍ୟନ୍ତ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ। ଏନେଇ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ। ୧୨ ତାରିଖ ପର୍ଯ୍ୟନ୍ତ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ। ଏନେଇ […]

1 min read

ଡବଲ ଡେକର ବସ୍‌ର ଶୁଭାରମ୍ଭ; ବୁଲିବେ ପ୍ରବାସୀ ଭାରତୀୟ

ଭୁବନେଶ୍ବରରେ ଡବଲ୍‌ ଡେକର ବସ୍‌ର ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ପ୍ରବାସୀ ଭାରତୀୟ ଦିବସର ଉଦ୍‌ଘାଟନ ପୂର୍ବରୁ ଡବଲ ଡେକର ବସ୍‌ ଗଡ଼ିଛି। ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ରାଜଧାନୀ ଭୁବନେଶ୍ବରରେ ଡବଲ୍‌ ଡେକର ବସ୍‌ର ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ପ୍ରବାସୀ ଭାରତୀୟ ଦିବସର ଉଦ୍‌ଘାଟନ ପୂର୍ବରୁ ୫ଟି ଡବଲ ଡେକର ବସ୍‌ ରାଜଧାନୀରେ […]

1 min read

କଡ଼ା ସୁରକ୍ଷା ବଳୟରେ ପ୍ରବାସୀ ଭାରତୀୟ ଦିବସ: ପୁଲିସ୍ ମାସ୍କଟ୍ ‘ହାଫି’ ଲୋକାର୍ପିତ

ଆସନ୍ତା ୮ ତାରିଖରେ ରାଜଧାନୀରେ ଆୟୋଜିତ ହେଉଛି ପ୍ରବାସୀ ଭାରତୀୟ ଦିବସ। ୯ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ଏବଂ ୧୦ ତାରିଖ ଉଦ୍‌ଯାପନୀ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବେ। ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) : ଆସନ୍ତା ୮ ତାରିଖରେ ରାଜଧାନୀରେ ଆୟୋଜିତ ହେଉଛି ପ୍ରବାସୀ ଭାରତୀୟ ଦିବସ। ୯ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ଏବଂ ୧୦ ତାରିଖ ଉଦ୍‌ଯାପନୀ ଉତ୍ସବରେ ରାଷ୍ଟ୍ରପତି […]

1 min read

୮ରେ ଭୁବନେଶ୍ବର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ: ୯ରେ ଉଦବୋଧନ ହେବେ

ରାଜଧାନୀରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୮ ତାରିଖ ରାତି ୮ଟାରେ ବିମାନବନ୍ଦରରେ ଅବତରଣ କରିବେ। ୯ ତାରିଖ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ସାମିଲ ହେବେ। ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) :  ରାଜଧାନୀରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୮ ତାରିଖରେ ଭୁବନେଶ୍ବରରେ ପହଞ୍ଚିବେ ବୋଲି ସୂଚନା ମିଳିଛି। ଏକ ସ୍ବତନ୍ତ୍ର ବିମାନ ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାତି ୮ଟାରେ ବିମାନବନ୍ଦରରେ ଅବତରଣ […]

1 min read

ମହାପ୍ରସାଦ ନାଁରେ ଖଜା ବିକିପାରିବେନି:ଅରବିନ୍ଦ ପାଢ଼ୀ

ପୁରୀ/ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) : ଏଣିକି ବ୍ୟବସାୟୀମାନେ ପୁରୀ ବଡ଼ଦାଣ୍ଡରେ ମହାପ୍ରସାଦ ନାଁରେ ଖଜା ବିକ୍ରି କରିପାରିବେ ନାହିଁ। ଶ୍ରୀମନ୍ଦିର ବାହାରେ ମହାପ୍ରସାଦ ନାଁରେ ଖଜା ବିକିଲେ ସଂପୃକ୍ତ ବ୍ୟବସାୟୀମାନେ କାର୍ଯ୍ୟାନୁଷ୍ଠାନର ଶିକାର ହେବେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ବଡ଼ଦାଣ୍ଡରେ କିଛି ବ୍ୟବସାୟୀ ମହାପ୍ରସାଦ ନାମରେ ଖଜା ବିକ୍ରି କରୁଛନ୍ତି।ମହାପ୍ରଭୁଙ୍କ ପ୍ରତି ଭକ୍ତଙ୍କର ଭକ୍ତି ସଂପୂର୍ଣ୍ଣ ନିଆରା। ଶ୍ରୀକ୍ଷେତ୍ରକୁ ଆସୁଥିବା ପ୍ରତ୍ୟେକ ଭକ୍ତ ନିଜକୁ ମହାପ୍ରଭୁଙ୍କୁ […]

1 min read

ରାୟଗଡ଼ା ରେଳ ଡିଭିଜନ୍‌ରୁ ଯାତାୟାତ, ପରିବହନ ସଂଯୋଗରେ ଉନ୍ନତି ଆଶା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶାର ରାୟଗଡ଼ା ରେଳ ମଣ୍ଡଳ ପାଇଁ ମଧ୍ୟ ଶିଳାନ୍ୟାସ କରିବେ। ରାୟାଗଡ଼ା ରେଳ ମଣ୍ଡଳ ମୁଖ୍ୟାଳୟ ଭବନର ନିର୍ମାଣ ପାଇଁ ପ୍ରକଳ୍ପର ଆନୁମାନିକ ମୂଲ୍ୟ ୧୦୭ କୋଟି ଟଙ୍କା। ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) :  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୬ ତାରିଖ ଦିନ ପୂର୍ବାହ୍ନ ୧୧ଟାରେ ରାୟଗଡ଼ା ରେଳ ମଣ୍ଡଳ ପାଇଁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ୍‌ କରିବାର […]

1 min read

ଆକର୍ଷଣୀୟ ଭାବେ ପରିଚାଳିତ ହେଉ ଉତ୍କର୍ଷ ଓଡ଼ିଶା: ମୁଖ୍ୟମନ୍ତ୍ରୀ

ଜାନୁଆରି ୨୭ ତାରିଖରେ ସିଆଇଆଇ ପକ୍ଷରୁ ଏହାର ନ୍ୟାସନାଲ ଏକଜିକ୍ୟୁଟିଭ୍ କାଉନସିଲ୍‌ର ବୈଠକ ଅନୁଷ୍ଠିତ ହେବ। ୨୮ ତାରିଖ ଦିନ ପ୍ରଧାନମନ୍ତ୍ରୀ ଆସି ଉପସ୍ଥିତ ଶିଳ୍ପପତି ଓ ପୁଞ୍ଜିନିବେଶକାରୀମାନଙ୍କୁ ଉଦବୋଧନ ଦେବେ। ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) :  ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ପ୍ରସ୍ତୁତି ସମ୍ପର୍କରେ ଏକ ବିସ୍ତୃତ ଉପସ୍ଥାପନ କରି ଜଣାଇଛନ୍ତି। ସମସ୍ତ କାର୍ଯ୍ୟକ୍ରମକୁ ତୃଟିଶୂନ୍ୟ ଭାବରେ […]

1 min read

ସୁରକ୍ଷା ମାଗିଲେ ୬ ବଡ଼ କମ୍ପାନି

ଆବଶ୍ୟକ ୧୦ ହଜାର ଫୋର୍ସ; ଖୋଲିବ ୪ ଓଆଇଏସ୍‌ଏଫ୍ ବାଟାଲିୟନ୍ କଟକ,୦୪-୦୧-୨୦୨୫ (ପିପିଏସ) : ଓଡ଼ିଶାରେ ୬ଟି ବଡ଼ କମ୍ପାନି ନିଜ ସଂସ୍ଥାର ସୁରକ୍ଷା ପାଇଁ ସରକାରଙ୍କ ନିକଟରେ ଆବେଦନ କରିଛନ୍ତି। ଏଥିପାଇଁ ପାଖାପାଖି ୧୦ ହଜାର ପୁଲିସ ଫୋର୍ସର ଆବଶ୍ୟକତା ରହିଛି। ଓଡ଼ିଶା ପୁଲିସ୍‌ର ଓଆଇଏସ୍‌ଏଫ୍(ଓଡ଼ିଶା ଇଣ୍ଡଷ୍ଟ୍ରିଆଲ୍ ସିକ୍ୟୁରିଟି ଫୋର୍ସ) ଘରୋଇ କମ୍ପାନିଗୁଡ଼ିକୁ ସୁରକ୍ଷା ଯୋଗାଉଥିବା ବେଳେ ଏବେ ଓଆଇଏସ୍‌ଏଫ୍‌ ନିକଟରେ ମାତ୍ର ଗୋଟିଏ ବାଟାଲିୟନ (୧୩୯୦ ଫୋର୍ସ) ରହିଛି। ଏହି ବାଟାଲିୟନର ସମସ୍ତ ପୁଲିସ […]

1 min read

ପାସ୍‌ପୋର୍ଟ ପାଇଁ ଆପରାଧିକ ମାମଲା ବାଧକ ନୁହେଁ:ହାଇକୋର୍ଟ

କଟକ,୦୩-୦୧-୨୦୨୫(ପିପିଏସ) : ଜଣେ ବ୍ୟକ୍ତିଙ୍କ ବିରୋଧରେ କେବଳ ମାତ୍ର ଆପରାଧିକ ମାମଲା ବିଚାରାଧୀନ ଥିବା କାରଣରୁ ତାଙ୍କ ପାସ୍‌ପୋର୍ଟ ଅବରୋଧ ବା ବାଜ୍ୟାପ୍ତି କରାଯାଇ ପାରିବ ନାହିଁ ବୋଲି ହାଇକୋର୍ଟ ରାୟ ଦେଇଛନ୍ତି। ଜଣେ ବ୍ୟକ୍ତିଙ୍କ ପାସ୍‌ପୋର୍ଟ ବାଜ୍ୟାପ୍ତି ନେଇ ପାସ୍‌ପୋର୍ଟ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ହାଇକୋର୍ଟଙ୍କ ରାୟରେ ଉଲ୍ଲେଖ କରାଯାଇଛି ଯେ ଆପରାଧିକ ମାମଲା ବିଚାରାଧୀନ ଥିବା କାରଣରୁ ପାସପୋର୍ଟ ପ୍ରଦାନ ବା ନବୀକରଣ କରିବା ପ୍ରସଂଗରେ ଆଇନ‌ରେ କୌଣସି କଟକଣା ନାହିଁ। […]