ପ୍ରମୁଖ ଖବର
ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ପର୍ଯ୍ୟନ୍ତ ବଢ଼ିଲା ରାସନ କାର୍ଡ ଇ-କେୱାଇସି ସମୟ ସୀମା: ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବଢ଼ିଛି ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି। ପଞ୍ଚମ ଥର ପାଇଁ ସମ୍ପ୍ରସାରଣ କରିଛନ୍ତି ରାଜ୍ୟ ସରକାର। ଆଜି ଇ-କେୱାଇସି ଅପଡେଟର ଅବଧି ସରିବାର ଥିଲା । ଭୁବନେଶ୍ୱର ୧୫-୦୨-୨୦୨୫(ପିପିଏସ ) : ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବଢ଼ିଛି ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ […]
ବନ୍ଦ ଘରୁ ୩ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
ସଦର ଥାନା ଅନ୍ତର୍ଗତ ଖମାର ଗାଁରେ ଆଜି ଅପରାହ୍ଣରେ ବନ୍ଦ ଘରୁ ୩ଜଣଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକମାନଙ୍କ ଭିତରେ ବାପା, ଝିଅ ଓ ନାତି ଅଛନ୍ତି। ରିପୋର୍ଟ ଲେଖାଯିବା ବେଳକୁ ସେମାନଙ୍କର ପରିଚୟ ମିଳିପାରି ନାହିଁ। ଢେଙ୍କାନାଳ/ଭୁବନେଶ୍ୱର ୧୫-୦୨-୨୦୨୫(ପିପିଏସ ) : ସଦର ଥାନା ଅନ୍ତର୍ଗତ ଚାଉଳିଆ ଖମାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁରେ ଏକ ବନ୍ଦ ଘରୁ ୩ଜଣଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ବ୍ୟକ୍ତିମାନେ ହେଲେ […]
କଟକରେ ଡବଲ ମର୍ଡର ମାମଲା:ଡେମୋ ଦେଖାଇଲା ଅଭିଯୁକ୍ତ
କଟକର ବେଲେଶ୍ବରରେ ୨୦୧୯ ଡିସେମ୍ବରରେ ହୋଇଥିବା ଡବଲ ମର୍ଡର ମାମଲାର ମୁଖ୍ୟ ଅଭିଯୁକ୍ତ ସନ୍ତୋଷ ସିହ୍ନା କିପରି ହତ୍ୟାକାଣ୍ଡ ଭିଆଇଥିଲା, ତାର ଡେମୋ ଦେଖାଇଛି। କିନ୍ତୁ ଏହି ହତ୍ୟାକାଣ୍ଡରେ କେବଳ ସନ୍ତୋଷ ଓ ତାର ପତ୍ନୀ ଥିବା କଥାକୁ ଗ୍ରହଣ କରିପାରୁନାହାନ୍ତି ମୃତକଙ୍କ ସଂପର୍କୀୟ। କଟକ ୧୫-୦୨-୨୦୨୫(ପିପିଏସ ) : କଟକର ବେଲେଶ୍ବରରେ ୨୦୧୯ ଡିସେମ୍ବରରେ ହୋଇଥିବା ଡବଲ ମର୍ଡର ମାମଲାର ମୁଖ୍ୟ ଅଭିଯୁକ୍ତ ସନ୍ତୋଷ ସିହ୍ନା କିପରି ହତ୍ୟାକାଣ୍ଡ ଭିଆଇଥିଲା, ତାର ଡେମୋ ଦେଖାଇଛି। କିନ୍ତୁ […]
୧୦ମାସର ବକେୟା ପାଇବେ କମ୍ୟୁନିଟି ସପୋର୍ଟ ଷ୍ଟାଫ୍, ସୂଚନା ଦେଲେ ସରକାର
ରାଜ୍ୟ ସରକାର ସିଆରପି, ବ୍ୟାଙ୍କମିତ୍ର, ଏମ୍ବିକେ ଓ ପ୍ରାଣୀମିତ୍ରଙ୍କୁ ପାଇଁ ବଡ଼ ଖବର ଦେଇଛନ୍ତି। ମୋହନ ସରକାର ଏମାନଙ୍କୁ ବକେୟା ପାଉଣା ଦେବେ। କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ୧୦ମାସର ବକେୟା ପାଇବେ। ଏହା ଦ୍ବାରା ରାଜ୍ୟର ୬୨ ହଜାରରୁ ଊର୍ଦ୍ଧ୍ବ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ। ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ରାଜ୍ୟ ସରକାର ସିଆରପି, ବ୍ୟାଙ୍କମିତ୍ର, ଏମ୍ବିକେ ଓ ପ୍ରାଣୀମିତ୍ରଙ୍କୁ ପାଇଁ ବଡ଼ ଖବର ଦେଇଛନ୍ତି। ମୋହନ ସରକାର ଏମାନଙ୍କୁ ବକେୟା ପାଉଣା ଦେବେ। […]
ଅଜୟ କୁମାର ଲଲ୍ଲୁ ଓଡ଼ିଶା କଂଗ୍ରେସ ପ୍ରଭାରୀ, ସପ୍ତଗିରିଙ୍କୁ ୪ ରାଜ୍ୟର ଦାୟିତ୍ବ
ଅଖିଳ ଭାରତୀୟ କଂଗ୍ରେସ କମିଟି ଶୁକ୍ରବାର ଓଡ଼ିଶା କଂଗ୍ରେସ ପ୍ରଭାରୀ ନିଯୁକ୍ତ କରିଛି। ଅଜୟ କୁମାର ଲଲ୍ଲୁଙ୍କୁ ଓଡ଼ିଶା କଂଗ୍ରେସ ପ୍ରଭାରୀ ଦାୟିତ୍ବ ଦେଇଛି। ସେହିପରି କୋରାପୁଟ ସାଂସଦ ସପ୍ତଗିରି ଉଲାକାଙ୍କୁ ମଣିପୁର, ତ୍ରିପୁରା, ସିକ୍କିମ ଓ ନାଗାଲାଣ୍ଡର ଦାୟିତ୍ବ ଦେଇଛି। ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ଅଖିଳ ଭାରତୀୟ କଂଗ୍ରେସ କମିଟି ଶୁକ୍ରବାର ଓଡ଼ିଶା କଂଗ୍ରେସ ପ୍ରଭାରୀ ନିଯୁକ୍ତ କରିଛି। ଅଜୟ କୁମାର ଲଲ୍ଲୁଙ୍କୁ ଓଡ଼ିଶା କଂଗ୍ରେସ ପ୍ରଭାରୀ ଦାୟିତ୍ବ ଦେଇଛି। ସେହିପରି କୋରାପୁଟ ସାଂସଦ […]
କଟକରେ ଡବଲ ମର୍ଡର ମାମଲା: ଅଭିଯୁକ୍ତ ୫ ବର୍ଷ ପରେ ଗିରଫ
କଟକର ବେଲେଶ୍ବରରେ ୨୦୧୯ ଡିସେମ୍ବରରେ ହୋଇଥିବା ଡବଲ ମର୍ଡର ମାମଲାରେ କମିସନରେଟ୍ ପୁଲିସ ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲା ସନ୍ତୋଷ ସିହ୍ନା। ଭୁବନେଶ୍ବର-କଟକ ପୁଲିସ କମିସନରେ ସୁରେଶ ଦେବଦତ୍ତ ଶୁକ୍ରବାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। କଟକ ୧୪-୦୨-୨୦୨୫(ପିପିଏସ ) : କଟକର ବେଲେଶ୍ବରରେ ୨୦୧୯ ଡିସେମ୍ବରରେ ହୋଇଥିବା ଡବଲ ମର୍ଡର ମାମଲାରେ କମିସନରେଟ୍ ପୁଲିସ ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲା ସନ୍ତୋଷ ସିହ୍ନା। ଭୁବନେଶ୍ବର-କଟକ ପୁଲିସ କମିସନରେ ସୁରେଶ ଦେବଦତ୍ତ […]
ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ
ପ୍ରଶ୍ନକାଳ ଆରମ୍ଭରୁ ବିଜେଡି ଏବଂ କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ, ଗୃହ ମୁଲତବୀ ଆଜି ବିଧାନସଭାର ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ। ପୂର୍ବାହ୍ନ ୧୦ଟା ୩୦ ମିନିଟ ସମୟରେ ଆରମ୍ଭ ହୋଇଥିଲା। ପ୍ରଶ୍ନକାଳ ଆରମ୍ଭରୁ ବିଧାନସଭାରେ ବିରୋଧୀ ବିଜେଡି ଏବଂ କଂଗ୍ରେସ ହଟ୍ଟଗୋଳ କରିଥିଲେ। ଏହାପରେ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ମଧ୍ୟାହ୍ନ ୧୨ଟା ଯାଏ ମୁଲତବୀ ଘୋଷଣା କରିଛନ୍ତି। ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ଆଜି ବିଧାନସଭାର ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ। ପୂର୍ବାହ୍ନ ୧୦ଟା ୩୦ […]
କଟକରେ ସର୍ବାଧିକ ୧୦୬୦ ଭିକାରି
ରାଜ୍ୟକୁ ଭିକାରିମୁକ୍ତ କରିବାକୁ ସରକାର ଅଭିଯାନ ଚଳାଇଛନ୍ତି: ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରାଜ୍ୟରେ ଏବେ ୫୨୮୪ଜଣ ଭିକାରି ଅଛନ୍ତି ଓ ସେଥିମଧ୍ୟରୁ କଟକରେ ସର୍ବାଧିକ ୧୦୬୦ ଭିକାରି ଅଛନ୍ତି। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ରାଜ୍ୟରେ ଏବେ ୫୨୮୪ଜଣ ଭିକାରି ଅଛନ୍ତି ଓ ସେଥିମଧ୍ୟରୁ କଟକରେ ସର୍ବାଧିକ ୧୦୬୦ ଭିକାରି ଅଛନ୍ତି। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି […]
ଗୃହରେ ଶିକ୍ଷାବ୍ୟବସ୍ଥାକୁ ନେଇ ବାଲିଗୁଡ଼ା ବିଧାୟକଙ୍କ ପ୍ରଶ୍ନ
ରାଜ୍ୟରେ ୮ମ ଶ୍ରେଣୀ ପିଲାଙ୍କ ଗଣିତ ଜ୍ଞାନ କେତେ? ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ବିଧାନସଭାର ବଜେଟ୍ ଅଧିବେଶନର ଦ୍ବିତୀୟ ଦିନରେ ଶୁକ୍ରବାର ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର ରାଜ୍ୟରେ ଅଷ୍ଟମ ଶ୍ରେଣୀ ପିଲାଙ୍କ ଗଣିତ ଜ୍ଞାନ କେତେ ରହିଛି, ସେନେଇ ଜାଣିବାକୁ ଚାହିଁଛନ୍ତି। ଅସର ରିପୋର୍ଟ ଅନୁଯାୟୀ ରାଜ୍ୟରେ ଅଷ୍ଟମ ଶ୍ରେଣୀ ପିଲା ଠିକ୍ ଭାବରେ ହରଣ ଗୁଣନ, ଫେଡ଼ାଣ କରି ପାରୁ ନାହାନ୍ତି। ଏଥିପାଇଁ ଶିକ୍ଷା ବ୍ୟବସ୍ଥା ଦିଗରେ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ କଣ […]
ସୁଦୃଢ଼ ଗ୍ରାମପଞ୍ଚାୟତ ହେଉଛି ବିକଶିତ ଓଡ଼ିଶାର ମୂଳପିଣ୍ଡ: ପଞ୍ଚାୟତିରାଜ ମନ୍ତ୍ରୀ
ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ଶୁକ୍ରବାର ରାଜ୍ୟସ୍ତରୀୟ “ବିକଶିତ ପଞ୍ଚାୟତ ପାଇଁ ଦକ୍ଷତା ବିକାଶ” ଶୀର୍ଷକ କର୍ମଶାଳାକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ସୁଦୃଢ଼ ଗ୍ରାମପଞ୍ଚାୟତ ହେଉଛି ବିକଶିତ ଓଡ଼ିଶାର ମୂଳପିଣ୍ଡ। ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ଶୁକ୍ରବାର ରାଜ୍ୟସ୍ତରୀୟ “ବିକଶିତ ପଞ୍ଚାୟତ ପାଇଁ ଦକ୍ଷତା ବିକାଶ” ଶୀର୍ଷକ କର୍ମଶାଳାକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ସୁଦୃଢ଼ ଗ୍ରାମପଞ୍ଚାୟତ ହେଉଛି ବିକଶିତ ଓଡ଼ିଶାର ମୂଳପିଣ୍ଡ। […]