1 min read

ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶକୁ ପ୍ରାଧାନ୍ୟ ଦେଉଛି ଲୋକଙ୍କ ସରକାର: ମୋହନ

ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର କହିଛନ୍ତି, ରାଜ୍ଯରେ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶକୁ ପ୍ରାଧାନ୍ୟ ଦେଇ ଲୋକଙ୍କ ସରକାର କାର୍ଯ୍ୟ କରୁଛନ୍ତି। ପରୀକ୍ଷା ଏବଂ ନିଯୁକ୍ତି ପ୍ରକ୍ରିୟାକୁ ସ୍ବଚ୍ଛ କରିବା ହେଉ ବା ରାଜ୍ଯରେ ଜାତୀୟ ଶିକ୍ଷା ନୀତି-୨୦୨୦, ପିଏମ-ଶ୍ରୀ ଲାଗୁ କରିବା ପାଇଁ ବ୍ୟବସ୍ଥା ଗ୍ରହଣ କରିବା ହେଉ, ଆମ ସରକାର ଛାତ୍ରଛାତ୍ରୀଙ୍କ ଉଜ୍ଜଳ ଭବିଷ୍ୟତକୁ ଗୁରୁତ୍ଵ ଦେଇ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରୁଛନ୍ତି। ପୂର୍ବ ସରକାର ଚକ୍ରାନ୍ତ କରି ଛାତ୍ର […]

1 min read

ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତର ସ୍ବପ୍ନକୁ ସାକାର କରିବାକୁ କାର୍ଯ୍ୟ କରନ୍ତୁ

କଟକ,୨୬-୧୨-୨୦୨୪(ପିପିଏସ) : ଓଡ଼ିଶାରେ ରାଷ୍ଟ୍ରବାଦୀ ବିଜେପି ସରକାର ଆସିଛି। ଏବେ ଡବଲ ଇଞ୍ଜିନ ସରକାର ଚାଲିଛି। ଏଣୁ ଓଡ଼ିଶାର ବିକାଶକୁ କେହି ଅଟକାଇପାରିବେନି। ୨୦୩୬ ସୁଦ୍ଧା  ବିକଶିତ ଓ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଆମର ଲକ୍ଷ୍ୟ। ଏଥିରେ ସାମିଲ ହେବା ଲାଗି ଛାତ୍ରଛାତ୍ରଙ୍କୁ କଟକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ବାନ ଦେଇଛନ୍ତି। କଟକ ଜବାହରଲାଲ ନେହରୁ ଇଣ୍ଡୋର ଷ୍ଟାଡିଅମରେ ଆୟୋଜିତ ଛାତ୍ର ସଂଗଠନ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି)ର ୪୯ତମ ରାଜ୍ୟ ଅଧିବେଶନରେ ମୁଖ୍ୟ […]

1 min read

୨୮ରେ ଭୁବନେଶ୍ବର ଆସିବେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଆସନ୍ତା ୨୮ ତାରିଖ ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ। ୨୯ ତାରିଖ ସନ୍ଧ୍ୟାରେ ତାଙ୍କର ଭୁବନେଶ୍ବରରୁ ନୂଆଦିଲ୍ଲୀ ଫେରିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ସେ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି। ଏନେଇ ସୂଚନା ଦେଇଛନ୍ତି ଓଡ଼ିଶା ବିଜେପି ପ୍ରଭାରୀ ବିଜୟପାଲ ସିଂହ ତୋମର୍। 

1 min read

ଓଡ଼ିଶା ବିକାଶରେ ବାଜପେୟୀଙ୍କ ଅବଦାନ ଅତୁଳନୀୟ

ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ସ୍ବର୍ଗତ ଅଟଳ ବିହାରୀ ବାଜପେୟୀ ଏକାଧାରରେ ସାହିତ୍ୟିକ, ଗାଳ୍ପିକ, ସାମ୍ବାଦିକ, ସମାଜ ସଂସ୍କାରକ ତଥା ରାଜନେତା ଭାବେ ବେଶ ଜଣାଶୁଣା। ଦଳଗତ ନିର୍ବିଶେଷରେ ସେ ଥିଲେ ସମସ୍ତଙ୍କ ପ୍ରିୟ। ସେ ଥିଲେ ଅଜାତଶତ୍ରୁ। ଓୟୁଏଟିରେ ବାଜପେୟୀଙ୍କ ଜୟନ୍ତୀ ଓ ସୁଶାସନ ଦିବସ ପାଳନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହା କହିଛନ୍ତି। ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଓୟୁଏଟି କୃଷି ସେବା ସଦନରେ ଆୟୋଜିତ […]

1 min read

ପାରାଦୀପରେ ୬୧ହଜାର କୋଟିର ନାପ୍‌ଥା ପ୍ରକଳ୍ପ

ଭୁବନେଶ୍ୱର ୨୫-୧୨-୨୦୨୪(ପିପିଏସ ) : ପାରାଦୀପରେ ଏକ ନାପ୍‌ଥା କ୍ରାକର୍‌ ପ୍ରକଳ୍ପ ସ୍ଥାପନ ହେବାକୁ ଯାଉଛି। ସେଥିରେ ୬୧ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ହେବ। ଭାରତୀୟ ତୈଳ ନିଗମ ସେହି ପ୍ରକଳ୍ପ ସ୍ଥାପନ କରିବ। ତାହା ହେବ ଦେଶର ଅନ୍ୟତମ ସର୍ବବୃହତ ନାପ୍‌ଥା ପ୍ରକଳ୍ପ। ସେଥିରେ ରାଜ୍ୟ ସରକାରଙ୍କ ଇକ୍ବିଟି ଅଂଶଧନ ରହିବ। ଏହି ପ୍ରକଳ୍ପରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ଓ ଟିକସ ମିଳିବ।  ଏନେଇ ଜାନୁଆରିରେ କମ୍ପାନି ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବୁଝାମଣାପତ୍ର […]

1 min read

ଅସାଧୁ ବ୍ୟବସାୟୀଙ୍କୁ ନିସ୍ତାର ନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୫-୧୨-୨୦୨୪(ପିପିଏସ ) : ୧୯୮୬ ମସିହା ଡିସେମ୍ବର ୨୪ତାରିଖରେ ଉପଭୋକ୍ତା ସୁରକ୍ଷା ଆଇନ ପ୍ରଣୟନ ହୋଇଥିଲା। ଏହି ଆଇନରେ ବ୍ୟବସାୟୀ ସଂସ୍ଥାକୁ ଉତ୍ତରଦାୟୀ କରିବା ପାଇଁ ଯଥେଷ୍ଟ ପ୍ରାବଧାନ ନ ଥିଲା। ଏହାର ସୁଯୋଗ ନେଇ ୨୦୧୦ ମସିହାରେ ଓଡ଼ିଶାରେ ଟିଟ୍‌ଫଣ୍ଡ ସଂସ୍ଥା ମାଧ୍ୟମରେ ବହୁତ ଲୋକ ଠକାମିରେ ଶିକାର ହୋଇଥିଲେ। ୨୦୨୦ ଜୁଲାଇ ୨୦ରୁ ଦେଶରେ ନୂଆ ଉପଭୋକ୍ତା ଆଇନ କାର୍ଯ୍ୟକାରୀ ହୋଇଛି। ଉପଭୋକ୍ତାମାନଙ୍କୁ ସୁରକ୍ଷା ଦେବା ପାଇଁ ଏହି ନୂଆ ଆଇନରେ ସବୁ […]

1 min read

ଓଡ଼ିଶା ପାଇଁ ୪୫୫ କୋଟି

ନୂଆଦିଲ୍ଲୀ/ଭୁବନେଶ୍ୱର ୨୫-୧୨-୨୦୨୪(ପିପିଏସ ) : କେନ୍ଦ୍ର ସରକାର ଓଡ଼ିଶା ଓ ରାଜସ୍ଥାନର ଗ୍ରାମୀଣ ସ୍ଥାନୀୟ ସଂସ୍ଥା ଗୁଡ଼ିକ ପାଇଁ ୨୦୨୪-୨୫ ଆର୍ଥିକ ବର୍ଷରେ ପଞ୍ଚଦଶ ଅର୍ଥ ଆୟୋଗ (ଏକ୍ସଭି ଏଫସି) ଅନୁଦାନ ରାଶି ପ୍ରଦାନ କରିଛନ୍ତି। ଓଡ଼ିଶାର ଗ୍ରାମୀଣ ସ୍ଥାନୀୟ ସଂସ୍ଥା ଗୁଡ଼ିକ ପାଇଁ ୨୦୨୪-୨୫ ଆର୍ଥିକ ବର୍ଷର ଦ୍ବିତୀୟ କିସ୍ତି ଅର୍ଥାତ୍ ୩୭୦.୨୦ କୋଟି ଟଙ୍କା ଏବଂ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଅଣବନ୍ଧିତ ଅନୁଦାନର ପ୍ରଥମ କିସ୍ତିର ବକେୟା ରାଶି ୮୪.୫୦୮୬ କୋଟି ଟଙ୍କା […]

1 min read

ରାଜ୍ୟରେ ୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ

ଭୁବନେଶ୍ୱର ୨୫-୧୨-୨୦୨୪(ପିପିଏସ ) :  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟରେ ୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ କରିଛନ୍ତି। ଲୋକ ସେବା ଭବନର ସଭାଗୃହ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ସମବାୟ ସମିତି ଗୁଡିକର ଶୁଭାରମ୍ଭ କରିଛନ୍ତି।ରାଜ୍ୟରେ ସମୁଦାୟ ୨୭୧୧ଟି ପ୍ୟାକ୍ସ ଥିବା ବେଳେ, ରାଜ୍ୟ ସରକାର ଆଉ  ୧୫୪୨ଟି ନୂଆ ବହୁମୁଖୀ ପ୍ୟାକ୍ସ ଗଠନ କରିଛନ୍ତି । ଏହା ଦ୍ୱାରା ରାଜ୍ୟର ସମୁଦାୟ ପ୍ୟାକ୍ସ ସଂଖ୍ୟା ୪୨୫୩ରେ […]

1 min read

ବର୍ଷାରେ ଫସଲହାନୀ ହୋଇଥିଲେ ଚାଷୀଙ୍କୁ କ୍ଷତିପୂରଣ ମିଳିବ: ମନ୍ତ୍ରୀ

ବର୍ଷାରେ ଫସଲହାନୀ ହୋଇଥିଲେ ଚାଷୀମାନଙ୍କୁ କ୍ଷତିପୂରଣ ମିଳିବ। ଫସଲହାନୀର ତଦାରଖ କରିବା ପାଇଁ ଏକ କମିଟି ଗଠନ କରାଯିବ। ଏହି କମିଟି ସ୍ପଟ୍କୁ ଯାଇ ତଦନ୍ତ କରିବ। ଫସଲହାନୀ ହୋଇଥିଲେ କ୍ଷତିପୂରଣ ମିଳିବ। ସବୁ ଚାଷୀମାନଙ୍କୁ ବୀମାଭୁକ୍ତ କରାଯାଇଛି। ଭୁବନେଶ୍ୱର ୨୫-୧୨-୨୦୨୪(ପିପିଏସ ) : ଚଳିତ ମାସ ୧୭ ତାରିଖ ଠାରୁ ରାଜ୍ୟରେ ବର୍ଷା ଜାରି ରହିଛି। ବଡ଼ଧରଣର ବର୍ଷା ହୋଇ ନଥିବା ବେଳେ ହାଲୁକାରୁ ମଧ୍ୟମଧରଣର ବର୍ଷା ଚାଷୀକୁଳଙ୍କୁ କ୍ଷତି ପହଞ୍ଚାଇଛି। ଫସଲ ଅମଳ ସମୟରେ […]

1 min read

ଏମ୍‌ସ ଭୁବନେଶ୍ବର ପକ୍ଷରୁ ଅଟଳ ବିହାରୀ ବାଜପେୟୀଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର ୨୫-୧୨-୨୦୨୪(ପିପିଏସ ) : ଦୂରଦୃଷ୍ଟି ଓ ସଂକଳ୍ପର ରାଷ୍ଟ୍ରନେତା, ପୂର୍ବତନ ପ୍ରଧାନମନ୍ତ୍ରୀ, କିମ୍ବଦନ୍ତୀ ପୁରୁଷ, ବିଶିଷ୍ଟ ଜନନାୟକ ତଥା ଏମ୍‌ସ ଭୁବନେଶ୍ୱର ପ୍ରତିଷ୍ଠାତା ଭାରତରତ୍ନ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କର ୧୦୦ତମ ଜନ୍ମବାର୍ଷିକୀ ଅବସରରେ ଏମ୍‌ସ ବନେଶ୍ବରଭୁ ପକ୍ଷରୁ ଆଜି “ସୁଶାସନ ଦିବସ” ପାଳିତ ହୋଇଯାଇଛି। ଏହି ଅବସରରେ ଯୁଗଦ୍ରଷ୍ଟା ଅଟଳ ବିହାରୀଙ୍କୁ ଏମ୍‌ସ ଭୁବନେଶ୍ବର ପକ୍ଷରୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି।  ଏନେଇ ଆଜି ଏମ୍‌ସ ଭୁବନେଶ୍ବର ପରିସରରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଉପସ୍ଥିତ […]