1 min read

୧୦ମାସର ବକେୟା ପାଇବେ କମ୍ୟୁନିଟି ସପୋର୍ଟ ଷ୍ଟାଫ୍, ସୂଚନା ଦେଲେ ସରକାର

ରାଜ୍ୟ ସରକାର ସିଆରପି, ବ୍ୟାଙ୍କମିତ୍ର, ଏମ୍‌ବିକେ ଓ ପ୍ରାଣୀମିତ୍ରଙ୍କୁ ପାଇଁ ବଡ଼ ଖବର ଦେଇଛନ୍ତି। ମୋହନ ସରକାର ଏମାନଙ୍କୁ ବକେୟା ପାଉଣା ଦେବେ। କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ୧୦ମାସର ବକେୟା ପାଇବେ। ଏହା ଦ୍ବାରା ରାଜ୍ୟର ୬୨ ହଜାରରୁ ଊର୍ଦ୍ଧ୍ବ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ। ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ରାଜ୍ୟ ସରକାର ସିଆରପି, ବ୍ୟାଙ୍କମିତ୍ର, ଏମ୍‌ବିକେ ଓ ପ୍ରାଣୀମିତ୍ରଙ୍କୁ ପାଇଁ ବଡ଼ ଖବର ଦେଇଛନ୍ତି। ମୋହନ ସରକାର ଏମାନଙ୍କୁ ବକେୟା ପାଉଣା ଦେବେ। […]

1 min read

ଅଜୟ କୁମାର ଲଲ୍ଲୁ ଓଡ଼ିଶା କଂଗ୍ରେସ ପ୍ରଭାରୀ, ସପ୍ତଗିରିଙ୍କୁ ୪ ରାଜ୍ୟର ଦାୟିତ୍ବ

ଅଖିଳ ଭାରତୀୟ କଂଗ୍ରେସ କମିଟି ଶୁକ୍ରବାର ଓଡ଼ିଶା କଂଗ୍ରେସ ପ୍ରଭାରୀ ନିଯୁକ୍ତ କରିଛି। ଅଜୟ କୁମାର ଲଲ୍ଲୁଙ୍କୁ ଓଡ଼ିଶା କଂଗ୍ରେସ ପ୍ରଭାରୀ ଦାୟିତ୍ବ ଦେଇଛି। ସେହିପରି କୋରାପୁଟ ସାଂସଦ ସପ୍ତଗିରି ଉଲାକାଙ୍କୁ ମଣିପୁର, ତ୍ରିପୁରା, ସିକ୍କିମ ଓ ନାଗାଲାଣ୍ଡର ଦାୟିତ୍ବ ଦେଇଛି। ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ଅଖିଳ ଭାରତୀୟ କଂଗ୍ରେସ କମିଟି ଶୁକ୍ରବାର ଓଡ଼ିଶା କଂଗ୍ରେସ ପ୍ରଭାରୀ ନିଯୁକ୍ତ କରିଛି। ଅଜୟ କୁମାର ଲଲ୍ଲୁଙ୍କୁ ଓଡ଼ିଶା କଂଗ୍ରେସ ପ୍ରଭାରୀ ଦାୟିତ୍ବ ଦେଇଛି। ସେହିପରି କୋରାପୁଟ ସାଂସଦ […]

1 min read

କଟକରେ ଡବଲ ମର୍ଡର ମାମଲା: ଅଭିଯୁକ୍ତ ୫ ବର୍ଷ ପରେ ଗିରଫ

କଟକର ବେଲେଶ୍ବରରେ ୨୦୧୯ ଡିସେମ୍ବରରେ ହୋଇଥିବା ଡବଲ ମର୍ଡର ମାମଲାରେ କମିସନରେଟ୍ ପୁଲିସ ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲା ସନ୍ତୋଷ ସିହ୍ନା। ଭୁବନେଶ୍ବର-କଟକ ପୁଲିସ କମିସନରେ ସୁରେଶ ଦେବଦତ୍ତ ଶୁକ୍ରବାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। କଟକ ୧୪-୦୨-୨୦୨୫(ପିପିଏସ ) : କଟକର ବେଲେଶ୍ବରରେ ୨୦୧୯ ଡିସେମ୍ବରରେ ହୋଇଥିବା ଡବଲ ମର୍ଡର ମାମଲାରେ କମିସନରେଟ୍ ପୁଲିସ ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲା ସନ୍ତୋଷ ସିହ୍ନା। ଭୁବନେଶ୍ବର-କଟକ ପୁଲିସ କମିସନରେ ସୁରେଶ ଦେବଦତ୍ତ […]

1 min read

ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ

ପ୍ରଶ୍ନକାଳ ଆରମ୍ଭରୁ ବିଜେଡି ଏବଂ କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ, ଗୃହ ମୁଲତବୀ ଆଜି ବିଧାନସଭାର ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ। ପୂର୍ବାହ୍ନ ୧୦ଟା ୩୦ ମିନିଟ ସମୟରେ ଆରମ୍ଭ ହୋଇଥିଲା। ପ୍ରଶ୍ନକାଳ ଆରମ୍ଭରୁ ବିଧାନସଭାରେ ବିରୋଧୀ ବିଜେଡି ଏବଂ କଂଗ୍ରେସ ହଟ୍ଟଗୋଳ କରିଥିଲେ। ଏହାପରେ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ମଧ୍ୟାହ୍ନ ୧୨ଟା ଯାଏ ମୁଲତବୀ ଘୋଷଣା କରିଛନ୍ତି। ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ଆଜି ବିଧାନସଭାର ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ। ପୂର୍ବାହ୍ନ ୧୦ଟା ୩୦ […]

1 min read

 କଟକରେ ସର୍ବାଧିକ ୧୦୬୦ ଭିକାରି

ରାଜ୍ୟକୁ ଭିକାରିମୁକ୍ତ କରିବାକୁ ସରକାର ଅଭିଯାନ ଚଳାଇଛନ୍ତି: ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରାଜ୍ୟରେ ଏବେ ୫୨୮୪ଜଣ ଭିକାରି ଅଛନ୍ତି ଓ ସେଥିମଧ୍ୟରୁ କଟକରେ ସର୍ବାଧିକ ୧୦୬୦ ଭିକାରି ଅଛନ୍ତି। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ରାଜ୍ୟରେ ଏବେ ୫୨୮୪ଜଣ ଭିକାରି ଅଛନ୍ତି ଓ ସେଥିମଧ୍ୟରୁ କଟକରେ ସର୍ବାଧିକ ୧୦୬୦ ଭିକାରି ଅଛନ୍ତି। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି […]

1 min read

ଗୃ‌ହରେ ଶିକ୍ଷାବ୍ୟବସ୍ଥାକୁ ନେଇ ବାଲିଗୁଡ଼ା ବିଧାୟକଙ୍କ ପ୍ରଶ୍ନ

ରାଜ୍ୟରେ ୮ମ ଶ୍ରେଣୀ ପିଲାଙ୍କ ଗଣିତ ଜ୍ଞାନ କେତେ? ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ବିଧାନସଭାର ବଜେଟ୍‌ ଅଧିବେଶନର ଦ୍ବିତୀୟ ଦିନରେ ଶୁକ୍ରବାର ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର ରାଜ୍ୟରେ ଅଷ୍ଟମ ଶ୍ରେଣୀ ପିଲାଙ୍କ ଗଣିତ ଜ୍ଞାନ କେତେ ରହିଛି, ସେନେଇ ଜାଣିବାକୁ ଚାହିଁଛନ୍ତି। ଅସର ରିପୋର୍ଟ ଅନୁଯାୟୀ ରାଜ୍ୟରେ ଅଷ୍ଟମ ଶ୍ରେଣୀ ପିଲା ଠିକ୍‌ ଭାବରେ ହରଣ ଗୁଣନ, ଫେଡ଼ାଣ କରି ପାରୁ ନାହାନ୍ତି। ଏଥିପାଇଁ ଶିକ୍ଷା ବ୍ୟବସ୍ଥା ଦିଗରେ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ କଣ […]

1 min read

ସୁଦୃଢ଼ ଗ୍ରାମପଞ୍ଚାୟତ ହେଉଛି ବିକଶିତ ଓଡ଼ିଶାର ମୂଳପିଣ୍ଡ: ପଞ୍ଚାୟତିରାଜ ମନ୍ତ୍ରୀ

ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ଶୁକ୍ରବାର ରାଜ୍ୟସ୍ତରୀୟ “ବିକଶିତ ପଞ୍ଚାୟତ ପାଇଁ ଦକ୍ଷତା ବିକାଶ” ଶୀର୍ଷକ କର୍ମଶାଳାକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ସୁଦୃଢ଼ ଗ୍ରାମପଞ୍ଚାୟତ ହେଉଛି ବିକଶିତ ଓଡ଼ିଶାର ମୂଳପିଣ୍ଡ। ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) :   ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ଶୁକ୍ରବାର ରାଜ୍ୟସ୍ତରୀୟ “ବିକଶିତ ପଞ୍ଚାୟତ ପାଇଁ ଦକ୍ଷତା ବିକାଶ” ଶୀର୍ଷକ କର୍ମଶାଳାକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ସୁଦୃଢ଼ ଗ୍ରାମପଞ୍ଚାୟତ ହେଉଛି ବିକଶିତ ଓଡ଼ିଶାର ମୂଳପିଣ୍ଡ। […]

1 min read

ଏମ୍ସ ଭୁବନେଶ୍ୱରରେ ଭାରତରେ ପ୍ରଥମ ଏଚ୍‌ପିବି ରେଡିଓଲୋଜି ପାଠ୍ୟକ୍ରମ

ଭାରତର ପ୍ରଥମ ହେପାଟୋ-ପାନକ୍ରିଏଟୋ-ବିଲିଆରି (ଏଚପିବି) ରେଡିଓଲୋଜି ପାଠ୍ୟକ୍ରମକୁ ସଫଳତାର ସହିତ ଆୟୋଜନ କରି ଏମ୍ସ ଭୁବନେଶ୍ୱର ଚିକିତ୍ସା ବିଜ୍ଞାନ, ଶିକ୍ଷା ଏବଂ ତାଲିମ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହାସଲ କରିଛି। ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ଭାରତର ପ୍ରଥମ ହେପାଟୋ-ପାନକ୍ରିଏଟୋ-ବିଲିଆରି (ଏଚପିବି) ରେଡିଓଲୋଜି ପାଠ୍ୟକ୍ରମକୁ ସଫଳତାର ସହିତ ଆୟୋଜନ କରି ଏମ୍ସ ଭୁବନେଶ୍ୱର ଚିକିତ୍ସା ବିଜ୍ଞାନ, ଶିକ୍ଷା ଏବଂ ତାଲିମ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହାସଲ କରିଛି। ସର୍ଜିକାଲ୍ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ଏବଂ ରେଡିଓ-ଡାଇଗ୍ନୋସିସ୍ ବିଭାଗ […]

1 min read

ଋଣ ନାଁରେ ଖାଇଗଲେ ଲକ୍ଷଲକ୍ଷ ଟଙ୍କା !

ବ୍ରହ୍ମପୁର ସମବାୟ କେନ୍ଦ୍ର ବ୍ୟାଙ୍କ ଲିଃର ବିଜିପୁର ଶାଖାରେ ମିଥ୍ୟା ନଥିପତ୍ର ପ୍ରସ୍ତୁତ କରି ୧ କୋଟିରୁ ଅଧିକ ଟଙ୍କାର ଠକେଇ ଅଭିଯୋଗ  ପରେ  ପୁଣି ଛତ୍ରପୁର ଶାଖା ରେ ୭୫ ଲକ୍ଷ ଟଙ୍କା ଠକେଇ ଅଭିଯୋଗ ନେଇ ଛତ୍ରପୁର ଥାନାରେ ମାମଲା ରୁଜୁ ହୋଇଛି। ଛତ୍ରପୁର/ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ବ୍ରହ୍ମପୁର ସମବାୟ କେନ୍ଦ୍ର ବ୍ୟାଙ୍କ ଲିଃର ବିଜିପୁର ଶାଖାରେ ମିଥ୍ୟା ନଥିପତ୍ର ପ୍ରସ୍ତୁତ କରି ୧ କୋଟିରୁ ଅଧିକ ଟଙ୍କାର ଠକେଇ ଅଭିଯୋଗ ପରେ […]

1 min read

ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ମାମଲା: ପୁନଃ ତଦନ୍ତ ଆରମ୍ଭ

ବହୁଚର୍ଚ୍ଚିତ ସ୍ବର୍ଗତ ନବ ଦାସଙ୍କ ରୋଷେୟା ଲଲିତ ସାହୁଙ୍କ ମୃତ୍ୟୁ ମାମଲା କଡ଼ ଲେଉଟାଇଛି। ଲଲିତଙ୍କ ବାପା ବେଲାଲସେନ ସାହୁ ନ୍ୟାୟ ଦାବି କରି ପୁଲିସ୍‌କୁ ଚିଠି ଲେଖିବା ପରେ ଝାରସୁଗୁଡ଼ା ପୁଲିସ୍ ପୁନଃ ତଦନ୍ତ ଆରମ୍ଭ କରିଥିବା ନେଇ ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ୍ ସୂଚନା ଦେଇଛନ୍ତି। ସୁଗୁଡ଼ା/ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ବହୁଚର୍ଚ୍ଚିତ ସ୍ବର୍ଗତ ନବ ଦାସଙ୍କ ରୋଷେୟା ଲଲିତ ସାହୁଙ୍କ ମୃତ୍ୟୁ ମାମଲା କଡ଼ ଲେଉଟାଇଛି। ଲଲିତଙ୍କ ବାପା ବେଲାଲସେନ ସାହୁ ନ୍ୟାୟ […]