ଜାତୀୟ
ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ପଶିଲା ଇଡି
ବରିଷ୍ଠ ବିଜେଡି ନେତା ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ପଶିଲା ଇଡି। ଆଜି ସକାଳୁ କ୍ଷୀରୋଦ ମଲ୍ଲିକଙ୍କ ବାସଭବନ ସମେତ ସମ୍ବଲପୁରର ତିନିଟି ସ୍ଥାନରେ ଇଡି ଚଢ଼ାଉ କରୁଛି। ୨୩୧ କୋଟି ଟଙ୍କା ଠକେଇ ଅଭିଯୋଗରେ ଏହି ଚଢ଼ାଉ କରାଯାଉଥିବାର ସୂଚନା ରହିଛି। ସମ୍ବଲପୁର/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ବରିଷ୍ଠ ବିଜେଡି ନେତା ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ […]
ଟାଟା ମୋଟର୍ସରେ ଚାକିରି ନାଁରେ ଠକେଇ ମାମଲା: ପୁଣି ୩ ଏତଲାକାରୀ ଓହରିଲେ
ବହୁ ଚର୍ଚ୍ଚିତ ଟାଟା ମୋଟର୍ସରେ ଚାକିରି କରେଇଦେବା ନାଁରେ ଠକେଇ ମାମଲାରୁ ଅନ୍ୟ ୩ ଜଣ ଏତଲାକାରୀ ଓହରି ଯାଇଛନ୍ତି। ସାଂସଦ ପ୍ରଦୀପ ପାଣିଗ୍ରାହୀ କୌଣସି ଟଙ୍କା ନେଇ ନଥିବା ବ୍ରହ୍ମପୁର ଜେଏମ୍ଏଫ୍ସି କୋର୍ଟରେ ଏହି ତିନି ଜଣ କହିଛନ୍ତି। ବ୍ରହ୍ମପୁର/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ବହୁ ଚର୍ଚ୍ଚିତ ଟାଟା ମୋଟର୍ସରେ ଚାକିରି କରେଇଦେବା ନାଁରେ ଠକେଇ ମାମଲାରୁ ଅନ୍ୟ ୩ ଜଣ ଏତଲାକାରୀ ଓହରି ଯାଇଛନ୍ତି। ସାଂସଦ ପ୍ରଦୀପ ପାଣିଗ୍ରାହୀ କୌଣସି ଟଙ୍କା ନେଇ ନଥିବା […]
ଦୁଇମାସରେ ସରିବ ଆବାସ ସର୍ଭେ କାମ
ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ରାଜ୍ୟ ସରକାରଙ୍କ ନୂଆ ଯୋଜନାକୁ ସହିପାରୁନି ବିଜେଡି। ପୂର୍ବ ସରକାର ଗଣତନ୍ତ୍ରକୁ ନଷ୍ଟ କରିଥିଲେ। ସେହି ସମୟରେ ମନ୍ତ୍ରୀମାନେ ଟେଣ୍ଟ ବାନ୍ଧୁଥିଲେ, ଚୌକି ପକାଉଥିଲେ। ଏଭଳି ମନ୍ତବ୍ୟ ଦେଇ ବିଜେଡିକୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ପଞ୍ଚାୟତରାଜ ତଥା ପାନୀୟ ଜଳ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ। ବିଜେଡିର ସଚିବାଳୟ ଘେରାଉ ପ୍ରସଙ୍ଗରେ ଏଭଳି କଡ଼ା ଟିପ୍ପଣୀ ଦେଇ ମନ୍ତ୍ରୀ ରବିନାରାୟଣ ନାୟକ କହିଛନ୍ତି, ବିଜେଡି କ’ଣ କରିଛି, ତାହା ଓଡ଼ିଶାବାସୀ ଜାଣିଛନ୍ତି। କେବଳ […]
ଚେନ୍ନାଇରେ ଓଡ଼ିଆଙ୍କ ‘ଆମ ଚାଟଶାଳୀ’ ଉତ୍ସବ
‘ପ୍ରବାସୀ ଓଡ଼ିଆ କଲଚରାଲ ସୋସାଇଟି’ ଦ୍ୱାରା ପରିଚାଳିତ ‘ଆମ ଚାଟଶାଳୀ’ର ବାର୍ଷିକ ଉତ୍ସବ ଏବଂ କାର୍ତ୍ତିକ ପୂର୍ଣିମା ମହୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୧୫୦୦ ନାଗରିକ ଯୋଗ ଦେଇଥିଲେ। ଚେନ୍ନାଇ/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ସ୍ଥାନୀୟ ‘ପ୍ରବାସୀ ଓଡ଼ିଆ କଲଚରାଲ ସୋସାଇଟି’ ଦ୍ୱାରା ପରିଚାଳିତ ‘ଆମ ଚାଟଶାଳୀ’ର ବାର୍ଷିକ ଉତ୍ସବ ଏବଂ କାର୍ତ୍ତିକ ପୂର୍ଣିମା ମହୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଓଡ଼ିଆ ପ୍ରାଶାସନିକ ଅଧିକାରୀ ତଥା ଓଡ଼ିଶା ସରକାରଙ୍କର […]
ଗେଟୱେ ଅଫ୍ ଇଣ୍ଡିଆ ନିକଟରେ ବଡ଼ ଦୁର୍ଘଟଣା: ଡଙ୍ଗା ଓଲଟି ଯାତ୍ରୀ ନିଖୋଜ
ମୁମ୍ବାଇର ଗେଟୱେ ଅଫ୍ ଇଣ୍ଡିଆ ନିକଟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ୮୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ଓଲଟି ପଡିଛି। ଇତି ମଧ୍ୟରେ ୮୦ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବାବେଳେ କେତେକ ଯାତ୍ରୀ ନିଖୋଜ ଥିବା କୁହାଯାଉଛି ମୁମ୍ବାଇ/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ମୁମ୍ବାଇର ଗେଟୱେ ଅଫ୍ ଇଣ୍ଡିଆ ନିକଟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ୮୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ […]
ତିନି ଦିନିଆ କୋରାପୁଟ, ମାଲକାନଗିରି ଗସ୍ତରେ ଯିବେ ପ୍ରଭାତୀ ପରିଡ଼ା
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆସନ୍ତାକାଲି ଠାରୁ ତିନି ଦିନିଆ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଗସ୍ତ କରିବେ। ଏହି ଗସ୍ତ କାର୍ଯ୍ୟକ୍ରମରେ ସେ କୋରାପୁଟ ଜିଲ୍ଲା ମହୋତ୍ସବ “ପରବ ୨୦୨୪” ରେ ଯୋଗ ଦେବେ। ମାଲକାନଗିରି/କୋରାପୁଟ/ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆସନ୍ତାକାଲି (ବୁଧବାର) ଠାରୁ ତିନି ଦିନିଆ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଗସ୍ତ କରିବେ। ଏହି ଗସ୍ତ କାର୍ଯ୍ୟକ୍ରମରେ ସେ କୋରାପୁଟ ଜିଲ୍ଲା ମହୋତ୍ସବ “ପରବ ୨୦୨୪” ରେ ଯୋଗ ଦେବେ। […]
ପିଏମ୍ଟିରେ ଡ୍ରାଇଭର ପଦବିରେ ନିଯୁକ୍ତି ପାଇଁ ଆଶାୟୀଙ୍କୁ ମିଳିଲା ଆଶ୍ବସ୍ତି
କରୋନା ମହାମାରୀ କାରଣରୁ ପୁଲିସ ମୋଟର ଟ୍ରାନ୍ସପୋର୍ଟରେ ଡ୍ରାଇଭର ପଦରେ ଗୋଟିଏ ଥର ପଇଁ ସର୍ବାଧିକ ବୟସ ସୀମା କୋହଳ ପାଇଁ ନିର୍ଦ୍ଦେଶ ଦିଆଯାଉଛି ବୋଲି ହାଇକୋର୍ଟ କହିଛନ୍ତି। କଟକ,୧୭-୧୨-୨୦୨୪ (ପିପିଏସ ) : ପୁଲିସ ମୋଟର ଟ୍ରାନ୍ସପୋର୍ଟ(ପିଏମଟି)ରେ ଡ୍ରାଇଭର ପଦରେ ନିଯୁକ୍ତି ପାଇଁ ଆଶାୟୀଙ୍କୁ ଆଶ୍ବସ୍ତି ମିଳିଛି। ଗତ ୪ ବର୍ଷ ହେବ ନିଯୁକ୍ତି ପ୍ରକ୍ରିୟା ଅନୁଷ୍ଠିତ ହୋଇ ନଥିବା ପ୍ରସଂଗକୁ ବିଚାରକୁ ନେଇ ପ୍ରାର୍ଥୀଙ୍କ ସର୍ବାଧିକ ବୟସସୀମା ୪ ବର୍ଷ କୋହଳ କରିବା ପାଇଁ […]
କୁଲଡିହାମୁହାଁ ‘ଯମୁନା’: ସୋନ ନଦୀପଠାରେ ବାଘ ପାଦଚିହ୍ନ
ମହାରାଷ୍ଟ୍ରର ତଡ଼ବା ଅନ୍ଧେରୀ ଅଭୟାରଣ୍ୟରୁ ଆସିଥିବା ବାଘୁଣୀ ‘ଜୀନତ୍’ ଶିମିଳିପାଳ ଛାଡ଼ି ଝାଡ଼ଖଣ୍ଡର ରାଜାବସା ଅଞ୍ଚଳରେ ବୁଲୁଥିବା ବେଳେ ଅନ୍ୟଏକ ବାଘୁଣୀ ‘ଯମୁନା’ ମଧ୍ୟ ଶିମିଳିପାଳ ଛାଡ଼ି ବାଲେଶ୍ବର ଜିଲ୍ଲା ନୀଳଗିରି ବ୍ଲକ୍ର କୁଲଡିହା ଅଭୟାରଣ୍ୟ ଆଡ଼କୁ ମୁହାଁଇଛି। ବାରିପଦା/ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ମହାରାଷ୍ଟ୍ରର ତଡ଼ବା ଅନ୍ଧେରୀ ଅଭୟାରଣ୍ୟରୁ ଆସିଥିବା ବାଘୁଣୀ ‘ଜୀନତ୍’ ଶିମିଳିପାଳ ଛାଡ଼ି ଝାଡ଼ଖଣ୍ଡର ରାଜାବସା ଅଞ୍ଚଳରେ ବୁଲୁଥିବା ବେଳେ ଅନ୍ୟ ଏକ ବାଘୁଣୀ ‘ଯମୁନା’ ମଧ୍ୟ ଶିମିଳିପାଳ ଛାଡ଼ି ବାଲେଶ୍ବର ଜିଲ୍ଲା […]
କଡା ଆକ୍ସନ ନେଲେ ମୋହନ ସରକାର
ସଚିବ ପଦରୁ ହଟିଲେ ବିଷ୍ଣୁପଦ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି। ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀଙ୍କୁ ସାଧାରଣ ପ୍ରଶାସନ ଓ ଅଭିଯୋଗ ଓଏଏସ୍ଡି ଭାବେ ନିଯୁକ୍ତି ମିଳିଛି। ଶ୍ରୀ ସେଠୀଙ୍କୁ ବଦଳି ହୋଇଥିଲେ ବି ପ୍ରମୁଖ ସଚିବ ପାହ୍ୟା ବଜାୟ ରହିବ। ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି। ପ୍ରମୁଖ ସଚିବ […]
ରାଜଧାନୀରେ ଅଙ୍ଗନବାଡ଼ି କର୍ମୀ ଓ ସହାୟିକାଙ୍କ ଗଣଧାରଣା
ସରକାରୀ ମାନ୍ୟତା ସାଙ୍ଗକୁ ଦରମା ବୃଦ୍ଧି ଦାବିରେ ଲୋୟର ପିଏମଜିରେ ଅଙ୍ଗନବାଡ଼ି କର୍ମୀମାନେ ଗଣଧାରଣା ଦେଇଛନ୍ତି । ହଜାର ହଜାର ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ଏକାଠି ହୋଇଛନ୍ତି । ସେମାନେ ବହିଷ୍କାର ହୋଇଥିବା କର୍ମୀଙ୍କୁ ପୁନଃନିଯୁକ୍ତି ଲାଗି ବି ଦାବି କରିଛନ୍ତି। ଭୁବନେଶ୍ୱର ୧୬-୧୨-୨୦୨୪ (ପିପିଏସ) : ସରକାରୀ ମାନ୍ୟତା ସାଙ୍ଗକୁ ଦରମା ବୃଦ୍ଧି ଦାବିରେ ଲୋୟର ପିଏମଜିରେ ଅଙ୍ଗନବାଡ଼ି କର୍ମୀମାନେ ଗଣଧାରଣା ଦେଇଛନ୍ତି । ହଜାର ହଜାର ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ଏକାଠି […]